Home Left

ଏକୁଟିଆ ହୋଇଗଲେ ବାଂସୁରୀ: ମା’ ସୁଷମା ସ୍ବରାଜଙ୍କ ପରେ ବାପା ବି ଚାଲିଗଲେ

ନୂଆଦିଲ୍ଲୀ,୪।୧୨: ସ୍ବର୍ଗତଃ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୌଶଳଙ୍କ ପରଲୋକ ଘଟିଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କର ଜନ୍ମ ୧୨ ଜୁଲାଇ ୧୯୫୨ରେ ହିମାଚଳ ପ୍ରଦେଶର ସୋଲାନରେ ହୋଇଥିଲା।…

ସୟଦ ମୁସ୍ତାକ ଅଲି ଟ୍ରଫିର ଗୋଟିଏ ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନେବେ ବିରାଟ କୋହଲି: ଜାଣିଲେ ଉଡ଼ିଯିବ ହୋଶ୍‌

ନୂଆଦିଲ୍ଲୀ,୪।୧୨: ଭାରତୀୟ ଘରୋଇ କ୍ରିକେଟରେ ବର୍ତ୍ତମାନ ସୟଦ ମୁସ୍ତାକ ଅଲି ଟ୍ରଫି ଟି-୨୦ ଟୁର୍ନାମେଣ୍ଟ ଚାଲିଛି। ଏହା ପରେ ଡିସେମ୍ବର ୨୪ରେ ବିଜୟ ହଜାରେ ଟ୍ରଫି ଆରମ୍ଭ ହେବ। ଏଥିରେ ବିରାଟ କୋହଲି ଖେଳିବାକୁ ରାଜି ହୋଇଛନ୍ତି। ବିରାଟଙ୍କୁ ଶେଷ ଥର…

ଗାଧୋଇବାକୁ ଯାଇ ଘରକୁ ଫେରିଲେନି ବ୍ୟକ୍ତି, ଆଜି ନଦୀରୁ…

ଧର୍ମଶାଳା,୪ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଲକ୍ଷ୍ମୀସାହି ଗ୍ରାମ ନିକଟ କେଲୁଅ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଲକ୍ଷ୍ମୀସାହି ଗ୍ରାମର ରଞ୍ଜନ ଗାହାଣ ବୟସ(୫୬)।…

ଦାଦନ ଚାଲାଣକୁ ନେଇ ବିଧାୟକ ଲକ୍ଷ୍ମଣ ବାଗ୍‌ – କାଉନସିଲର୍‌ ମୁହାଁମୁହିଁ: ଥାନାରେ ପରସ୍ପର ବିରୋଧରେ ଦେଲେ ଏତଲା

ବଲାଙ୍ଗୀର,୪।୧୨(ସୁନିଲ କୁମାର ମହାନ୍ତି):   ରେଲୱେ ଷ୍ଟେଶନ ଠାରେ ବୁଧବାର ରାତିରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଓ କଣ୍ଟାବାଞ୍ଜି ଏନଏସି ଓ୍ବାର୍ଡ ନମ୍ବର ୧ର କାଉନସିଲର ତଥା ବିଜେଡ଼ିର ମହମ୍ମଦ ଇମରାନ ଖାନ ମୁହାଁମୁହିଁ ହେବା ସହ ପରସ୍ପର ବିରୁଦ୍ଧରେ ଜିଆରପି…

ଅର୍ଜୁନ ତେନ୍ଦୁଲକରଙ୍କ ପ୍ରହାର କଲେ ବୈଭବ ସୂର୍ଯ୍ୟବଂଶୀ: ଚୌକା-ଛକା କଲେ ବର୍ଷା

ପାଟନା,୪।୧୨: ବିହାର ଏବଂ ଗୋଆ ମଧ୍ୟରେ ସୟଦ ମୁସ୍ତାକ ଅଲି ଟ୍ରଫି ମ୍ୟାଚ୍‌ରେ ସମସ୍ତଙ୍କ ନଜର ବୈଭବ ସୂର୍ଯ୍ୟବଂଶୀ ଏବଂ ଅର୍ଜୁନ ତେନ୍ଦୁଲକରଙ୍କ ମଧ୍ୟରେ ଥିଲା। ଗୋଆ ବୈଭବଙ୍କ ବିପକ୍ଷରେ ୪ ଜଣ ବୋଲରଙ୍କୁ ପଠାଇଥିଲା, ଏଥିରେ ଅର୍ଜୁନ ତେନ୍ଦୁଲକର ସର୍ବାଧିକ…

ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା, ଛାତ୍ର ଅଟକ

ସମ୍ବଲପୁର,୪ା୧୨: ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ ଜଣେ ଛାତ୍ର ଅଟକ ଅଛନ୍ତି। ଛାତ୍ରୀଙ୍କୁ ଛାତ୍ର ଜଣଙ୍କ ପ୍ରବଳ ମାଡ଼ ମାରିଥିବା ବୁର୍ଲା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ସଂପୃକ୍ତ ଛାତ୍ରଙ୍କୁ ସସ୍‌ପେଣ୍ଡ୍‌ କରିଛନ୍ତି ଭିସୁଟ୍‌ କର୍ତ୍ତୃପକ୍ଷ।…

ବିଶ୍ୱର ସବୁଠୁ ମହଙ୍ଗା ଅଣ୍ଡା: ଏହା ମୂଲ୍ୟରେ କିଣିହୋଇଯିବ ୧୦୦ ହେଲିକପ୍ଟର

ଗୋଟିଏ ଅଣ୍ଡାର ମୂଲ୍ୟ କେତେ ହୋଇପାରେ? ୮ ଟଙ୍କା, ୧୦ ଟଙ୍କା, କିମ୍ବା ସର୍ବାଧିକ ୨୫ ଟଙ୍କା। କିନ୍ତୁ ବିଶ୍ୱରେ ଏମିତି ଏକ ଅଣ୍ଡା ଅଛି, ଯାହାର ମୂଲ୍ୟ ପ୍ରାୟ ୨୭୩ କୋଟି ଟଙ୍କା। ଏହା ଆଶ୍ଚର୍ଯ୍ୟ ଲାଗୁଥାଇପାରେ କିନ୍ତୁ ସତ।…

ମା’ର ମର୍ଡର ଦେଖିଦେବାରୁ ଆମ ଭାଣିଜୀକୁ ମାରିଦେଲେ, ଏମିତି ଅଭିଯୋଗ ଆଣି ମାମୁ-ମାଇଁ କହିଲେ…

ସମ୍ବଲପୁର,୪ା୧୨(ପ୍ରମୋଦ ବହିଦାର): ଅଇଁଠାପାଲି ଥାନା ଅନ୍ତର୍ଗତ ଶାନ୍ତିନଗର ଗଳିର ଏକ ନାଳରୁ ବୁଧବାର ସକାଳେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେ ହେଉଛନ୍ତି ଶାନ୍ତିନଗର ଅଞ୍ଚଳର ଅଶୋକ କୁମାର ମିଶ୍ର ଓ ସୁରେଖା ମିଶ୍ରଙ୍କ ନାତୁଣୀ ତଥା ମା-ବାପା ଛେଉଣ୍ଡ…

ବରଗଡ଼ ଧନୁଯାତ୍ରା ପାଇଁ ଖର୍ଚ୍ଚ ହେବ ୧ କୋଟି, ପ୍ରତ୍ୟେକ କଳାକାରଙ୍କୁ ମିଳିବ…

ବରଗଡ଼,୪ା୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି ହୋଇଛି। ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏ ସମ୍ମାନ ସୂଚକ ରାଶି ମିଳିବ। ଓଡ଼ିଆ ଭାଷା, ସାହିତ୍ୟ…

ପ୍ରଚାର ପ୍ରସାର ପାଇଁ କେତେ ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର? ହିସାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୨: ପ୍ରଚାର ପ୍ରସାର ପାଇଁ ସରକାର ଖର୍ଚ୍ଚ କରିଛନ୍ତି ୮୩ କୋଟି ୮୪ ଲକ୍ଷ ଟଙ୍କା। ବିଧାନସଭାରେ ରାମଚନ୍ଦ୍ର କାଡ଼ାମଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ଦେଇ କହିଛନ୍ତି, ୨୦୨୪ ଜୁଲାଇର ଏଯାବତ୍‌ ୮୩ କୋଟି ୮୪ ଲକ୍ଷ ୮୧…

ବିଜୟଙ୍କ ସହ ବିବାହକୁ ନେଇ ଏମିତି କହିଦେଲେ ରଶ୍ମିକା: ବଢୁଛି ଚର୍ଚ୍ଚା

ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ବିବାହକୁ ନେଇ ଜୋର ଧରିଛି ଚର୍ଚ୍ଚା। ୨୦୨୬ରେ ସେ ବିଜୟ ଦେବରକୋଣ୍ଡାଙ୍କ ହାତ ଧରିବେ ବୋଲି ଇଣ୍ଡଷ୍ଟ୍ରିରେ ଫୁସୁରୁଫାସର ଚାଲିଛି। ନିକଟରେ ରଶ୍ମିକା ବିବାହକୁ ନେଇ ମୁହଁ ଖୋଲିଛନ୍ତି। ଯଦିଓ ସେ ଚାଲିଥିବା ବିବାହ ଗୁଜବକୁ ଅସ୍ବୀକାର…

ମୋଦି-ପୁଟିନ୍‌-ଟ୍ରମ୍ପ: କିଏ ପାଆନ୍ତି ସବୁଠୁ ଦରମା ଅଧିକ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମସ୍କୋ,୪।୧୨:ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ଡିସେମ୍ବର ୪ରେ ଦୁଇ ଦିନିଆ ଗସ୍ତରେ ଭାରତ ଆସିବାର କାର୍ଯ୍ୟକ୍ରମ ରହିଛି। ଏସବୁ ମଧ୍ୟରେ ଏକ ପ୍ରଶ୍ନ ଉଠେ: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଦରମା କେତେ? ଶକ୍ତିଶାଳୀ ବିଶ୍ୱ ନେତାଙ୍କ ବିଷୟରେ କଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri