Home Left

ଧ୍ୱଂସମୁଖରେ ଓଳାଶୁଣୀର ସବୁଜ ବନାନୀ

ଚଣ୍ଡିଖୋଲ,୧୮ା୬(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ୍‌ରେ ଅବସ୍ଥିତ ରାଜ୍ୟର ପ୍ରମୁଖ ଧର୍ମ, ସଂସ୍କୃତି, ଐତିହ୍ୟ ଓ ପର୍ଯ୍ୟଟନ ପୀଠ ଓଳାଶୁଣୀ ପାହାଡ଼ର ଉଭୟ ପୂର୍ବ ଏବଂ ପଶ୍ଚିମ ଦିଗରୁ ପାହାଡ଼ ଶୀର୍ଷ ପର୍ଯ୍ୟନ୍ତ ଓ ପରିବେଶ ପର୍ଯ୍ୟଟନସ୍ଥଳୀ କଟେଜ୍‌ ପର୍ଯ୍ୟନ୍ତ ଚଉଡ଼ା…

ପୁସ୍ତକରୁ ହଟିଲା ଦଙ୍ଗା, ନକ୍ସଲ-ଜରୁରୀ ପରିସ୍ଥିତି ବିଷୟ

ନୂଆଦିଲ୍ଲୀ,୧୮।୬: ନ୍ୟାଶନାଲ କାଉନସିଲ୍‌ ଅଫ୍‌ ଏଜୁକେଶନ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ(ଏନ୍‌ସିଇଆର୍‌ଟି) ଦ୍ୱାଦଶ ଶ୍ରେଣୀର ବିଭିନ୍ନ ପାଠ୍ୟପୁସ୍ତକରୁ ୨୦୦୨ ଗୁଜରାଟ ଦଙ୍ଗା, ଶୀତଳ ଯୁଦ୍ଧ, ନକ୍ସଲ ଆନ୍ଦୋଳନ ଏବଂ ମୋଗଲ କୋର୍ଟ ବିଷୟକୁ ହଟାଇଦେଇଛି। ଦ୍ୱାଦଶ ଶ୍ରେଣୀ ରାଜନୀତି ବିଜ୍ଞାନ ପାଠ୍ୟକ୍ରମରୁ ଗୁଜରାଟ…

ନନ୍ଦନକାନରେ ପ୍ରେମା ହାତୀ ଅସୁସ୍ଥ

ବାରଙ୍ଗ,୧୮।୮(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ପ୍ରେମା ହାତୀର ନଖରେ ଆଘାତ ଲାଗି ହାତୀଟି ଅସୁସ୍ଥ ହୋଇପଡ଼ିଛି। ଏହା ସହିତ ହାତୀରର ବୟସ ମଧ୍ୟ ହୋଇଥିବାରୁ ଅସୁସ୍ଥ ରହୁଛି। ବର୍ତ୍ତମାନ ସାମାନ୍ୟ ଅସୁସ୍ଥ ଥିବା ନନ୍ଦନକାନନ କର୍ତ୍ତୃପକ୍ଷ କହିଥିବା ବେଳେ ହାତୀର ଚିକିତ୍ସା କରାଯାଉଛି…

ଭଦୋଦରାରେ ପହଞ୍ଚିଲେ ମୋଦି, କରିବେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

ଗାନ୍ଧିନଗର,୧୮।୬: ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭଦୋଦରା ଠାରେ ପହଞ୍ଚିଛନ୍ତି। ସେଠାରେ ପ୍ରାୟ ୨୧ ହଜାର କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ତାଙ୍କ ସହ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର…

ରଥ ଯାତ୍ରା ପାଇଁ ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୮।୬: ଶାନ୍ତି ଶୃଙ୍ଖଳାରେ ରଥଯାତ୍ରା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ପରେ ପ୍ରଥମ ଥର ପାଇଁ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ । ଏହାକୁ ନେଇ…

ସତ୍ୟେନ୍ଦ୍ରଙ୍କ ଜାମିନ୍‌ ଆବେଦନ ଖାରଜ

ନୂଆଦିଲ୍ଲୀ,୧୮।୬: ବେଆଇନ୍‌ ଅର୍ଥ କାରବାରରେ ଗିରଫ ହୋଇଥିବା ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ଆମ ଆଦମୀ ନେତା ସତ୍ୟେନ୍ଦ୍ର ଜୈନ ବଡ ଝଟକା। ଶନିବାର ସତ୍ୟେନ୍ଦ୍ରଙ୍କ ଜାମିନ୍‌ ଆବେଦନକୁ ସ୍ବତନ୍ତ୍ର ସିବିଆଇ କୋର୍ଟ ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ମନି ଲଣ୍ଡରିଂ ମାମଲାରେ…

ଯୁଗ ବଦଳିଯାଏ କିନ୍ତୁ ବିଶ୍ୱାସ ଚିରସ୍ଥାୟୀ

ଗାନ୍ଧୀନଗର,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତରେ ଅଛନ୍ତି। ମା’ଙ୍କ ୧୦୦ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଇ ପଙ୍କଜ ମୋଦିଙ୍କ ଘରେ ପହଞ୍ଚି ମାଆଙ୍କଠାରୁ ଆଶୀର୍ବାଦ ନେଇଛନ୍ତି। ଏହାପରେ ସେ ପାଓ୍ବାଗଡ଼ର ପାହାଡରେ ପୁନଃନିର୍ମାଣ ହୋଇଥିବା ମା’କାଳିକାଙ୍କ…

‘ଖତ୍‌ରୋ କେଁ ଖିଲାଡି-୧୨’ରେ ନଜର ଆସିବେନି ମୁନାୱାର

ଲୋକପ୍ରିୟ ରିଆଲିଟି ଶୋ’ ‘ଲକ ଅପ’ର ବିଜେତା ମୁନାୱାର ଫାରୁକି ରିଆଲିଟି ଶୋ’ଖତ୍‌ରୋ କେଁ ଖିଲାଡି’ରେ ନଜର ଆସିବେ ବୋଲି ଚର୍ଚ୍ଚା ହେଉଥିଲା। ଯାହାକୁ ନେଇ ବର୍ତ୍ତମାନ ମୁହଁ ଖୋଲିଛନ୍ତି ମୁନାୱାର। ସେ କହିଛନ୍ତି , ‘ବନ୍ଧୁଗଣ, କୌଣସି କାରଣରୁ ମୁଁ…

ଦେଢ ମାସ ତଳେ କରିଥିଲେ ବିବାହ ଏବେ ୪ ମାସର ଗର୍ଭବତୀ, ଥାନାରେ ପହଞ୍ଚିଲା ମାମଲା

ଲକ୍ଷ୍ନୌ,୧୮।୬: ଉତ୍ତର ପ୍ରଦେଶର ମହାରାଜଗଞ୍ଜରେ ଜଣେ ଦେଢ ମାସ ତଳେ ବିବାହ କରିଥିବା ମହିଳା ଏବେ ୪ ମାସର ଗର୍ଭବତୀ। ଯାହାକୁ ଜାଣିବା ମାତ୍ରେ ନବବଧୂଙ୍କ ଶାଶୁ ଏବଂ ସ୍ବାମୀ ଥାନାରେ ଅଭିଯୋଗ କରିଛନ୍ତି। କିଛି ଦିନ ତଳେ ନବ ବିବାହିତା…

ରଥ ଲାଗି କନାମଣ୍ଡଣି ଆରମ୍ଭ

ପୁରୀ ଅଫିସ,୧୮।୬: ରଥକୁ ସୁସଜ୍ଜିତ ପାଇଁ କନାମଣ୍ଡଣି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମହାପ୍ରଭୁଙ୍କ ପାରମ୍ପରିକ ଦର୍ଜୀ ସେବକଙ୍କ ତତ୍ତ୍ୱାବଧାନରେ ସିଲେଇ କାର୍ଯ୍ୟ ଆରମ୍ଭ ହୋଇଛି । ରଥର ବତା ଓ ବିଳାଶପଟି ତିଆରିରୁ କନାମଣ୍ଡଣି କାମର ଶୁଭାରମ୍ଭ ହୋଇଛି…

ତେଜୁଛି ଅଗ୍ନିପଥ ନିଆଁ: ସେନାଙ୍କ ସହ ବୈଠକ କଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୮।୬: ଅଗ୍ନିପଥ ଯୋଜନାକୁ ନେଇ ଦେଶରେ ଜାରି ରହିଥିବା ବିରୋଧ ମଧ୍ୟରେ ସେନା ଏବଂ ସରକାର ମଧ୍ୟ ଆଲର୍ଟ ମୋଡରେ ଅଛନ୍ତି। ଶନିବାର ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନା ମୁଖ୍ୟ ତଥା ଡିଏମ୍‌ଏର ବରିଷ୍ଠ ଅଧିକାରୀଙ୍କ ସହ ଏକ…

ଓଟିଟିରେ ରିଲିଜ୍‌ ନ ହୋଇ ହଲ୍‌ରେ ରିଲିଜ୍‌ ହେବ ଅକ୍ଷୟଙ୍କ ଫିଲ୍ମ

‘ବଚ୍ଚନ ପାଣ୍ଡେ’ ଏବଂ ‘ସମ୍ରାଟ ପୃଥ୍ବୀରାଜ’ପରେ ଏବେ ଆଉ ଏକ ଫିଲ୍ମ‘ରାମ ସେତୁ’ରେ ନଜର ଆସିବେ ଅକ୍ଷୟ କୁମାର। ବ୍ୟାକ ଟୁ ବ୍ୟାକ ଦୁଇଟି ଫିଲ୍ମ ଫ୍ଲପ ହେବା ପରେ ଅକ୍ଷୟଙ୍କ ତୃତୀୟ ଫିଲ୍ମ ଉପରେ ଅନେକ କିଛି ନିର୍ଭର କରିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri