ପ୍ରମାଣ ଅଭାବରୁ ୪ ଅଭିଯୁକ୍ତ ହେଲେ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୧୩।୬: ଅତିରିକ୍ତ ଜିଲା ଜଜ୍(ଏଡିଜେ)-୧ ସଂଘମିତ୍ରା ଶର୍ମା ସୋମବାର ଏକ ଡକାୟତି ଉଦ୍ୟମ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୪ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ବଡ଼ସାହିର ସୁକାନ୍ତ…
ରାଜ୍ୟରୁ ସୁସ୍ଥ ହେଲେ ୧୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୨ ଲକ୍ଷ ୭୯ ହଜାର ୩୩୭ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ…
‘ଆହୁରି ସୁଦୃଢ଼ ହେବ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା’
ଭୁବନେଶ୍ୱର,୧୩।୬(ବ୍ୟୁରୋ): ବନ୍ୟା, ବାତ୍ୟା, ମରୁଡ଼ି ପରି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଆହୁରି ସୁଦୃଢ଼ ହେବ। ଯାହା ଆବଶ୍ୟକ, ଖୁବ ଶୀଘ୍ର କାମ ଆରମ୍ଭ ହେବ। ଏସଆରସି ପ୍ରଦୀପ ଜେନାଙ୍କ ସହ ସୋମବାର ସମୀକ୍ଷା ବୈଠକ ପରେ ରାଜସ୍ବ ଓ ବିପର୍ଯ୍ୟୟ ମନ୍ତ୍ରୀ…
ଗୋଟିଏ ହଁ ରେ ରାତାରାତି ଷ୍ଟାର ପାଲଟିଯାଇଥିଲେ ଶିଳ୍ପା
ମୁମ୍ବାଇ: ନିଜର ଅଭିନୟ ଓ ଫିଟନେସକୁ ନେଇ ବଲିଉଡରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଶିଳ୍ପା ସେଟ୍ଟି ପୁଣିଥରେ ବଡ ପରଦାକୁ ଫେରୁଛନ୍ତି । କିଛିଦିନ ହେବ ବଡ ପରଦାରୁ ଦୂରେଇ ରହିଥିବା ଶିଳ୍ପା ଏବେ ‘ନିକମ୍ମା’ ଫିଲ୍ମକୁ ନେଇ…
ରାହୁଲଙ୍କୁ ୩ ଘଣ୍ଟା ଜେରା
ନୂଆଦିଲ୍ଲୀ,୧୩।୬: ଇଡି ଅଫିସରେ ରାହୁଲଙ୍କୁ ୩ ଘଣ୍ଟା ଜେରା କରାଯାଇଛି। ସୋମବାର ନ୍ୟାଶନାଲ ହେରାଲ୍ଡ ମାମଲାରେ ଇଡିରେ ହାଜର ହୋଇଥିଲେ ରାହୁଲ ଗାନ୍ଧି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟରେ ହାଜର ପରେ ରାହୁଲଙ୍କୁ ପଚରାଉଚରା କରାଯାଇଥିଲା। ଇଡିରେ ହାଜର ହେବାକୁ ଆଜି ରାହୁଲ…
ଆଜି ବିଧାୟିକା ଭାବେ ଶପଥ ନେବେ ଅଳକା ମହାନ୍ତି
ଭୁବନେଶ୍ୱର,୧୩।୬(ବ୍ୟୁରୋ): ବ୍ରରାଜନଗର ବିଧାୟିକା ଭାବେ ଅଳକା ମହାନ୍ତି ସୋମବାର ଅପରାହ୍ନରେ ଶପଥ ନେବେ । ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇବେ । ବ୍ରଜରାଜନଗର ଉପନିର୍ବାଚନରେ ଅଳକା ବିପୁଳ ସଂଖ୍ୟାର ଭୋଟ୍ରେ ବିଜୟ ହାସଲ କରିଥିଲେ।
ପୁଣି ପୂର୍ବତନ ସ୍ବାମୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ରାଖୀ
ପୁଣି ଚର୍ଚ୍ଚାରେ ଡ୍ରାମା କୁଇନ ରାଖୀ ସାୱନ୍ତ। ସ୍ବାମୀଙ୍କ ବିରୋଧରେ ଅଭିଯୋଗ ଆଣଛନ୍ତି ରାଖୀ। ଦୁହେଁ ପରସ୍ପର ଉପରେ ଲଗାତର ଅଭିଯୋଗ ଆଣିବାରେ ଲାଗିଛନ୍ତି। ଏବେ ପୁଣି ଥରେ ରାଖୀ ତାଙ୍କ ପୂର୍ବତନ ସ୍ବାମୀଙ୍କ ବିରୋଧରେ ଥାନାରେ ଦ୍ୱାରସ୍ତ ହୋଇଛନ୍ତି। ପୂର୍ବତନ…
ହାତୀ କଙ୍କାଳ ମିଳିବା ଘଟଣା: ତଦନ୍ତ ପରିସରଭୁକ୍ତ ହେବେ ଡିଏଫ୍ଓ
ଆଠଗଡ଼,୧୩।୬(ଡି.ଏନ୍.ଏ.): କଟକ ଜିଲା ଆଠଗଡ ବଡମ୍ବାରେ ମାଟି ତଳୁ ହାତୀ କଙ୍କାଳ ମିଳିବା ଘଟଣାରେ ଡିଏଫଓଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ । ଯଦି ଘଟଣାରେ ତାଙ୍କର କୌଣସି ହାତ ଥିବା ଜଣାପଡ଼େ ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…
ରାହୁଲ ଗାନ୍ଧୀଙ୍କ ଜେରାକୁ କଂଗ୍ରେସର ବିରୋଧ, ଥାନାରେ ଗାଇଲେ ‘ରଘୁପତି ରାଘବ ରାଜାରାମ’
ନୂଆଦିଲ୍ଲୀ,୧୩।୬: ‘ନ୍ୟାଶନାଲ ହେରାଲ୍ଡ’ ଖବରକାଗଜ ସଂକ୍ରାନ୍ତ ‘ମନି ଲଣ୍ଡରିଂ’ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ରାହୁଲ ଗାନ୍ଧୀଙ୍କୁ ଜେରାକରି ବିଭିନ୍ନ ପ୍ରଶ୍ନ ପଚାରିଛି। ଏପରିକି ପିଏମ୍ଏଲ୍ଏ ଆଇନର ଧାରା ୫୦ ଆଧାରରେ ରାହୁଲଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି। ଅନ୍ୟପକ୍ଷେ ଏହାକୁ ବିରୋଧକରି…
୧୪ ଦିନିଆ ନ୍ୟାୟିକ ହେପାଜତରେ ସ୍ବାସ୍ଥ୍ୟ ମନ୍ତ୍ରୀ
ନୂଆଦିଲ୍ଲୀ,୧୩।୫: ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ବେଆଇନ ଅର୍ଥ କାରବାରରେ ଗିରଫ ହୋଇଥିବା ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ । ସୋମବାର ଏହି ମାମଲାର ଶୁଣାଣି କରି ରୋଜ ଏଭେନ୍ୟୁ କୋର୍ଟ ସତୈନ୍ଦ୍ରଙ୍କୁ ନ୍ୟାୟିକ ହେପାଜତକୁ ପଠାଇ…
ଆମାଜନ ଦେବ ୨୦୦ କୋଟି ଫାଇନ୍
ନୂଆଦିଲ୍ଲୀ,୧୩।୬: ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ (ଏନ୍ସିଏଲଏଟି) ସୋମବାର ଆମେରିକାର ଇ-କମର୍ସ କମ୍ପାନୀ ଆମାଜନକୁ ବଡ ଝଟକା ଦେଇଛି । ଟ୍ରିବ୍ୟୁନାଲ ଆମାଜନ-ଫ୍ୟୁଚର ଗ୍ରୁପକୁ ନେଇ ଏକ ଆଦେଶ ଜାରି କରାଯାଇଛି। ଏଥିରେ ୪୫ ଦିନ ମଧ୍ୟରେ ୨୦୦ କୋଟି ଟଙ୍କା…
ସ୍ନାନଯାତ୍ରାରେ ମୁତୟନ ହେବେ ୫୨ ପ୍ଲାଟୁନ୍ ପୋଲିସ ଫୋର୍ସ
ପୁରୀ ଅଫିସ,୧୩।୬: ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ତେବେ ସ୍ନାନଯାତ୍ରାରେ ଭିଡ଼କୁ ଦୃଷ୍ଟିରେ ରଖିପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫୨ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୩ କମାଣ୍ଡାଣ୍ଟ, ୧୧ ଅତିରିକ୍ତ ଏସ୍ପି, ୨୧…
Archives


