Home Left

ବିବାହ କରିବାକୁ ବୁଲଡୋଜରରେ ପହଞ୍ଚିଲେ ବର

ଲକ୍ଷ୍ନୌ: ନିଜ ନିଜ ବାହାଘରକୁ ପ୍ରତ୍ୟେକ ବ୍ୟକ୍ତି ଅଲଗା ଅଲଗା ଢଙ୍ଗରେ କରିବାକୂ ଚାହାନ୍ତି। ସାଧାରଣତଃ ବର କାର୍‌ କିମ୍ବା ଘୋଡ଼ାରେ ବସି କନିଆଁ ଘରକୁ ବରଯାତ୍ରୀ ନେଇ ଯାଇଥିବାର ତ ସମସ୍ତେ ଦେଖିଥିବେ। ହେଲେ ସେମିତି ଏକ ନିଆରା ବାହାଘର…

ଯୋଗଦେଲେ ନୂତନ ଜିଲାପାଳ

ଭଦ୍ରକ ଅଫିସ,୨୦।୬: ଭଦ୍ରକର ନୂତନ ଜିଲାପାଳ ଭାବେ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ପ୍ରଥମ ଦିନରେ ଜିଲାପାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପରିଦର୍ଶନରେ ଯାଇ ରୋଗୀମାନଙ୍କ ସମସ୍ୟା ବିଷୟରେ ପଚାରି ବୁଝିଛନ୍ତି। ନୂତନ ଜିଲାପାଳଙ୍କୁ ପ୍ରଶାସନିକ ଅଧିକାରୀ…

ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ, ଇଡିରେ ହାଜର ହେବାକୁ ନୋଟିସ୍‌

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏ ନେଇ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଟୁଇଟ୍‌ରେ ଲେଖିଛନ୍ତି, “କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ଆଜି ସାରେ ସାର୍‌ ଗଙ୍ଗା ରାମ…

ଅଗ୍ନିପଥ’କୁ ବିରୋଧ କରି ଜାତୀୟ ରାଜପଥ ଅବରୋଧ

ଭଦ୍ରକ ଅଫିସ,୨୦ା୬: ‘ଅଗ୍ନିପଥ’ ଯୋଜନାକୁ ବିରୋଧ କରି ସୋମବାର ପୂର୍ବାହ୍ନରେ ଭଦ୍ରକ ବନ୍ତ ଛକଠାରେ ଆଶାୟୀ ଯୁବକମାନେ ୧୬ନଂ. ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ସାମାଜିକ କର୍ମୀ ଭବେନ୍ଦ୍ର ସାହୁ ଓ ଦୀପକ କୁମାର ନାୟକଙ୍କ ନେତୃତ୍ୱରେ ଶତାଧିକ ଆଶାୟୀ ଯୁବକ…

‘ପୁରୁଣାବଜାର ଅଞ୍ଚଳରୁ ହଟାଯାଉ ଜବରଦଖଲ’

ଭଦ୍ରକ ଅଫିସ,୨୦।୬: ଭଦ୍ରକ ପୁରୁଣାବଜାର ଅଞ୍ଚଳରୁ ଜବରଦଖଲ ଉଚ୍ଛେଦ ନେଇ ସୋମବାର ଜିଲାପାଳଙ୍କ ନିକଟରେ ଦାବି ହୋଇଛି। ସନ୍ଥିଆ ପୋଲଠାରୁ ନଙ୍ଗାମହଲା, ପାଟଣାସାହି, ସାନଶଙ୍କରପୁର, ପୁରୁଣାବଜାର ତିନିଛକ, କଦମବେଢ଼ାଠାରୁ ମୁଲ୍ଲାସାହି, ଚନ୍ଦନବଜାର, ପୁରୁଣାବଜାର, ବାଙ୍କାବଜାରଠାରୁ ସଙ୍ଗତ ପର୍ଯ୍ୟନ୍ତ ମୁଖ୍ୟରାସ୍ତା ଅଞ୍ଚଳରୁ ଜବରଦଖଲ…

ତିନି ସେନା ମୁଖ୍ୟଙ୍କୁ ଭେଟିବେ ମୋଦି

ନୂଆଦିଲ୍ଲୀ,୨୦।୬: କେନ୍ଦ୍ର ସରକାର ଆଣିଥିବା ‘ଅଗ୍ନିପଥ’ ଯୋଜନା ବିରୋଧରେ ଦେଶରେ ଏବେ ଅନେକ ସ୍ଥାନରେ କ୍ରମାଗତ ବିରୋଧ ପ୍ରଦର୍ଶନ କରାଯାଉଛି। ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ତିନି ସେନାର ମୁଖ୍ୟଙ୍କୁ ଭେଟିବେ। ଏହି ତିନି ସେନା ମୁଖ୍ୟଙ୍କୁ ଅଲଗା ଅଲଗା…

ବିରୋଧୀଙ୍କ ବୈଠକରେ ଓଓ୍ବାଇସିଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୦।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ଏପର୍ଯ୍ୟନ୍ତ ସରକାର ଏବଂ ବିରୋଧୀ ପକ୍ଷରୁ କୌଣସି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନାହିଁ। ଚଳିତ ଥର ବିରୋଧୀ ମିଳିତ ଭାବେ ପ୍ରାର୍ଥୀ ଦେବାକୁ ସୁନିଶ୍ଚିତ କରିଛି। ଏଥିପାଇଁ ଅନେକ ଦଳ ଲଗାତର ବୈଠକ କରୁଥିବା ବେଳେ…

ଆହୁରି ୫ ଦିନ ବର୍ଷିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ଓଡିଶାରେ ଅଗ୍ରସର ହୋଇଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ଯାଏ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ସହ ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା…

ଇଡିର ଜେରା ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

କୋକସରା,୨୦।୬(ଡି.ଏନ.ଏ): ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି ପଚରାଉଚରା କରୁଛି। ଏହାକୁ ବିରୋଧ କରି ସୋମବାର କୋକସରା କଂଗ୍ରେସ କମିଟି ପକ୍ଷରୁ ମୁଖ୍ୟ ପୋଷ୍ଟ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବ୍ଲକ କଂଗ୍ରେସ ସଭାପତି ଘନଶ୍ୟାମ…

ଥାନାରେ କଂଗ୍ରେସକର୍ମୀଙ୍କ ଭଙ୍ଗାରୁଜା

ଚିତ୍ରକୋଣ୍ଡା,୨୦।୬: ମାଲକାନଗିରି ପ୍ରଦେଶ କଂଗ୍ରେସ ନେତୃ୍‌ତ୍ୱରେ ଚିତ୍ରକୋଣ୍ଡାରେ ସୋମବାର ୧୮ଟି ପଞ୍ଚାୟତର ୫ ହଜାରରୁ ଊର୍ଦ୍ଧ୍ୱ ଆଦିବାସୀ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଏକାଠି ହୋଇଥିଲେ। ଏଥିରେ ମାଲକାନଗିରି ଜିଲା ସଭାପତି ଗୋବିନ୍ଦ ପାତ୍ର, ଯୁବ ସଭାପତି ମଙ୍ଗୁ ଖିଲ, ବରିଷ୍ଠ କଂଗ୍ରେସ…

ହସ୍ପିଟାଲରେ ଭର୍ତ୍ତି ହେଲେ ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୨୦।୬: ବେଆଇନ୍‌ ଅର୍ଥ କାରବାରରେ ଗିରଫ ହୋଇଥିବା ଦିଲ୍ଲୀ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡି ଯିବାରୁ ତାଙ୍କୁ ଏଲ୍‌ଏନ୍‌ଜିପି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ସତ୍ୟେନ୍ଦ୍ରଙ୍କୁ ତିହାର ଜେଲରୁ ପ୍ରଥମେ ଜିବି…

ଅଭିନେତ୍ରୀ ଆତ୍ମହତ୍ୟା କରିଥିବା କହିଲେ ଡିସିପି, ହତ୍ୟା ଅଭିଯୋଗ ଆଣିଲା ପରିବାର

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା କରିଛନ୍ତି। ଏହା ସ୍ପଷ୍ଟ ଭାବେ ଜଣାପଡୁଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି । ଏହାସହ ଡିସିପି କହିଛନ୍ତି ଯେ, ଘଟଣାସ୍ଥଳକୁ ପୋଲିସର ଏକ ଟିମ ଯାଇ ତଦନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri