Home Left

ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩ ଆକ୍ରାନ୍ତ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୨୯ ଲୋକାଲ କେସ୍‌ ରହିଛି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧…

ସୀମାରୁ ଚୋରା ଅସ୍ତ୍ରଶସ୍ତ୍ର-ନିଶାଦ୍ରବ୍ୟ ଜବତ…

ବାଡମେର୍‌, ୨୩।୬ : ବେଆଇନ ଡ୍ରଗ୍ସ ଏବଂ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ଭାରତ-ପାକିସ୍ଥାନ ସୀମାରେ ଅବସ୍ଥିତ ବାଡମେର ଜିଲାର ପୋଲିସର ନିଦ ହଜାଇ ଦେଇଛି। ପୋଲିସ ପକ୍ଷରୁ ଏଭଳି ର଼୍ୟାକେଟର ସଦସ୍ୟଙ୍କୁ ଗିରଫ କରିବା ଲାଗି ଏବେ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ…

କମଲନାଥଙ୍କୁ ଶିବରାଜଙ୍କ ଟାର୍ଗେଟ: ଯିଏ ନିଜ ଗାଦି ବଞ୍ଚାଇ ପାରିଲେନି ସେ ମହାରାଷ୍ଟ୍ର ସରକାରକୁ ବଞ୍ଚାଇବେ

ଭୋପାଳ,୨୩ ।୬: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଉଜ୍ଜୟିନୀରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ଟାର୍ଗେଟ କରିଛନ୍ତି । ଶିବରାଜ କଂଗ୍ରେସ ଦଳକୁ ନେଇ କହିଛନ୍ତି, ଦେଶରେ କଂଗ୍ରେସ ଏବେ ଅନ୍ତିମ ସ୍ତରରେ…

କାମ କରୁନାହିଁ କି ଉଦ୍ଧବଙ୍କ ଅପିଲ, ଆଉ ୭ ବିଧାୟକ ଅସନ୍ତୁଷ୍ଟ

ମୁମ୍ବାଇ,୨୩ ।୬: ମହାରାଷ୍ଟ୍ରର ଉଦ୍ଧବ ସରକାରଙ୍କ ସମସ୍ୟା ବଢିବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଅପିଲ ପରେ ବି ଶିବସେନା ବିଧାୟକଙ୍କ ପଳାୟନ ଜାରି ରହିଛି । ଗୁରୁବାର ସକାଳେ ଆଉ ୩ ବିଧାୟକ ଗୁଆହାଟି ପହଞ୍ଚିିବା ବେଳେ ବୁଧାବର…

ରୁଷିଆର ବାକି ପରିଶୋଧ ନ କରିଥିବାରୁ ଦିଗ ବଦଳାଇଲା ପାକିସ୍ତାନ ଏୟାରଲାଇନ୍ସ

ଇସଲାମାବାଦ,୨୩ ।୬: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନକୁ ପୁଣିଥରେ ଅନ୍ତର୍ଜାତୀୟ ଅପମାନର ସାମ୍ନା କରିବାକୁ ପଡିଛି । ସୂଚନାଯୋଗ୍ୟ, ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ ଦ୍ୱାରା ବାକିଥିବା ରାଶି ପଇଠ ନ କରିଥିବାରୁ ରୁଷିଆ ପାକିସ୍ତାନ ବିମାନକୁ ଓଭରଫ୍ଲାଇଂ କ୍ଲିୟରାନ୍ସ…

ଖାର୍କିଭରେ ରୁଷିଆ ସେନାଙ୍କ ରକେଟ୍ ବର୍ଷା, ୧୫ ମୃତ୍ୟୁ, ବହୁ ଘର ନଷ୍ଟ

କ୍ୱିଭ/ଖାର୍କିଭ,୨୩ ।୬: ରୁଷିଆ ସେନା ୟୁକ୍ରେନର ଦ୍ୱିତୀୟ ବଡ ସହର ଖାର୍କିଭ ଓ ଏହାର ଆଖପାଖ ଅଞ୍ଚଳରେ ମଙ୍ଗଳବାର ରାତି ଓ ବୁଧବାର ସକାଳେ ରକେଟ୍ ବର୍ଷା କରିଥିବା ସୂଚନା ମିଳିଛି । ଏଥିରେ ଅତିକମରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବ…

କ୍ରୀଡ଼ା ସୃଷ୍ଟି କରେ ନୂଆ ସମ୍ପର୍କ

ପୃଥିବୀରେ ବିଭିନ୍ନ ଦେଶର ଲୋକଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସୃଷ୍ଟି କରିବା କ୍ଷେତ୍ରରେ କ୍ରୀଡ଼ାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହାକୁ ଦୃଷ୍ଟିରେ ରଖି କ୍ରୀଡ଼ା ସମ୍ପର୍କରେ ସଚେତନତା ଲାଗି ପ୍ରତିବର୍ଷ ଜୁନ୍‌ ୨୩ରେ ଅନ୍ତର୍ଜାତୀୟ ଅଲିମ୍ପିକ ଦିବସ ପାଳନ କରାଯାଇଥାଏ। ଅଲିମ୍ପିକ…

ୟୁକ୍ରେନ୍‌ ସାମ୍ବାଦିକ, ସୈନ୍ୟଙ୍କୁ ହତ୍ୟା

କିଭ୍‌, ୨୩।୬: ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣର ଖବର ସଂଗ୍ରହ କରୁଥିବା ଜଣେ ୟୁକ୍ରେନୀୟ ଏବଂ ତାଙ୍କୁ ସୁରକ୍ଷା ଦେଉଥିବା ଜଣେ ସୈନ୍ୟଙ୍କୁ ହତ୍ୟା କରାଯାଇଛି। ଏ ନେଇ ପ୍ରେସ୍‌ ଫ୍ରିଡମ୍‌ ଗ୍ରୁପ୍‌ ‘ରିପୋଟର୍ସ ଓ୍ବିଦ୍‌ଆଉଟ୍‌ ବର୍ଡର୍ସ’ ପକ୍ଷରୁ…

‘ବିରାଟ କୋହଲିଙ୍କ ଖରାପ ଫର୍ମ ପାଇଁ ଶାସ୍ତ୍ରୀ ଦାୟୀ’

ଇସଲାମାବାଦ୍‌,୨୩।୬: ପାକିସ୍ତାନର ପୂର୍ବତନ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରସିଦ ଲତିଫ ବିରାଟ କୋହଲି ଫର୍ମକୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ବିରାଟ କୋହଲିଙ୍କ ଖରାପ ଫର୍ମର କାରଣ ହେଉଛି ରବି ଶାସ୍ତ୍ରୀ। ଯଦି ଶାସ୍ତ୍ରୀ ଭାରତୀୟ ଦଳର ମୁଖ୍ୟ…

ଜଙ୍ଗଲରେ ଅସୁସ୍ଥ ଦନ୍ତା

କେନ୍ଦୁଝର,୨୨ା୬(ସ୍ବ.ପ୍ର.): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଖୁଣ୍ଟା କଟା ଜଙ୍ଗଲରେ ଏବେ ୨୫ ବର୍ଷ ବୟସ୍କ ଦନ୍ତା ହାତୀ କିଛି ଦିନ ହେଲା ଅସୁସ୍ଥ ହୋଇ ବୁଲୁଛି। ହାତୀଟି ଦୁଇଦିନ ତଳେ ଗୋଠରୁ ଅଲଗା ହୋଇ ଗୋଟିଏ ସ୍ଥାନରେ ଶୋଇଥିଲା।…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୪୯୯ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଆଭିମୁଖ୍ୟ ସ୍ପଷ୍ଟ କଲେ ଏକନାଥ ସିନ୍ଦେ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ରବିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ଯଦି ବିଦ୍ରୋହୀ ବିଧାୟକମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବାକୁ ଚାହାଁନ୍ତି ନାହିଁ ତେବେ ସେ ତାଙ୍କ ପଦ ଛାଡିବାକୁ ପ୍ରସ୍ତୁତ ଅଛନ୍ତି ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri