Home Left

ଭେଣ୍ଡିଂ ଜୋନ୍‌ରେ ବ୍ୟବସାୟ କରିବାକୁ ବେପାରୀଙ୍କୁ ନିର୍ଦ୍ଦେଶ

ହିଞ୍ଜିଳିକାଟୁ,୪।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପରିବା ବଜାରରେ ରାସ୍ତାକଡ଼ ଓ ଡ୍ରେନ୍‌ ଉପରେ ବ୍ୟବସାୟ କରୁଥିବା ବେପାରୀଙ୍କୁ ନିକଟରେ ଥିବା ଭେଣ୍ଡିଂ ଜୋନରେ ବ୍ୟବସାୟ କରିବାକୁ ପୌର କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବଜାର ନିକଟ ଭେଣ୍ଡିଂ ଜୋନକୁ ମାଟି ପକାଇ ପ୍ରସ୍ତୁତ…

ଭାରତକୁ ଆସିଲେ ପୁଟିନ୍‌, ‘ବିଶ୍ୱରେ ସର୍ବାଧିକ ଟ୍ରାକ୍‌ ହେଲା ତାଙ୍କରି ଫ୍ଲାଇଟ୍‌; ବିମାନ ବନ୍ଦରରେ ଜଗିଥିଲେ ମୋଦି

ନୂଆଦିଲ୍ଲୀ,୪ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ ଗସ୍ତରେ ଆସିବା ସମୟରେ ତାଙ୍କ ବିମାନ ଗୁରୁବାର ସାରା ବିଶ୍ୱରେ ସର୍ବାଧିକ ଟ୍ରାକ୍ କରାଯାଇଥିବା ଫ୍ଲାଇଟ୍‌ ହୋଇଥିଲା। ଫ୍ଲାଇଟ୍ ଟ୍ରାକିଂ ୱେବସାଇଟ୍ ଫ୍ଲାଇଟ୍ ରାଡାର ୨୪ ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଦିଗପହଣ୍ଡିରେ ଜବରଦଖଲ ଉଚ୍ଛେଦ: ଚାପା ଉତ୍ତେଜନା

ଦିଗପହଣ୍ଡି,୪।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ପ୍ରଶାସନ ପକ୍ଷରୁ ଗୁରୁବାର ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଛି। ମୁଖ୍ୟରାସ୍ତାର ଉଭୟ ପାର୍ଶ୍ୱରେ ଥିବା ଡ୍ରେନ ଓ ରାସ୍ତାକୁ କିଛି ବ୍ୟକ୍ତି ବହୁବର୍ଷ ହେଲା ଜବରଦଖଲ କରି ବାରଣ୍ଡା ଓ…

ନାବାଳିକାଙ୍କୁ ଅସଦାଚରଣ ପ୍ରତିବାଦରେ ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୪।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ତାଳପଡ଼ା ଗ୍ରାମର ନୀଳମଣି ପାଇକଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୪୧୧/୨୫ ଅନୁଯାୟୀ, ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ…

ଘର ବାରଣ୍ଡାରେ ରଖିଥିଲେ ପଲସର: ଆଉ ତା’ପରେ ଘଟିଲା…

ଦିଗପହଣ୍ଡି, ୪।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ରାଜନଗର ମେଇନ ରୋଡ଼ ବାସିନ୍ଦା ଜିତୁ ପଣ୍ଡା ନିଜ ଘର ବାରଣ୍ଡାରେ ରଖିଥିବା ପଲସର ବାଇକକୁ କୌଣସି ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ କରିଛନ୍ତି।…

ଟି୨୦ରେ ମାଇଲ ଖୁଣ୍ଟ ହାସଲ କଲେ ନାରିନ

ଆବୁଧାବି,୪ା୧୨: ସ୍ବିନ ବୋଲର ସୁନିଲ ନାରିନ ପ୍ରଥମ ବୋଲର ଭାବେ ପ୍ରତିଯୋଗିତାମୂଳକ ଟି୨୦ କ୍ରିକେଟରେ ୬,୦୦ ଉଇକେଟ ହାସଲ କରିବାର ଗୌରବ ଅର୍ଜନ କରିଛନ୍ତି। ବୁଧବାର ଏକ ଆଇଏଲ୍‌ ଟି୨୦ ସେ ତାଙ୍କ ଫ୍ରାଞ୍ଚାଇଜ୍‌ ଆବୁଧାବୀ ନାଇଟ୍‌ ରାଇଡର୍ସ ପକ୍ଷରୁ ଶାରଜା…

୨ ବିଦ୍ୟାଳୟରୁ ଲୁଟି ନେଲେ ସୋଲାର ଲାଇଟ୍‌

ପଲମ,୪ା୧୨(ଭିକାରି ଗଉଡ଼): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ଗାଡ଼େବନ୍ଦ ପଞ୍ଚାୟତର ଗୁଣପୁର ପ୍ରାଥମିକ ବିଦ୍ୟାଳୟ ଓ ରାଣିପଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ସୋଲାର ଲାଇଟ୍‌ ଚୋରି ହୋଇଥିବା ନେଇ ପ୍ରଧାନ ଶିକ୍ଷକ ନର୍ଲା ଥାନାରେ ଅଭିଯୋଗ କରିଛନ୍ତି। ଦୁଇ…

8th Pay Commissionକୁ ଆସିଲା ନୂଆ ଅପ୍‌ଡେଟ୍‌: ଜାଣନ୍ତୁ କେବେଠୁ ହେବ ଲାଗୁ

ନୂଆଦିଲ୍ଲୀ,୪।୧୨: ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଖୁସି ଖବର। କେନ୍ଦ୍ର ସରକାର ନଭେମ୍ବର ୨୦୨୫ରେ 8th Pay Commission ଗଠନ କରିଥିଲେ ଏବଂ ଏହାର ସନ୍ଦର୍ଭର ସର୍ତ୍ତାବଳୀ (ToR) କୁ ଅନୁମୋଦନ କରିଥିଲେ। ସେବେଠାରୁ ସାରା ଦେଶର ଲକ୍ଷ…

ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: NH-୧୬ରେ ଅବରୋଧ କଲେ ଲୋକେ

ଭଦ୍ରକ,୪ା୧୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଜାତୀୟ ରାଜପଥ-୧୬ ରେ ଉତ୍ତେଜନା ସୃଷ୍ଟି ହେବା ସହ ଲୋକେ ରାସ୍ତା ଅବରୋଧ କରିଛନ୍ତି। ମୃତ ଛାତ୍ରୀ…

ଆଶେସ୍: ଜୋ ରୁଟ୍‌ଙ୍କ ଅଷ୍ଟ୍ରେଲିଆରେ ପ୍ରଥମ ଶତକ, ଭାଇରାଲ ହେଲା ହେଡେନଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୪ା୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍‌ର ଦ୍ୱିତୀୟ ତଥା ପିଙ୍କ୍-ବଲ୍ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଇଂଲଣ୍ଡ ଏକ ସମ୍ମାନଜନକ ସ୍ଥିତିରେ ପହଞ୍ଚିଛି। ଦିନର ଖେଳ ଶେଷ ବେଳକୁ ଇଂଲଣ୍ଡ ୯ ୱିକେଟ୍‌ ହରାଇ ୩୨୫ ରନ୍‌ ସଂଗ୍ରହ କରିଛି।…

ଥାନାରେ IIC-ASI ହାତାହାତି: ଆକ୍ସନ ନେଲେ ଏସ୍‌ପି

ଯାଜପୁର,୪।୧୨: ଯାଜପୁର ଜିଲା ଅଳକୁଣ୍ଡ ଥାନାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ଝିଅ-ପୁଅ ମାମଲାର ଚାର୍ଜସିଟ ରିପୋର୍ଟକୁ ନେଇ ଥାନା ଭିତରେ ତୁମୁଳକାଣ୍ଡ ଘଟିଛି। IIC ଏବଂ ASIଙ୍କ ମଧ୍ୟରେ ପାଟିତୁଣ୍ଡ ହେବାସହ ହାତାହାତି ହୋଇଛନ୍ତି। ଏହି ଘଟଣା…

ବାହା ହେଉ ହେଉ ଭାଙ୍ଗିଲା ସମ୍ପର୍କ, ଚତୁର୍ଥୀ ରାତିରେ ଛାଡ଼ପତ୍ର ପେପରରେ ସାଇନ୍‌ କଲେ କନ୍ୟା

ଲକ୍ଷ୍ନୌ,୪ା୧୨: ଉତ୍ତରପ୍ରଦେଶର ଦେଓରିଆରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ଚତୁର୍ଥୀରେ ଜଣେ ନବବିବାହିତା କନ୍ୟା ସମ୍ପର୍କ ଭାଙ୍ଗି ତାଙ୍କ ବାପଘରକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ମାମଲାରେ ପୂଜା ନାମକ ଜଣେ ଯୁବତୀ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri