ଆକ୍ସନ ମୁଡରେ ମୁଖ୍ୟମନ୍ତ୍ରୀ ଯୋଗୀ, ୟୁପିରେ ଏବେ ପର୍ଯ୍ୟନ୍ତ ୨୨୫ ଗିରଫ, ୯ ଜିଲାରେ ୧୩ ଏଫଆଇଆର
ଲକ୍ଷ୍ନୌ,୧୨ ।୬: ଶୁକ୍ରବାରର ନମାଜ ପରେ ଉତ୍ତର ପ୍ରଦେଶ ସମେତ ଦେଶର ୩ ରାଜ୍ୟରେ ହିଂସା ବ୍ୟାପିବାରେ ଲାଗିଛି । ଏହାକୁ ଦେଖି ସରକାର ଆଲର୍ଟ ହୋଇ ଯାଇଛନ୍ତି । ହିଂସାର ଦ୍ୱିତୀୟ ଦିନ ଅର୍ଥାତ୍ ଶନିବାର ପୋଲିସ-ପ୍ରଶାସନ ମିଶି ଦୃଢ…
ବେବିବମ୍ପ୍ ସହ ରାସ୍ତାରେ ନଜର ଆସିଲେ ସୋନମ
ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ଗର୍ଭବତୀ ଅଛନ୍ତି। ସେ ଏବେ ଲଣ୍ଡନ ରାସ୍ତାରେ ଭଉଣୀ ରିୟା କପୁରଙ୍କ ସହ ତାଙ୍କ ଖୁସି ସମୟ ବିତାଉଥିବାର ନଜର ଆସିଛନ୍ତି। ସୋନମଙ୍କ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ ଭଉଣୀ ରିୟା …
ହିନ୍ଦୁ ଦେବାଦେବୀଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟକୁ ନେଇ ଏତଲା
କୋକସରା,୧୧ା୬(ଡି.ଏନ୍.ଏ.): ବିବାଦୀୟ ଜ୍ଞାନବାପି ମସ୍ଜିଦ ବିଷୟରେ ଏକ ଟିଭି ଚ୍ୟାନେଲର ବିତର୍କରେ ହିନ୍ଦୁଧର୍ମ ତଥା ହିନ୍ଦୁ ଦେବାଦେବୀଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ପ୍ରସଙ୍ଗ ଏବେ କଳାହାଣ୍ଡିରେ ପହଞ୍ଚିଛି। ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ନୂପୁର ଶର୍ମା ଓ ଏସ୍ଡିଆଇ ରାଜନୈତିକ ଦଳର…
କୋରାପୁଟର ୨୦ ଆବାସିକ ଛାତ୍ରାବାସକୁ ମିଳିଲା ଆଇଏସ୍ଓ ସାର୍ଟିଫିକେଟ
କୋରାପୁଟ,୧୧ା୬(ସ୍ବ.ପ୍ର.): କୋରାପୁଟ ଜିଲାର ୨୦ଟି ଆବାସିକ ବିଦ୍ୟାଳୟକୁ ଆଇଏସ୍ଓ ସାର୍ଟିଫିକେଟ ମିଳିଛି। ଏନେଇ କୋରାପୁଟ ଜିଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡି ସୂଚନା ଦେଇଛନ୍ତି। ପ୍ରାୟ ୧ ବର୍ଷ ଧରି ଛାତ୍ରାବାସରେ ବିଭିନ୍ନ ଆନୁସଙ୍ଗିକ ବ୍ୟବସ୍ଥାର ଉପଲବ୍ଧିକୁ ଦେଖି ଏହି…
ବ୍ୟବଚ୍ଛେଦ ପରେ ପୋତାଗଲା ହାତୀ ମୃତଦେହ
କେନ୍ଦୁଝର/ଆନନ୍ଦପୁର,୧୧ା୬(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ହଦଗଡ଼ ହସ୍ତୀ ଅଭୟାରଣ୍ୟରୁ ବନ ବିଭାଗ ଏକ ଗଳିତ ଦନ୍ତାହାତୀ ମୃତଦେହ ଶନିବାର ସକାଳେ ଜବତ କରିଥିଲା। ହାତୀଟି ୩ /୪ ଦିନ ତଳେ ମରିଥିବା ସନ୍ଦେହ କରାଯାଉଛି। ହଦଗଡ଼ ହସ୍ତି ଅଭୟାରଣ୍ୟ ମଧ୍ୟରେ…
ପୋଡ଼ିଲେ ମାଓବାଦୀ ପୋଷାକ, ସମାଜର ମୁଖ୍ୟସ୍ରୋତରେ ହେଲେ ସାମିଲ
ଚିତ୍ରକୋଣ୍ଡା,୧୧ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ସଫଳ ହେବାକୁ ଲାଗିଛି ସରକାରଙ୍କ ଆଣ୍ଟି ମାଓବାଦୀ ଅପରେଶନ। ଜିଲାରୁ ମାଓବାଦୀଙ୍କୁ ସମ୍ପୂର୍ଣ୍ଣ ଭାବରେ ମୂଳପୋଛ କରିବା ପାଇଁ ବିଏସ୍ଏଫ୍ ଆସିବା ପରେ ମାଲକାନଗିରିର ଚିତ୍ର ବଦଳିଗଲା। ଧୀରେ ଧୀରେ ଗୋଟିଏ ପରେ ଗୋଟିଏ ମାଓବାଦୀ ଦୁର୍ଗ…
୫-ଟି ସଚିବଙ୍କୁ ଭେଟିଲେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା,ଉପାଧ୍ୟକ୍ଷ
ଗଞ୍ଜାମ,୧୧ା୬(ଡି.ଏନ୍.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବିଶ୍ୱାଳ ଭୁବନେଶ୍ୱରରେ ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ରାଜ୍ୟ ସରକାରଙ୍କ…
ସଞ୍ଜୟ ଦତ୍ତଙ୍କ ଯୋଗୁ ଅଡ଼ୁଆରେ ଫସିଥିଲେ ମାଧୁରୀ
ବମ୍ବେ: ନବେ ଦଶକରେ ବଲିଉଡ୍ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍’, ‘ଖଳନାୟକ’ ଭଳି ଚଳଚ୍ଚିତ୍ରରେ କାମ କରିବା ପରେ ଉଭୟ ଉଭୟଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ଜୋର…
ନୁପୁର ଶର୍ମାଙ୍କ ଉପରେ ଉତ୍ତେଜନାମୂଳକ ଭିଡିଓ କରି ଗିରଫ ହେଲେ କଶ୍ମୀରର ୟୁଟ୍ୟୁବର୍
ନୂଆଦିଲ୍ଲୀ,୧୧।୬: ନିଲମ୍ବିତ ଭାଜପା ମୁଖପାତ୍ର ନୁପୁର ଶର୍ମାଙ୍କ ମୁଣ୍ଡ ବିରୋଧରେ ଉତ୍ତେଜନାମୂଳକ ଭିଡିଓ କରି ଗିରଫ ହୋଇଛନ୍ତି କଶ୍ମୀରର ୟୁ-ଟ୍ୟୁବର ଫୈଜଲ ୱାନି। ଶନିବାର ତାଙ୍କୁ ଜମ୍ମୁ-କଶ୍ମୀର ପୁଲିସ ଗିରଫ କରିଛି। ୟୁଟ୍ୟୁବ୍ରେ ଫୈଜଲଙ୍କର ‘ଡିପ୍ ପେନ୍ ଫିଟ୍ନେସ୍’ ନାମରେ ଏକ…
୨୩ ହଜାର ବର୍ଷ ପୂର୍ବେ ଆମେରିକାରେ ବାସ କରୁଥିଲେ ମଣିଷ, ହିମ ମାନବର ପାଦଚିହ୍ନର ସନ୍ଧାନ…
ଓ୍ବାଶିଂଟନ, ୧୧।୬ : ଆମେରିକାରେ ୨୩ ହଜାରେ ବର୍ଷ ପୂର୍ବେ, ଏପରି ଏକ ସମୟ ଥିଲା ଯେତେବେଳେ ପୃଥିବୀ ଅତ୍ୟଧିକ ଥଣ୍ଡା ଥିଲା । ସେହି ସମୟରେ ପୃଥିବୀ ପୃଷ୍ଠରେ ବରଫର ପରିମାଣ ଏତେ ଥିଲା ଯେ ବୈଜ୍ଞାନିକମାନେ ଏହାକ ୁ…
ଦେବସ୍ନାନ ପୂର୍ଣ୍ଣିମା: ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା
ପୁରୀ ଅଫିସ,୧୧।୬: ଦେବସ୍ନାନ ପୂର୍ଣ୍ଣିମାକୁ ଆଉ ମାତ୍ର ଦୁଇ ଦିନ । ପାଗ ଅନୁକୂଳ ଯୋଗୁ ସ୍ନାନ ପୂର୍ଣ୍ଣିମା ଅଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାର୍କେଟ ଛକରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ…
୧୭ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ ଜିଲାରେ କାଳବୈଶାଖୀ ଆଶଙ୍କା କରାଯାଉଛି। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ଏହି ଜିଲାଗୁଡ଼ିକର ଗୋଟେ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ବିଶେଷ…
Archives


