Home Left

୬୭ ପବ୍‌ରେ ମଦ ପିଇ ୱାଲର୍‌ଡ ରେକର୍ଡ

ଲଣ୍ଡନ: ୱାଲର୍‌ଡ ରେକର୍ଡ କରିବା ନିଶାରେ ଅନେକ ବ୍ୟକ୍ତି ଅଜବ କାମ କରିବାକୁ ପଛାଇ ନ ଥାନ୍ତି। ଏପରି ଏକ ଘଟଣା ସାମ୍‌ନାକୁ ଆସିଛି। ବ୍ରିଟେନ୍‌ରେ ରହୁଥିବା ୨୨ ବର୍ଷୀୟ ନାଥନ କ୍ରିମ୍ପ ୱାଲର୍‌ଡ ରେକର୍ଡ କରିବା ପାଇଁ ଦୌଡି ଦୌଡି…

‘ପିଏନ୍‌ବି ରକ୍ଷକ ପ୍ଲସ ସ୍କିମ୍‌’ର ନବୀକରଣ

ନୂଆଦିଲ୍ଲୀ,୨୩।୯:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ପକ୍ଷରୁ ଭାରତୀୟ ସେନା ସହ ହୋଇଥିବା ସ୍ବତନ୍ତ୍ର ବୀମା ସ୍କିମ୍‌ ‘ପିଏନ୍‌ବି ରକ୍ଷକ ପ୍ଲସ ସ୍କିମ୍‌’ର ବୁଝାମଣା ପତ୍ର (ଏମ୍‌ଓୟୁ)ର ନବୀକରଣ କରାଯାଇଛି। ଗୁରୁବାର ଦିଲ୍ଲୀର ଭାରତୀୟ ସେନା ମୁଖ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ…

ମେକ୍ସିକୋ ବାରରେ ଫାୟରିଂ, ୧୦ ମୃତ

ମେକ୍ସିକୋ ସିଟି,୨୩ ।୯: ମେକ୍ସିକୋର ଏକ ବାରରେ ଜଣେ ଅଜ୍ଞାତ ବନ୍ଧୁକ ଧାରୀ ଆଖିବୁଜା ଗୁଳିଚାଳନା କରିବାରୁ ଅତିକମରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି…

ପାର୍ବଣ ପୂର୍ବରୁ ମୂଲ୍ୟ ବଢ଼ାଇଲା ହିରୋ

ନୂଆଦିଲ୍ଲୀ,୨୩।୯: ଚଳିତ ବର୍ଷଣ ପାର୍ବଣ ପୂର୍ବରୁ ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପର ବିଭିନ୍ନ ବର୍ଗର ବାଇକ ମୂଲ୍ୟ ଉପରେ ୧୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିଥିବା ଜଣାପଡ଼ିଛି। ଏପରିକି ଏହି ବର୍ଦ୍ଧିତ ମୂଲ୍ୟ ଗୁରୁବାରଠାରୁ ସାରା ଦେଶରେ…

ଉତ୍ପାଦନ-ଆର୍ଥିକ ମାନଦଣ୍ଡରେ ନାଲ୍‌କୋର ଦୃଢ଼ ପ୍ରଦର୍ଶନ

ଭୁବନେଶ୍ୱର,୨୩।୯:ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ)ର ୪୧ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ଗୁରୁବାର ଭୁବନେଶ୍ୱରଠାରେ ଆୟୋଜିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଅଂଶୀଦାରମାନେ ୧୪,୧୮୧ କୋଟି ଟଙ୍କାର ସର୍ବାଧିକ ଆୟ ସାଙ୍ଗକୁ ବିକ୍ରୟ କାରବାର…

ପୁନର୍ଗଠିତ ହେବ ଓଡ଼ିଶା ସମବାୟ ସେବାବର୍ଗ

ଭୁବନେଶ୍ବର,୨୩ା୯(ବ୍ୟୁରୋ): ଓଡିଶା ସମବାୟ ସେବାବର୍ଗ ହେଉଛି ଓଡିଶା ପ୍ରଶାସନିକ ସେବାବର୍ଗର ଗୋଟିଏ ଅଂଶ। ବର୍ତ୍ତମାନ ନିବନ୍ଧକ ସମବାୟ ସମିତି ସମୂହ, ଓଡିଶାଙ୍କ କାର୍ଯ୍ୟଭାର, ଦାୟିତ୍ୱ ଓ ଉତ୍ତରଦାୟିତ୍ୱ ବହୁ ମାତ୍ରାରେ ବୃଦ୍ଧି ପାଇଛି। ଏହାର ପ୍ରତିଷ୍ଠା ହେବା ଠାରୁ ମାତ୍ର ଛୋଟିଆ…

ବିଗ୍‌ବସ୍‌କୁ ଆସିବା ପାଇଁ ଶିଳ୍ପାଙ୍କ ସ୍ବାମୀ ଦାବି କରୁଛନ୍ତି ଏତିକି କୋଟି, ଫି’ ଜାଣିଲେ ଚମକି ପଡ଼ିବେ

ମୁମ୍ବାଇ: ବିଗ୍‌ବସ୍‌- ୧୬ରେ ଦିନକୁ ଦିନ ନୂଆ ନୂଆ କଥା ସାମ୍ନାକୁ ଆସୁଛି। ଶୋ’ରେ ଭାଗ ନେବା ପାଇଁ ଏପର୍ଯ୍ୟନ୍ତ ଅନେକ ଲୋକଙ୍କ ନାଁ ସାମ୍ନାକୁ ଆସିଛି। ଏଥି ସହିତ ଅନେକ ପ୍ରତିଯୋଗୀଙ୍କ ନାମ ମଧ୍ୟ ଷ୍ଟାମ୍ପ କରାଯାଇଛି। ତଥାପି ଏପରି…

ଆସନ୍ତା ୨୫ରେ ଟେଲିଭିଜନରେ ପ୍ରସାରିତ ହେବ ‘ଆର୍‌ଆର୍‌ଆର୍‌’

ମୁମ୍ବାଇ: ଏସ୍‌ ଏସ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ ଚଳିତ ବର୍ଷ ସୁପରହିଟ୍‌ ଫିଲ୍ମ ବୋଲି ପ୍ରମାଣିତ ହୋଇଛି। ଏହି ଫିଲ୍ମଟି ମାର୍ଚ୍ଚ ୨୪ରେ ପରଦାକୁ ଆସିଥିଲା। ଯାହା ବେଶ୍‌ ଲୋକପ୍ରିୟ ହୋଇଥିଲା। ବକ୍ସ ଅଫିସରେ ମଧ୍ୟ ରେକର୍ଡ ସଂଖ୍ୟକ ଆୟ…

ଶେଷ ହୋଇନାହିଁ ମହାମାରୀ, ହେଲେ ଦେଖାଯାଉଛି ଏହାର ଅନ୍ତ: ଡବ୍ଲୁଏଚଓ ମୁଖ୍ୟ

ନ୍ୟୁୟର୍କ,୨୩ ।୯: କରୋନା ମହାମାରୀ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ । ହେଲେ ଏହାର ଅନ୍ତ ଖୁବ୍ ନିକଟରୁ ଦେଖାଯାଉଛି । ନ୍ୟୁୟର୍କରେ ଆୟୋଜିତ ୟୁଏନଜିଏ ବୈଠକରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମହାନିର୍ଦ୍ଦେଶକ ଡା. ଟେଡ୍ରୋସ ଅଧନୋମ ଘେବ୍ରେୟସସ କହିଛନ୍ତି ।…

ସୁପ୍ରିମକୋର୍ଟରେ ବଂଶଧାରା ମାମଲା ଶୁଣାଣି ଘୁଞ୍ଚିଲା

ନୂଆଦିଲ୍ଲୀ,୨୩ା୯:ବଂଶଧାରା ଜଳବିବାଦ ଟ୍ରିବ୍ୟୁନାଲ ରାୟକୁ ଚ୍ୟାଲେଞ୍ଜ କରି ଓଡ଼ିଶା ସରକାରଙ୍କ ପକ୍ଷରୁ ଦାଏର ଏକାଧିକ ପିଟିଶନର ଶୁଣାଣିକୁ ଗୁରୁବାର ସର୍ବୋଚ୍ଚ ଅଦାଲତ ଘୁଞ୍ଚାଇ ଦେଇଛନ୍ତି। ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କ ଖଣ୍ଡପୀଠ ଶୁଣାଣିକୁ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ…

ସ୍ତ୍ରୀ ଖୁସି ପାଇଁ ଅନ୍ୟର ପିଲାକୁ ହସ୍ପିଟାଲରୁ ନେଇଥିଲେ ସ୍ବାମୀ

ରାୟଗଡ଼ା ଅଫିସ,୨୩ା୯: ପ୍ରସବ ବେଳେ ନିଜ ସନ୍ତାନ ନଷ୍ଟ ହୋଇଯିବାରୁ ସ୍ତ୍ରୀ ଭାଙ୍ଗିପଡ଼ିଥିଲେ। ଫଳରେ ଅନ୍ୟର ଶିଶୁପୁତ୍ରକୁ ଡାକ୍ତରଖାନାରେ ଏକା ଦେଖି ସ୍ବାମୀ ଘରକୁ ନେଇଗଲେ। ହେଲେ ୮ମାସର ଶିଶୁପୁତ୍ର ନିଜ ମା’କୁ ଛାଡ଼ି ତାଙ୍କ ପାଖରେ ରହିପାରି ନ ଥିଲେ।…

ଉଲଗ୍ନ ଅବସ୍ଥାରେ ଘରକୁ ଚାଲିଚାଲି ଗଲେ ଗଣବଳାତ୍କାର ପୀଡ଼ିତା

ମୋରଦାବାଦ, ୨୩ା୯: ଉତ୍ତରପ୍ରଦେଶର ମୋରଦାବାଦରୁ ଏକ ସମ୍ବେଦନଶୀଳ ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୫ ବର୍ଷୀୟା ବାଳିକା ଉଲଗ୍ନ ଅବସ୍ଥାରେ ରାସ୍ତାରେ ଚାଲିଚାଲି ଯାଉଥିବାର ସିସିଟିଭି ଫୁଟେଜ୍‌ ଓ ଭିଡିଓ ଭାଇରାଲ ହେବାରେ ଲାଗିଛି। ତାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?