Home Left

ଜେଲ୍‌ ଦଣ୍ଡାଦେଶ ପରେ ପ୍ରତିକ୍ରିୟା ରଖିଲେ ବିଧାୟକ ମୋକିମ

କଟକ ଅଫିସ,୨୯।୯: ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ତଥା ମେଟ୍ରୋ ବଲ୍ଡର୍ସର ଏମ୍‌ଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ଏହାକୁ ନେଇ ମୋକିମ ନିଜର ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ବ୍ୟବସାୟ କରି ବିରୋଧୀ ଦଳରୁ ରାଜନୀତି…

ଗୋଟବାୟାଙ୍କୁ ଭେଟିଲେ ସୁବ୍ରମଣ୍ୟମ

କଲମ୍ବୋ,୨୯।୯: ଆର୍ଥିକ ଓ ରାଜନୈତିକ ସଙ୍କଟ ଦେଇ ବର୍ତ୍ତମାନ ଶ୍ରୀଲଙ୍କା ଗତି କରୁଛି। ଫଳରେ ଦେଶବାସୀଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଜନସାଧାରଣଙ୍କ ତୀବ୍ର ବିରୋଧ ପରେ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କୁ ଦେଶ ଛାଡ଼ିବାକୁ…

ବଳାତ୍କାରୀଙ୍କୁ ୨୦ବର୍ଷ କାରାଦଣ୍ଡ

ଝାରସୁଗୁଡ଼ା ଅଫିସ,୨୯ା୯: ଝାରସୁଗୁଡ଼ା ଜିଲା ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ଗୁରୁବାର ଏକ ବଳାତ୍କାର ମାମଲାର ବିଚାର କରି ମୁଖ୍ୟ ଅଭିଯୁକ୍ତ ସନାତନ କିଷାନଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ପୀଡିତାଙ୍କୁ ୧ ଲକ୍ଷ ଟଙ୍କା ଆର୍ଥତ୍କ…

ଏଣିକି ସିଟ୍‌ ବେଲ୍ଟ ନ ପିନ୍ଧିଲେ ଦେବାକୁ ପଡିବ ଜରିମାନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଏଣିକି କାର୍‌ରେ ବସୁଥିବା ଲୋକଙ୍କ ପାଇଁ ସିଟ୍‌ ବେଲ୍ଟ ବାଧ୍ୟତାମୂଳକ ହେବ। ଏ ନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ପରିବହନ କମିଶନରଙ୍କୁ ଚିଠି ଲେଖାଯାଇଛି । ସିଟ୍‌ ବେଲ୍ଟ ନ ପିନ୍ଧିଲେ ୧୦୦୦ଟଙ୍କା ଜରିମାନା ହେବ ବୋଲି ଜଣାପଡିଛି।…

ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଚୋରି

କୋକସରା,୨୯।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ କାଉଡୋଳା ଗ୍ରାମରେ ଥିବା ଏକ ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ କବାଟ ଭାଙ୍ଗି ଚୋରି କରିଥିବା ଜଣାପଡିଛି। ଅଭିଯୋଗ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧୮୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ୧୩,୨୩,୪୩୭ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

ରୁଷିଆରେ ମିଶିବ ୟୁକ୍ରେନର ଏହି ୪ଅଞ୍ଚଳ

ମସ୍କୋ/କିଭ୍‌,୨୯।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଗତ ୭ ମାସ ଧରି ଯୁଦ୍ଧ ଜାରି ରହିଛି। ଯୁଦ୍ଧ ସମୟରେ ରୁଷିଆ ୟୁକ୍ରେନର ଅନେକ ଅଞ୍ଚଳକୁ ଜବରଦଖଲ କରିଥିବା ଦାବି କରିଥିଲା। ଏହି ଅଧିକୃତ ଅଞ୍ଚଳଗୁଡ଼ିକୁ ରୁଷିଆ ସହିତ ମିଶାଇବା ପାଇଁ ରାଷ୍ଟ୍ରପତି…

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ଭଞ୍ଜନଗର,୨୯।୯(ଡି.ଏନ୍‌.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଲାଗି ରହିଛି। ମଧ୍ୟାହ୍ନ ଭୋଜନ ଓ ଅନ୍ୟାନ୍ୟ ସୁବିଧା ଠିକ୍‌ ଭାବେ ମିଳିପାରୁ ନାହିଁ। ଏହାକୁ ନେଇ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପୂର୍ବରୁ ଏକାଧିକ…

ମୁକେଶ ଅମ୍ବାନୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ମୁମ୍ବାଇ,୨୯।୯: ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରାଯାଇଛି। ଅମ୍ବାନୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା ଯୋଗାଇ ଦିଆଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଅମ୍ବାନୀଙ୍କ ସୁରକ୍ଷାକୁ ବୃଦ୍ଧି କରାଯାଇଥିବା ଗୁରୁବାର ସୂଚନା ମିଳିଛି। ମୁକେଶ ଅମ୍ବାନୀଙ୍କ ବାସଭବନ ଆଣ୍ଟିଲିଆ ସମ୍ମୁଖରେ…

ଓଟିଟିରେ ଡେବ୍ୟୁ କରିବେ ଅନନ୍ୟା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ନିଜର ଦମ୍‌ଦାର ଅଭିନୟ ପାଇଁ ସମସ୍ତଙ୍କ ପାଖେ ପରିଚିତ। ମାତ୍ର ଅଳ୍ପ କିଛି ଫିଲ୍ମରେ କାମ କରି ବଲିଉଡର ଆଗାଧାଡି ଅଭିନେତ୍ରୀ ତାଲିକାରେ ସାମିଲ ହୋଇଛନ୍ତି। ନିକଟରେ ଫିଲ୍ମ ‘ଲାଇଗର’ରେ ଅଭିନୟ କରି ପ୍ରଶଂସକଙ୍କ…

ଟ୍ରମ୍ପଙ୍କ ବାୟୋପିକ୍‌ କରିବାକୁ ଚାହୁଁଛନ୍ତି ଏହି ଅଭିନେତା

ମୁମ୍ବାଇ: ‘କେଜିଏଫ-୨’ରେ ଅଧିରାଙ୍କ ଚରିତ୍ର ହେଉ କିମ୍ବା ‘ଅଗ୍ନିପଥରେ’ କାଞ୍ଚା ଚୀନାଙ୍କ ଭୂମିକା ହେଉ ଅଭିନେତା ସଞ୍ଜୟ ଦତ୍ତ ସବୁବେଳେ ନିଜର ଦମ୍‌ଦାର ଅଭିନୟ ଯୋଗୁ ଦର୍ଶକଙ୍କ ହୃଦୟ ଜିତିଥାନ୍ତି। ସିନେମାରେ ନିଜର ନୂଆ ଇନିଂସ ଖେଳୁଥିବା ସଞ୍ଜୟ ଦତ୍ତଙ୍କ ବିଭିନ୍ନ…

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ?

ନୂଆଦିଲ୍ଲୀ,୨୯ ।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ତାଙ୍କ ବାସ ଭବନ ୧୦ ଜନପଥରେ ଭେଟିଥିଲେ । ଏହାଥିଲା ଏକ ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ୍‌କାର । ଏହାପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏକ ପ୍ରଶ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?