ଟୁଇଟରରୁ ବିଦା ହେବେ ପରାଗ
ଓ୍ବାଶିଂଟନ,୩।୫: ବିଶ୍ୱର ସବୁଠୁ ଧନୀ ଏଲନ ମସ୍କ ୪୪ ବିଲିୟନ ଡଲାରରେ ଟୁଇଟର କିଣିବା ପରେ ନୂଆ ସିଇଓ ସନ୍ଧାନରେ ଲାଗିପଡ଼ିଛନ୍ତି। ଫଳରେ ବର୍ତ୍ତମାନର ଟୁଇଟର ସିଇଓ ପରାଗ ଅଗ୍ରଓ୍ବାଲ ବିଦା ହେବା ନେଇ ଚର୍ଚ୍ଚା ଜୋର ଧରିଛି। ରିପୋର୍ଟ ଅନୁସାରେ…
ରମଜାନ ଇଦ୍ ପାଳନରେ ବାଧା ଦେବନି ଏମ୍ଏନ୍ଏସ୍
ମୁମ୍ବାଇ,୩।୫: ମୁସଲମାନମାନେ ମଙ୍ଗଳବାର ନିର୍ବିଘ୍ନରେ ରମଜାନ ଇଦ୍ ପାଳନ କରିବେ ବୋଲି ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍ଏନ୍ଏସ୍) ଅଧ୍ୟକ୍ଷ ରାଜ୍ ଠାକ୍ରେ ସୋମବାର ଘୋଷଣା କରିଛନ୍ତି। ମୁସଲମାନମାନେ ଆନନ୍ଦର ସହ ଉତ୍ସବ ପାଳନ କରନ୍ତୁ। ପୂର୍ବ ନିଷ୍ପତ୍ତି ଅନୁଯାୟୀ ଅକ୍ଷୟ ତୃତୀୟାରେ…
ତରୁଣ କପୁର ହେଲେ ପ୍ରଧାନମନ୍ତ୍ରୀଙ୍କ ଉପଦେଷ୍ଟା
ନୂଆଦିଲ୍ଲୀ,୩।୫: ପୂର୍ବତନ ପେଟ୍ରୋଲିୟମ ସଚିବ ତରୁଣ କପୁରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପଦେଷ୍ଟା ଭାବେ ସୋମବାର ନିଯୁକ୍ତି ପ୍ରଦାନ କରାଯାଇଛି। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ)ରେ ଉପଦେଷ୍ଟା ଭାବେ କପୁରଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ଏହି ପଦବୀ…
ଆସିବ ନୂଆ ଭୂତଳ ଜଳ ନିୟମ
ଭୁବନେଶ୍ୱର,୩ା୫(ବ୍ୟୁରୋ):ମନଇଚ୍ଛା ଆଉ ଭୂଗର୍ଭରୁ ପାଣି ଶୋଷି ହେବନି। ଏହାକୁ ନିୟନ୍ତ୍ରଣ କରିବାକୁ ସରକାର ନୂଆ ଆଇନ ଆଣିବାକୁ ଯାଉଛନ୍ତି। ତଦନୁଯାୟୀ ଭୂଗର୍ଭ ଜଳ ବ୍ୟବହାର ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ ହେବ। ଶିଳ୍ପ, ବ୍ୟବସାୟିକ, ଓ୍ବାଟର ପାର୍କ, ବୃହତ୍ ଓ କ୍ଷୁଦ୍ର ଶିଳ୍ପ,…
ଟର୍ବୁଲାନ୍ସରୁ ସ୍ପାଇସ୍ଜେଟ୍ର ୧୫ ଯାତ୍ରୀ ଆହତ
ନୂଆଦିଲ୍ଲୀ,୩।୫: ବଡ଼ ଧରଣର ଏୟାର ଟର୍ବୁଲାନ୍ସ ଯୋଗୁ ରବିବାର ମୁମ୍ବାଇରୁ ଦୁର୍ଗାପୁର ଯାଉଥିବା ସ୍ପାଇସ୍ଜେଟ୍ ବିମାନର ୧୨ ଯାତ୍ରୀ ଓ ୩ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗୁରୁତର ଦୁଇଜଣଙ୍କୁ ଆଇସିୟୁରେ ଭର୍ତ୍ତି…
ସ୍ମାର୍ଟ ସ୍କୁଲରେ ଛାତ୍ରଙ୍କ ‘ପୁଷ୍ପା’ ଭିଡିଓ ଭାଇରାଲ
ଶେରଗଡ଼/ ହିଞ୍ଜିଳିକାଟୁ,୩ା୫(ଡି.ଏନ୍.ଏ):ଶିକ୍ଷାର ଭିତ୍ତିଭୂମି ସୁଦୃଢ଼ କରି ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଆଧୁନିକ ଶୈଳୀରେ ପାଠ ପଢ଼ାଇବା ପାଇଁ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଗତବର୍ଷ ରାଜ୍ୟରେ ପ୍ରଥମେ ଗଞ୍ଜାମ ଜିଲାର ଶେରଗଡ଼ ଓ ହିଞ୍ଜିଳିକାଟୁ ବ୍ଲକ ଅଧୀନ ବିଭିନ୍ନ ହାଇସ୍କୁଲ ରୂପାନ୍ତରଣ କରାଯାଇଥିଲା।…
ସ୍ଥିତି ପରଖିବା ସତ୍ତ୍ୱେ ଏଏସ୍ଆଇ ଚୁପ୍
ପୁରୀ ଅଫିସ,୩।୫:ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ତିନିଜଣିଆ ଟିମ୍ ରବିବାର ପୁରୀ ଆସି ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛି। ଏହି ଟିମ୍ର ଅଧିକାରୀମାନେ ପ୍ରକଳ୍ପ ସ୍ଥଳକୁ ଯାଇ ଶ୍ରୀମନ୍ଦିର ଚୌହଦିରେ କ’ଣ ସବୁ ନିର୍ମାଣ ହେଉଛି,…
ବିଗୁଡୁଛି ପୁଟିନ୍ଙ୍କ ସ୍ବାସ୍ଥ୍ୟ
ମସ୍କୋ,୩।୫: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ଜାରି ଥିବାବେଳେ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ କ୍ୟାନ୍ସର ଚିକିତ୍ସା ପାଇଁ କିଛିଦିନ କ୍ଷମତାରୁ ଦୂରେଇ ରହିବା ନେଇ କ୍ରେମଲିନ୍ର ଭିତିରି ସୂତ୍ରରୁ ଜଣାପଡ଼ିଛି। ପୁଟିନ୍ଙ୍କ ଅସ୍ତ୍ରୋପଚାର ହେବାକୁ ଥିବାବେଳେ ସେ ପୂର୍ବତନ ସ୍ପାଏ ମୁଖ୍ୟ…
ସଡ଼କ ସୁରକ୍ଷାରେ ନିୟୋଜିତ ହେବେ ହୋମଗାର୍ଡ
ଯାଜପୁର ଅଫିସ,୩ା୫:ରାଜ୍ୟର ବିଭିନ୍ନ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ)ରେ କନଷ୍ଟେବଳ ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ୮୦ ଜଣ ହୋମଗାର୍ଡ ସଡକ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ହେବେ। କଟକ ପରିବହନ ଆୟୁକ୍ତ(ଟ୍ରାନ୍ସପୋର୍ଟ କମିଶନର)ଙ୍କ ଏହି ପ୍ରସ୍ତାବକୁ ବାଣିଜ୍ୟ ଓ ପରିବହନ ବିଭାଗର ଯୁଗ୍ମ…
ମହାନଦୀ ବିବାଦ: ସତ୍ୟପାଠ ଦାଖଲ କଲା ଓଡ଼ିଶା
ନୂଆଦିଲ୍ଲୀ,୩।୫: ମହାନଦୀ ଜଳ ବଣ୍ଟନକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ବିବାଦ ଲାଗିରହିଥିବାବେଳେ ରାଜ୍ୟ ସରକାର ସୋମବାର ମହାନଦୀ ଜଳବିବାଦ ଟ୍ରବ୍ୟୁନାଲରେ ପ୍ରଥମ ସାକ୍ଷୀ କୃଷି ମହାବିଦ୍ୟାଳୟର ପୂର୍ବତନ ଡିନ୍ ଡ. ଦିବାକର ନାୟକଙ୍କ ସତ୍ୟପାଠ ଦାଖଲ କରିଛନ୍ତି। ଏଥିସହିତ…
ମିଲିଣ୍ଡାଙ୍କୁ ପୁଣି ବାହା ହେବାକୁ ଚାହାନ୍ତି ବିଲ୍ ଗେଟ୍ସ
ଓ୍ବାଶିଂଟନ୍, ୩ା୫: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ତାଙ୍କ ପୂର୍ବତନ ସ୍ତ୍ରୀ ମିଲିଣ୍ଡା ଫ୍ରେଞ୍ଚ ଗେଟ୍ସଙ୍କୁ ପୁଣି ବିବାହ କରିବାକୁ ଚାହୁଁଥିବା ଏକ ସାକ୍ଷାତକାରରେ କହି ଚର୍ଚ୍ଚାକୁ ଆସିଛନ୍ତି। ୨୦୨୧ ମେ’ରେ ଏହି ଦମ୍ପତି ୩୦ ବର୍ଷର ବୈବାହିକ ଜୀବନରେ ପୂର୍ଣ୍ଣଚ୍ଛେଦ…
୧୯ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ୨.୪୦ କୋଟି ମଞ୍ଜୁର
ଭୁବନେଶ୍ୱର,୩।୫(ବ୍ୟୁରୋ):‘ମୋ କଲେଜ’ ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ସାମଗ୍ରିକ ବିକାଶ ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ରେଭେନ୍ଶା ବିଶ୍ୱବିଦ୍ୟାଳୟ ସହିତ ୧୮ ମହାବିଦ୍ୟାଳୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ନିର୍ମାଣ ଲାଗି ରାଜ୍ୟ…
Archives


