ପ୍ରେମିକାଙ୍କ ଘର ପଛରୁ ମିଳିଲା ପ୍ରେମିକଙ୍କ ମୃତଦେହ
ସମ୍ବଲପୁର,୧୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜୁନ ୧୯ରେ ବିବାହ ସ୍ଥିର ହୋଇଥିବା ବେଳେ ଏହାର ଦୁଇଦିନ ପୂର୍ବରୁ ଗୁରୁବାର ପ୍ରେମିକ ଅଶୋକ ସାହୁ(୩୨)ଙ୍କ ମୃତଦେହ ପ୍ରେମିକାଙ୍କ ଘର ବାରିପଟୁ ପୋଲିସ ଜବତ…
ଲୁଣରେ ଲୁଚାଇ ନେଉଥିଲେ ଗଞ୍ଜେଇ
ଚିତ୍ରକୋଣ୍ଡା,୧୬ା୬(ଡି.ଏନ୍.ଏ.): ଆନ୍ଧ୍ର ପ୍ରଦେଶର ଦାରାକୋଣ୍ଡା ଅଞ୍ଚଳରୁ ଛତିଶଗଡ଼ ରାୟପୁରକୁ ଏକ ଲୁଣ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଧରାପଡିଛି। ବୁଧବାର ରାତିରେ ପାଟ୍ରୋଲିଂ ବେଳେ ରାଜଲକୋଣ୍ଡା ଛକଠାରେ ପୋଲିସ ଏକ ଟ୍ରକକୁ(ନଂ.ଓଡ଼ି ୦୭ ଏଲ୍-୯୧୭୪) ଅଟକାଇ ଯାଞ୍ଚ କରିଥିଲା।…
କୋଠରୀରୁ ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
ଉମରକୋଟ, ୧୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଭାମୀନ ପଞ୍ଚାୟତ ବାଟିବେଡା ଗ୍ରାମରେ ୨ଜଣ ପ୍ରେମୀ ଯୁଗଳଙ୍କ ମୃତଦେହ ଏକ ବନ୍ଦ କୋଠରୀରୁ ମିଳିଛି। ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ମିଳିଥିବା ବେଳେ ଯୁବତୀଙ୍କ ମୃତଦେହ ଚଟାଣରେ ପଡିଥିଲା। ଉମରକୋଟ…
ସମବାୟ ନିର୍ବାଚନ: ୪ ପ୍ରାର୍ଥୀଙ୍କୁ ଜଣେ ଭୋଟର
ପଦ୍ମପୁର, ୧୬ା୬(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ବ୍ଲକରେ ଏବେ ସମବାୟ ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବ୍ଲକର ଦହିଗାଁ ପ୍ରାଥମିକ ସେବା ସମବାୟ ସମିତିରେ ଚଳିତ ଥର ଏକ ରୋଚକ ସ୍ଥିତି ସୃଷ୍ଟି ହୋଇଛି । ଆଗାମୀ ୨୬ ତାରିଖରେ…
ଅଭିନେତ୍ରୀଙ୍କୁ ମିଳିଲା ଜାମିନ୍, ବିବାଦୀୟ ମନ୍ତବ୍ୟ ଦେଇ ହୋଇଥିଲେ ଗିରଫ
ମୁମ୍ବାଇ,୧୬।୬: ବରିଷ୍ଠ ରାଜନେତା ତଥା ଏନସିପି ସୁପ୍ରିମୋ ଶରଦ ପାୱାରଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ କରି ଗିରଫ ହୋଇଥିବା ମରାଠୀ ଅଭିନେତ୍ରୀ କେତକୀ ଚିତଲେଙ୍କୁ ଗୁରୁବାର ଜାମିନ ମିଳିଛି। ଥାନେର ଏକ କୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି। ହେଲେ ତାଙ୍କ ନାଁରେ…
କୋଟିଏ ଟଙ୍କାର ଗଞ୍ଜେଇ ଛାଡି ବ୍ୟବସାୟୀ ଚମ୍ପଟ
ଆର.ଉଦୟଗିରି,୧୬।୬(ଡି.ଏନ.ଏ.): ଗଜପତି ଏସ୍ପି ଜୟରାମ ଶତପଥୀଙ୍କ ନିର୍ଦ୍ଦେଶ କ୍ରମେ ଅଡବା ଥାନା ଅଧିକାରୀ ଏବଂ ତାଙ୍କ ଟିମ୍ ରାତିରେ ପାଟ୍ରୋଲିଂ କରୁଥିବା ବେଳେ ୧୦ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛନ୍ତି। ପାଟ୍ରୋଲିଂ ଟିମ୍ ଝରଣପୁର ଛକ ନିକଟରେ ଏକ ଗାଡ଼ି (ନଂ.ଓଡ଼ି୦୭ପି୩୪୫୧)କୁ…
ଇଡିକୁ ୩ ଦିନ ଛୁଟି ମାଗିଲେ ରାହୁଲ
ନୂଆଦିଲ୍ଲୀ,୧୬।୬: ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ କ୍ରମାଗତ ତୃତୀୟ ଥର ଜେରା କରାଯାଇଛି। ଆଜି ମଧ୍ୟ ରାହୁଲଙ୍କୁ ଇଡି ପୁଣି ଜେରା କରିଥାଆନ୍ତା। ହେଲେ ମା’ ତଥା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଅଛନ୍ତି।…
ରାସ୍ତା ବିପର୍ଯ୍ୟସ୍ତ, ୭୫ ଲକ୍ଷ ପଇଠ ପାଇଁ କମ୍ପାନୀକୁ ନୋଟିସ୍
କେନ୍ଦୁଝର,୧୬ା୬(ସ୍ବ.ପ୍ର.): ଲୋକଙ୍କ ସୁରକ୍ଷିତ ଯାତାୟାତ ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ତିଆରି କରାଯାଇଛି। ତେବେ ଉକ୍ତ ରାସ୍ତାରେ ଭାରିଯାନ ଚଳାଚଳ କରିବାରୁ ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଚାୟତ ଜାମୁଡିହାଠାରୁ ବିସ୍ତାପାଳ ପର୍ଯ୍ୟନ୍ତ ପ୍ରାୟ ୧.୪୨ କୋଟି ଟଙ୍କା ବ୍ୟୟରେ ଦୀର୍ଘ…
ଚୋରି ହୋଇଗଲା ବିବାହ ପାଇଁ ରଖିଥିବା ପିତଳ, କଂସା ବାସନ
ବ୍ରହ୍ମପୁର ଅଫିସ,୧୬।୬: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଧୀନ ରାମନଗର ତୃତୀୟ ଲାଇନରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରୁ ୩ ବସ୍ତା ପିତଳ ଓ କଂସା ବାସନ ଚୋରି ହୋଇଛି। ଏନେଇ ବୈଦ୍ୟନାଥପୁର ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି…
ଝିଅକୁ ଏମିତି ମା’ ରୂପରେ ଦେଖିବାକୁ ଚାହାନ୍ତି ଅନିଲ
ମୁମ୍ବାଇ,୧୬ା୬: ବଲିଉଡ୍ ଅଭିନେତା ଅନିଲ କପୁର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଯୁଗ୍ ଯୁଗ୍ ଜିଓ’ର ପ୍ରମୋଶନରେ ବ୍ୟସ୍ତ ଥିବାବେଳେ ନାତୁଣୀ କି ନାତିଙ୍କୁ ସ୍ବାଗତ କରିବାକୁ ବି ଅପେକ୍ଷା କରିଛନ୍ତି। କାରଣ ଅନିଲଙ୍କ ଝିଅ ସୋନମ କପୁର ମାଆ ହେବାକୁ ଯାଉଛନ୍ତି।…
ରିଲିଜ୍ ପୂର୍ବରୁ ବୟକଟ ଦାବି
ବହୁ ପ୍ରତୀକ୍ଷିତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ଟ୍ରେଲର ଜୁନ୍ ୧୫ରେ ରିଲିଜ୍ ହୋଇଯାଇଛି। ଟ୍ରେଲର ରିଲିଜ୍ ହେବା ପରେ ପ୍ରଶଂସକ ପସନ୍ଦ ମଧ୍ୟ କରିଛନ୍ତି। ବର୍ତ୍ତମାନ ଏହି ଫିଲ୍ମକୁ ନେଇ ବିବାଦ ଉପୁଜିଛି। ଏପରିକି ଫିଲ୍ମକୁ ବୟକଟ କରିବା ପାଇଁ ଦାବି କରାଯାଉଛି।…
ତେଲ ଭରିବା ପାଇଁ ଧାଡ଼ିରେ ଠିଆ ହୋଇଥିବା ଅଟୋ ଚାଳକଙ୍କ ମୃତ୍ୟୁ
କଲମ୍ବୋ,୧୬ା୬: ଶ୍ରୀଲଙ୍କା ଅତ୍ୟନ୍ତ ଖରାପ ପରସ୍ଥିତି ଦେଇ ଗତି କରୁଛି। ଖାଦ୍ୟ ସାମଗ୍ରୀଠାରୁ ଆରମ୍ଭ କରି ପେଟ୍ରୋଲିୟମ ଉତ୍ପାଦ ଦର ଆକାଶଛୁଆଁ ହୋଇଛି। ପରିସ୍ଥିତି ଏପରି ହୋଇଛି ଯେ, ଶ୍ରୀଲଙ୍କାର ଜଣେ ସାଧାରଣ ନାଗରିକ ପର୍ଯ୍ୟାପ୍ତ ପରିମାଣର ଇନ୍ଧନ କିଣିବାକୁ ସକ୍ଷମ…
Archives


