Home Left

‘ବାଘ ଇଲାକାରେ ଭାଲୁ ଦାଦାଗିରିକୁ ବରଦାସ୍ତ କରାଯିବ ନାହିଁ’

ପାପଡ଼ାହାଣ୍ଡି, ୭ା୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବିଡିଓଙ୍କୁ କୋରାପୁଟ ଜିଲା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଦୁର୍ବ୍ୟବହାର କରିଥିବା ନେଇ ବିଜେଡି ଅଭିଯୋଗ କରିଛି। ଏଥିନେଇ ନବରଙ୍ଗପୁର ଜିଲା ବିଜେଡି ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯାଇଛି। ଶତାଧିକ…

ସବୁ ଏସ୍‌ପି ଅଫିସ ଘେରିଲା ଭାଜପା

ଭୁବନେଶ୍ୱର,୭ା୫(ବ୍ୟୁରୋ): ବିଜେଡି ଶାସନରେ ଦୁଇଟି ଆଇନ। ଶାସକ ବିଜେଡି ସଭାପତିଙ୍କ ଇଙ୍ଗିତରେ ଆଇନ କାର୍ଯ୍ୟକାରୀ ହେଉଛି। ବିଜେଡି ସପକ୍ଷବାଦୀଙ୍କ ପାଇଁ ଗୋଟେ ପ୍ରକାର ଏବଂ ବିପକ୍ଷବାଦୀଙ୍କ ଲାଗି ଆଉ ଗୋଟେ ପ୍ରକାର। ରାଜନୈତିକ ହିଂସାପରାୟଣ, ହୀନ ରାଜନୈତିକ ସ୍ବାର୍ଥ, ବିରୋଧୀଙ୍କ କଣ୍ଠରୋଧ…

ବାତ୍ୟା ଆଶଙ୍କାରେ ଖାଉଟି ସାମଗ୍ରୀର କଳାବଜାର

ଧର୍ମଶାଳା,୭ା୫(ଡି.ଏନ.ଏ.): ସମ୍ଭାବ୍ୟ ବାତ୍ୟାକୁ ନେଇ ଲୋକେ ଭୟଭୀତ ହୋଇ ପଡ଼ିଲେଣି। ବାତ୍ୟାର ପ୍ରଭାବ କିପରି ରହିବ ତାହାକୁ ନେଇ ସମସ୍ତଙ୍କ ଚିନ୍ତା ବଢ଼ିଲାଣି। ତେବେ ଏହାର ସୁଯୋଗରେ ଧର୍ମଶାଳା ବ୍ଲକ୍‌ ଅଞ୍ଚଳରେ କେତେଜଣ ଅସାଧୁ ବ୍ୟବସାୟୀ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି…

ଡାକବାଜି ଯନ୍ତ୍ର ବ୍ୟବହାର ମୌଳିକ ଅଧିକାର ନୁହେଁ: ହାଇକୋର୍ଟ

ପ୍ରୟାଗରାଜ,୭ା୫ (ଆଇଏଏନ୍‌ଏସ୍‌): ମସ୍‌ଜିଦରେ ଡାକବାଜି ଯନ୍ତ୍ର ଲଗାଇବା ଲାଗି ଏକ ଆବେଦନକୁ ଆଲ୍ଲାହାବାଦ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଡାକବାଜି ଯନ୍ତ୍ର ବ୍ୟବହାର କରିବା ମୌଳିକ ଅଧିକାର ନୁହେଁ ବୋଲି ଅଦାଲତ କହିଛନ୍ତି। ଆଜାନ ପାଇଁ ନୂରୀ ମସ୍‌ଜିଦରେ ଡାକବାଜି ଯନ୍ତ୍ର ସ୍ଥାପନ…

ଡବ୍ଲ୍ୟୁଏଚ୍‌ଓ ରିପୋର୍ଟକୁ ନେଇ ବିବାଦ: ମୃତ୍ୟୁସଂଖ୍ୟା ସ୍ପଷ୍ଟ ଲାଗି କମିଶନ ବସାଅ

ନୂଆଦିଲ୍ଲୀ,୭ା୫: ଭାରତରେ କୋଭିଡ୍‌ ମହାମାରୀରେ ୪୭ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ରିପୋର୍ଟ ପ୍ରକାଶ ପାଇବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି। ମୃତ୍ୟୁସଂଖ୍ୟା ସ୍ପଷ୍ଟ କରିବା ନିମନ୍ତେ ସବୁ ରାଜନୈତିକ ଦଳର ସଦସ୍ୟଙ୍କୁ…

କାଳବୈଶାଖୀ ପ୍ରଭାବରେ ୨୭ ଘଣ୍ଟା ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ସିଂହପୁର,୭ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହଠାତ୍‌ ପବନ ବୋହିବା ସହିତ ମୂଷଳ ଧାରାରେ ଏକଘଣ୍ଟା ବର୍ଷା ହୋଇଥିଲା। ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ଲୋକଙ୍କ ମନରେ ଭୟ ସଞ୍ଚାର କରିଥିଲା। ତେବେ ଝଡ଼ବର୍ଷା ପ୍ରଭାବରେ…

କ୍ୟାରିନ୍‌ ହ୍ବାଇଟ୍‌ ହାଉସ୍‌ ପ୍ରେସ୍‌ ସଚିବ

ଓ୍ବାଶିଂଟନ,୭ା୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ହ୍ବାଇଟ୍‌ ହାଉସ୍‌ ପ୍ରେସ୍‌ ସଚିବ ଭାବେ କୃଷ୍ଣକାୟ କ୍ୟାରିନ୍‌ ଜିନ୍‌ପିଏରେଙ୍କ ନାମ ଘୋଷଣା କରିଛନ୍ତି। ଆମେରିକା ଇତିହାସରେ ପ୍ରଥମଥର ପାଇଁ ଜଣେ କୃଷ୍ଣକାୟ ଏବଂ ଏଲ୍‌ଜିବିଟି ମହିଳାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ପଦରେ ନିଯୁକ୍ତି ମିଳିଛି।…

‘ଭାଇ ମୋତେ ୨ ଥର ହତ୍ୟା ପାଇଁ ଉଦ୍ୟମ କରିଥିଲେ’

ହାଇଦ୍ରାବାଦ,୭ା୫: ହାଇଦ୍ରାବାଦରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ମାମଲାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଶୟଦ ମୋବିନ ଅହମଦ ଏବଂ ମହମ୍ମଦ ମାସୁଦ ଅହମଦଙ୍କୁ ସ୍ଥାନୀୟ କୋର୍ଟରେ ହାଜର ପରେ ପୋଲିସ ୧୪ ଦିନିଆ ରିମାଣ୍ଡରେ ନେଇଛି। ତେଲଙ୍ଗାନା…

ଭାଜପା ଯୁବ ନେତା ଅର୍ଜୁନଙ୍କ ମୃତଦେହର ଆର୍ମି କମାଣ୍ଡ ହସ୍ପିଟାଲରେ ହେବ ପୋଷ୍ଟ ମଟର୍ମ: ହାଇକୋର୍ଟ

କୋଲକାତା,୭ ।୫: ଭାରତୀୟ ଜନତା ପାର୍ଟି(ଭାଜପା)ର ଯୁବ ନେତା ଅର୍ଜୁନ ଚୌରାସିଆଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଅନୁଯାୟୀ ତାଙ୍କ ମୃତଦେହର ପୋଷ୍ଟ ମର୍ଟମ ଆର୍ମି ହସ୍ପିଟାଲରେ କରାଯିବ । ଏହାସହ ସମସ୍ତ ପ୍ରକ୍ରିୟାର ଭିଡିଓ ଗ୍ରାଫି କରିବାକୁ ମଧ୍ୟ…

ମଣିପୁରରେ ଆଉ ଏକ ବିସ୍ଫୋରଣ

ଇମ୍ଫାଲ,୭ା୫: ମଣିପୁରର ଇମ୍ଫାଲ ଇଷ୍ଟ ଜିଲାରେ ଶୁକ୍ରବାର ସକାଳେ ଏକ ଶକ୍ତିଶାଳୀ ବିସ୍ଫୋରଣ ହୋଇଛି। ରିମୋଟ କଣ୍ଟ୍ରୋଲ ଦ୍ୱାରା ହୋଇଥିବା ଏହି ବିସ୍ଫୋରଣରେ ୪ଟି କାର୍‌ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଦିନକ ପୂର୍ବରୁ ଇମ୍ଫାଲ ସହରର ନାଗମପାଲସ୍ଥିତ ଏକ ସ୍ପେୟାରପାଟର୍‌ସ ଦୋକାନ…

ଭୟ, ଆଶଙ୍କାରେ ବିସ୍ଥାପିତ ପରିବାର

ଭୁବନେଶ୍ୱର, ୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାର ସଫଳ ମୁକାବିଲା କରିବାକୁ ରାଜ୍ୟ ସରକାର ସମସ୍ତ ଜିଲା ଓ ପୌର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ସହରରେ ଏକ ବିକଳ ଚିତ୍ର ଦେଖିବାକୁ ମିଳୁଛି।…

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ କେହି ବିଜୟୀ ହେବେ ନାହିଁ

ଜାତିସଂଘ,୭ା୫: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ କୌଣସି ପକ୍ଷ ବିଜୟୀ ହେବେନାହିଁ ବୋଲି ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତ କହିଛି। ଆକ୍ରମଣ ହେଉଥିବା ଅଞ୍ଚଳରୁ ନିରୀହ ଲୋକଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯିବା ଜରୁରୀ ବୋଲି ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ଟି.ଏସ୍‌. ତିରୁମୂର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri