Home Left

କଟକରେ ହେବ ଲିଜେଣ୍ଡ୍ସ ଲିଗ୍‌ ଫାଇନାଲ

ଭୁବନେଶ୍ୱର, ୨୩ା୯: ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସି)ର ଫାଇନାଲ ଅକ୍ଟୋବର ୫ରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକ ଶୁକ୍ରବାର ଘୋଷଣା କରିଛନ୍ତି। ଲିଗ୍‌ ପ୍ରତି ଖେଳପ୍ରେମୀଙ୍କ ଆଗ୍ରହ ପରିଲକ୍ଷିତ ହେଉଥିବା ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ଷ୍ଟାଡିୟମରେ…

ଶାଗୁଆନ କାଠ ବୋଝେଇ ଟ୍ରାକ୍ଟର ଜବତ

ପାତ୍ରପୁର,୨୩ା୯(ଡି.ଏନ.ଏ.): ସାମନ୍ତିଆପଲ୍ଲୀ ରେଞ୍ଜ ନାରାୟଣପୁର ଛକ ନିକଟରେ ଶୁକ୍ରବାର ଆନ୍ଧ୍ର ଚାଲାଣ ବେଳେ ଜଙ୍ଗଲ ବିଭାଗ ଶଗୁଆନ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମ ଜିଲାର ଅର୍ଜ୍ଜୁନ…

ସାର୍ବଜନୀନ ହେଲା ସମ୍ପତ୍ତି ତାଲିକା: ମୁଖ୍ୟମନ୍ତ୍ରୀଙ୍କ କମିଛି; ୪ ମନ୍ତ୍ରୀଙ୍କ ୪ ଚକିଆ ଯାନ ନାହିଁ

ଭୁବନେଶ୍ୱର,୨୩ା୯(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା । ଗତ ବର୍ଷ ତୁଳନାରେ ତାଙ୍କ…

କଲେଜ ଛାତ୍ରୀଙ୍କ ବ୍ୟାଗ ଲୁଟ ଘଟଣା, ୩ ଗିରଫ

ହିଞ୍ଜିଳିକାଟୁ, ୨୩ା୯(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରିଠାରେ ଗତ ଅଗଷ୍ଟ ୨୫ରେ ଜଣେ କଲେଜ ଛାତ୍ରୀ ସାଇକେଲରେ ଯାଉଥିବା ବେଳେ ବାଇକରେ ୩ଜଣ ଯୁବକ ତାଙ୍କ ବ୍ୟାଗକୁ ଲୁଟି ନେଇଥିଲେ। ବ୍ୟାଗରେ ଛାତ୍ରୀଙ୍କ ମୋବାଇଲ ସମେତ ସ୍କୁଲ କଲେଜର ସାର୍ଟିଫିକେଟ…

ମିଳିଲାନି ଚାରିକାନ୍ଧ ବାଇକ୍‌ରେ ନେଇ ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌/ପଦ୍ମପୁର,୨୩।୯: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମହୁଲପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭିମସାର୍‌, ବୁର୍ଲାରୁ ବ୍ୟବଚ୍ଛେଦ ହୋଇ ଏକ ମୃତଦେହ ଗ୍ରାମରେ ପହଞ୍ଚତ୍ବା ପରେ ଜାତିପ୍ରଥାକୁ କେନ୍ଦ୍ର କରି ମୃତକଙ୍କୁ ଚାରିକାନ୍ଧ ମିଳି ନ…

ଟି୨୦ ବିଶ୍ୱକପ୍‌ ପରେ ବାଜିବ ଆଇପିଏଲ୍‌ ବିଗୁଲ୍‌

ନୂଆଦିଲ୍ଲୀ,୨୩।୯: ଟି୨୦ ବିଶ୍ୱକପ୍‌ ପରେ ବାଜିପାରେ ଆଇପିଏଲ୍‌ର ଆଗାମୀ ସିଜନର ବିଗୁଲ୍‌। ଡିସେମ୍ବରରେ ଆଇପିଏଲ୍‌-୨୦୨୩ ଲାଗି ଅକ୍ସନ କରାଯାଇପାରେ। ଏହା ଏକ ମିନି ଅକ୍ସନ ହେବାକୁ ଯାଉଥିବା ବେଳେ ଏହା କେଉଁଠି ହେବ ତାହା ସ୍ଥିର କରାଯାଇନାହିଁ। ଡିସେମ୍ବର ଦ୍ୱିତୀୟ ଅଥବା…

ସନ୍ନ୍ୟାସ ନେଇ ଘୋଷଣା କଲେ ଭାରତର କିମ୍ବଦନ୍ତୀ ମହିଳା କ୍ରିକେଟର

ନୂଆଦିଲ୍ଲୀ,୨୩।୯: ଭାରତୀୟ କିମ୍ବଦନ୍ତୀ ମହିଳା ପେସର୍‌ ଝୁଲନ ଗୋସ୍ବାମୀ ଶୁକ୍ରବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଶନିବାର(ସେପ୍ଟେମ୍ବର ୨୪)ରେ ଖେଳାଯିବାକୁ ଥିବା ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ତାଙ୍କର ଶେଷ ମୁକାବିଲା…

ଟସ୍‌ ଜିତି ଅଷ୍ଟ୍ରେଲିଆକୁ ବ୍ୟାଟିଂ ନିମନ୍ତ୍ରଣ: ୨ ପରିବର୍ତ୍ତନ ସହ ଓହ୍ଲାଇଛି ଟିମ୍‌ ଇଣ୍ଡିଆ

ନାଗପୁର,୨୩।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଶୁକ୍ରବାର ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମୁକାବିଲା ଏଠାରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତ ଏକାଦଶରେ…

ଜାଣନ୍ତୁ ଆମିରଙ୍କ ଭାବିଜ୍ୱାଇଁ ନୁପୁର କିଏ?ଆୟରାଙ୍କୁ ବିବାହ କରିବାକୁ କରିଛନ୍ତି ପ୍ରପୋଜ…

ବମ୍ବେ: ଦୀର୍ଘଦିନର ପ୍ରେମ ସମ୍ପର୍କ ପରେ ବିବାହ କରିବାକୁ ସହମତି ପ୍ରକାଶ କରିଛନ୍ତି ବଲିଉଡ ସୁପରଷ୍ଟାର ଆମିର ଖାଁଙ୍କ ଝିଅ ଆୟରା। ଖୁବ୍‌ଶୀଘ୍ର ନୁପୁର ଶିଖରଙ୍କର ସହ ତାଙ୍କର ବିବାହ ହୋଇପାରେ। ଫିଲ୍ମ ଷ୍ଟାଇଲରେ ଇଟାଲୀରେ ସେ ଆୟରାଙ୍କୁ ପ୍ରପୋଜ କରିଛନ୍ତି।…

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର

ପଦ୍ମପୁର,୨୩।୯(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର ଗୋଷ୍ଠୀକେନ୍ଦ୍ରର ଚାବି ପକାଇବା ଘଟଣାକୁ ନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର କରାଯାଇଛି। ଏନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ମହମ୍ମଦ ଉମର ଅଲ୍ଲୀ ବିଡିଓଙ୍କ ନିକଟରେ ଓ ବାସୁଦେବପୁର ଥାନାରେ…

ଦବଙ୍ଗ ଦିଲ୍ଲୀ-ୟୁ ମୁମ୍ବା ଉଦ୍‌ଘାଟନୀ ମୁକାବିଲା

ନୂଆଦିଲ୍ଲୀ,୨୩ା୯: ପ୍ରୋ-କବାଡ଼ି ଲିଗ୍‌ ସିଜନ-୯ ଆସନ୍ତା ଅକ୍ଟୋବର ୭ରୁ ଆରମ୍ଭ ହେବ। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ ବେଙ୍ଗାଲୁରୁରେ ଦବଙ୍ଗ ଦିଲ୍ଲୀ କେସି ଓ ୟୁ ମୁମ୍ବା ମଧ୍ୟରେ ହେବ। ପ୍ରଥମ ଦିବସରେ ଆଉ ଦୁଇଟି ମ୍ୟାଚ ମଧ୍ୟ ଖେଳାଯିବ। ତନ୍ମଧ୍ୟରୁ ଗୋଟିଏ…

କାର୍ଯ୍ୟାଳୟରେ ପଶି ଆକ୍ରମଣ: ୭ ବିଦ୍ୟୁତ୍‌ କର୍ମଚାରୀ ଗୁରୁତର

ବାରିପଦା ଅଫିସ,୨୩।୯: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଧୀନ ଛାଞ୍ଚ ବିଦ୍ୟୁତ୍‌ ସେକ୍ସନ କାର୍ଯ୍ୟାଳୟରେ ବୁଧବାର ୪୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ପଶି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହେଉଛି। ଆକ୍ରମଣରେ ୭ ଜଣ କର୍ମଚାରୀ ଗୁରୁତର ହୋଇଛନ୍ତି। ସମସ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?