Home Left

ପୁଣି ରାଜ୍ୟରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ରବିବାର ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ନବ୍ୟା-ସିଦ୍ଧାନ୍ତଙ୍କ ପ୍ରେମ କାହାଣୀକୁ ନେଇ ପୁଣି ହେଲା ଚର୍ଚ୍ଚା

ମୁମ୍ବାଇ: ବିଗ ବି ଅମିତାଭଙ୍କ ନାତୁଣି ନବ୍ୟା ନଭେଲି ନନ୍ଦା ଓ ଅଭିନେତା ସିଦ୍ଧାନ୍ତ ଚତୁର୍ବେଦୀଙ୍କ ରିଲେସନଶିପକୁ ନେଇ ପୁଣି ଚର୍ଚ୍ଚା ହୋଇଛି । ଉଭୟ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ଥିବା ବେଳେ ଏବେ ଉଭୟଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା…

ସାଉଥ୍‌ କୋରିଆ

ଏସିଆ ମହାଦେଶର ପୂର୍ବ ଭାଗରେ ରହିଛି ସାଉଥି କୋରିଆ। ଏହା ପୃଥିବୀର ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଭାବେ ପରିଗଣିତ। ତେବେ ଜାଣିବା ଏହି ଦେଶ ସମ୍ପର୍କରେ କିଛି ରୋଚକ ତଥ୍ୟ… ପୃଥିବୀର ସବୁଠୁ କମ୍‌ ସଂଖ୍ୟକ ମେଦବହୁଳ ବ୍ୟକ୍ତି ଏଠାରେ…

ରଜ ପ୍ଲାନିଂ…

ଆଉ ମାତ୍ର ଦିନକର ଅପେକ୍ଷା ପରେ ଆରମ୍ଭ ହେବ ରଜ ମଉଜ। ଏଥର କୋଭିଡ୍‌ କଟକଣା ବି ଆଉ ନାହିଁ। ତେଣୁ ଜୋର୍‌ସୋରରେ ଚାଲିଛି ରଜ ପ୍ରସ୍ତୁତି। କିଏ ମାର୍କେଟ୍‌କୁ ଆସିଥିବା ଭଳିକି ଭଳି ଡ୍ରେସ୍‌ କିଣୁଛନ୍ତି ତ କିଏ ଫିଲ୍ମ…

ବିଶ୍ୱବିଦ୍ୟାଳୟ ନିଯୁକ୍ତିରେ ସଂରକ୍ଷଣ ନିୟମ ଉଲ୍ଲଂଘନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଅର୍ଥନୀତି ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ଆଇନର ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ହାଇକୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ ହୋଇଛି। ହାଇକୋର୍ଟ ଏହାକୁ ଗ୍ରହଣ କରିବା ସହ ଜୁଲାଇ ୧୪କୁ…

ପ୍ରୟାଗରାଜ ହିଂସା ମାମଲାରେ ଜେଲ ଗଲେ ୬୪ ଅଭିଯୁକ୍ତ, ମୁଖ୍ୟ ଅଭିଯୁକ୍ତଙ୍କ ଘର ଉପରେ ଚାଲିପାରେ ବୁଲଡୋଜର

ନୂଆଦିଲ୍ଲୀ,୧୨ ।୬: ପ୍ରଫେଟ ମହମ୍ମଦଙ୍କ ଉପରେ ଆପତ୍ତିଜନକ ଟିପ୍ପଣି ଦେବା ମାମଲାରେ ଶୁକ୍ରବାରର ନମାଜ ପରେ ଉତ୍ତର ପ୍ରଦେଶର ବିଭିନ୍ନ ଅଞ୍ଚଳରେ ହିଂସା ବ୍ୟାପିଛି । ପ୍ରୟାଗରାଜ ସହର ଏଥିରୁ ବାଦ ଯାଇନାହିଁ । ତେବେ ପୋଲିସର ଆକ୍ସନ ପରେ ମାଷ୍ଟରମାଇଣ୍ଡ…

ରଥଯାତ୍ରା ପାଇଁ ପାର୍କିଂ ଟେଣ୍ଡରରେ ପାତରଅନ୍ତର

ପୁରୀ ଅଫିସ,୧୨।୬: ରଥଯାତ୍ରା ପାଇଁ ପାର୍କିଂ, ଜୋତାଷ୍ଟାଣ୍ଡ ଓ ଉଠା ଦୋକାନୀଙ୍କଠାରୁ ଶୁଳ୍କ ଆଦାୟ କରିବା ପାଇଁ ପୁରୀ ମ୍ୟୁନିସିପାଲିଟି ଟେଣ୍ଡର ବିଜ୍ଞପ୍ତି ପ୍ରକାଶ କରିଛି। ତେବେ ଟେଣ୍ଡର ଡକାଯିବା ପୂର୍ବରୁ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ପାତରଅନ୍ତର କରି ଟେଣ୍ଡର ବାଣ୍ଟୁଥିବା ଅଭିଯୋଗ…

୩ କମ୍ପାନୀର ୨ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର, ୧୨।୬(ବ୍ୟୁରୋ):  ଗ୍ରାହକଙ୍କୁ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଆଦାୟ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଶୁକ୍ରବାର ଆଉ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ…

ବିଶ୍ୱ ବ୍ୟାପାର ସଙ୍ଗଠନ ସମ୍ମିଳନୀରେ କୃଷକ, ମତ୍ସଜୀବୀଙ୍କ ହିତ ଉପରେ ଗୁରୁତ୍ୱ ଦେବ ଭାରତ

ନୂଆଦିଲ୍ଲୀ,୧୨ ।୬: ରବିବାରଠାରୁ ଆରମ୍ଭ ହେଉଥିବା ବିଶ୍ୱ ବ୍ୟାପାର ସଙ୍ଗଠନ(ୱାର୍ଲଡ ଟ୍ରେଡ ଅର୍ଗାନାଇଜେଶନ)ର ଦ୍ୱାଦଶ ମନ୍ତ୍ରିସ୍ତରିୟ ସମ୍ମିଳନୀରେ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମ ପାଇଁ ଶସ୍ୟର ସର୍ବସାଧାରଣ ସଂରକ୍ଷଣ ତଥା କୃଷକ ଓ ମତ୍ସଜୀବିଙ୍କ ସ୍ୱାର୍ଥକୁ ଦୃଢ ଭାବରେ ରକ୍ଷା କରିବା ପାଇଁ…

ଆକାଉଣ୍ଟକୁ ଫେରିଲା ୮.୬୦ ଲକ୍ଷ ଟଙ୍କା

ରାଉରକେଲା ଅଫିସ,୧୨।୬: ରାଉରକେଲା ଛେଣ୍ଡ ସ୍ଥିତ ଏଲ୍‌. ବ୍ଲକର ଜଣେ ବ୍ୟକ୍ତି ସାଇବର ଠକେଇର ଶିକାର ହୋଇଥିଲେ। ଏ ନେଇ ରାଉରକେଲା ସାଇବର ଥାନାରେ ଅଭିଯୋଗ ହୋଇଥିଲା। ସାଇବର ପୋଲିସ ତଦନ୍ତ କରିବା ପରେ ଉକ୍ତ ବ୍ୟକ୍ତି ଜଣକ ୮ଲକ୍ଷ ୬୦…

‘ସବୁ ବର୍ଗର କଲ୍ୟାଣ ହିଁ ପ୍ରକୃତ ବିକାଶ’

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଶାନ୍ତି ଓ ଭାଇଚାରା ପାଇଁ ଓଡ଼ିଶା ପ୍ରସିଦ୍ଧ। ବିଭିନ୍ନ କମ୍ୟୁନିଟି ମଧ୍ୟରେ ସଦ୍‌ଭାବ ପାଇଁ ଓଡ଼ିଶା ସାରା ଦେଶରେ ଆଦର୍ଶ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶନିବାର ସୂଚନା ଭବନଠାରେ ଚଳିତବର୍ଷର ହଜ୍‌ ଯାତ୍ରୀଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମର…

ରଜରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ। ଏଥିପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ମଙ୍ଗଳବାରଠାରୁ ରଜ ପର୍ବ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri