Home Left

ବିଦ୍ୟୁତ୍‌ ଖୁଣ୍ଟରୁ ଖସିପଡ଼ିଲେ ଲାଇନ୍‌ମ୍ୟାନ

ଗଞ୍ଜାମ,୨୯।୪(ଡି.ଏନ୍‌.ଏ.): ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ି ମରାମତି କରୁଥିବା ବେଳେ ଖସିପଡି ଜଣେ ଲାଇନ ମ୍ୟାନ୍‌ (କର୍ମଚାରୀ) ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଦାମୋଦରପୁର ଗ୍ରାମର ଭୀମ ରେଡି l ତାଙ୍କ ଗୋଡ଼ରେ ଅଧିକ ଆଘାତ ଲାଗିଥିବା ବେଳେ ତୁରନ୍ତ ତାଙ୍କୁ…

ଶେଷ ହେଲା ମାଟ୍ରିକର ପ୍ରଥମ ଦିନ ପରୀକ୍ଷା

ଭୁବନେଶ୍ୱର,୨୯।୪(ବ୍ୟୁରୋ): ମାଟ୍ରିକର ପରୀକ୍ଷା ପ୍ରଥମ ଦିନର ଦ୍ବିତୀୟ ସମେଟିଭ ପରୀକ୍ଷା ଶେଷ ହୋଇଛି। ପ୍ରଥମ ଦିନରେ ଛାତ୍ରୀଛାତ୍ର ଇଂରାଜୀ ପରୀକ୍ଷା ଦେଇଛନ୍ତି। ଗ୍ରୀଷ୍ମପ୍ରବାହ ଓ କୋଭିଡକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ଗୁଡିକରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା ବୋର୍ଡ ସଭାପତି…

ଅଡୁଆରେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଅମିଶା ପଟେଲ ବର୍ତ୍ତମାନ ଅଡୁଆରେ। ଅମିଶା ଓ ତାଙ୍କ ବିଜନେସ ପାର୍ଟନର କୁନାଲ ଗୁମରଙ୍କ ବିରୋଧରେ ଠକେଇ ଅଭିଯୋଗ ହୋଇଛି। ଉଭୟଙ୍କ ନାଁରେ ମାମଲା ରୁଜୁ ହୋଇଥିବା ଜଣାପଡିଛି। ଏହି ମାମଲା ହାଇକୋର୍ଟରେ ପହଞ୍ଚିଥିବା କୁହାଯାଇଛି। ଫିଲ୍ମର ପ୍ରମୋଶନ…

ନୂଆ ପୋଷ୍ଟକୁ ନେଇ ଚର୍ଚ୍ଚାରେ ପ୍ରିୟଙ୍କା

ମୁମ୍ବାଇ: ଗ୍ଲୋବାଲ ଷ୍ଟାର ପ୍ରିୟଙ୍କା ଚୋପ୍ରା ତାଙ୍କ ନୂଆ ପୋଷ୍ଟ ଲାଗି ପୁଣି ଥରେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଛନ୍ତି। ଅଭିନେତ୍ରୀଙ୍କ କୁଲ୍‌ ଲୁକ୍‌ ଦେଖି ତାଙ୍କ ପ୍ରଶଂସକମାନେ ପୁଣି ଥରେ କୁଲ୍‌ ହୋଇଯାଇଛନ୍ତି। ତାଙ୍କ ନୂଆ ଫଟୋ ଏବଂ ଭିଡିଓରେ,…

କୋଇଲା ପରିବହନ ଲାଗି ଯାତ୍ରୀବାହୀ ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୨୯।୪: ତାପଜ ବିଦ୍ୟୁତ୍‌ କେନ୍ଦ୍ରଗୁଡ଼ିକୁ ତୁରନ୍ତ କିଭଳି କୋଇଲା ପରିବହନ ହୋଇପାରିବ ସେନେଇ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ତେଣୁ ସରକାର କିଛି ଯାତ୍ରୀବାହୀ ଟ୍ରେନକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦେଶରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ତାପଜ…

ରାଣା ଦମ୍ପତିଙ୍କ ଜାମିନ ଆବେଦନ ଶୁଣାଣି ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ଘୁଞ୍ଚିଲା

ମୁମ୍ବାଇ,୨୯।୪:ଶିବସେନା ମୁଖ୍ୟ ତଥା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବ୍ୟକ୍ତିଗତ ବାସଭବନ ‘ମାତୋଶ୍ରୀ’ ବାହାରେ ହନୁମାନ ଚାଳିଶା ପାଠ ଅଭିଯୋଗରେ ଗିରଫ ହୋଇଥିବା ଅମରାବତୀ ଏମ୍‌ପି ନବନୀତ ରାଣା ଏବଂ ତାଙ୍କ ସ୍ବାମୀ ରବି ରାଣାଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର…

‘ଶୂନ’ରେ ଆଉଟ୍‌ ହେବା ପରେ ଏମିତି କାମ କରି ଟ୍ରୋଲ୍‌ ହେଲେ ରସେଲ

ମୁମ୍ବାଇ,୨୯।୪: ଆଇପିଏଲ ୨୦୨୨ର ୪୧ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଖେଳାଯାଇଥିବା କୋଲକାତା ନାଇଟ ରାଇଡର୍ସ (କେକେଆର୍‌)କୁ ୪ ଉଇକେଟରେ ପରାସ୍ତ କରିଛି। କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ପାଇଁ ଏହି ମ୍ୟାଚରେ ଷ୍ଟାର ଅଲରାଉଣ୍ଡର ଆଣ୍ଡ୍ରେ ରସେଲଙ୍କ ପ୍ରଦର୍ଶନ ଅତ୍ୟନ୍ତ…

ଜେଡିୟୁ-ଭାଜପା ମଧ୍ୟରେ ଫାଟ ସୃଷ୍ଟି: ଦିଲ୍ଲୀ ବୈଠକରେ ଯୋଗଦେବେନି ନୀତିଶ

ପାଟନା,୨୯।୪: ଜେଡିୟୁ ଓ ଭାଜପା ମଧ୍ୟରେ ବର୍ତ୍ତମାନ ଫାଟ ସୃଷ୍ଟି ହେଉଥିବା ପରିଲକ୍ଷିତ ହେଉଛି। କାରଣ ଶନିବାର ଦିଲ୍ଲୀରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଡକାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଯୋଗ ନ ଦେବାକୁ ନିଷ୍ପତ୍ତି ନେଇଛନ୍ତି।…

ହ୍ୟାଣ୍ଡ ବ୍ୟାଗକୁ ନେଇ ଟ୍ରୋଲ ହେଲେ ଦିଶା

ମୁମ୍ବାଇ: ଟାଇଗର ର୍ଶଫଙ୍କ ଫିଲ୍ମ ‘ହିରୋପନ୍ତି ୨’ ଶୁକ୍ରବାର ଫାଇଡେ ରିଲିଜରେ ସାମିଲ ହେବାକୁ ଯାଉଛି । ଏହା ଟାଇଗରଙ୍କ ପାଇଁ ଖୁବ୍ ଗୁରୁତ୍ୱ ରଖେ । କାରଣ ଏହାର ପ୍ରଥମଭାଗରୁ ହିଁ ସେ ବଲିଉଡରେ ତାଙ୍କର କ୍ୟାରିୟର ଆରମ୍ଭ କରିଥିଲେ…

ବିମାନରୁ କୁକୁରକୁ ତଳକୁ ଫିଙ୍ଗିଦେଲେ ମାଲିକ, ଆଉ ତା’ ପରେ…

ଏମିତି କିଛି ଫଟୋ ଅଛି, ଯାହାକୁ ଦେଖିଲେ ଲୋମ ଟାଙ୍କୁରି ଉଠିବ। ସେମିତି ଏକ କୁକରର ଫଟୋ ଏବେ ଭାଇରାଲ ହେଉଛି। ଫଟୋରେ କୁକୁରର ମାଲିକ ବିମାନରୁ କୁକୁରକୁ ବାହାରକୁ ଠେଲି ଦେଉଥିବା ନଜର ଆସିଛି। ମାତ୍ର ପ୍ରକୃତ ସତ ଜାଣିବା…

ରିୟଲ ଲାଇଫ୍‌ରେ ମୋଦିଙ୍କୁ ରାମ ବୋଲି ଭାବନ୍ତି ଅଭିନେତ୍ରୀ, ଜାଣନ୍ତୁ କାରଣ…

ରମାନନ୍ଦ ସାଗରଙ୍କ ରାମାୟଣରେ ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିଆ ତାଙ୍କ ଭୂମିକା ପାଇଁ ବେଶ୍‌ ପ୍ରଶଂସନୀୟ। ତାଙ୍କ ସହ ଅରୁନ ଗୋଭିଲ ରାମଙ୍କ ଭୂମିକାରେ ନଜର ଆସିଥିଲେ। କିନ୍ତୁ ରିୟଲ ଲାଇଫରେ ଦୀପିକା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାମ ବୋଲି…

ଟେସ୍‌ଲାର ୪୪ ଲକ୍ଷ ଶେୟାର ବିକିଲେ ଏଲନ ମସ୍କ

ଓ୍ବାଶିଂଟନ୍‌,୨୯।୪: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ଟୁଇଟର୍‌ କିଣିବା ପରେ ଏବେ ପାଣ୍ଠି ସଂଗ୍ରହ ଆରମ୍ଭ କରିଛନ୍ତି। ଏହା ଅଧୀନରେ ସେ ପୁଣି ଥରେ ନିଜ କମ୍ପାନୀ ଟେସଲାର ଶେୟାର ବିକ୍ରି କରିଛନ୍ତି। ଆମେରିକାର ସିକ୍ୟୁରିଟି ଫାଇଲରୁ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri