Home Left

ନିଷିଦ୍ଧାଞ୍ଚଳରେ ପ୍ରାଚୀର ନିର୍ମାଣ

ପୁରୀ ଅଫିସ,୨।୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁଣି ବିବାଦ ମୁଣ୍ଡ ଟେକିଛି। ପ୍ରକଳ୍ପର ନିଷିଦ୍ଧାଞ୍ଚଳରେ କ୍ଲକ୍‌ ରୁମ୍‌, ମିନି କ୍ଲକ୍‌ ରୁମ୍‌, ଜନତା ଓ ସେବାୟତଙ୍କ ଶୌଚାଳୟ ସମେତ ଅନ୍ୟ ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ଏହି ନିଷିଦ୍ଧାଞ୍ଚଳ ପରିସରରେ…

ଦେଶର ୫୦ ସ୍ବତନ୍ତ୍ର ଐତିହ୍ୟ ବୟନକଳା ସାମଗ୍ରୀ ମଧ୍ୟରେ ଓଡ଼ିଶାର ୫

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ଓ ବୟନ ସାମଗ୍ରୀ ନିଜର ସ୍ବତନ୍ତ୍ରତା ପାଇଁ ସବୁବେଳେ ଜାତୀୟ ତଥା ଅନ୍ତର୍ଜାତୀୟ ଚାହିଦା ବଜାୟ ରଖି ଆସିଛି। ଶନିବାର ୟୁନେସ୍କୋ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦେଶର ୫୦ଟି ସ୍ବତନ୍ତ୍ର ତଥା ଆଇକନିକ୍‌ ଐତିହ୍ୟ ବୟନକଳା ସାମଗ୍ରୀ…

ବିଏମ୍‌ସିକୁ ‘ବେଷ୍ଟ ସିଟିଜେନ୍‌ ଫିଡ୍‌ବ୍ୟାକ୍‌’ ଆଓ୍ବାର୍ଡ

ଭୁବନେଶ୍ୱର,୨।୧୦(ବ୍ୟୁରୋ): କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୨ ଘୋଷଣା ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ସିଟିଜେନ୍‌ ଫିଡ୍‌ବ୍ୟାକ୍‌ କାଟେଗୋରିରେ ‘ବେଷ୍ଟ ସିଟିଜେନ୍‌ ଫିଡ୍‌ବ୍ୟାକ୍‌’ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏହି କାଟେଗୋରିରେ ମୋଟ ୨,୨୫୦ ନମ୍ବରରୁ…

ବରିଷ୍ଠ ନାଗରିକଙ୍କ ପାଇଁ ସବୁ ଜିଲାରେ ହେବ ଫିଜିଓଥେରାପି ସେଣ୍ଟର

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ପାଇଁ ରାଜ୍ୟର ସବୁ ଜିଲାରେ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ସେବା ୟୁନିଟ୍‌ କାର୍ଯ୍ୟ କରିବ। ଏଥିସହ ସବୁ ଜିଲାରେ ଫିଜିଓଥେରାପି ସେଣ୍ଟର କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…

ଭୁବନେଶ୍ୱରରେ ଯୁବତୀଙ୍କ ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ

ଭୁବନେଶ୍ୱର,୨।୧୦ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଫ୍ୟାନ୍‌ରେ ଓଢଣି ଦ୍ୱାରା ଝୁଲୁଥିବା ଅବସ୍ଥାରେ ତାଙ୍କ ମୃତଦେହ ପୋଲିସ ଜବତ କରିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି।…

ଭାରତୀୟ କମ୍ପାନୀ ଉପରେ ଆମେରିକା କଟକଣା

ନୂଆଦିଲ୍ଲୀ, ୨ା୧୦: ଇରାନରୁ ପେଟ୍ରୋକେମିକାଲ ଏବଂ ପ୍ରେଟ୍ରୋଲିୟମ ଉତ୍ପାଦ କିଣୁଥିବା ଭାରତର ଏକ କମ୍ପାନୀ ଉପରେ ଆମେରିକା କଟକଣା ଲଗାଇଛି। ଇରାନୀୟ ଉତ୍ପାଦ କିଣି ତାହାକୁ ଦକ୍ଷିଣ ଓ ପୂର୍ବ ଏସିଆ ପଠାଉଥିବା ୮ କମ୍ପାନୀର ଅନ୍ତର୍ଜାତୀୟ ନେଟଓ୍ବର୍କ ଉପରେ ଆମେରିକାର…

ସରିଲା ମା’ଙ୍କ ବିଲ୍ବାଧିବାସ, ଆଜି ସପ୍ତମୀ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣ ପୂଜା। ସୁନ୍ଦର ତୋରଣ ସାଙ୍ଗକୁ ରଙ୍ଗାରଙ୍ଗ ଆଲୋକମାଳାରେ ମଣ୍ଡପ ଝଲସୁଥିବାବେଳେ ମା’ ଦୁର୍ଗାଙ୍କ ଧରାବତରଣ ପୂରା ପରିବେଶକୁ ଭକ୍ତିମୟ କରିଦେଇଛି। ପରମ୍ପରା ଅନୁଯାୟୀ ଶନିବାର ପୀଠେ ସପ୍ତମୀ ପୂଜା ସମ୍ପନ୍ନ ହୋଇଥିବାବେଳେ ମଣ୍ଡପରେ ଷଷ୍ଠୀପୂଜା ବିଳମ୍ବିତ…

ରାସ୍ତାରେ ବୋଟ୍‌, ସମୁଦ୍ରରେ କାର୍‌

ଫର୍ଟ ମ୍ୟେର୍ସ ବିଚ୍‌/ଚାର୍ଲେଷ୍ଟନ୍‌,୨।୧୦: ପ୍ରଳୟଙ୍କରୀ ସାମୁଦ୍ରିକ ବାତ୍ୟା ଇଆନ୍‌ ଆମେରିକାର ଫ୍ଲୋରିଡ଼ା ଉପକୂଳକୁ ବିପର୍ଯ୍ୟସ୍ତ କରିଦେଇଛି। ବାତ୍ୟାରେ ବହୁସଂଖ୍ୟାରେ ବୋଟ୍‌ ସମୁଦ୍ରରୁ ଭାସିଆସି ବିଭିନ୍ନ ରାସ୍ତାରେ ଲାଗିଥିବାବେଳେ କାର୍‌ଗୁଡ଼ିକ ସମୁଦ୍ରରେ ଭାସୁଥିବା ଦେଖାଯାଇଛି। ସମୁଦ୍ର ଜୁଆର ମାଡ଼ିଆସି ବହୁ ଅଞ୍ଚଳ ଜଳାର୍ଣ୍ଣବ…

ୟୁଏନ୍‌ଏସ୍‌ସିରେ ରୁଷିଆ ବିରୋଧରେ ନିନ୍ଦା ପ୍ରସ୍ତାବ: ବିରତ ରହିଲା ଭାରତ

ନୂଆଦିଲ୍ଲୀ,୨।୧୦: ଗଣଭୋଟ ଜରିଆରେ ୟୁକ୍ରେନ୍‌ର ୧୫ ପ୍ରତିଶତ ଅଞ୍ଚଳ ରୁଷିଆ ନିଜ ଭୂଖଣ୍ଡରେ ମିଶାଇବା ନିଷ୍ପତ୍ତିକୁ ବିରୋଧ କରି ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଅଣାଯାଇଥିବା ନିନ୍ଦା ପ୍ରସ୍ତାବରୁ ଭାରତ ଦୂରେଇ ରହିଛି। ପରିବର୍ତ୍ତିତ ସ୍ଥିତି ପାଇଁ ଭାରତ ପ୍ରସ୍ତାବରୁ ବିରତ…

ଇଲେକ୍ଟ୍ରୋନିକ ସ୍କୁଟି ନିର୍ମାଣ କାରଖାନାରେ ଅଗ୍ନିକାଣ୍ଡ

ଚଣ୍ଡିଖୋଲ,୨।୧୦ (ଡି.ଏନ.ଏ.): ବଡ଼ଚଣା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ବଡ଼ଚଣା ଛକ ନିକଟ ଭାରତ ବେଞ୍ଜ କମ୍ପାନୀ ପରିସରରେ ଥିବା ଏକ ଇଲୋକ୍ଟ୍ରୋନିକ ସ୍କୁଟି ନିର୍ମାଣକାରୀ କମ୍ପାନୀ ଇଭିଇ କାରଖାନାରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷତି…

ଲିମ୍ୟାନ୍‌ରୁ ରୁଷୀୟ ସୈନ୍ୟଙ୍କ ପଳାୟନ: ରୁଷିଆ କବଳରୁ ମୁକୁଳିଲା ୫ ୟୁକ୍ରେନ୍‌ ଗାଁ

କିଭ୍‌/ମସ୍କୋ/ଓ୍ବାଶିଂଟନ୍‌, ୨ା୧୦: ବନ୍ଧୁକ ମୁନରେ ଭୋଟିଂ କରାଇ ରୁଷିଆ ବେଆଇନ ଭାବେ ପୂର୍ବ ୟୁକ୍ରେନ୍‌ର ଡୋନେସ୍କ, ଲୁହାନ୍‌ସ୍କ ସମେତ ଜାପୋରିଝିଆ ଏବଂ ଖେରସନ୍‌କୁ ନିଜର ବୋଲି ଘୋଷଣା କରିଛି। ହେଲେ ଏବେ ବି ୟୁକ୍ରେନ୍‌ ଉକ୍ତ ଅଞ୍ଚଳକୁ ଫେରାଇ ଆଣିବା ପାଇଁ…

ନବବିବାହିତାଙ୍କୁ ହତ୍ୟା ଅଭିଯୋଗ

ରସୁଲପୁର,୨।୧୦(ଡି.ଏନ.ଏ.): କୁଆଖିଆ ଥାନା ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତ ଓରାଳି ଗ୍ରାମରେ ଶୁକ୍ରବାର ରାତିରେ ଜଣେ ନବ ବିବାହିତାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଗ୍ରାମର ରାଜକିଶୋର ମଳିକଙ୍କ ସ୍ତ୍ରୀ ପିଙ୍କି ପ୍ରଧାନ। ଏ ସମ୍ପର୍କରେ ପିଙ୍କିଙ୍କ ବାପା ରଞ୍ଜନ ପ୍ରଧାନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?