କୃଷ୍ଣସାଗର ଡାହାଣ କେନାଲ ମରାମତି କରୁଛି ଆନ୍ଧ୍ର
ପାରଳାଖେମୁଣ୍ଡି,୨୫ା୬(ଡି.ଏନ୍.ଏ.): ଗଜପତି ଜିଲାରେ ପୁଣି ଆନ୍ଧ୍ର ଅନୁପ୍ରବେଶ କରି ନିଜର ଦାଦାଗିରି ଦେଖାଇଛି। ଚଳିତଥର କୃଷ୍ଣ ସାଗର ଡାହାଣ କେନାଲରେ ଜଳ ଲୁଟି ନେବାକୁ ମସୁଧା କରିଛି। ଗୋଷାଣୀ ବ୍ଲକର ଜଙ୍ଗଲପାଡୁ ନିକଟରେ ଥିବା କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଆନ୍ଧ୍ର ପ୍ରଶାସନର…
ଗର୍ଭପାତ ଅଧିକାର ହରାଇଲେ ମହିଳା
ଓ୍ବାଶିଂଟନ,୨୫ା୬: ଆମେରିକା ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଗର୍ଭପାତକୁ ଆଇନଗତ ମଞ୍ଜୁରୀ ପ୍ରଦାନକାରୀ ଅର୍ଦ୍ଧଶତାବ୍ଦୀ ପୁରୁଣା ନିଷ୍ପତ୍ତିକୁ ପଲଟାଇ ଦେଇଛନ୍ତି। ଫଳରେ ଏଣିକି ଗର୍ଭପାତ କରାଇବା ମହିଳାଙ୍କ ଆଇନଗତ ଅଧିକାର ରହିବ କି ନାହିଁ ସେନେଇ ରାଜ୍ୟଗୁଡ଼ିକ ନିଜସ୍ବ ସ୍ବତନ୍ତ୍ର ଆଇନ…
ଗୌରହରି, ଦମୟନ୍ତୀ ପାଇବେ ସାହିତ୍ୟ ଅନୁବାଦ ପୁରସ୍କାର
ଭୁବନେଶ୍ୱର, ୨୫।୬ (ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ୨୦୨୧ ବର୍ଷ ପାଇଁ ମୋଟ୍ ୨୨ଟି ଭାଷାରେ ‘ସାହିତ୍ୟ ଅନୁବାଦ ପୁରସ୍କାର’ ଘୋଷଣା କରାଯାଇଛି। ଏଥର ଓଡ଼ିଶାରୁ ଦୁଇଜଣ ବ୍ୟକ୍ତି ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ବେନିୟାମିନଙ୍କ ରଚିତ ମାଲୟାଲମ୍…
ସନ୍ଦେହରେ ରାଜ୍ୟ ବାହାର ବି.ଏଡ୍. ଡିଗ୍ରୀଧାରୀ ଶିକ୍ଷକ
ଯାଜପୁର ଅଫିସ,୨୫ା୬: ଓଡ଼ିଶାର ବିଭିନ୍ନ ସ୍ଥାନରେ ରାଜ୍ୟ ବାହାରର ବିଭିନ୍ନ ବିଶ୍ୱବିଦ୍ୟାଳୟରୁ ବି.ଏଡ୍. ପାସ୍ କରିଥିବା ଯୁବତୀ, ଯୁବକ ନିୟମିତ ଶିକ୍ଷକ ଭାବେ ନିଯୁକ୍ତି ପାଇଛନ୍ତି। କର୍ନାଟକର ଗୁଲ୍ବର୍ଗା ବିଶ୍ୱବିଦ୍ୟାଳୟ ଏବଂ ଉତ୍ତର ପ୍ରଦେଶର କାନପୁର ବିଶ୍ୱବିଦ୍ୟାଳୟରୁ ସେମାନେ ଶିକ୍ଷାଗତ ଯୋଗ୍ୟତା…
ଭିଏଲ୍-ଏସ୍ଆର୍ ଏସ୍ଏଏମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ, ୨୫ା୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର)ରୁ ଶୁକ୍ରବାର ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଭିଏଲ-ଏସ୍ଆରଏସ୍ଏଏମ୍’ର ଉତ୍କ୍ଷେପଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ମିଳିତ ଉଦ୍ୟମରେ ଏହି କ୍ଷେପଣାସ୍ତ୍ରର…
ବିବାହ ଦୁଇଦିନ ପୂର୍ବରୁ ଯୁବତୀଙ୍କ ଆତ୍ମହତ୍ୟା
ବ୍ରହ୍ମପୁର ଅଫିସ,୨୫ା୬: ଜଣେ ଉଚ୍ଚଶିକ୍ଷିତା ଯୁବତୀ ବିବାହ ଦୁଇ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାଲୋନୀ ମହାପାତ୍ର (୨୬)। ଛତିଶଗଡ଼ ଜାମୁନିପଲି ଥାନା ଅନ୍ତର୍ଗତ ସୁକାମର ଗ୍ରାମର ମୂଳନିବାସୀ ସାଲୋନୀଙ୍କ ବ୍ରହ୍ମପୁରରେ ବିବାହ କରାଯିବାକୁ ସ୍ଥିର ହୋଇଥିଲା। ତେଣୁ…
୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ସାଜିଦ ମୀର ଜୀବିତ, ମୋଷ୍ଟ ୱାଣ୍ଟେଡକୁ ମୃତ ଘୋଷଣା କରିଥିଲା ଆଇଏସଆଇ
ଇସଲାମାବାଦ,୨୫ ।୬: ୨୦୦୮ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ସାଜିଦ ମୀରଙ୍କୁ ପାକିସ୍ତାନ ଗିରଫ କରିଥିବା ଜଣାପଡିଛି । ଏହା ପୂର୍ବରୁ ପାକିସ୍ତାନି ଗୁପ୍ତଚର ସଂସ୍ଥା ଆଇଏସଆଇ ଏଫବିଆଇ ପକ୍ଷରୁ ମୋଷ୍ଟ ୱାଣ୍ଟେଡ ସାଜିଦଙ୍କ ମୃତ୍ୟୁ ହୋଇଥିବା ଦାବି କରିଥିଲା ।…
ବିସିସିଆଇ ଲଗାଇଥିଲା ବ୍ୟାନ୍; ଏବେ ଜୋତା ବିକୁଛନ୍ତି ଅମ୍ପାୟାର
ଲାହୋର,୨୪।୬: ପାକିସ୍ତାନର ସର୍ବୋତ୍ତମ ଅମ୍ପାୟାରଙ୍କ ମଧ୍ୟରୁ ଆସାଦ ରାଉଫ ଜଣେ। ସେ ତାଙ୍କ ୧୩ ବର୍ଷ କ୍ୟାରିୟରରେ ୪୯ ଟେଷ୍ଟ, ୯୮ ଦିନିକିଆ ଏବଂ ୨୩ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ଅମ୍ପାୟାରିଂ କରିଛନ୍ତି। ହେଲେ ତାଙ୍କ ଉପରେ ବିସିସିଆଇ ବ୍ୟାନ୍ ଲଗାଇବା…
ଛାତ୍ରକୁ ମାଡ଼ ଘଟଣା: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ
ଖଇରା, ୨୪ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଧୋବାଗଡିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ୫ମ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିବା ଅଭିଯୋଗରେ ଖଇରା ଗୋଷ୍ଠୀ ଶିକ୍ଷାଧିକାରୀ ଗୋଲକ ପ୍ରସାଦ ପାଢୀ ସଂପୃକ୍ତ ପ୍ରଧାନଶିକ୍ଷୟତ୍ରୀ ମାଳତୀ ମହାପାତ୍ରଙ୍କୁ ଗୁରୁବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।…
ଶିକ୍ଷକଙ୍କଠାରୁ ୧୨ଲକ୍ଷ ଟଙ୍କା ଲୁଟ୍ ଘଟଣା ମୁଖ୍ୟ ଅଭିଯୁକ୍ତ ଗିରଫ, ୯ ଲକ୍ଷ ଜବତ
ଭଦ୍ରକ ଅଫିସ, ୨୪।୬: ଭଦ୍ରକ ସହରର ଅପର୍ତିବିନ୍ଧା ଛକ ନିକଟ ଷ୍ଟେଟବ୍ୟାଙ୍କ ସାମ୍ନାରୁ ଗତ ୯ ତାରିଖରେ ଜଣେ ଶିକ୍ଷକଙ୍କଠାରୁ ୧୨ଲକ୍ଷ ଟଙ୍କା ଲୁଟ୍ ହୋଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର ରାତିରେ ଭଦ୍ରକ ଟାଉନ ପୋଲିସ ଗିରଫ କରିଛି।…
ସୀମାନ୍ତରୁ ଧରାପଡିଲେ ୫ ମାଓବାଦୀ
ମାଲକାନଗିରି,୨୪ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ପୋଲିସ ଏବଂ ସିଆରପିଏଫ-୧୫୧ବାଟାଲିୟନ ପକ୍ଷରୁ ସର୍ଚ୍ଚ ଅପରେଶନ ବେଳେ ଜାରପାଲି ଜଙ୍ଗଲରୁ ୫ ଜଣ ମାଓବାଦୀ ଧରାପଡିଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ନାବାଳକ ଥିବା ଜଣାପଡିଛି। ଅନ୍ୟ ୩ ଜଣ ହେଲେ କୁଞ୍ଜାମ…
ପୁରୀରେ ପୁଣି ବୋମାମାଡ଼
ପୁରୀ ଅଫିସ, ୨୪ା୬: ପୁଣି ପୁରୀ ସହରରେ ବୋମାମାଡ଼। ଶୁକ୍ରବାର ରାତି ପ୍ରାୟ ୯ଟାରେ ପୁରୀ ସଦର ଥାନା ଅନ୍ତର୍ଗତ ମୁକୁନ୍ଦ ମିଶ୍ର ନଗର ଅଞ୍ଚଳରେ ଥିବା ଜଣେ ସିମେଣ୍ଟ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ କରାଯାଇଛି। ଦୁଇଜଣ ଦୁର୍ବୃତ୍ତ…
Archives


