Home Left

୨ଦିନ ହେଲା ଖାଇବା ଛାଡିଦେଇଛି ଦନ୍ତା

ସମ୍ବଲପୁର,୨୧ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜ୍‌ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ୫ ଦିନ ହେଲା ଏକ ଆହତ ଦନ୍ତା ମୃତ୍ୟୁ ସହ ସଂଗ୍ରାମ କରୁଛି। ୨ ଦିନ ହେଲା ହାତୀଟି ସମ୍ପୂର୍ଣ୍ଣ ଖାଇବା ଛାଡ଼ିଦେଇଛି। କେବଳ ସାଲାଇନ୍‌ ଓ ଔଷଧ…

୧ହଜାର ହେକ୍ଟର ଜମିରେ ଚାଷ ପ୍ରଭାବିତ

ରସୁଲପୁର,୨୧ା୬(ଡି.ଏନ୍‌.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା ପଞ୍ଚାୟତର ବଡନାଳ(ପାଟନାଳି)କୁ ନେଇ ୨ ପଞ୍ଚାୟତର ଚାଷୀ ଅସନ୍ତୋଷ ପ୍ରକାଶ କରିଛନ୍ତି ା ଉକ୍ତ ନାଳର ଉନ୍ନତିକରଣ ପାଇଁ ଚାଷୀମାନେ ଦାବି କରିଛନ୍ତି ା ନାଳର ଉନ୍ନତିକରଣ ଉପରେ ଚାଷୀମାନଙ୍କ ଉନ୍ନତି ନିର୍ଭର…

ମୋକିମଙ୍କ ପିଟିଶନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୨୧ା୬: ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲାର ଶୁଣାଣି କରି ବିଧାୟକ ମହମ୍ମଦ ମୋକିମଙ୍କ ପିଟିଶନକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ଏଥିସହ ବିଧାୟକ ମହମ୍ମଦ ମୋକିମଙ୍କୁ ୫ହଜାର ଟଙ୍କା ଜରିମାନା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ ବେଳେ…

ଆଉ ୩ ଜୋନ୍‌ରେ ବିଭକ୍ତ ହେବ ବିଏମ୍‌ସି

ଭୁବନେଶ୍ୱର,୨୧।୬(ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପାଇଁ ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି। ପୂର୍ବରୁ ବିଏମ୍‌ସିକୁ ୩ଟି ଜୋନରେ ବିଭକ୍ତ କରାଯାଇଥିବାବେଳେ ଖୁବ୍‌ଶୀଘ୍ର ଆଉ ୩ଟି ଜୋନ ସୃଷ୍ଟି ହେବାକୁ ଯାଉଛି। ଫଳରେ ରାଜଧାନୀ ଭୁବନେଶ୍ୱରକୁ ମୋଟ୍‌ ୬ଟି ଜୋନ୍‌ରେ ଭାଗ…

ମହାପ୍ରଭୁଙ୍କ ବ୍ୟଙ୍ଗଚିତ୍ର ଭାଇରାଲ

ପୁରୀ ଅଫିସ ୨୧।୬:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ସୋସିଆଲ ମିଡିଆରେ ବ୍ୟଙ୍ଗଚିତ୍ର ଭାଇରଲ ହୋଇଛି। ଅଣସର ନୀତି ଅବସରରେ ପଞ୍ଜାବ ଲୁଧିଆନାର ଇସ୍କନ ସଂସ୍ଥା ପକ୍ଷରୁ ଏହି ବ୍ୟଙ୍ଗଚିତ୍ର ପୋଷ୍ଟ କରାଯାଇଛି। ଏକ ଫଟୋରେ ମହାପ୍ରଭୁ ଥର୍ମୋମିଟର ପାଟିରେ ଦେଇଥିବା ଏବଂ ଅନ୍ୟ…

ମହାପ୍ରଭୁଙ୍କ ସେବାରେ କୁନି ଦଇତା ସେବକ ସର୍ବାଙ୍ଗ

ପୁରୀ ଅଫିସ, ୨୧ା୬:ମହାପ୍ରଭୁଙ୍କ ସେବାରେ ସୋମବାର କୁନି ଦଇତାପତି ସେବକ ସର୍ବାଙ୍ଗ ଦାସମହାପାତ୍ର ସାମିଲ ହୋଇଛନ୍ତି। ସେ ଅଣସର ତାଟି ଘରେ ପ୍ରବେଶ କରିବା ସହ ଶ୍ରୀବିଗ୍ରହଙ୍କ ସେବା ପୂଜାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିଛନ୍ତି। ତାଙ୍କର ବୟସ ଏବେ ୬ମାସ…

ପତଞ୍ଜଳି ଯୋଗପୀଠରେ…

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପତଞ୍ଜଳି ଯୋଗପୀଠ ହରିଦ୍ୱାର ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଛିା ପତଞ୍ଜଳି ସ୍ବେଚ୍ଛାସ୍ବେବୀଙ୍କ ସହଯୋଗ ସହିତ ସାରା ଦେଶରେ ପାଖାପାଖି ୫୦୦ ବ୍ଲକ୍‌ ଓ ୭୫ ଜିଲାରେ ୭୫ ଐତିହାସିକ ତଥା ସାଂସ୍କୃତିକ ଦୃଷ୍ଟିରୁ ବିଶିଷ୍ଟ ସ୍ଥାନରେ…

୧୬ ବର୍ଷରେ ବିବାହ କରିପାରିବେ ମୁସଲମାନ ଝିଅ

ଚଣ୍ଡୀଗଡ଼,୨।୧।୬: ମୁସ୍‌ଲିମ ଶରିଆ ଆଇନ ଅନୁସାରେ ମୁସଲମାନ ଝିଅ ୧୬ ବର୍ଷରେ ବିବାହ କରିବା ବୈଧ ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ ସୋମବାର ଏକ ମାମଲାର ଶୁଣାଣି କରି ରାୟ ଦେଇଛନ୍ତି। ଏଥିସହ ବିବାହ କରିଥିବା ଜଣେ ୧୬ ବର୍ଷୀୟା…

ଆଧ୍ୟାତ୍ମିକ ସାଧନା ଓ ଅଷ୍ଟାଙ୍ଗ ଯୋଗ

ସର୍ବୋଚ୍ଚ ଚୈତନ୍ୟ ଲାଭ କରିବା ପାଇଁ ଯୋଗ ଏକ ସୁସମ୍ବନ୍ଧ ଧାର୍ମିକ ଶୃଙ୍ଖଳା ଯାହା ଚରମ ମୁକ୍ତି ପାଇଁ ପଥ ଦେଖାଇଥାଏ। ଭାରତରେ ସମସ୍ତ ଆଧ୍ୟାତ୍ମିକ କ୍ଷେତ୍ରର ସାଧକ,ମହାପୁରୁଷ ଏବଂ ଜଣେ ଯେକୌଣସି ଧର୍ମାବଲମ୍ବୀ ହୁଅନ୍ତୁ, କିନ୍ତୁ ଯୋଗର ଶୃଙ୍ଖଳାକୁ ସମସ୍ତେ…

ଯୋଗ ହରିନେବ ରୋଗ

ବିଶ୍ୱ ସ୍ବାସ୍ଥ୍ୟ ସଂସ୍ଥା ଅନୁଯାୟୀ ସମ୍ପୂର୍ଣ୍ଣ ଶାରୀରିକ, ମନସ୍ତାତ୍ତ୍ୱିକ, ସାମାଜିକ ଓ ଆଧ୍ୟାମତ୍ିକ ସୁସ୍ଥତା ହିଁ ସ୍ବାସ୍ଥ୍ୟ। ଯୋଗାଭ୍ୟାସ ଦ୍ୱାରା ଏହି ସମସ୍ତ ପ୍ରକାର ସୁସ୍ଥତା ପ୍ରାପ୍ତ ହୁଏ। ତେବେ ଚଳିତ ବର୍ଷ ଯୋଗ ଦିବସ ଲାଗି ଥିମ୍‌ ରହିଛି ‘ମାନବ…

ଶିଶୁ ହେପାଜତ ମାମଲାରେ ହେବିୟସ୍‌ କର୍ପସ ହୋଇପାରିବ ନାହିଁ: ହାଇକୋର୍ଟ

କଟକ,୨୧ା୬:ସ୍ବାମୀଙ୍କ ଠାରୁ ଶିଶୁକୁ ହେପାଜତକୁ ନେବା ଦାବିରେ ସ୍ତ୍ରୀ କରିଥିବା ଆବେଦନ ଉପରେ ହେବିୟସ୍‌ କର୍ପସ ଇସ୍ୟୁ କରାଯାଇପାରିବ ନାହିଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଆବେଦନକାରିଣୀ କୌଶଲ୍ୟା ଦାସଙ୍କ ପକ୍ଷରୁ ଦାଏର ପିଟିଶନର ଶୁଣାଣି କରି…

ଆର୍ଥିକ ସ୍ଥିତିକୁ ବଞ୍ଚାଇଛି ଖଣି ରାଜସ୍ବ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):କୋଭିଡ୍‌-୧୯ ମହାମାରୀ ପରେ ରାଜ୍ୟର ଆର୍ଥିକ ସ୍ଥିତି ଧୀରେ ଧୀରେ ସୁଧୁରୁଛି। ଟିକସ ଓ ଅଣଟିକସ କ୍ଷେତ୍ରରେ ରାଜସ୍ବ ଆଦାୟ ବଢୁଛି। ଚଳିତ ଆର୍ଥିକ ବର୍ଷର ମେ’ ମଧ୍ୟରେ ରାଜକୋଷକୁ ଖଣିକ୍ଷେତ୍ରରୁ ରାଜସ୍ବ ଅଭିବୃଦ୍ଧି ୫୦.୭୦ ପ୍ରତିଶତ ହୋଇଛି। ୨୦୨୧ ମେ’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri