Home Left

ପୁଣି ବର୍ଷାଙ୍କ ବିରୋଧରେ ଇଡିରେ ଫେରାଦ ହେଲେ ଅନୁଭବ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତିଙ୍କ ମଧ୍ୟରେ ପାରିବାରିକ କଳହ ଥମିବାର ନାଁ ଧରୁନି। ବର୍ଷାଙ୍କ ବିରୋଧରେ ଅନୁଭବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ଫେରାଦ ହୋଇଛନ୍ତି । ବର୍ଷା ବିଭିନ୍ନ ସରକାରୀ ଦସ୍ତାବିଜରେ ନିଜର ଏକାଧିକ ଓ ତ୍ରୁଟିପୂର୍ଣ୍ଣ…

୪୮ ଘଣ୍ଟାରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀର ଓଡ଼ିଶା ପ୍ରବେଶ ପାଇଁ ପାଗ ଅନୁକୂଳ ହୋଇଛି। ଆସନ୍ତା ୨୪ ଘଣ୍ଟା ଭିତରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ପାଣିପାଗ…

ଆଜିଠୁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ,୧୬।୬: ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷାଦିନ ଆରମ୍ଭ ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ୪ ମାସ ଯାଏ ଶିମିଳିପାଳ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନେଇ ଉତ୍ତର ଶିମିଳିପାଳର ଏସିଏଫ୍‌ ପ୍ରଦୀପ କୁମାର ଦେ…

ଆଜି ବାଲେଶ୍ୱର ବନ୍ଦ

ବାଲେଶ୍ୱର ଅଫିସ,୧୬।୬: ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ଗୁରୁବାର ବିଭିନ୍ନ ସଂଗଠନ ପକ୍ଷରୁ ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ କରାଯାଇଛି। ଦିବାଲୋକରେ ଚୋରି, ରାହାଜାନି ସହ ଗୁଳିକାଣ୍ଡ ଯୋଗୁ ଜନସାଧାରଣ ଆତଙ୍କିତ…

ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ

ଭୁବନେଶ୍ବର,୧୬।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ…

‘ଅଗ୍ନିପଥ‘ ସ୍କିମ ବିରୋଧରେ ବିହାରରୁ ରାଜସ୍ଥାନ ପର୍ଯ୍ୟନ୍ତ ବିରୋଧ

ନୂଆଦିଲ୍ଲୀ,୧୬ ।୬: ସେନାରେ ଭର୍ତ୍ତି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଗ୍ନିପଥ ସ୍କିମର ଘୋଷଣା କରାଯାଇଛି । ଯାହା ମାଧ୍ୟମରେ ଦେଶର ଯୁବକଙ୍କୁ ୪ ବର୍ଷ ପାଇଁ ଦେଶ ସେବା କରିବାକୁ ସୁଯୋଗ ମିଳିବ । ହେଲେ ଏହାକୁ ବିରୋଧ କରି…

ଗୋପିଚନ୍ଦ ନାରଙ୍ଗଙ୍କ ପରଲୋକ

ନୂଆଦିଲ୍ଲୀ/ୱାଶିଂଟନ,୧୬ ।୬: ପ୍ରତିଷ୍ଠିତ ଉଦ୍ଧ୍ୱୁର୍ ସାହିତ୍ୟିକ ଗୋପିଚନ୍ଦ ନାରଙ୍ଗଙ୍କର ପରଲୋକ ହୋଇଛି । କୁହାଯାଉଛି କି କିଛି ଦିନ ଦିନ ହେବ ସେ ଅସୁସ୍ଥ ଥାଇ ଆମେରିକାରେ ଚିକିତ୍ସିତ ହେଉଥିଲେ । ସେହିଠାରେ ହିଁ ତାଙ୍କର ପରଲୋକ ହୋଇଛି । ଊଦ୍ଦ୍ୱୁର୍…

ଚାରଧାମ ଯାତ୍ରୀଙ୍କୁ ମିଳିବ ୧ ଲକ୍ଷ ଟଙ୍କାର ବୀମା, ମନ୍ଦିର ପରିସରରେ ମୃତ୍ୟୁ ହେଲେ ମିଳିବ ଏହି ରାଶି

ଡେରାଡୁନ,୧୬ ।୬: ଚାରଧାମ ଯାତ୍ରାରେ ଯାଇଥିବା ତୀର୍ଥଯାତ୍ରୀଙ୍କୁ ପ୍ରଥମଥର ଲାଗି ୧ ଲକ୍ଷ ଟଙ୍କାର ବିମା ରାଶି ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି । ବଦ୍ରିନାଥ, କେଦାରନାଥ, ଗଙ୍ଗୋତ୍ରୀ, ଯମୁନେତ୍ରୀ ପରିସରରେ ଯଦି କୌଣସି ତୀର୍ଥଯାତ୍ରୀଙ୍କର କୌଣସି ଦୁର୍ଘଟଣା ଅବା ଅକଷ୍ମାତ…

ମିଳିଲା ଆଉ ଏକ ହାତୀ କଙ୍କାଳ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡରେ ସଙ୍କଟରେ ଗଜରାଜ। ୧୫ ଦିନରେ ବଡ଼ମ୍ବା ବନାଞ୍ଚଳରୁ ତିନୋଟି ଦନ୍ତାହାତୀର କଙ୍କାଳ ମିଳିଛି। ଗତ ୨ ଓ ୩ ତାରିଖରେ ଭିନ୍ନ ଭିନ୍ନ ସ୍ଥାନରୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଦୁଇଟି ହାତୀ କଙ୍କାଳ ଜବତ କରିଥିବା ବେଳେ…

ବଖାଣିଲେ ରାହୁଲ ଉଦ୍ଧାର ଅନୁଭୂତି

ଢେଙ୍କାନାଳ ଅଫିସ, ୧୬।୬: ସେପଟେ ଜଗିଥିଲା ମୃତ୍ୟୁ। ଏପଟେ ମୃତ୍ୟୁ ପଞ୍ଝାରୁ ଜୀବନକୁ ଛଡ଼ାଇ ଆଣିବାକୁ ଚାଲିଥିଲା ସଂଘର୍ଷ। ୧୦୬ ଘଣ୍ଟାର କଷ୍ଟକର ସମୟ। ଛତିଶଗଡ଼ ସରକାର, ମାଇନିଂ ଏକ୍ସପର୍ଟ, ଏନ୍‌ଡିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌, ସେନା ଯବାନ, ସ୍ଥାନୀୟ ପୋଲିସଙ୍କ ସମେତ ୫୦୦ରୁ…

ବନ୍ଦ ହେଲା ଇଣ୍ଟରନେଟ୍‌ ଏକ୍ସପ୍ଲୋରର

ଓ୍ବାଶିଂଟନ୍‌, ୧୬ା୬: ମାଇକ୍ରୋସଫ୍ଟର ସର୍ବପୁରାତନ ବ୍ରାଉଜର ଇଣ୍ଟରନେଟ୍‌ ଏକ୍ସପ୍ଲୋରର୍‌ (ଆଇଇ) ଦୀର୍ଘ ୨୭ ବର୍ଷ ଧରି ସେବା ଯୋଗାଇବା ପରେ ବୁଧବାର ମଧ୍ୟ ରାତ୍ରିରେ ଅବସର ନେଇଛି। ଏଣିକି ଡେସ୍କଟପ୍‌ରେ ଥିବା ଆଇଇ ଆଇକନ୍‌ କାମ କରିବ ନାହିଁ। ୟୁଜର୍ସ ଏହି…

ଉପଯୁକ୍ତ ସମୟରେ ନିଷ୍ପତ୍ତି: ବିଜେଡି

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ବିରୋଧୀ ଦଳ ଏକାଠି ହେଲେଣି। ତେବେ ବିରୋଧୀ ଦଳ ଓ ଏନ୍‌ଡିଏ କାହାକୁ ପ୍ରାର୍ଥୀ କରିବେ ଏ ପର୍ଯ୍ୟନ୍ତ ତାହା ସ୍ପଷ୍ଟ ହୋଇନାହିଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri