Home Left

ବିପଦରେ ୪୮ ସ୍ଥାନର ବାସିନ୍ଦା

ଯାଜପୁର ଅଫିସ,୧୯।୬: ପାନୀୟ ଜଳ ପାଇଁ ଉଦ୍ଦିଷ୍ଟ ‘ଆଇଏସ୍‌: ୧୦୫୦୦-୨୦୧୨’ ମାପଦଣ୍ଡ ଅନୁଯାୟୀ ରାଜ୍ୟର ୨୫ ଜିଲାର ୪୮ ସ୍ଥାନର ଭୂତଳ ଜଳ ବ୍ୟବହାର ଅନୁପଯୋଗୀ। ଏହିସବୁ ସ୍ଥାନର ଭୂତଳ ଜଳରେ ପୋଟେନ୍‌ସିଆଲ ଅଫ୍‌ ହାଇଡ୍ରୋଜେନ(ପିଏଚ୍‌), ନାଇଟ୍ରେଟ୍‌, ଫ୍ଲୋରାଇଡ, ଆଇରନ୍‌, ଟୋଟଲ…

୮ଦିନରେ ବଦଳିଗଲା ବ୍ଲଡ୍‌ଗ୍ରୁପ

ବୌଦ୍ଧ,୧୯।୬ (ସ୍ବ.ପ୍ର.): ବୌଦ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରୀକ୍ଷାଗୁଡିକ ଖାମଖିଆଲିଭାବେ କରାଯାଉଛି। ଏହାର ଏକ ଉଦାହରଣ ଶନିବାର ଦେଖିବାକୁ ମିଳିଛି। ଏହି ହସ୍ପିଟାଲରେ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ଗ୍ରାମର ବିବେକାନନ୍ଦ ସାହୁଙ୍କର ଏକ ପୁତ୍ର ସନ୍ତାନ ଗତ ଜୁନ୍‌ ୯ରେ ଜନ୍ମ…

ଚିଲିକାରେ ବୁଡ଼ିଲା ଡଙ୍ଗା

ଖୋର୍ଦ୍ଧା ଅଫିସ,୧୯।୬: ଚିଲିକାରୁ ମାଛ ଧରି କୂଳକୁ ଫେରୁଥିବା ଏକ ଡଙ୍ଗା ଶନିବାର କାଳବୈଶାଖୀ ଯୋଗୁ ବୁଡ଼ିଯାଇଥିଲା। ଫଳରେ ଲକ୍ଷାଧିକ ଟଙ୍କାର ମାଛ ଓ ଜାଲ ପାଣିରେ ଭାସିଯାଇଥିବା ବେଳେ ମତ୍ସ୍ୟଜୀବୀମାନେ ପହଁରି ନିଜ ଜୀବନ ବଞ୍ଚାଇଛନ୍ତି। ସୂଚନା ଅନୁଯାୟୀ, ଦୁଇଦିନ…

ଜନ୍ମଦିନ ନ ପାଳିବାକୁ କହିଲେ ରାହୁଲ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ କିଛି ରାଜ୍ୟରେ ହିଂସାତ୍ମକ ପରିସ୍ଥିତି ସାମ୍ନାକୁ ଆସିଛି । ଦେଶର ଯୁବବର୍ଗ ଏହି ଯୋଜନାକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ବିରୋଧ ପ୍ରଦର୍ଶନ କରୁଛନ୍ତି…

ସାଇକେଲ୍‌ରୁ ପଡ଼ିଗଲେ ବାଇଡେନ୍‌, ଭଡିଓ ଭାଇରାଲ

ଓ୍ବାଶିଂଟନ,୧୮ା୬: ଶନିବାର ସକାଳେ ଡେଲାଓ୍ବେର୍‌ସ୍ଥିତ ବେଳାଭୂମି ଘର ନିକଟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ସାଇକେଲରେ ଯାଉଥିବା ବେଳେ ପଡ଼ିଯାଇଥିଲେ। ଏହା ପରେ ତାଙ୍କୁ ଦେଖିବାକୁ ଶୁଭେଚ୍ଛୁ ଏବଂ ଖବରଦାତାଙ୍କ ଭିଡ଼ ଲାଗିଥିଲା। ବାଇଡେନ କହିଛନ୍ତି, ସେ ସାଇକେଲରୁ ଗୋଡ଼…

ବିବାହ ଭୋଜି ଖାଇବାକୁ ଯାଉଥିବା ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ୫୨ ଆହତ, ୧୮ ଗୁରୁତର

ଦାରିଙ୍ଗବାଡ଼ି,୧୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପାଙ୍ଗାଲୀ ଗ୍ରାମ ନିକଟ ଶିଝିଗାଣ୍ଡା ଘାଟିରେ ବିବାହ ଭୋଜି ଖାଇବା ପାଇଁ ଯାଉଥିବା ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଯାତ୍ରା କରୁଥିବା ୫୨ଜଣ ଆହତ ହୋଇଥିବା ବେଳେ ୧୮ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ବ୍ରାହ୍ମଣଗାଁ…

ବଜ୍ରପାତରେ ୧୬ ଛେଳିଙ୍କ ଜୀବନ ଗଲା

କେନ୍ଦୁଝର,୧୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ତଳ ଚମ୍ପେଇ ପଞ୍ଚାୟତର ସାରକୁଦର ଗାଁରେ ଶନିବାର ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ଫଳରେ ବଜ୍ରପାତରେ ୧୬ ଛେଳିଙ୍କ ମୃତ୍ୟୁ ଘଟିଛି। ଛେଳିମାନେ ପାଖ ଜଙ୍ଗଲରେ ଚରୁଥିବା ବେଳେ ହଠାତ୍‌ ବଜ୍ରପାତ…

୭୩୧ ସମବାୟ ସମିତିରେ ନିର୍ବାଚନ, ୨୪୪ ବୁଥ୍‌ ସମ୍ବେଦନଶୀଳ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ୨ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି । ବାକି ୭୩୧ ପ୍ରାଥମିକ…

ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ବାଟବଣା: ମହିଳା ଶ୍ରମିକଙ୍କୁ ଗାଁ ସାଥୀଙ୍କ ଧମକ, ଥାନାରେ ଏତଲା

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ କାମ ପାଇବାକୁ ଦାବି ଜଣାଇଥିବା ଜଣେ ମହିଳା ଶ୍ରମିକଙ୍କୁ ଗାଁ ସାଥୀ କାମ ଦେବାକୁ ମନା କରିବା ସହ ଦୁର୍ବ୍ୟବହାର କରିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି।…

କରଣଙ୍କ ଗୋଲ୍‌ଡେନ୍‌ ଲୁକ୍‌

ମୁମ୍ବାଇ: ଫିଲ୍ମ ପ୍ରଯୋଜକ ତଥା ନିର୍ଦ୍ଦେଶକ କରଣ ଜୋହର ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ତାଙ୍କର ଫ୍ୟାଶନ ଇନ୍ସ ଏବଂ ଷ୍ଟାଇଲ ଦେଖିବାକୁ ମିଳିଛି। ଫଟୋରେ ସେ ଖୁବ୍‌ ସୁନ୍ଦର ଦିଶୁଛନ୍ତି। କରଣ ଏକ…

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କାର୍ତ୍ତିକ

ରାଜକୋଟ,୧୮।୬: ଦୀନେଶ କାର୍ତ୍ତିକ ଶୁକ୍ରବାର ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବୟୋଜ୍ୟେଷ୍ଠ ଭାରତୀୟ ଖେଳାଳି ଭାବେ ଅନ୍ତର୍ଜାତୀୟ ଅର୍ଦ୍ଧଶତକ ହାସଲ କରିବାର ରେକର୍ଡ ଭଙ୍ଗ କରିଛନ୍ତି। ୩୭ ବର୍ଷୀୟ ଭାରତୀୟ ଉଇକେଟକିପର ବ୍ୟାଟର ଦକ୍ଷିଣ ଆଫ୍ରିକା ବିପକ୍ଷ ୪ର୍ଥ…

୮ ଟ୍ରାକ୍ଟର, ୪ ହାଇୱାରୁ ୧ ଲକ୍ଷ ୪୦ ହଜାର ଟଙ୍କା ଜରିମାନା

କୋକସରା,୧୮।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରୁ ଶନିବାର ୪ ହାଇୱା ଏବଂ ୮ ଟ୍ରାକ୍ଟରର କାଗଜପତ୍ର ଠିକ୍‌ ନ ଥିବାରୁ ୧ ଲକ୍ଷ ୪୦ ହଜାର ଟଙ୍କା ଫାଇନ କଟା ଯାଇଛି। କୋକସରା ଅତିରିକ୍ତ ତହସିଲଦାର କମଳାସନ ରଥ ଏହି ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri