Home Left

ନାବାଳିକାଙ୍କ ପରିଚୟ ଗୋପନ ରଖିବେ ଡାକ୍ତର

ନୂଆଦିଲ୍ଲୀ,୧।୧୦(ପି.ଟି.): ସହମତିରେ ଯୌନ ସମ୍ପର୍କ ରଖିଥିବା ନାବାଳିକା ଗର୍ଭପାତ କରାଇବାକୁ ଚାହୁଁଥିଲେ ଡାକ୍ତରମାନେ ସେମାନଙ୍କ ପରିଚୟ ସ୍ଥାନୀୟ ପୋଲିସକୁ ନ ଦେବା ପାଇଁ ସୁପ୍ରିମକୋର୍ଟ କହିଛନ୍ତି। ଗୁରୁବାର ସର୍ବୋଚ୍ଚ ଅଦାଲତ ଏକ ଐତିହାସିକ ରାୟରେ କହିଥିଲେ, ମେଡିକାଲ ଟର୍ମିନେଶନ ଅଫ୍‌ ପ୍ରେଗ୍ନାନ୍ସି…

‘ବିଷ୍ଣୁଙ୍କ ଆଦର୍ଶକୁ ଯୁବପିଢ଼ି ଅନୁସରଣ କରନ୍ତୁ’

ଭଦ୍ରକ ଅଫିସ, ୧ା୧୦: ଦିବଂଗତ ବିରୋଧୀ ଦଳ ଉପନେତା ତଥା ଭଦ୍ରକ ଜିଲା ଧାମନଗର ବିଧାୟକ ସ୍ବର୍ଗତ ବିଷ୍ଣୁ ସେଠୀ ଜଣେ ସମ୍ବେଦନଶୀଳ ବ୍ୟକ୍ତିତ୍ୱ, ରାଜନେତା, ସାହିତି୍ୟକ, ସଂସ୍କୃତିପ୍ରେମୀ, ଦରଦୀ ମଣିଷ ଥିଲେ। ତାଙ୍କ ନିଧନରେ ପାର୍ଟି ଓ ପ୍ରଦେଶର ବିରାଟ…

ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧ା୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୋଇଥାଏ। ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ ପାଇଁ…

ସୁପ୍ରିମକୋର୍ଟରେ ଇଭିଏମ୍‌ ଆବେଦନ ଖାରଜ

ନୂଆଦିଲ୍ଲୀ,୧।୧୦(ପି.ଟି.): ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଇଭିଏମ୍‌)ଗୁଡ଼ିକ ନିର୍ବାଚନ କମିଶନଙ୍କ ବଦଳରେ କେତେକ କମ୍ପାନୀ ଦ୍ୱାରା ନିୟନ୍ତ୍ରିତ ହେଉଥିବା ନେଇ ଏକ ରାଜନୈତିକ ଦଳର ଅଭିଯୋଗକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ନିଜର ପ୍ରଚାର ପାଇଁ ଯେକେହି ଚାଲିଆସିବା ସ୍ଥାନ ଅଦାଲତ ନୁହେଁ…

ପ୍ରାକୃତିକ ବାଷ୍ପ ୪୦% ମହଙ୍ଗା

ନୂଆଦିଲ୍ଲୀ,୧।୧୦: ବିଦ୍ୟୁତ୍‌ ଉତ୍ପାଦନ, ସାର ପ୍ରସ୍ତୁତି ପାଇଁ ବ୍ୟବହୃତ ତଥା ଅଟୋମୋବାଇଲ୍ସକୁ ଗତି ଦେବା ପାଇଁ ସିଏନ୍‌ଜିରେ ପରିବର୍ତ୍ତିତ ହେଉଥିବା ପ୍ରାକୃତିକ ବାଷ୍ପ (ନାଚୁରାଲ ଗ୍ୟାସ୍‌) ଦର ରେକର୍ଡ ସ୍ତରରେ ପହଞ୍ଚତ୍ଛି। ଅନ୍ତର୍ଜାତୀୟ ବଜାରରେ ନାଚୁରାଲ ଗ୍ୟାସ୍‌ ମୂଲ୍ୟ ବୃଦ୍ଧି ହେତୁ…

ଚଢ଼ାଉ, ଗିରଫଦାରି, ଠିକ୍‌ ତଦନ୍ତକୁ ଗୁରୁତ୍ୱ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଆଇନ ଏବଂ ବଟଲିଂ ପ୍ଲାଣ୍ଟ ଅପରେଶନ ଉପରେ ଏକ ଦିନିକିଆ କର୍ମଶାଳା ଶୁକ୍ରବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ସମସ୍ତ ଅବକାରୀ ଅଧିକାରୀ ଅଂଶଗ୍ରହଣ କରିଥିଲେ ା କର୍ମଶାଳାକୁ ଉଦ୍‌ଘାଟନ କରି ଅବକାରୀ…

ପାଲଟା ଅଭିଯୋଗ ଆଣିଲେ ଅକ୍ଷୟ ପରିଜା

ଭୁବନେଶ୍ୱର,୧।୧୦( ବ୍ୟୁରୋ): କାଷ୍ଟିଂ କାଉଚ୍‌କୁ ନେଇ ପୁଣି ଚର୍ଚ୍ଚାକୁ ଆସିଛି ଓଲିଉଡ୍‌ ଇଣ୍ଡଷ୍ଟ୍ରି। ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କ ନାମରେ ଜଣେ ଯୁବତୀ କାଷ୍ଟିଂ କାଉଚ୍‌ ଅଭିଯୋଗ ଆଣିବା ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ଶୁକ୍ରବାର ଅକ୍ଷୟ ନୟାପଲ୍ଲୀ…

ଜିହାଦରେ ସାମିଲ ଲାଗି ସିରିଆ ଯାଉଥିଲେ ପିଏଫ୍‌ଆଇ ସଦସ୍ୟ

ନୂଆଦିଲ୍ଲୀ,୧।୧୦: ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଂଗଠନ ଆଇଏସ୍‌ରେ ସାମିଲ ହୋଇଥିବା ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ସଦସ୍ୟମାନେ ଜିହାଦରେ ସାମିଲ ହେବା ଲାଗି ସିରିଆ ଏବଂ ସେମାନଙ୍କ ଆଡ୍ଡାସ୍ଥଳ ଥିବା ଅନ୍ୟ ଦେଶକୁ ଯାଉଥିଲେ। ସୁରକ୍ଷା ବଳ ନଜରରୁ ବର୍ତ୍ତିବା ଲାଗି…

ବିଳମ୍ବରେ ପହଞ୍ଚିବାରୁ ଆଣ୍ଠୁମାଡି ପ୍ରଣାମ କରିବା ସହ କ୍ଷମା ମାଗିଲେ ମୋଦି, ବିନା ଲାଉଡ ସ୍ପିକରରେ ଜନସଭାକୁ କଲେ ସମ୍ବୋଧିତ

ଜୟପୁର,୧ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ରାଜସ୍ଥାନର ଆବୁ ରୋଡରେ ଆୟୋଜିତ କାର୍ଯ୍ୟକ୍ରମରେ ସାମାନ୍ୟ ବିଳମ୍ବରେ ପହଞ୍ଚିଥିଲେ । ଏହି ସମୟରେ ସେଠାରେ ମୋଦିଙ୍କୁ ଦେଖିବାକୁ ଓ ଶୁଣିବାକୁ ବହୁ ସଂଖ୍ୟାରେ ଜନତା ଉପସ୍ଥିତ ଥିଲେ । ସେଠାରେ ମୋଦି…

ଇଡ୍‌କୋ ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ

ଭୁବନେଶ୍ୱର,୧।୧୦( ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ଇନ୍‌ଫ୍ରାଷ୍ଟ୍ରକ୍ଚର୍‌ ଡେଭଲପ୍‌ମେଣ୍ଟ କର୍ପୋରେଶନ(ଇଡ୍‌କୋ)ର ଆସିଷ୍ଟାଣ୍ଟ ମ୍ୟାନେଜର (ସିଭିଲ୍‌) ମନୋଜ କୁମାର ଲେଙ୍କାଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଓ ଯାଞ୍ଚ ପରେ ତାଙ୍କ ନିକଟରୁ…

ରୁପା ମୁକୁଟରେ ଝଲସିବେ ମା’

କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଡେଲି ମାର୍କେଟ ରାସ ପଡ଼ିଆ ସ୍ଥିତ ଶ୍ରୀଶ୍ରୀ ଦୁର୍ଗାଦେବୀ ପୀଠରେ ଦୁର୍ଗାପୂଜା କମିଟି ପକ୍ଷରୁ ଭାଇଚାରାର ଉତ୍ସବ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ସରିଛି। ୧୯୬୪ ମସିହାରେ ଆରମ୍ଭ ହୋଇଥିବା ଏହି ପୂଜା ୫୮ ବର୍ଷରେ…

ସାଓମିର ୫,୫୫୧ କୋଟି ଜବତକୁ ଫରେକ୍ସ ଅନୁମୋଦନ

ନୂଆଦିଲ୍ଲୀ,୧।୧୦: ଚାଇନା ଫୋନ୍‌ ଉତ୍ପାଦନକାରୀ କମ୍ପାନୀ ସାଓମି ଟେକ୍‌ନୋଲୋଜି ଇଣ୍ଡିଆ ପ୍ରା. ଲିଃ ବେଆଇନ ଭାବେ ବିଦେଶକୁ ପଠାଉଥିବା ୫,୫୫୧ କୋଟି ଟଙ୍କାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗତ ଏପ୍ରିଲରେ ଜବତ କରିଥିଲା। ବର୍ତ୍ତମାନ ସୁଦ୍ଧା ଏହା ଦେଶରେ ସବୁଠୁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?