Home Left

ସ୍ତ୍ରୀଙ୍କୁ ଅପହରଣ ଉଦ୍ୟମ

ଭୁବନେଶ୍ୱର,୩୦।୪(ବ୍ୟୁରୋ):  ଭୁବନେଶ୍ୱରରେ ରହୁଥିବା ସ୍ତ୍ରୀ ଶାଶୁଘରକୁ ଯିବା ପାଇଁ ରାଜି ନ ହେବାରୁ ତାଙ୍କୁ ବଳପୂର୍ବକ ନେଇଯାଉଥିଲେ ସ୍ବାମୀ ଓ ପରିବାର ଲୋକେ। ହେଲେ ମହିଳା ଜଣକ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଅପହରଣ ସନ୍ଦେହ କରି ଘେରି ଯାଇଥିଲେ। ମାମୁ…

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ବିଦାହେବେ

କଲମ୍ବୋ,୩୦।୪: ଗମ୍ଭୀର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ଶ୍ରୀଲଙ୍କାରେ ସୃଷ୍ଟ ରାଜନୈତିକ ଅଚଳାବସ୍ଥାର ସମାଧାନ ଲାଗି ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେ ପ୍ରଧାନମନ୍ତ୍ରୀ ପଦରୁ ତାଙ୍କ ବଡ଼ଭାଇ ମହିନ୍ଦା ରାଜପାକ୍‌ସେଙ୍କୁ ହଟାଇବା ପାଇଁ ଶୁକ୍ରବାର ରାଜି ହୋଇଛନ୍ତି। ପାର୍ଲାମେଣ୍ଟର ସବୁ ଦଳକୁ ନେଇ…

ନାଗା ପିପୁଲ୍‌ସ ଫ୍ରଣ୍ଟକୁ ଝଟକା, ଦଳ ଛାଡିଲେ ୨୧ ବିଧାୟକ, ଏନ୍‌ଡିପିପିରେ ହେଲେ ସାମିଲ

କୋହିମା,୩୦ ।୪: ନାଗାଲାଣ୍ଡରେ ଏକ ରୋଚକ ରାଜନୈତିକ ଘଟଣାକ୍ରମରେ ନାଗା ପିପୁଲ୍ସ ଫ୍ରଣ୍ଟ(ଏନପିଏଫ)ର ୨୧ ବିଧାୟକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନେଫ୍ୟୁ ରିୟୋଙ୍କ ନ୍ୟାଶନାଲିଷ୍ଟ ଡେମୋକ୍ରେଟିକ ପ୍ରୋଗ୍ରେସିଭ ପାର୍ଟି(ଏନଡିପିପି)ରେ ସାମିଲ ହୋଇଛନ୍ତି । ଏନଡିପିପିର ପ୍ରବକ୍ତା ଏମ୍ ଆର ଜମିର କହିଛନ୍ତି ଏନପିଏଫର…

ଚାଇନା ଫେରିବେ ଭାରତୀୟ ଛାତ୍ରୀଛାତ୍ର

ବେଜିଂ,୩୦।୪: କୋଭିଡ୍‌ ମହାମାରୀ ବେଳେ ଚାଇନାରୁ ପଳାଇଆସିଥିବା ଭାରତୀୟ ଛାତ୍ରୀଛାତ୍ର ଏବେ ସେଠାକୁ ଫେରିବାର ସୁଯୋଗ ପାଇବେ। ଏଥିପାଇଁ ଶୁକ୍ରବାର ବେଜିଂ ଏକ ଯୋଜନା ଘୋଷଣା କରିଛି। ଭିଜା ଓ ବିମାନ କଟକଣା ଯୋଗୁ ଏହି ଛାତ୍ରୀଛାତ୍ର ୨ ବର୍ଷ ହେଲା…

ଏଲ୍‌ଓସିରେ ମାଇନ୍‌ ବିସ୍ଫୋରଣ: ୩ ଯବାନ ଆହତ

ଜମ୍ମୁ,୩୦।୪(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖା (ଏଲ୍‌ଓସି) ନିକଟରେ ଶୁକ୍ରବାର ମାଇନ୍‌ ବିସ୍ଫୋରଣରେ ଭାରତୀୟ ସେନା ମେଜରଙ୍କ ସମେତ ୩ ଯବାନ ଆହତ ହୋଇଛନ୍ତି। କ୍ରିଷ୍ଣା ଗାଡ଼ି ସେକ୍ଟରରେ ସେନାର ନିୟମିତ ପାଟ୍ରୋଲିଂ ସମୟରେ ମାଇନ ବିସ୍ଫୋରଣ ହୋଇଥିଲା।…

କାବୁଲ ମସ୍‌ଜିଦରେ ବିସ୍ଫୋରଣ: ୧୦ ମୃତ

କାବୁଲ,୩୦।୪: ଆଫଗାନିସ୍ତାନ ରାଜଧାନୀ କାବୁଲର ଏକ ମସ୍‌ଜିଦରେ ଶୁକ୍ରବାର ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ହେବା ସହ ୧୫ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା…

ପାନୀୟ ଜଳ ସମସ୍ୟା ଉପରେ ଗୁରୁତ୍ୱ

ନାଉଗାଁ,୩୦ା୪(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ ସମିତି ୩ୟ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମିତି ସମ୍ବିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ବିଧାୟକ ପ୍ରଶାନ୍ତ ମୁଦୁଲି ଯୋଗଦେଇ କହିଥିଲେ,ସମସ୍ତ ଜନପ୍ରତିନିଧି ହେଉଛନ୍ତି ନାଉଗାଁ ପଞ୍ଚାୟତ ସମିତିର ପରିବାର ବୋଲି କହିଥିଲେ। ବୈଠକରେ ଘୋଡାଂଶ…

ମାଛଧରା ବନ୍ଦରରେ ନୂତନ ପ୍ରକଳ୍ପ ପାଇଁ ଭିତ୍ତିଭୂମି ଯାଞ୍ଚ

ପାରାଦୀପ,୩୦ା୪(ସ୍ବ.ପ୍ର.): କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ସଚିବ ଯତିନ୍ଦ୍ରନାଥ ସ୍ବାଇଁ ଶୁକ୍ରବାର ପାରାଦୀପ ମାଛଧରା ବନ୍ଦର ଗସ୍ତରେ ଆସିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନାରେ ପ୍ରାୟ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏନେଇ ହେବାକୁ ଥିବା…

ଡାକବଙ୍ଗଳା ଶୂନ୍ୟ ପଟ୍ଟାମୁଣ୍ଡାଇ

ପଟ୍ଟାମୁଣ୍ଡାଇ, ୩୦ା୪(ସ୍ବ.ପ୍ର.): ରାଜ୍ୟ ରାଜନୀତିରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସୁଥିବା ପଟ୍ଟାମୁଣ୍ଡାଇକୁ ଚକ୍ରାନ୍ତ କରି ନିର୍ବାଚନମଣ୍ଡଳୀକୁ ଉଚ୍ଛେଦ କରି ଦିଆଯାଇଛି। ଏବେ ଡାକବଙ୍ଗଳାଶୂନ୍ୟ ହୋଇଛି ପଟ୍ଟାମୁଣ୍ଡାଇ। କେନ୍ଦ୍ରାପଡ଼ା ଜିଲାର ୨ୟ ବୃହତ୍ତମ ସହର ପଟ୍ଟାମୁଣ୍ଡାଇରେ ଗ୍ରାମ୍ୟ ଉନ୍ନୟନ, ବିଦ୍ୟୁତ୍‌, ପୂର୍ତ୍ତ, ଗୃହ…

ଜଙ୍ଗଲ ଭିତରେ ଚାଲିଛି ଜଙ୍ଗଲରାଜ

କେନ୍ଦ୍ରାପଡ଼ା ଅଫିସ, ୩୦ା୪: ଭଦ୍ରକର ଧାମରାଠାରୁ ଜଗତ୍‌ସିଂହପୁରର ପାରାଦୀପ ବନ୍ଦର ମଧ୍ୟରେ ଥିବା ସାମୁଦ୍ରିକ ଉପକୂଳ ଏବେ ଚିଙ୍ଗୁଡି ଘେରିରେ ଭରିଗଲାଣି। ପ୍ରତ୍ୟେକ ଦିନ ଏହି ତଟାଞ୍ଚଳରେ ଅନୂ୍ୟନ ୧୦ରୁ ଅଧିକ ଘେରି ପ୍ରସ୍ତୁତ ହେଉଛି ବୋଲି ଏକ ତଥ୍ୟରୁ ଜଣାପଡିଛି।…

ଓକିଲଙ୍କ ପାଇଁ ପେନ୍‌ସନ ଦାବି

ଜଗତ୍‌ସିଂହପୁର ଅଫିସ, ୩୦ା୪: ଓକିଲମାନେ କାର୍ଯ୍ୟକ୍ଷମ ଥିବା ପର୍ଯ୍ୟନ୍ତ ମହକିଲଙ୍କଠାରୁ ପ୍ରାପ୍ୟ ପାଆନ୍ତି। କିନ୍ତୁ ଅବସର କିମ୍ବା ଅକ୍ଷମ ଆଦି ହୋଇଗଲେ ସେମାନଙ୍କ ରୋଜଗାର ମାଧ୍ୟମ ଏକପ୍ରକାର ବନ୍ଦ ହୋଇଯାଏ। ତେଣୁ ଓକିଲମାନଙ୍କ ପାଇଁ ସରକାର ପେନ୍‌ସନ ବ୍ୟବସ୍ଥା ଲାଗୁ କରନ୍ତୁ।…

ଖାର୍କିବ ନିକଟ ଗାଁକୁ ପୁଣି ନିଜ କବଜାକୁ ନେଲେ ୟୁକ୍ରେନ୍ ସେନା

କ୍ୱିଭ,୩୦ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଏକ ମାସରୁ ଅଧିକ ସମୟ ହେଲାଣି । ହେଲେ ଏବେବି ପରସ୍ପର ମଧ୍ୟରେ ପୂର୍ବଭଳି ଲଢେଇ ଜାରି ରହିଛି । ଏକ ମାସରୁ ଊର୍ଦ୍ଧ୍ୱ ସମୟ ହେବ ରୁଷିଆ କବଜାରେ ଥିବା ୟୁକ୍ରେନର ରୁସ୍କା ଲୋଜାବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri