Home Left

କୁକୁରର ଜନ୍ମଦିନ ପାର୍ଟି, ଖାଇଲେ ୫ ହଜାର ଲୋକ

ବେଙ୍ଗାଲୁରୁ: କୁକୁରର ଜନ୍ମଦିନ ଖୁସିରେ ଆୟୋଜିତ ହେଲା ଭବ୍ୟ ଜନ୍ମଦିନ ପାର୍ଟି। ଯେଉଁଥିରେ ୫ ହଜାର ଲୋକଙ୍କୁ ଖାଇବାକୁ ଦିଆଯାଇଛି। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି କର୍ନାଟକର ବେଲଗାଭି ଜିଲାର ତୁକ୍କାନତୀ ଗ୍ରାମରେ। ଯାହାକୁ ଶୁଣିଲେ କେହି ବି ଆଶ୍ଚର୍ଯ୍ୟ…

ଶିବସେନା କାର୍ଯ୍ୟାଳୟ-ମାତୋଶ୍ରୀରେ ବଢ଼ିଲା ସୁରକ୍ଷା: ଉଦ୍ଧବଙ୍କୁ ଭେଟିଲେ ପୋଲିସ କମିଶନର

ମୁମ୍ବାଇ,୨୪।୬: ଶିବସେନାରେ ଚାଲିଥିବା ବିଦ୍ରୋହକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଛି। ଇତିମଧ୍ୟରେ ମୁମ୍ବାଇ ପୋଲିସ କମିଶନର ଗୁରୁବାର ଦଳୀୟ କାର୍ଯ୍ୟାଳୟ ଶିବସେନା ଭବନ ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନିଜ ବାସଭବନ ମାତୋଶ୍ରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।…

‘ସିନ୍ଦେ ଭାଇ ମାତୋଶ୍ରୀ ଫେରି ଚାଲ’

ଗୁଆହାଟୀ,୨୪।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ବିଦ୍ରୋହୀ ବିଧାୟକମାନଙ୍କୁ ମନାଇବା ପାଇଁ ଶିବସେନାର ସତାରା ଜିଲା ଉପମୁଖ୍ୟ ସଞ୍ଜୟ ଭୋସଲେ ଆସାମର ଗୁଆହାଟୀରେ ପହଞ୍ଚିଛନ୍ତି। ସେ ଦଳର ବିଧାୟକ ଏକନାଥ ସିନ୍ଦେଙ୍କୁ ‘ମାତୋଶ୍ରୀ’କୁ ଫେରିବା ପାଇଁ ଅନୁରୋଧ କରିଛନ୍ତି। ବିଦ୍ରୋହୀ ବିଧାୟକ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଏବିଇଓ ଗିରଫ

ରାଜନଗର, ୨୪ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ (ଏବିଇଓ) ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟ ଶ୍ରେଣୀଗୃହରେ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଏବିଇଓ ସୁବାସ ଚନ୍ଦ୍ର ମହାନ୍ତିଙ୍କୁ ଗିରଫ କରିଛି। ଏ…

ଆଉ ୩ ମାସ ବଢିଲା ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ, ୨୪।୬: ବଢିଲା ଏମ୍‌ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ। ଜୁନ ୨୪ ତାରିଖରେ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ଆଉ ୩ ମାସ ବୃଦ୍ଧି କରାଯାଇଥିବା ସୂଚନା ମିଳିଛି। ସୂଚନାଅନୁସାରେ, ପୂର୍ବରୁ ଗତ ମାର୍ଚ୍ଚ ୨୪ରେ ଗୁଲେରିଆଙ୍କ କାର୍ଯ୍ୟକାଳ…

ନିଜ ସରକାର ବିରୋଧରେ ସ୍ବର ଉଠାଇଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୪।୬: ଭାଜପା ଏମ୍‌ପି ବରୁଣ ଗାନ୍ଧୀ ନିଜ ସରକାର ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସମୟ ସମୟରେ ସେ ସରକାରଙ୍କ ଅନେକ ଯୋଜନାକୁ ମଧ୍ୟ ସମାଲୋଚନା କରିଛନ୍ତି। ନିକଟରେ ସେ ସରକାରଙ୍କ ଅଗ୍ନିପଥ ଯୋଜନା ଉପରେ ମଧ୍ୟ ପ୍ରଶ୍ନ ଉଠାଇଥିଲେ।…

ଗାଁରେ ପଶିଲା ଦନ୍ତା, ଲୋକେ ଭୟଭୀତ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ଅଯୋଧ୍ୟା ଗାଁରେ ବୁଲୁଛି ଝାଡ଼ଖଣ୍ଡୀ ଦନ୍ତା। ଗୁରୁବାର ମଧ୍ୟରାତିରୁ ଆସିଥିବା ଦନ୍ତାଟି ଗୋଟିଏ ଘର ଭାଙ୍ଗିବା ସହ ଆତଙ୍କ ସୃଷ୍ଟି କରିଛି। ଅଯୋଧ୍ୟା ବଜାରର ମୁଖ୍ୟ ରାସ୍ତାରେ ଯିବା ଆସିବା କରିବା ସହ…

ଗୋପାଳପୁର ବିଜେଡି ବିଧାୟକ ଅଛି: ପ୍ରଦୀପ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨୪ା୬: ଦଳରୁ ବହିଷ୍କୃତ ବିଷୟ ଗଣମାଧ୍ୟମରେ ପ୍ରସାରଣ ହୋଇଛି ଓ ନିଜେ ଶୁଣିଛି। ତେବେ ଏବେ ମଧ୍ୟ ମୁଁ ବିଜେଡିର ବିଧାୟକ ଅଛି। ବିଧାନସଭା ୱେବ୍‌ସାଇଟରେ ଶାସକ ଦଳ ତଥା ଟ୍ରେଜେରି ବେଞ୍ଚରେ ୨୬ନଂ. ସିଟ୍‌ ମୋ ପାଇଁ ଉଦ୍ଦିଷ୍ଟ…

ଅକ୍ଷୟ କୁମାରଙ୍କ ପାଇଁ ଫ୍ଲପ୍‌ ହେଲା ‘ସମ୍ରାଟ ପୃଥ୍ବୀରାଜ’!

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ବକ୍ସ ଅଫିସରେ ସେତେଟା ଭଲ ପ୍ରଦର୍ଶନ କରିପାରିନାହିଁ। ତେବେ ଫିଲ୍ମ ଫ୍ଲପ୍‌ ହେବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ନିର୍ଦ୍ଦେଶକ ଏବଂ ନିର୍ମାତା। ଏହି ଫିଲ୍ମକୁ ଚନ୍ଦ୍ରପ୍ରକାଶ ଦ୍ୱିବେଦୀ ନିର୍ଦ୍ଦେଶନା ଦେଇଥିଲେ।…

କଣ୍ଡରାପାଟିଆରେ ସ୍ବଚ୍ଛ ଭାରତ ମିଶନ ଫେଲ୍‌

କେନ୍ଦ୍ରାପଡା ଅଫିସ, ୨୪ା୬: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛ ଭାରତ ମିଶନ ଯୋଜନା ଘୋଷଣା କରିଥିଲେ। ଇତିମଧ୍ୟରେ ଏହି ଘୋଷଣାକୁ ୮ ବର୍ଷ ପୂରିଛି। ତେବେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ପଞ୍ଚାୟତ ଅଧୀନ କଣ୍ଡରାପାଟିଆ ଗ୍ରାମରେ ଏହି…

ଶରଦ ପାଓ୍ବାରଙ୍କୁ ଦିଆଯାଉଛି ଧମକ

ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଶିବସେନା ମୁଖପାତ୍ର ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟି ନାଁରେ ଏକ ବଡ ଅଭିଯୋଗ ଆଣିଛନ୍ତି। ରାଉତ ଟୁଇଟ୍‌ ଯୋଗେ କହିଛନ୍ତି ଯେ, ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଧମକ ଦିଆଯାଇଛି। ଭାଜପା…

ଅଜବ ଢଙ୍ଗରେ ଆଉଟ୍‌ ହେଲେ ବ୍ୟାଟ୍ସମ୍ୟାନ୍‌, ସମସ୍ତେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ଲିଡ୍ସ,୨୪।୬: ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ହୋଇଥିବା ତିନି ଟେଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଲିଡ୍ସରେ ଆରମ୍ଭ ହୋଇଛି। ମ୍ୟାଚର ପ୍ରଥମ ଦିନରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିୱି ଦଳର ପ୍ରଥମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri