Home Left

ଉପଜିଲାପାଳରୁ ଏମ୍‌କେସିଜିର ପ୍ରଶାସନିକ ଅଧିକାରୀ

ବ୍ରହ୍ମପୁର ଅଫିସ,୨୦।୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲର ପ୍ରଶାସନିକ ଅଧିକାରୀ ଭାବେ ରାଜେନ୍ଦ୍ର ମିଞ୍ଜ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଭଞ୍ଜନଗର ଉପ-ଜିଲାପାଳ କାର୍ଯ୍ୟରତ ଥିଲେ। କାର୍ଯ୍ୟାଳୟର ପ୍ରତିଷ୍ଠାନ ଅଧିକାରୀ ମନୋଜ କୁମାର ଖାଡଙ୍ଗାଙ୍କ ତତ୍ତ୍ୱାବଧାନରେ ତାଙ୍କୁ ସମ୍ବର୍ଦ୍ଧନା…

ବ୍ରେନ୍‌ ରିସର୍ଚ୍ଚ ସେଣ୍ଟର ଉଦ୍‌ଘାଟନ କଲେ ମୋଦି

ବେଙ୍ଗାଲୁରୁ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ଦୁଇ ଦିନିଆ ଗସ୍ତରେ କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ୨୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ…

ପୁଣି ଅଜୟଙ୍କ ସହ ନଜର ଆସିବେ ରକୁଲ

ଭୂଷଣ କୁମାରଙ୍କ ଦ୍ୱାରା ନିର୍ମିତ ‘ଥ୍ୟାଙ୍କ ଗଡ’ ଭଳି ଏକ କମେଡି ଫିଲ୍ମ ରିଲିଜ ହେବାକୁ ଯାଉଛି । ଫିଲ୍ମରେ ଅଜୟ ଦେବଗନ, ରକୁଲପ୍ରୀତ ସିଂହଙ୍କ ବ୍ୟତୀତ ସିଦ୍ଧାର୍ଥ ମଲହୋତ୍ରାଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଇନ୍ଦ୍ର କୁମାର ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି…

ମୋଦିଙ୍କୁ ନେଇ ବିବାଦୀୟ ଟିପ୍ପଣି ଦେଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୨୦ ।୬: କଂଗ୍ରେସ ନେତା ସୁବୋଧ କାନ୍ତ ସହାୟ ଜର୍ମାନୀର ଏକଛତ୍ରବାଦୀ ଶାସକ ହିଟଲରଙ୍କ ନାମନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ଟିପ୍ପଣୀ ଦେଇଛନ୍ତି । ସୁବୋଧ କାନ୍ତ ସହାୟ ଅଗ୍ନିପଥ ସ୍କିମକୁ ବିରୋଧ କରାଯାଉଥିବା ଘଟଣାକୁ ନେଇ କହିଛନ୍ତି ପ୍ରଧାନମନ୍ତ୍ରୀ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ପାଇଁ ବିଜ୍ଞପ୍ତି

ଭୁବନେଶ୍ବର,୨୦।୫(ବ୍ୟୁରୋ): ଆସନ୍ତା ଜୁନ୍‌ ୨୭ତାରିଖରୁ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୨ ତାରିଖ ଆବେଦନର ଶେଷ ତାରିଖ ରହିଛି । ଛାତ୍ରୀଛାତ୍ର…

ସବୁଠାରୁ ୟୁନିକ ହେଜେଲଙ୍କ ପୁଅର ନାମ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ହେଜେଲ କେଚ ଓ ପୂର୍ବତନ କ୍ରିକେଟର ଯୁବରାଜ ସିଂଙ୍କ ଘରକୁ ଚଳିତ ବର୍ଷ ଜାନୁଆରୀରେ ଆସିଥିଲେ ଜଣେ ନୂଆ ଅତିଥି । ହେଜେଲ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ । ଆଉ ପୁଅ ଜନ୍ମ ହେବା…

‘ଶମଶେରା’ର ପୋଷ୍ଟର ଦେଖି ଆଲିଆ କହିଲେ ହଟ୍‌

ମୁମ୍ବାଇ: ବଲଉଡ ନାୟିକା ଆଲିଆ ଭଟ୍ଟ ଏବେ ତାଙ୍କର ପ୍ରଥମ ହଲିଉଡ ମୁଭିର ଶୁଟିଂରେ ବିଜି ଅଛନ୍ତି । ଏହି ସମୟରେ ସେ ତାଙ୍କ ପରିବାରକୁ ଖୁବ୍ ମିସ୍ କରୁଛନ୍ତି । ହେଲେ ବିଦେଶରେ ଥାଇ ବି ସୋମବାର ସକାଳ ତାଙ୍କ…

ନୁପୁରଙ୍କ ବିରୋଧରେ ନିନ୍ଦା ପ୍ରସ୍ତାବ ପାରିତ

କୋଲକତା,୨୦।୬: ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ଅପମାନଜନକ ମନ୍ତବ୍ୟ ଦେଇ ସମାଲୋଚନାର ଶିକାର ହୋଇଥିବା ପୂର୍ବତନ ଭାଜପା ନେତ୍ରୀ ନୁପୁର ଶର୍ମାଙ୍କ ବିରୋଧରେ ସୋମବାର ପଶ୍ଚିମବଙ୍ଗ ବିଧାନସଭାରେ ଏକ ନିନ୍ଦା ପ୍ରସ୍ତାବ ପାରିତ ହୋଇଛି। ଏହି ପ୍ରସ୍ତାବ ଉପରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ…

ତାରାତାରିଣୀଙ୍କ ଦର୍ଶନକରି ପୂଜାକଲେ ୩ ଅଧିକାରୀ

ପୁରୁଷୋତ୍ତମପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଭାବେ ଯୋଗଦେଇଥିବା ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପିଡି ଭି.କୀର୍ତ୍ତିଭାସନ ଏବଂ ବ୍ରହ୍ମପୁର ମହାନଗର ନିଗମର କମିଶନର ଜେ. ସୋନାଲ ସୋମବାର ମା’ତାରା ତାରିଣୀଙ୍କ ଦର୍ଶନକରି ପୂଜାର୍ଚ୍ଚନା କରିଛନ୍ତି। ଏହି ଅବସରରେ ଜିଲାପାଳ ମନ୍ଦିରର ସମସ୍ତ କାର୍ଯ୍ୟ…

ଗହମ ଅମଳ କରୁଛି ଦେଶୀ କୌଶଳରେ ନିର୍ମିତ ମେଶିନ, ଭିଡିଓ ଦେଖିଲେ …

ଲୋକମାନେ ସହଜରେ କାର୍ଯ୍ୟ ଶେଷ କରିବାକୁ ବିଭିନ୍ନ ଉପାୟ ଅବଲମ୍ବନ କରିଥାନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ଜଣେ ଚାଷୀଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ।   Between tradition and modernity. Harvest wheat.😃😃😃 pic.twitter.com/gbv0oaFLyf…

ୟୁକ୍ରେନ୍‌ ଯୁଦ୍ଧ ବର୍ଷ ବର୍ଷ ଚାଲିପାରେ

କିଭ୍‌,୨୦।୬: ୟୁକ୍ରେନ୍‌-ରୁଷିଆ ଯୁଦ୍ଧ ନିକଟ ଭବିଷ୍ୟତରେ ଶେଷ ହେବାର ସମ୍ଭାବନା ନାହିଁ। ଏହା ବର୍ଷ ବର୍ଷ ଧରି ଚାଲିପାରେ ବୋଲି ନାଟୋ ମହାସଚିବ ଜେନ୍ସ ଷ୍ଟୋଲେନ୍‌ବର୍ଗ ପ୍ରକାଶ କରିଛନ୍ତି।ଏନେଇ ୟୁକ୍ରେନ୍‌କୁ ସମର୍ଥନ ମିଳିବା ଜରୁରୀ ବୋଲି ସେ କହିଛନ୍ତି। ପୂର୍ବ ଓ…

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ସାରା ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜୁନ୍‌ ୧୬ରେ ଓଡିଶା ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri