Home Left

ଆଡଲ୍ଟ କଣ୍ଟେଣ୍ଟ ଉପରେ ମୋଟା ରକମ ପାଇବାକୁ ଚିନ୍ତା କରୁଛି ୟୁକ୍ରେନ, ଆଣିବ ନୂଆ ଆଇନ

କ୍ୱିଭ,୭।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି; ଦୁଇ ଦେଶ ଦୀର୍ଘ ସମୟ ଧରି ପରସ୍ପର ସହିତ ଲଢୁଛନ୍ତି। ଏହି ବିବାଦ ମଧ୍ୟରେ, ୟୁକ୍ରେନିଆନ ସରକାର ଏକ ଅନନ୍ୟ ନିଷ୍ପତ୍ତି ନେଇଛନ୍ତି: ଏହା ବୟସ୍କ ବିଷୟବସ୍ତୁ ବା ଆଡଲ୍ଟ କଣ୍ଟେଣ୍ଟକୁ…

‘ହର୍ମୁଜ ସେତେବେଳେ ଖୋଲିବ ଯେତେବେଳେ…’: ଆମେରିକା ପାଇଁ ନୂଆ ସର୍ତ୍ତ ରଖିଲା ଇରାନ

ତେହରାନ,୭।୯: ହର୍ମୁଜ ପ୍ରଣାଳୀ ଉପରେ ବିବାଦ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇରାନ ଏହି ପ୍ରଣାଳୀ ଖୋଲିବା ସମ୍ପର୍କରେ ଆମେରିକା ପାଇଁ ଏକ ସର୍ତ୍ତ ରଖିଛି। ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ସଚିବ ମୋହସେନ ରେଜାୟି ଆମେରିକାକୁ ଯେକୌଣସି ଆକ୍ରମଣ…

ରାଜନୀତିରେ ହଇଚଇ… ତ୍ରିଶାଙ୍କୁ ଇଙ୍ଗିତ କରି ଏଭଳି କହିଦେଲେ ବିଜୟ, ଚାରିଆଡେ ଚର୍ଚ୍ଚା

ଚେନ୍ନାଇ,୭ା୯: ମହିଳାଙ୍କ ବିରୋଧରେ ଅଶାଳୀନ ଓ ଅପମାନଜନକ ମନ୍ତବ୍ୟକୁ ନେଇ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ କହିଛନ୍ତି ଯେ, ରାଜନୈତିକ ସମାଲୋଚନା ଯେତେ ତୀବ୍ର ହେଉନା କାହିଁକି, ମହିଳାଙ୍କ ପ୍ରତି…

‘Please Save Me Alive’… ଭଗ୍ନାବଶେଷ ତଳୁ ଛାତ୍ରଙ୍କ ୧୧ ସେକେଣ୍ଡର SOS, ଦିଲ୍ଲୀ ଦୁର୍ଘଟଣାର ଛାତିଥରା ଭିଡିଓ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଛାତ୍ରଙ୍କ ରହଣୀ ନିମନ୍ତେ ବ୍ୟବହୃତ ଏକ ବହୁତଳ କୋଠା ଭୁଶୁଡ଼ି ପଡ଼ିବା ପରେ ଏକ ଭିଡିଓ ସାମ୍ନାକୁ ଆସିଛି । ଯାହାକି ଦୁର୍ଘଟଣାର ଭୟାବହତାକୁ ସାମ୍ନାକୁ ଆଣିଛି । ଭଗ୍ନାବଶେଷ ତଳେ ଫସିଥିବା ଜଣେ…

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗିରଫ ୨ ଖବରଦାତା ଜିଲାର ଜୁନାଗଡ଼ର ଦୁଷ୍ମନ୍ତ ପଣ୍ଡା…

ନନ୍ଦନକାନନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ ମାୟା ଦୁଇଟି ଶାବକକୁ ଜନ୍ମ ଦେଇଛି। ପ୍ରଥମ ଶାବକଟି ଆଜି ଭୋର୍‌ ୨ଟା…

ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ ପୁଣି ଆରମ୍ଭ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା। ବିଶେଷକରି ଉତ୍ତର ଓ ଉପକୂଳ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮ କୋଟି ଟନ ଉଚ୍ଚମାନର ବକ୍ସାଇଟ ଗଚ୍ଛିତ ଥିବା ଏହି ସମ୍ପଦବହୁଳ ପାହାଡ଼କୁ କମ୍ପାନୀକୁ…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ କି? PCB ଏପରି ପ୍ରମୁଖ ପ୍ରଶ୍ନର ସମ୍ମୁଖୀନ ହୋଇଥିଲା, ଯାହା ଫଳରେ ଇଂଲଣ୍ଡ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା କ’ଣ ଜାଣନ୍ତି? ଯଦି ଜଣେ ବ୍ୟକ୍ତି ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସବୁଜ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଉକ୍ତ ବୈଠକରେ ବିଭିନ୍ନ…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ ଗୋରୁ ବୋଝେଇ ଏକ ଓଡି ୩୩ ଏମ୍‌ ୦୪୦୧ ନମ୍ବର ବିଶିଷ୍ଟ ପିକ୍‌ଅପ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?