ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…
କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ଉତ୍ସବରେ ଯୋଗ ଦେଇଥିବା ଚମ୍ପୁଆ ବିଜେଡି ବିଧାୟକ...
ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ
ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା ସ୍ଥଗିତ ରଖିଛି। ସେ ରବିବାର ଲଣ୍ଡନ ଯିବାର କାର୍ଯ୍ୟକ୍ରମ ଥିଲା। କାତାର ଦ୍ୱାରା...
ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ
କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର ସକାଳେ ପ୍ରିଟୋରିଆରେ ଏକ ଭୟଙ୍କର ଗୁଳିକାଣ୍ଡରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ...
Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ
ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ ଭିଡିଓ ଶେୟାର କରି ସ୍ପଷ୍ଟ କରିଛନ୍ତି ଯେ ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ...
କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା
କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି।...
ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ
ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ ଫସି ରହିଥିବା ଯାତ୍ରୀମାନଙ୍କୁ ସାହାଯ୍ୟ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ...
ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫ ଡିଗ୍ରୀ ରହିଛି। ଫଳରେ ରାଜ୍ୟରେ ସବୁଠାରୁ କମ୍ ତାପମାତ୍ରା ବୋଲି କୁହାଯାଇଛି। ପ୍ରବଳ...
ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…
ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬ ଦଶନ୍ଧି ବିତିଯାଇଛି । ପ୍ରଥମରୁ ପଞ୍ଚମ ଓ ପରବର୍ତ୍ତୀ ସମୟରେ ଅଷ୍ଟମ ପର୍ଯ୍ୟନ୍ତ...
SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…
ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ ସାବଧାନ, ଆପଣଙ୍କୁ ଏ କ୍ଷେତ୍ରରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି । କାରଣ...
ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି
ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା ୭:୩୦ ରୁ ଆରମ୍ଭ ହେଉଛି। ଏହା ଏକ କୋଣୀୟ ଯୋଗ, ଯାହାକୁ ତ୍ରିଦଶଙ୍କ...
୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ: ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା
ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬ ଦଶନ୍ଧି ବିତିଯାଇଛି । ପ୍ରଥମରୁ ପଞ୍ଚମ ଓ ପରବର୍ତ୍ତୀ ସମୟରେ ଅଷ୍ଟମ...
ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…
ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍ରେ କ୍ରମାଗତ ଭାବେ ଚାପ ବଢ଼ିବାରେ ଲାଗିବା ପରେ ସରକାରଙ୍କ ପକ୍ଷରୁ ଆଉ ୨ ନୂଆ ତହସିଲ ଖୋଲିବା ପାଇଁ...
Archives


