Home Left

୧୨୭ଗ୍ରାମ ବ୍ରାଉନସୁଗାର ଜବତ, ଧରାପଡିଲେ ମହିଳା ବେପାରୀ

ବ୍ରହ୍ମପୁର ଅଫିସ,୨୬।୯: ବ୍ରହ୍ମପୁର ସହରରେ ନିଶା ବେପାରୀମାନେ ଯୁବବର୍ଗଙ୍କୁ ଟାର୍ଗେଟ କରି ବ୍ରାଉନସୁଗାର କାରବାର ଜାରି ରଖିଛନ୍ତି। ଗତ ଦେଢ଼ମାସ ମଧ୍ୟରେ ଅବକାରୀ ଗୋଇନ୍ଦା ଟିମ୍‌ ୪ଜଣ ବ୍ରାଉନ ସୁଗାର ବେପାରୀଙ୍କୁ ଗିରଫ କରିଛି। ମଙ୍ଗଳବାର ପୁଣି ଅବକାରୀ ଗୋଇନ୍ଦା ବିଭାଗ…

ଓଲଟିଲା ସ୍କୁଲ ବସ୍‌: ମଦ ପିଇ ଗାଡି ଚଳାଉଥିଲେ ଡ୍ରାଇଭର

ପଦ୍ମପୁର,୨୬।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ସହରର ଜେନିଥ ଲାୟନ୍ସ ଗୁରୁକୁଳର ଏକ ବସ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଛାତ୍ରୀଛାତ୍ରଙ୍କୁ ଛାଡିବାକୁ ଯାଉଥିବା ବେଳେ ଝାଙ୍କରପାଲି ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଥିଲା। ଫଳରେ ବସ୍‌ରେ ଥିବା ୧୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଗୁରୁତର…

ନଭେମ୍ବରରେ ହୋଇପାରେ ଗୁଜରାଟ ବିଧାନସଭା ନିର୍ବାଚନ

ଗାନ୍ଧିନଗର,୨୬ ।୯: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆସନ୍ତା ମାସରେ ତାରିଖ ଘୋଷଣା ହୋଇପାରେ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନଭେମ୍ବର ଶେଷ ସପ୍ତାହରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ଅନୁମାନ କରାଯାଉଛି । ନଭେମ୍ବର ତୃତୀୟ ,…

ଆସିଲା ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ରଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ବ୍ୟବଚ୍ଛେଦ ରିପୋର୍ଟ ସୋମବାର ଆସିଛି। ଶ୍ୱାସରୁଦ୍ଧ ହୋଇ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ହେବା ସହ ଶରୀରର ଅନ୍ୟ କୌଣସି ସ୍ଥାନରେ କ୍ଷତ ଚିହ୍ନ…

ଭୂସ୍ଖଳନରେ ୪ ଶିଶୁଙ୍କ ସମେତ ୫ ଜୀବନ ଗଲା

ଶିମଲା,୨୬।୯: ହିମାଚଳ ପ୍ରଦେଶର ସିରମୌର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏରାସ୍ତ ପଞ୍ଚାୟତର ରାକ୍ସୋଡି ଗ୍ରାମରେ ଭୂସ୍ଖଳନ ଯୋଗୁ ଏକ ଘର ଭୁଶୁଡ଼ି ପଡ଼ିଥିଲା। ଫଳରେ ୪ ଜଣ ଶିଶୁଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଛି। ପରିବାରର ସମସ୍ତ…

ଅଭିଯୋଗ ସତ୍ତ୍ୱେ ଜବରଦଖଲ ଉଚ୍ଛେଦ ହେଉନି

ଲୋଇସିଂହା,୨୬।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ରୁଗୁଡିଖାଲରେ ସରକାରୀ ଜମି ଜବରଦଖଲ ବଢିବାରେ ଲାଗିଛି। ଜବରଦଖଲ ଉଚ୍ଛେଦ ଲାଗି ବୁଢୀପଦର ଗ୍ରାମବାସୀ ରାଜସ୍ବ ବିଭାଗ ଓ ଜିଲା ପ୍ରଶାସନକୁ ଲିଖିତ ଜଣାଇଥିଲେ ମଧ୍ୟ ଜବରଦଖଲକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏହାର ପ୍ରତିବାଦରେ…

ସ୍କୁଲରେ ଗୁଳିବର୍ଷା: ଚାଳିଗଲା ୬ ଜୀବନ, ୨୦ ଆହତ

ମସ୍କୋ,୨୬।୯: ରୁଷିଆର ଇଜେଭସ୍କର ଏକ ବିଦ୍ୟାଳୟରେ ଗୁଳିମାଡ ଘଟିଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି। ଇଜେଭସ୍କର ୮୮ ନମ୍ବର ସ୍କୁଲରେ ଏହି ଗୁଳିକାଣ୍ଡ ଘଟିଛି। ଆକ୍ରମଣକାରୀ କାହିଁକି ଗୁଳି ଚଳାଇଲେ ତାହା ଏପର୍ଯ୍ୟନ୍ତ ଜଣା…

ଧାନ ଫସଲରେ ରୋଗ, ଚିନ୍ତାରେ ଚାଷୀ

ଲୋଇସିଂହା,୨୬।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଖରିଫ ଧାନଚାଷରେ ରୋଗପୋକ ପ୍ରାଦୁର୍ଭାବ ଦେଖାଦେଇଛି। ଏଭଳି ସମୟରେ ଗ୍ରାମ୍ୟ କୃଷି କର୍ମଚାରୀମାନେ କ୍ଷେତ୍ର ପରିଦର୍ଶନ କରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ରୋଗ ଚିହ୍ନଟ କରି ନ ପାରି ସମସ୍ୟାରେ…

ଷ୍ଟଣ୍ଟ କରିବା ପଡିଲା ମହଙ୍ଗା

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ, ଭିଡିଓ ଭାଇରାଲ ହେବାରେ ଲାଗିଛି। ଠିକ୍‌ ସେପରି ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ଦେଖିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ତେବେ ସୋସିଆଲ ମିଡିଆରେ ଶେୟାର ହୋଇଥିବା ଭିଡିଓରେ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ଝୁଲାପୋଲ

ରାୟଗଡ଼ା ଅଫିସ,୨୬ା୯: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିଛି ରାୟଗଡ଼ାର ନାଗାବଳୀ ନଦୀରେ ନିର୍ମିତ ଝୁଲାପୋଲ। ସ୍ଥାନୀୟ ତଥା ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ରବିବାର ତହସିଲଦାର ସୁନୀଲ ଖରା ଏବଂ ପୋଲିସ ଅନ୍ୟମାନଙ୍କ ଉପସ୍ଥିତିରେ ଏହାକୁ ବନ୍ଦ…

ସୂର୍ଯ୍ୟକୁମାର ବଡ଼ ରେକର୍ଡ

ହାଇଦ୍ରାବାଦ,୨୬।୯: ଭାରତୀୟ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଚଳିତ ବର୍ଷ ଟି-୨୦ କ୍ରିକେଟରେ ସର୍ବାଧିକ ରନ ସ୍କୋର କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ତଥା ନିର୍ଣ୍ଣାୟକ ମ୍ୟାଚରେ ୬୯ ରନ୍‌ର ଇନିଂସ ତାଙ୍କୁ ଏହି ସ୍ଥାନକୁ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ ଜୀବନ

ଲକ୍ଷ୍ନୌ,୨୬।୯: ଲକ୍ଷ୍ନୌର ଇଟାଉଞ୍ଜାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ଏକ ଟ୍ରାକ୍ଟରକୁ ଟକ୍କର ଦେଇଛି। ଫଳରେ ଏକ ପୋଖରୀରେ ଟ୍ରାକ୍ଟର-ଟ୍ରଲି ଖସି ପଡିଛି। ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?