Home Left

ବସିବ ରଥଯାତ୍ରା ପ୍ରସ୍ତୁତି ସମନ୍ବୟ ବୈଠକ, ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୮।୬: ମହାପ୍ରଭୁଙ୍କ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା କରିବେ। ପୁରୀରେ ପୌର ସଦନ ସମ୍ମିଳନୀ କକ୍ଷରେ ଅନ୍ୟ ସମସ୍ତ ବରିଷ୍ଠ ଅଫିସରମାନେ ରଥଯାତ୍ରା…

ଜଗାର ସ୍ବାସ୍ଥ୍ୟ ପରୀକ୍ଷା କରିବେ ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍‌

କଟକ ଅଫିସ, ୧୮।୬: ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଜଗାକୁ କଟକ ବଡ଼ ମେଡିକାଲ(ଏସସିବି)ରେ ଭର୍ତ୍ତି କରାଯାଇଛି। ଏସସିବି ମେଡିକାଲର କାଜୁଆଲିଟି ଟ୍ରମା କେୟାର ୟୁନିଟର ସ୍ବତନ୍ତ୍ର ପ୍ରକୋଷ୍ଠରେ ଜଗାକୁ ରଖାଯାଇଛି। ଜଗାର ସିଟି ସ୍କାନ ଓ ଏମଆରଆଇ କରାଯାଇଥିବା ବେଳେ ଆଜି…

ଦେଶରେ ବଢ଼ୁଛି କରୋନା ମିଟର: ଗତ ୨୪ଘଣ୍ଟାରେ ୧୩ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୮।୬: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧୨,୮୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟାରେ ଦେଶରେ ୧୩,୨୧୬ ନୂଆ କରୋନା…

ଭିଜିଲାନ୍ସ ଜାଲରେ ବିଡ଼ିଓ

ବାଲେଶ୍ୱର ଅଫିସ,୧୮।୬: ଭିଜିଲାନ୍ସ ଜାଲରେ ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସ। ଆୟ ବର୍ହିଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ରେଡ୍‌ କରିଛି। କଟକ ଡିଭିଜନର ୫ ଜଣ ଡିଏସ୍‌ପି ଏବଂ ୯ ଜଣ ଇନ୍ସପେକ୍ଟର ନେତୃତ୍ୱରେ ୫ଟି ଟିମ୍‌ ଗଠନ…

୧୦ ଅଭିନେତ୍ରୀଙ୍କ ସହ ସଲମାନ କରିବେ ଏହି ଫିଲ୍ମ

ବଲିଉଡ୍‌ ଭାଇଜାନ୍‌ ସଲମାନ୍‌ ଖାନ୍‌ଙ୍କ ବହୁତ ପ୍ରଂଶସକ। ସମସ୍ତେ ତାଙ୍କୁ ଖୁବ୍‌ ଭଲପାଆନ୍ତି। ପ୍ରଂଶସକ ଆଜି ବି ତାଙ୍କ ଫିଲ୍ମକୁ ଚାତକ ପରି ଚାହିଁ ବସିଥାନ୍ତି। ତାଙ୍କର ଆଗକୁ ଅନେକ ଫିଲ୍ମ ଆସୁଛି । କିନ୍ତୁ ନିକଟରେ ତାଙ୍କର ଏପରି ଏକ…

୨୪ ଘଣ୍ଟାରେ ୩୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୨ ଜଣ ରହିଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୨୩ ଜଣ ଥିବା ବେଳେ ୧୫ ଜଣ ଲୋକାଲ କେସ୍‌…

ବାହା ହେବେ ନାହିଁ ଇଶା

ମୁମ୍ବାଇ: ‘ଆଶ୍ରମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶା ଗୁପ୍ତା ଏବେ ବେଶ ଚର୍ଚ୍ଚାରେ । କିଛିଦିନ ହେବ ବଡ ପରଦାରୁ ଦୂରରେ ଥିବା ଇଶା ପୁଣିଥରେ ଫେରିଛନ୍ତି । ତାଙ୍କର ମନମୋହକ, ଆକର୍ଷିତ, ସିଜଲିଙ୍ଗ ଓ ଦମଦାର ଅନ୍ଦାଜ ପାଇଁ…

ଫିଲ୍ମ ହେବ ରାହୁଲ ରେସ୍କ୍ୟୁ ଅପରେଶନ

ରାୟପୁର, ୧୮ା୬: ବୋର୍‌ଓ୍ବେଲରେ ଖସିପଡ଼ିଥିବା ଛତିଶଗଡ଼ର ୧୧ ବର୍ଷୀୟ ବାଳକ ରାହୁଲ ସାହୁଙ୍କ ଉଦ୍ଧାର କାର୍ଯ୍ୟ ନେଇ ଏକ ଡକ୍ୟୁମେଣ୍ଟାରି ଫିଲ୍ମ ତିଆରି ହେବା ନେଇ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ କହିଛନ୍ତି। ରେସ୍କ୍ୟୁ ଅପରେଶନରେ ସାମିଲ ଥିବା ପ୍ରତ୍ୟେକ ସଦସ୍ୟଙ୍କୁ ସମ୍ବର୍ଦ୍ଧିତ…

ମକ୍କିଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା ପ୍ରସ୍ତାବ: ଚାଇନାର ବିରୋଧ

ଜାତିସଂଘ,୧୮ା୬: ପାକିସ୍ତାନର ଶୀର୍ଷ ଲଶ୍କର-ଇ-ତୋଇବା ନେତା ଅବଦୁଲ ରେହମନ ମକ୍କିଙ୍କୁ ଜାତିସଂଘ ସୁରକ୍ଷା ପରିଷଦ ବିଶ୍ୱ ଆତଙ୍କବାଦୀ ତାଲିକାରେ ସାମିଲ କରିବା ପାଇଁ ଭାରତ ଓ ଆମେରିକା ପକ୍ଷରୁ ଦିଆଯାଇଥିବା ମିଳିତ ପ୍ରସ୍ତାବକୁ ଚାଇନା ବିରୋଧ କରିଛି। ଜାତିସଂଘ ସୁରକ୍ଷା ପରିଷଦର…

୨୭ ବର୍ଷର ରେକର୍ଡ ଭାଙ୍ଗିଲା ଚେରାପୁଞ୍ଜି

ସୋହରା,୧୮ ।୬: ଦେଶର ପୂର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗି ରହିଥିବା ବର୍ଷା ଫଳରେ ସାଧାରଣ ଜନଜୀବନ ବେଶ ପ୍ରଭାବିତ ହୋଇଛି । ଇତିମଧ୍ୟରେ ମେଘାଳୟ ଚେରାପୁଞ୍ଜିର ସୋହରା ଅଞ୍ଚଳରେ ଶୁକ୍ରବାର ସବୁଠାରୁ ଅଧିକ ବର୍ଷା ହୋଇ ୨୭ ବର୍ଷର…

ଆସେଞ୍ଜଙ୍କ ପ୍ରତ୍ୟର୍ପଣକୁ ବ୍ରିଟେନର ମଞ୍ଜୁରୀ

ଲଣ୍ଡନ,୧୮ା୬: ଓ୍ବିକିଲିକ୍ସର ପ୍ରତିଷ୍ଠାତା ଜୁଲିଆନ ଆସେଞ୍ଜଙ୍କୁ ଆମେରିକା ପ୍ରତ୍ୟର୍ପଣ କରିବା ପ୍ରସ୍ତାବକୁ ବ୍ରିଟିଶ ସରକାର ଅନୁମୋଦନ କରିଛନ୍ତି। ସେ ଆମେରିକାରେ ଗୁପ୍ତଚର ବୃତ୍ତି ଅଭିଯୋଗରେ ବିଚାରର ସମ୍ମୁଖୀନ ହେବେ। ପ୍ରତ୍ୟର୍ପଣ ନିର୍ଦ୍ଦେଶନାମାରେ ବ୍ରିଟିଶ ଗୃହ ସଚିବ ପ୍ରୀତି ପଟେଲ ଶୁକ୍ରବାର ସ୍ବାକ୍ଷର…

ତୈଳ ସଙ୍କଟ: ଶ୍ରୀଲଙ୍କାରେ ୨ ସପ୍ତାହ ସ୍କୁଲ ବନ୍ଦ

କଲମ୍ବୋ,୧୮ା୬: ତେଲ ଆମଦାନି ପାଇଁ ଶ୍ରୀଲଙ୍କା ସରକାରଙ୍କ ପାଖରେ ବିଦେଶୀ ମୁଦ୍ରା ନ ଥିବାରୁ ଦୁଇ ସପ୍ତାହ ପାଇଁ ସ୍କୁଲ୍‌ ଓ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବାକୁ ଶୁକ୍ରବାର ଘୋଷଣା କରାଯାଇଛି। ପେଟ୍ରୋଲ ଓ ଡିଜେଲର ଘୋର ଅଭାବ ଦେଖାଦେଇଥିବାବେଳେ ସୋମବାରଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri