Home Left

ଓଡ଼ିଶାର ୩ଜଣଙ୍କୁ ଏନ୍‌ଏସ୍‌ଏସ୍‌ ପୁରସ୍କାର

ଭୁବନେଶ୍ୱର,୨୫।୯(ବ୍ୟୁରୋ): ୨୦୨୦-୨୧ ବର୍ଷ ପାଇଁ ଶନିବାର ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ପୁରସ୍କାର ମିଳିଛି। ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନୋଟି ବର୍ଗରେ ଦେଶର ମୋଟ ୪୨ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ବିଶ୍ୱବିଦ୍ୟାଳୟ/ଯୁକ୍ତ୨ ପରିଷଦ…

ନୂଆ ଜୀବନ ପାଇଲେ କମଳ

ବଲାଙ୍ଗୀର ଅଫିସ,୨୫।୯: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଘୁନସର ପଞ୍ଚାୟତ ସାନବାଞ୍ଜିପାଲି ଗ୍ରାମର ପ୍ରଥମ ମାଟ୍ରିକ୍ୟୁଲେଟ୍‌ ଓ ଗ୍ରାଜୁଏଟ୍‌ ମେଧାବୀ ଆଦିବାସୀ ଯୁବକ କମଳ ବରିହା (୩୦)ଙ୍କ ସଫଳ ଅସ୍ତ୍ରୋପଚାର ପରେ ଘରକୁ ଫେରିଛନ୍ତି। ଏହା ପରେ ଏହି ଗରିବ ଆଦିବାସୀ…

ପାଳରେ ଜୀବନ ଆଙ୍କୁଥିବା ମଣିଷ

ଲୋଇସିଂହା,୨୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଡେଲିମାର୍କେଟର ଅବସରପ୍ରାପ୍ତ ଶିକ୍ଷକ ଗୌରୀଶଙ୍କର ବେଜ(୬୫)। ସୁବର୍ଣ୍ଣପୁର ଜିଲା ନାରାୟଣପୁରର ମୂଳ ବାସିନ୍ଦା ଗୌରୀଶଙ୍କର ୨୦୧୪ମସିହାରେ ଅବସର ଗ୍ରହଣ ପରେ ମଧ୍ୟ ସେ ଚଳଚଞ୍ଚଳ ରହିଛନ୍ତି। ବିଭିନ୍ନ ପ୍ରକାର ଚିତ୍ର ଆଙ୍କି ପ୍ରଶାଂସା ସାଉଁଟୁଛନ୍ତି। ଦେବାଦେବୀ,…

ପୁଣି ବାଲେଷ୍ଟିକ ମିଶାଇଲ ପରୀକ୍ଷା କଲେ କିମ

ପୋଙ୍ଗୟାଙ୍ଗ,୨୫ ।୯: ପୁଣିଥରେ ଚର୍ଚ୍ଚାରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ । ସେ ତାଙ୍କର ପୂର୍ବ ଅଭ୍ୟାସକୁ ଛାଡି ପାରୁ ନ ଥିବା ନେଇ ହୋଇଛି ଚର୍ଚ୍ଚା । କାରଣ ରବିବାର ସକାଳେ ପୁଣିଥରେ କିମଙ୍କ ପୁରୁଣା…

ବିଜେଡିରୁ ବାଣୀକଲ୍ୟାଣ ମହାନ୍ତି ନିଲମ୍ବିତ

ଭୁବନେଶ୍ୱର/ପଦ୍ମପୁର (ବ୍ୟୁରୋ/ଡି.ଏନ୍‌.ଏ.),୨୫।୯: ଯୁବ ବିଜେଡି ସାଧାରଣ ସମ୍ପାଦକ ପଦରୁ ବାଣୀକଲ୍ୟାଣ ମହାନ୍ତିଙ୍କୁ ଶନିବାର ନିଲମ୍ବିତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା ବିଜେଡି ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ…

ଏକ ସପ୍ତାହ କାଜଲଙ୍କ ସହ କଥା ହୋଇ ନଥିଲେ ବାପା

ବଲିଉଡ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲଙ୍କ ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ବିବାହ କରିଥିଲେ। ମାତ୍ର ଉଭୟଙ୍କ ଏହି ବିବାହା ପ୍ରସ୍ତାବକୁ ପ୍ରଥମେ କାଜଲଙ୍କ ବାପା ଗ୍ରହଣ କରି ନ ଥିଲେ। ଏ ନେଇ ସେ ଏକ…

ଅଙ୍କିତାଙ୍କ ଅନ୍ତିମ ସଂସ୍କାର ଆଜି, ଫାଷ୍ଟ ଟ୍ରାକ କୋର୍ଟରେ ହେବ ଶୁଣାଣି, ଯାଞ୍ଚ ଆରମ୍ଭ କଲା ଏସଆଇଟି

ଡେରାଡୁନ,୨୫ ।୯: ଉତ୍ତରାଖଣ୍ଡ ସ୍ଥିତ ଋଷିକେଶର ବନତାରା ରିସର୍ଟର ମୃତକ ଯୁବତି ଅଙ୍କିତା ଭଣ୍ଡାରୀଙ୍କ ଅନ୍ତିମ ସଂସ୍କାର ରବିବାର ହେବ । ତାଙ୍କର ଅନ୍ତିମ ସଂସ୍କାର ଶ୍ରୀନଗରର ଶ୍ରୀଘାଟରେ ହେବ । ମୃତ ଯୁବତି ପୌଡି ଜିଲା ତଲ୍ଲୀ ଗାଁ ନିବାସୀ…

ଯୁବକଙ୍କୁ ତହସିଲଦାରଙ୍କ ଦୁର୍ବ୍ୟବହାର

ଭଦ୍ରକ ଅଫିସ, ୨୫।୯: ଭଦ୍ରକ ଜିଲା ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୂତାର ଜଣେ ଯୁବକଙ୍କୁ ଦୁର୍ବ୍ୟବହାର କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ଯେ, ଯୁବକ ଜଣଙ୍କ ଏକ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ…

ଅଟକିଛି ୬ ଜଳପଥ ପ୍ରକଳ୍ପ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ଜଳପଥରେ ପରିବହନ ହେବ। ସଡ଼କ ପଥଠାରୁ ବହୁ କମ୍‌ ଖର୍ଚ୍ଚରେ ପରିବହନ ସୁବିଧା ହୋଇପାରିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାର ଜାତୀୟ ଜଳ ମାର୍ଗ ନୀତି-୨୦୧୬ କାର୍ଯ୍ୟକାରୀ କରିଛନ୍ତି। ଦେଶରେ ୧୧୧ଟି ଜଳପଥ ଚିହ୍ନଟ କରାଯାଇଥିବାବେଳେ ଓଡ଼ିଶାରେ ୬ଟି ଜଳପଥ…

ଅଙ୍କିତା ଭଣ୍ଡାରୀ ହତ୍ୟାକାଣ୍ଡ ପରେ ଆକ୍ସନରେ ଉତ୍ତରାଖଣ୍ଡ ସରକାର, ୫ ରିସର୍ଟ ସିଲ୍‌

ଡେରାଡୁନ,୨୫ ।୯: ଉତ୍ତରାଖଣ୍ଡରେ ୧୯ ବର୍ଷୀୟା ଅଙ୍କିତା ଭଣ୍ଡାରୀ ହତ୍ୟାକାଣ୍ଡକୁ ନେଇ ଏବେ ସରକାର ଆକ୍ସନ ମୁଡକୁ ଆସିଯାଇଛନ୍ତି । ଲୋକଙ୍କ ଆକ୍ରୋଶ ମଧ୍ୟରେ ରାଜ୍ୟ ସରକାର ଶନିବାର ନୈନିତାଲ ଜିଲାର ୫ ରିସର୍ଟକୁ ସିଲ କରି ଦେଇଛନ୍ତି । ଅଙ୍କିତା…

ଜୋତା କାରଖାନାରେ ଅଗ୍ନିକାଣ୍ଡ

ଭୋପାଳ,୨୪ା୯: ଶନିବାର ମଧ୍ୟପ୍ରଦେଶର ଗ୍ବାଲିଅରର ଏକ ଜୋତା କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ୩୦ ଜଣ କର୍ମଚାରୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ବୋଲି ଜଣେ ଅଧିକାରୀ କହିଛନ୍ତି। ଆଜି ଅପରାହ୍ନରେ ତାନସେନ ନଗରରେ ପ୍ଲାଷ୍ଟିକ ଜୋତା ଉତ୍ପାଦନ କରୁଥିବା ଏକ…

କାର୍ତ୍ତିକଙ୍କ ବଡ଼ ପ୍ରଶଂସକ ଏହି ନିର୍ଦ୍ଦେଶକ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ଲୋକପ୍ରିୟତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଅତୀତରେ ମୁକ୍ତିଲାଭ କରିଥିବା କାର୍ତ୍ତିକଙ୍କ ‘ଭୁଲ୍‌ ଭୁଲାୟା-୨’ ବ୍ଲକବଷ୍ଟର ପ୍ରମାଣିତ ହୋଇଥିଲା। ଫିଲ୍ମର ସଫଳତା ପରେ ବର୍ତ୍ତମାନ କାର୍ତ୍ତିକ ତାଙ୍କର ଅନ୍ୟ ପ୍ରୋଜେକ୍ଟରେ ବ୍ୟସ୍ତ ଅଛନ୍ତି। କାର୍ତ୍ତିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?