ଦ୍ରୁତଗତିରେ ବଢ଼ୁଛି ବ୍ଲାକ୍ହୋଲ୍: ପ୍ରତି ସେକେଣ୍ଡରେ ପୃଥିବୀ ଆକୃତିର ଗ୍ରହ ଗିଳୁଛି
କାନବେରା, ୧୭ା୬:ଏକ ଅଭୂତପୂର୍ବ ଆବିଷ୍କାର କ୍ରମେ ଅଷ୍ଟ୍ରେଲୀୟ ଜ୍ୟୋତିର୍ବିଜ୍ଞାନୀ ପ୍ରାୟ ୯ ଶହ କୋଟି ବର୍ଷର ଏକ ବ୍ଲାକ୍ହୋଲ ବା କୃଷ୍ଣଗର୍ତ୍ତକୁ ଠାବ କରିଛନ୍ତି। ବ୍ଲାକ୍ହୋଲଟି ଏତେ ଦ୍ରୁତଗତିରେ ବଢ଼ୁଛି ଯେ, ପ୍ରତି ସେକେଣ୍ଡରେ ଏହା ଗୋଟିଏ ପୃଥିବୀ ଆକାରର ଗ୍ରହକୁ…
ଆସାମ ବନ୍ୟା ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚିଲା
ଗୁଆହାଟୀ,୧୬।୬: ଆସାମର ଗୋଲପଡ଼ା ସହରରେ ଗୁରୁବାର ଭୂସ୍ଖଳନରେ ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚିଛି। ସୋମବାର ରାତିରୁ ଆସାମର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି। ଅନ୍ୟପକ୍ଷେ ମଙ୍ଗଳବାର ଗୁଆହାଟୀରେ…
ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଚେତାବନୀ
ନୂଆଦିଲ୍ଲୀ,୧୬।୬: ଉତ୍ତରପ୍ରଦେଶ ସରକାର ଉପଯୁକ୍ତ ଆଇନଗତ ପ୍ରକ୍ରୟା ବିନା ବୁଲ୍ଡୋଜର କାର୍ଯ୍ୟାନୁଷ୍ଠାନ ଚଳାଇଥିବାରୁ ଏହାକୁ ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଜମାଏତ୍-ଉଲେମା-ଇ-ହିନ୍ଦ୍ ଓ ଅନ୍ୟମାନେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଏନେଇ ସର୍ବୋଚ୍ଚ ଅଦାଲତ ୟୁପି ସରକାରଙ୍କୁ ଜବାବ ମାଗିଛନ୍ତି। ଉଚ୍ଛେଦ…
ନ୍ୟୁଜିଲାଣ୍ଡକୁ ଶକ୍ତ ଝଟକା
ହେଡିଂଲେ,୧୬।୬: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ର ପ୍ରଥମ ଦୁଇ ମ୍ୟାଚ୍ରେ ପରାସ୍ତ ହୋଇଥିବା ନ୍ୟୁଜିଲାଣ୍ଡକୁ ଶକ୍ତ ଝଟକା ଲାଗିଛି। ଲିଡ୍ସଠାରେ ୨୩ରୁ ହେବାକୁ ଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟ ପୂର୍ବରୁ ଡେଭନ କନଓ୍ବେ କୋଭିଡ୍-୧୯ ପଜିଟିଭ ଥିବା ଜଣାପଡ଼ିଛି। ନ୍ୟୁଲାଜିଣ୍ଡ…
ବଳାତ୍କାର ପୀଡ଼ିତାଙ୍କ ସନ୍ଦେହଜନକ ମୃତ୍ୟୁ
କୁତ୍ରା, ୧୬।୬(ଡି.ଏନ୍.ଏ)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ନୂଆଗାଁ ଅଞ୍ଚଳରେ ବଳାତ୍କାର ଶିକାର ହୋଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାବେଳେ ଅସୁସ୍ଥତା ଅନୁଭବ କରିବା ସହିତ ମୁହଁରୁ ଫେଣ ବାହାରୁଥିବା ନେଇ ତାଙ୍କ ବାପାଙ୍କୁ ଜଣାଇଥିଲେ।…
ଇଂଲଣ୍ଡ ଦଳରେ ଯାଆଁଳା ଭାଇ
ହେଡିଂଲେ,୧୬।୬: ଲିଡ୍ସଠାରେ ୨୩ରୁ ହେବାକୁ ଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟ ପୂର୍ବରୁ ଇଂଲଣ୍ଡ ଦଳରେ ପରିବର୍ତ୍ତନ କରାଯାଇଛି। ଦଳରେ ସ୍ଥାନ ପାଇଛନ୍ତି ସରେ ପେସର ଜେମି ଓଭର୍ଟନ। ସେ ହେଉଛନ୍ତି କ୍ରେଗ ଓଭର୍ଟନଙ୍କ ଯାଆଁଳା ଭାଇ। ଦୁଇ ଭାଇଙ୍କୁ ବେନ…
ପ୍ରେମିକାଙ୍କ ଘର ପଛରୁ ମିଳିଲା ପ୍ରେମିକଙ୍କ ମୃତଦେହ
ସମ୍ବଲପୁର,୧୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜୁନ ୧୯ରେ ବିବାହ ସ୍ଥିର ହୋଇଥିବା ବେଳେ ଏହାର ଦୁଇଦିନ ପୂର୍ବରୁ ଗୁରୁବାର ପ୍ରେମିକ ଅଶୋକ ସାହୁ(୩୨)ଙ୍କ ମୃତଦେହ ପ୍ରେମିକାଙ୍କ ଘର ବାରିପଟୁ ପୋଲିସ ଜବତ…
ଲୁଣରେ ଲୁଚାଇ ନେଉଥିଲେ ଗଞ୍ଜେଇ
ଚିତ୍ରକୋଣ୍ଡା,୧୬ା୬(ଡି.ଏନ୍.ଏ.): ଆନ୍ଧ୍ର ପ୍ରଦେଶର ଦାରାକୋଣ୍ଡା ଅଞ୍ଚଳରୁ ଛତିଶଗଡ଼ ରାୟପୁରକୁ ଏକ ଲୁଣ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଧରାପଡିଛି। ବୁଧବାର ରାତିରେ ପାଟ୍ରୋଲିଂ ବେଳେ ରାଜଲକୋଣ୍ଡା ଛକଠାରେ ପୋଲିସ ଏକ ଟ୍ରକକୁ(ନଂ.ଓଡ଼ି ୦୭ ଏଲ୍-୯୧୭୪) ଅଟକାଇ ଯାଞ୍ଚ କରିଥିଲା।…
କୋଠରୀରୁ ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
ଉମରକୋଟ, ୧୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଭାମୀନ ପଞ୍ଚାୟତ ବାଟିବେଡା ଗ୍ରାମରେ ୨ଜଣ ପ୍ରେମୀ ଯୁଗଳଙ୍କ ମୃତଦେହ ଏକ ବନ୍ଦ କୋଠରୀରୁ ମିଳିଛି। ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ମିଳିଥିବା ବେଳେ ଯୁବତୀଙ୍କ ମୃତଦେହ ଚଟାଣରେ ପଡିଥିଲା। ଉମରକୋଟ…
ସମବାୟ ନିର୍ବାଚନ: ୪ ପ୍ରାର୍ଥୀଙ୍କୁ ଜଣେ ଭୋଟର
ପଦ୍ମପୁର, ୧୬ା୬(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ବ୍ଲକରେ ଏବେ ସମବାୟ ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବ୍ଲକର ଦହିଗାଁ ପ୍ରାଥମିକ ସେବା ସମବାୟ ସମିତିରେ ଚଳିତ ଥର ଏକ ରୋଚକ ସ୍ଥିତି ସୃଷ୍ଟି ହୋଇଛି । ଆଗାମୀ ୨୬ ତାରିଖରେ…
ଅଭିନେତ୍ରୀଙ୍କୁ ମିଳିଲା ଜାମିନ୍, ବିବାଦୀୟ ମନ୍ତବ୍ୟ ଦେଇ ହୋଇଥିଲେ ଗିରଫ
ମୁମ୍ବାଇ,୧୬।୬: ବରିଷ୍ଠ ରାଜନେତା ତଥା ଏନସିପି ସୁପ୍ରିମୋ ଶରଦ ପାୱାରଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ କରି ଗିରଫ ହୋଇଥିବା ମରାଠୀ ଅଭିନେତ୍ରୀ କେତକୀ ଚିତଲେଙ୍କୁ ଗୁରୁବାର ଜାମିନ ମିଳିଛି। ଥାନେର ଏକ କୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି। ହେଲେ ତାଙ୍କ ନାଁରେ…
କୋଟିଏ ଟଙ୍କାର ଗଞ୍ଜେଇ ଛାଡି ବ୍ୟବସାୟୀ ଚମ୍ପଟ
ଆର.ଉଦୟଗିରି,୧୬।୬(ଡି.ଏନ.ଏ.): ଗଜପତି ଏସ୍ପି ଜୟରାମ ଶତପଥୀଙ୍କ ନିର୍ଦ୍ଦେଶ କ୍ରମେ ଅଡବା ଥାନା ଅଧିକାରୀ ଏବଂ ତାଙ୍କ ଟିମ୍ ରାତିରେ ପାଟ୍ରୋଲିଂ କରୁଥିବା ବେଳେ ୧୦ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛନ୍ତି। ପାଟ୍ରୋଲିଂ ଟିମ୍ ଝରଣପୁର ଛକ ନିକଟରେ ଏକ ଗାଡ଼ି (ନଂ.ଓଡ଼ି୦୭ପି୩୪୫୧)କୁ…
Archives


