Home Left

ବିକ୍ଷୋଭକାରୀ ବିଦେଶୀଙ୍କୁ ବିଦା କରିବ କୁଏଟ୍‌

କୁଏଟ୍‌ ସିଟି, ୧୪ା୬: ପ୍ରଫେଟ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ରକରି କୁଏଟ୍‌ରେ ବିକ୍ଷୋଭ ପ୍ରଦର୍ଶନ କରିଥିବା ବିଦେଶୀ ନାଗରିକଙ୍କୁ ବିଦା କରିବାକୁ ସେଠାକାର ସରକାର ନିଷ୍ପତ୍ତି ନେଇଛନ୍ତି। ଭାଜପା ପୂର୍ବତନ ନେତ୍ରୀ ନୂପୁର ଶର୍ମା ଓ ନବୀନ କୁମାର ଜିନ୍ଦଲଙ୍କ…

ସ୍କୁଲ୍‌ ପିଲାଙ୍କ ଟିକାକରଣ ବଢ଼ାଅ

ନୂଆଦିଲ୍ଲୀ,୧୪।୬: କୋଭିଡ୍‌-୧୯ ଭୂତାଣୁ ବାରମ୍ବାର ରୂପ ବଦଳାଇବା ସହ ଏବେ ଦେଶର ବିଭିନ୍ନ ଅଞ୍ଚଳରେ ସଂକ୍ରମଣ ବଢ଼ିଚାଲିଛି। ଏହାର ମୁକାବିଲା ଲାଗି ମାସ୍କ ବ୍ୟବହାର କରିବା ସହ ବୁଷ୍ଟର ଡୋଜ୍‌ ନେବା ଜରୁରୀ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ…

ଓଟିଡିିସି ପକ୍ଷରୁ ‘ପିଠା ଅନ୍‌ ହ୍ବିଲ’ ସାଙ୍ଗକୁ ଦୋଳିର ମଜା

ଭୁବନେଶ୍ୱର, ୧୪।୬(ବ୍ୟୁରୋ) : ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏଥର ମଧ୍ୟ ‘ପିଠା ଅନ୍‌ ହ୍ବିଲ୍‌’ କାର୍ଯ୍ୟକ୍ରମ କରାଯିବ। କରୋନା କଟକଣା ଉଠିବା ପରେ ଏଥର ଧୁମ୍‌ଧାମ୍‌ରେ ରଜ ପାଳନ ହେବ। ଏହାକୁ ଦୃଷ୍ଟିରେ ରଖି ପାନ୍ଥନିବାସ ଠାରେ…

ଆଜି ପହିଲି ରଜ

ଭୁବନେଶ୍ୱର, ୧୪।୬(ବ୍ୟୁରୋ) : ବନସ୍ତେ ଡାକିଲା ଗଜ… ବରଷକେ ଥରେ ଆସିଛି ରଜ…। ବର୍ଷକ ପରେ ପୁଣି ଆସିଛି ଗଣପର୍ବ ରଜ। ମଙ୍ଗଳବାର ପହିଲି ରଜ। ଘରେ ଘରେ ପୋଡ଼ପିଠାର ମହକ ସାଙ୍ଗକୁ ପାନର ରଙ୍ଗରେ କୁଆଁରୀଙ୍କ ଓଠ ଝଲସିବ। ଏଥିସହ…

୩ ବର୍ଷ ମଧ୍ୟରେ ନିଯୁକ୍ତ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ହେବ

ଭୁବନେଶ୍ୱର, ୧୪।୬(ବ୍ୟୁରୋ): ରାଜ୍ୟରେ ନକଲି ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିଲାଗି ଗତ ୩ବର୍ଷ ମଧ୍ୟରେ ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଯାଞ୍ଚ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସୋମବାର ଉନ୍ନୟନ କମିଶନର…

ଦ୍ୱିତୀୟ ଦିନରେ ପୁଣିଥରେ ଇଡିରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ,୧୪ ।୬: ନ୍ୟାଶନାଲ ହେରାଲ୍ଡ ମାମଲାରେ ଲଗାତାର ଦ୍ୱିତୀୟ ଦିନ ଅର୍ଥାତ୍ ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥିରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହେବେ । ସୋମବାର ପାଖାପାଖି ୧୦ ଘଣ୍ଟାର ପଚରା ଉଚରା ପରେ ପୁଣିଥରେ ମଙ୍ଗଳବାର ବି…

‘ବଜ୍ରପାତ, ସାପକାମୁଡ଼ା, ଅଗ୍ନିକାଣ୍ଡ ମୃତ୍ୟୁ ସମସ୍ୟା ଓଡ଼ିଶାକୁ ଆହ୍ବାନ’

ଭୁବନେଶ୍ୱର, ୧୪ା୬(ବ୍ୟୁରୋ): ଆଉ ପୂର୍ବଭଳି ଋତୁ ଅନୁଯାୟୀ ସଂଘଟିତ ନ ହୋଇ ବର୍ଷର ଯେକୌଣସି ସମୟରେ ବାତ୍ୟା ଭଳି ପରିସ୍ଥିତି ଉପୁଜୁଛି । ଏଥିସହ ବଜ୍ରପାତ, ସାପକାମୁଡ଼ା, ଅଗ୍ନିକାଣ୍ଡ ଓ ପାଣିରେ ବୁଡ଼ି ମୃତ୍ୟୁ ଭଳି ସମସ୍ୟା ଆମ ପାଇଁ ଆହ୍ବାନ…

ବସ୍‌ରେ ଲାଇବ୍ରେରି

ଭୁବନେଶ୍ୱର, ୧୪।୬(ବ୍ୟୁରୋ): ବସ୍‌ରେ ହୋଇଛି ଲାଇବ୍ରେରି। କଲେଜ ପିଲାଙ୍କ ଯାତାୟତ ପାଇଁ ବ୍ୟବହାର କରାଯାଉଥିବା ପୁରୁଣା ବସ୍‌କୁ ଲାଇବ୍ରେରିର ରୂପ ଦିଆଯାଇଛି। ଏହାର ଭିତର ଏବଂ ବାହାର ପାର୍ଶ୍ୱରେ ବିଭିନ୍ନ ଚିତ୍ର ଅଙ୍କାଯାଇ ପୁସ୍ତକ ପଠନ ପ୍ରତି ଆଗ୍ରହ ସୃଷ୍ଟି କରିବାର…

ଶିକ୍ଷା ହିଁ ଜୀବନରେ ବଡ଼ ପରିବର୍ତ୍ତନ ଆଣେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସ ଜରିଆରେ ବାଲେଶ୍ବର ଜିଲା ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସ (କିସ୍‌) ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି। ୧୨ ଏକର ଜମିରେ…

ସାତ ଦିନରେ ୧୫ ରାଜ୍ୟକୁ ବ୍ୟାପିଲାଣି କରୋନା

ନୂଆଦିଲ୍ଲୀ,୧୪ ।୬: ଗୋଟିଏ ପଟେ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିପକାଉଥିବା ବେଳେ ଅନ୍ୟପଟେ କରୋନାର ଦ୍ରୁତ ସଂକ୍ରମଣକୁ ନେଇ ପୁଣିଥରେ ଲୋକଙ୍କ ମନରେ ଛନକା ପସିଲାଣି । ପ୍ରାୟ ଏକ ସପ୍ତାହ ବା ୭ ଦିନ…

‘ଅନ୍‌ଲାଇନ ବେଟିଂ ବିଜ୍ଞାପନରୁ ଦୂରେଇ ରୁହ’

ନୂଆଦିଲ୍ଲୀ,୧୪।୬: ବେଟିଂ ଓ ଜୁଆ ଦେଶର ଅଧିକାଂଶ ଅଞ୍ଚଳରେ ବେଆଇନ ହୋଇଥିବାବେଳେ ଏହା ଗ୍ରାହକଙ୍କର ଗୁରୁତର ସାମାଜିକ ଓ ଆର୍ଥତ୍କ କ୍ଷତି ଘଟାଇଥାଏ। ବିଶେଷ କରି ଯୁବପିଢ଼ି ଓ ପିଲାମାନେ ଏଭଳି ଅନ୍‌ଲାଇନ ଗେମ୍‌ ବିଜ୍ଞାପନ ଦ୍ୱାରା ଅଧିକ ପ୍ରଭାବିତ ହେଉଛନ୍ତି।…

ପାଳନ ହେଉନି ସର୍କୁଲାର

ଭୁବନେଶ୍ୱର, ୧୪।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡର ବଡ଼ମ୍ବା ରେଞ୍ଜରେ ମାଟି ତଳୁ ଦୁଇଟି ହାତୀ କଙ୍କାଳ ଜବତ ହୋଇଥିଲା। ଏହି ଦୁଇଟି ହାତୀ କଙ୍କାଳକୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗତ ୨ ଓ ୩ ତାରିଖରେ ଜେସିବି ଦ୍ୱାରା ଖୋଳି ବାହାର କରିଥିଲା। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri