ଇଡିର ଜେରା ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
କୋକସରା,୨୦।୬(ଡି.ଏନ.ଏ): ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି ପଚରାଉଚରା କରୁଛି। ଏହାକୁ ବିରୋଧ କରି ସୋମବାର କୋକସରା କଂଗ୍ରେସ କମିଟି ପକ୍ଷରୁ ମୁଖ୍ୟ ପୋଷ୍ଟ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବ୍ଲକ କଂଗ୍ରେସ ସଭାପତି ଘନଶ୍ୟାମ…
ଥାନାରେ କଂଗ୍ରେସକର୍ମୀଙ୍କ ଭଙ୍ଗାରୁଜା
ଚିତ୍ରକୋଣ୍ଡା,୨୦।୬: ମାଲକାନଗିରି ପ୍ରଦେଶ କଂଗ୍ରେସ ନେତୃ୍ତ୍ୱରେ ଚିତ୍ରକୋଣ୍ଡାରେ ସୋମବାର ୧୮ଟି ପଞ୍ଚାୟତର ୫ ହଜାରରୁ ଊର୍ଦ୍ଧ୍ୱ ଆଦିବାସୀ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଏକାଠି ହୋଇଥିଲେ। ଏଥିରେ ମାଲକାନଗିରି ଜିଲା ସଭାପତି ଗୋବିନ୍ଦ ପାତ୍ର, ଯୁବ ସଭାପତି ମଙ୍ଗୁ ଖିଲ, ବରିଷ୍ଠ କଂଗ୍ରେସ…
ହସ୍ପିଟାଲରେ ଭର୍ତ୍ତି ହେଲେ ସତ୍ୟେନ୍ଦ୍ର
ନୂଆଦିଲ୍ଲୀ,୨୦।୬: ବେଆଇନ୍ ଅର୍ଥ କାରବାରରେ ଗିରଫ ହୋଇଥିବା ଦିଲ୍ଲୀ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡି ଯିବାରୁ ତାଙ୍କୁ ଏଲ୍ଏନ୍ଜିପି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ସତ୍ୟେନ୍ଦ୍ରଙ୍କୁ ତିହାର ଜେଲରୁ ପ୍ରଥମେ ଜିବି…
ଅଭିନେତ୍ରୀ ଆତ୍ମହତ୍ୟା କରିଥିବା କହିଲେ ଡିସିପି, ହତ୍ୟା ଅଭିଯୋଗ ଆଣିଲା ପରିବାର
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା କରିଛନ୍ତି। ଏହା ସ୍ପଷ୍ଟ ଭାବେ ଜଣାପଡୁଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି । ଏହାସହ ଡିସିପି କହିଛନ୍ତି ଯେ, ଘଟଣାସ୍ଥଳକୁ ପୋଲିସର ଏକ ଟିମ ଯାଇ ତଦନ୍ତ…
ଆରଟିଆଇ ପରିସରକୁ ଆସିବ ଭିଜିଲାନ୍ସ
କଟକ ଅଫିସ,୨୦।୬: ସୂଚନା ଅଧିକାର ଆଇନ୍ ପରିସରକୁ ଆସିବ ଭିଜିଲାନ୍ସ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ଦୁର୍ନୀତି ଓ ମାନବାଧିକାର ଉଲ୍ଲଂଘନ ସୂଚନା ଗୋପନୀୟ ନୁହେଁ ବୋଲ ହାଇକୋର୍ଟ କହିଛନ୍ତି। ସରକାରୀ ଭାବେ…
ଇଂଲଣ୍ଡ ଗସ୍ତରେ ରାହୁଲ ଦ୍ରାବିଡ, ପନ୍ତ, ଆୟାର୍
ନୂଆଦିଲ୍ଲୀ,୨୦।୬: ଭାରତୀୟ ଦଳ ଗୋଟିଏ ଟେଷ୍ଟ, ତିନୋଟି ଦିନିକିଆ ଏବଂ ତିନୋଟି ଟି-୨୦ ମ୍ୟାଚ ପାଇଁ ଇଂଲଣ୍ଡ ଯାଇ ସାରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ପରେ ସୋମବାର ମୁଖ୍ୟ କୋଚ ରାହୁଲ ଦ୍ରାବିଡଙ୍କ ସହ ଉଇକେଟ କିପର ବ୍ୟାଟ୍ସମ୍ୟାନ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୨ଲକ୍ଷ ୭୯ ହଜାର ୪୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ…
ହାତୀ କଙ୍କାଳ ମିଳିବା ମାମଲା: ଫରେଷ୍ଟ ଗାର୍ଡ ନିଲମ୍ବିତ
ଆଠଗଡ଼,୨୦।୬(ଡି.ଏନ୍.ଏ.): ଆଠଗଡ଼ ବନ ବିଭାଗ ପକ୍ଷରୁ ଗତ ୧୪ ତାରିଖରେ ହାତୀ କଙ୍କାଳ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଫରେଷ୍ଟ ଗାର୍ଡ ପ୍ରଭାତ ପ୍ରଧାନଙ୍କୁ ସୋମବାର ଚାକିରିରୁ ନିଲମ୍ବିତ କରାଯାଇଛି। ଏଥିସହ ବନ ବିଭାଗ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ…
ଗୋଟିଏ ପରିବାରର ୯ଜଣଙ୍କ ଆତ୍ମହତ୍ୟା
ସାଙ୍ଗଲି,୨୦।୬: ମହାରାଷ୍ଟ୍ରର ସାଙ୍ଗଲି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅମ୍ବିକାନଗରରେ ଥିବା ଏକ ଘରୁ ସୋମବାର ଗୋଟିଏ ପରିବାରର ୯ଜଣଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ମିଳିଛି। ଏହାପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି…
ସିଦ୍ଧୁ ମୂସେଓ୍ବାଲା ହତ୍ୟାକାଣ୍ଡ: ୩ ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ,୨୦।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୂସେଓ୍ବାଲା ହତ୍ୟା ମାମଲାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ସିଦ୍ଧୁଙ୍କ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ୨ ଶୁଟର୍ ସମେତ ୩ ଜଣଙ୍କୁ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଗିରଫ କରିଛି। ଗୁଜରାଟର କୁଚ ଅଞ୍ଚଳରୁ…
ଉପଜିଲାପାଳରୁ ଏମ୍କେସିଜିର ପ୍ରଶାସନିକ ଅଧିକାରୀ
ବ୍ରହ୍ମପୁର ଅଫିସ,୨୦।୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି) ମେଡିକାଲର ପ୍ରଶାସନିକ ଅଧିକାରୀ ଭାବେ ରାଜେନ୍ଦ୍ର ମିଞ୍ଜ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଭଞ୍ଜନଗର ଉପ-ଜିଲାପାଳ କାର୍ଯ୍ୟରତ ଥିଲେ। କାର୍ଯ୍ୟାଳୟର ପ୍ରତିଷ୍ଠାନ ଅଧିକାରୀ ମନୋଜ କୁମାର ଖାଡଙ୍ଗାଙ୍କ ତତ୍ତ୍ୱାବଧାନରେ ତାଙ୍କୁ ସମ୍ବର୍ଦ୍ଧନା…
ବ୍ରେନ୍ ରିସର୍ଚ୍ଚ ସେଣ୍ଟର ଉଦ୍ଘାଟନ କଲେ ମୋଦି
ବେଙ୍ଗାଲୁରୁ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ଦୁଇ ଦିନିଆ ଗସ୍ତରେ କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ୨୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ…
Archives


