Home Left

ମୋବାଇଲ୍‌ରେ ଗେମ୍‌ ଖେଳୁଥିବା ବେଳେ ଫାଟିଲା ବ୍ୟାଟେରୀ

ଗଞ୍ଜାମ,୨୧।୬(ଡି.ଏନ୍‌.ଏ.): ମୋବାଇଲରେ ଗେମ୍‌ ଖେଳୁଥିବା ବେଳେ ବ୍ୟାଟେରୀ ଫାଟି ଆହତ ହୋଇଛନ୍ତି ଜଣେ ଯୁବକ। ଘଟଣାଟି ଘଟିଛି ଗଞ୍ଜାମ ବ୍ଲକ ଅଧିନସ୍ଥ ରମ୍ଭା ଥାନା ଝାଟି ପଦର ଗ୍ରାମରେ। ଉକ୍ତ ଗ୍ରାମର ଯୁବକ ରଞ୍ଜନ ସାହୁ ମଙ୍ଗଳବାର ସକାଳେ ମୋବାଇଲରେ ଗେମ୍‌…

ସ୍ଥାନ ବଜାୟ ରଖିଲେ ମନ୍ଧାନା

ଦୁବାଇ, ୨୧।୬: ମଙ୍ଗଳବାର ପ୍ରକାଶିତ ଆଇସିସି ମହିଳା ଦିନିକିଆ କ୍ରିକେଟ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟର ବିଭାଗରେ ଭାରତର ସ୍ମୃତି ମନ୍ଧାନା ୮ମ ସ୍ଥାନ ବଜାୟ ରଖିଛନ୍ତି। ତେବେ ବୋଲର୍‌ଙ୍କ ତାଲିକାରେ ଝୁଲଣ ଗୋସ୍ବାମୀ ଗୋଟିଏ ସ୍ଥାନ ତଳକୁ ଖସି ୬ଷ୍ଠରେ ପହଞ୍ଚିଛନ୍ତି। ଓ୍ବେଷ୍ଟଇଣ୍ଡିଜ…

ଟି୨୦ ବିଶ୍ୱକପ୍‌ରେ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହୋଇପାରନ୍ତି ଏହି ବୋଲର୍‌: ଗାଭାସ୍କର

ନୂଆଦିଲ୍ଲୀ,୨୧।୬: ଭାରତୀୟ ଦ୍ରୁତ ବୋଲର ହର୍ଷଲ ପଟେଲ ନିଜ ବୋଲିଂ ଦ୍ୱାରା ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି। ନିଜର ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ହର୍ଷଲଙ୍କୁ ୨୦୨୧ରେ ଭାରତୀୟ ଟି୨୦ ସ୍କ୍ବାର୍ଡରେ ସୁଯୋଗ ମିଳିଥିଲା। ଏଯାବତ ସେ ୧୩ ଅନ୍ତର୍ଜାତୀୟ ମୁକାବିଲା ଖେଳି ୧୮…

ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ରୋମ ଗସ୍ତ ଆରମ୍ଭ କଲେ ନବୀନ

ଭୁବନେଶ୍ୱର,୨୧ା୬(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱର ସର୍ବପୁରାତନ ସହର ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମଙ୍ଗଳବାର ନବୀନ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ରୋମ ଗସ୍ତ ଆରମ୍ଭ କରିଛନ୍ତି । ଶାସନ ଓ…

କୋକସରାରେ ‘ଯୋଗ ଦିବସ’

କୋକସରା,୨୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଅଧୀନ ଲଡୁଗାଁ ଉଚ୍ଚ ବିଦ୍ୟାଳୟ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର କୋକସରା ଓ ଭାଜପା ପକ୍ଷରୁ ମଙ୍ଗଳବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଲଡୁଗାଁ ଉଚ୍ଚ ବିଦ୍ୟାଳୟଠାରେ ମୁଖ୍ୟ ଅତିଥି…

ପାଟକୁରାରେ କଂଗ୍ରେସର ବିକ୍ଷୋଭ

ପାଟକୁରା,୨୧।୬(ଡି.ଏନ୍‌.ଏ.): ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜେରା କରିବା ପ୍ରତିବାଦରେ ମଙ୍ଗଳବାର ପାଟକୁରା କଂଗ୍ରେସ ପକ୍ଷରୁ ଗରଦପୁର ଉପ-ଡାକଘର ସମ୍ମୁଖରେ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପାଟକୁରା କଂଗ୍ରେସ ନେତା ରତିକାନ୍ତ କାନୁନଗୋଙ୍କ…

ଅନୁଭବଙ୍କ ଘରେ ରହିବେ ବର୍ଷା

କଟକ ଅଫିସ,୨୧।୬: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ନୂଆ ମୋଡ଼ ନେଇଛି। ଏଣିକି ଅନୁଭବଙ୍କ ଘରେ ରହିବେ ବର୍ଷା । ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ନିର୍ଦ୍ଦେଶ ଉପରେ…

ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ନିକଟରେ ଭୂକମ୍ପ…

ଅହମଦାବାଦ, ୨୧।୬ : ଗୁଜରାଟର ନର୍ମଦା ଜିଲାର କଓ୍ବେଡ଼ିଆ ଗାଁ ନିକଟରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୩.୧ ଥିଲା ବୋଲି ଜାତୀୟ ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌…

ଖାଲି ‘ହଁ’ କୁ ଅପେକ୍ଷା

ବମ୍ବେ: ଚଳଚ୍ଚିତ୍ର ‘ଗଙ୍ଗୁବାଇ କାଟିଆଓ୍ବାଡି’ର ସଫଳତା ପରେ ନୂଆ ଫିଲ୍ମ ଉପରେ କାମ କରିବାକୁ ପ୍ରସ୍ତୁତ ହେଲେଣି ଲୋକପ୍ରିୟ ନିର୍ମାତା ସଞ୍ଜୟ ଲିଲା ଭଂସାଲୀ। ଫିଲ୍ମ ଲାଗି ନାୟିକାନାୟକ ଖୋଜା ସରିଥିଲେ ହେଁ ସେଥିରେ ମୋହର ବାଜିନାହିଁ। କାରଣଟି ହେଉଛି ସେମାନଙ୍କ…

ରାଜଧାନୀରେ ବଢ଼ିଚାଲିଛି ଡେଙ୍ଗୁ ଆତଙ୍କ

ଭୁବନେଶ୍ୱର,୨୧।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଡେଙ୍ଗୁ ଆତଙ୍କ ବଢ଼ିବାରେ ଲାଗିଛି। ଜୁନ ମାସରେ କେବଳ ୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଅନେକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ବଢ଼ୁଥିବା ଡେଙ୍ଗୁକୁ ଦେଖି ବିଏମ୍‌ସି କମିଶନର…

ଯୋଗ ଦିବସ ପାଳିଲେ କରିନାଙ୍କ ସାନପୁଅ

ବମ୍ବେ: ଜୁନ ୨୧ ଅର୍ଥାତ ମଙ୍ଗଳବାର ଅନ୍ତର୍ଜାତୀୟ ଯୋଗ ଦିବସ। ମନୋରଞ୍ଜନଜଗତ ସହ ଜଡ଼ିତ ସେଲିବ୍ରିଟିମାନେ ଯୋଗ କରୁଥିବା ବେଳର ଫଟୋ ଶେୟାର କରି ଦିନକୁ ମନେ ପକାଉଛନ୍ତି। ଏହି କ୍ରମରେ ଅଭିନେତ୍ରୀ କରିନା ମଧ୍ୟ ପଛରେ ନାହାନ୍ତି। ସେ ନିଜର…

ଇନଷ୍ଟାଗ୍ରାମରୁ ଗାଏବ ହୋଇଗଲେ ପ୍ରିୟଙ୍କା!

ମୁମାଇ: ବଲିଉଡ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ମଙ୍ଗଳବାର କିଛି ସମୟ ପାଇଁ ଗାଏବ ହୋଇ ଯାଇଛି । ଏହି ଖବର ଜଣାପଡିବା ପରେ ପ୍ରିୟଙ୍କାଙ୍କ ପ୍ରଶଂସକଙ୍କ ମନରେ କେବଳ ନିରାଶା ଭାବ ଦେଖାଯାଇଛି । ତେବେ ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri