Home Left

ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ…

୧୭ ଚୁମ୍ବନରୁ କ୍ୟାରିୟର ଆରମ୍ଭ କରିଥିଲେ ଏହି ଅଭିନେତ୍ରୀ

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ମଲ୍ଲିକା ଶେରାଓ୍ବତଙ୍କ ୨୦୦୩ ମସିହାରେ ଫିଲ୍ମ ‘ଖ୍ବାହିଶ’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ। ପ୍ରଥମ ଚଳଚ୍ଚିତ୍ରରେ ୧୭ଟି ଚୁମ୍ବନ ଦୃଶ୍ୟ ସହିତ ମଲ୍ଲିକା କ୍ୟାରିୟର ଆରମ୍ଭ କରିଥିଲେ। ତେବେ ମଲ୍ଲିକା ଫିଲ୍ମ ‘ମର୍ଡର’ରୁ ଖ୍ୟାତି ଅର୍ଜନ କରିଥିଲେ।…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୪ ଜଣ…

ବସ୍‌-କାର୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୪ ଭାରତୀୟ ପର୍ଯ୍ୟଟକଙ୍କ ଜୀବନ

କାଠମାଣ୍ଡୁ,୨୬।୪: ନେପାଳର ଧାଡିଙ୍ଗ ଜିଲାରେ ବସ୍‌-କାର୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ୪ ଭାରତୀୟ ପର୍ଯ୍ୟଟକଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଠାକ୍‌ରେ ଅଞ୍ଚଳ ଅନ୍ତର୍ଗତ ପୃଥ୍ବୀ ହାଇଓ୍ବେର ଏହି ଦୁର୍ଘଟଣା ଘଟିଛି। ଭାରତୀୟ ପର୍ଯ୍ୟଟକମାନେ ପୋଖରା ଭ୍ରମଣ କରି…

ୟୁକ୍ରେନର ୫ ରେଲୱେ ଷ୍ଟେଶନ ଉପରେ ରୁଷିଆର ଆକ୍ରମଣ: ଶହ ଶହ ଲୋକଙ୍କ ମୃତ୍ୟୁ ଆଶଙ୍କା

କ୍ୱିଭ,୨୬ ।୪: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ କମ୍ ହେବା ଲକ୍ଷ୍ୟ କରାଯାଉ ନାହିଁ । ସୋମବାର ରୁଷିଆ ସେନା ୟୁକ୍ରେନ୍‌ର ପ୍ରାୟ ୫ଟି ରେଲୱେ ଷ୍ଟେଶନ ଉପରେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଶହ ଶହ ଲୋକଙ୍କ ମୃତ୍ୟୁ…

ସୋସିଆଲ ମିଡିଆରେ ଗୋଟିଏ ପୋଷ୍ଟ ପାଇଁ କୋଟି କୋଟି ଟଙ୍କା ନିଅନ୍ତି ଶାହାରୁଖ

ମୁମ୍ବାଇ: ଶାହାରୁଖ ଖାଁ ବଲିଉଡର ଜଣେ ଆଗଧାଡିର କଳାକାରଙ୍କ ମଧ୍ୟରୁ ଅନ୍ୟତମ । ବଲିଉଡର ଏହି ବାଦଶାହାଙ୍କୁ ୨୦୧୮ ପରଠାରୁ ଆଉ ସିଲଭର ସ୍କ୍ରିନରେ ଦେଖିବାକୁ ମିଳିନାହିଁ ସତ । ହେଲେ ତାଙ୍କର ପପୁଲାରିଟି ବର୍ଷକୁ ବର୍ଷ ବଢିବାରେ ଲାଗିଛି ।…

ଅଳିଆ ଗଦାରେ ଲାଗିଲା ନିଆଁ: ଲିଭାଇବାକୁ ପହଞ୍ଚିଲା ୩୫ ଦମକଳ ଗାଡି

ନୂଆଦିଲ୍ଲୀ,୨୬ ।୪: ରାଜଧାନୀ ଦିଲ୍ଲୀକୁ ଲାଗି ରହିଥିବା ଗୁରୁଗ୍ରାମର ମାନେସର ଅଞ୍ଚରେ ସୋମବାର ବିଳମ୍ବିତ ରାତିରେ ଅଳିଆ ଗଦାରେ ଭିଷଣ ନିଆଁ ଲାଗିଯାଇଥିଲା । ସେକ୍ଟର- ୬ ନିକଟରେ ଲାଗିଥିବା ଏହି ନିଆଁକୁ ଲିଭାଇବାକୁ ପ୍ରାୟ ୩୫ଟି ଦମକଳ ଗାଡି ସେଠାରେ…

୩ଟି ବଡ଼ ସଫଳତା ହାସଲ କଲେ ଶିଖର ଧାୱନ

ମୁମ୍ବାଇ,୨୬।୪: ଆଇପିଏଲ ୨୦୨୨ର ୩୮ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସର ଓପନର୍‌ ଶିଖର ଧାୱନ  ୩ଟି ବଡ଼ ସଫଳତା ହାସଲ କରିଛନ୍ତି। ଏହି ମ୍ୟାଚ୍‌ରେ ୩୬ ବର୍ଷୀୟ ଧାୱନ ଆଇପିଏଲରେ ନିଜର ୨୦୦ତମ ମ୍ୟାଚ ଖେଳିବାକୁ ଓହ୍ଲାଇଥିଲେ। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ…

ପାକିସ୍ତାନ ଫେରିବେ ନୱାଜ: ଜାରି ହେଲା ୧୦ ବର୍ଷ ପାଇଁ ପାସପୋର୍ଟ

ଇସଲାମାବାଦ,୨୬ ।୪: ଇମ୍ରାନ ଖାଁଙ୍କୁ ଗାଦିଚ୍ୟୁତ କରିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଆସନରେ ବସିଥିବା ଶହବାଜ ଶରିଫ ଯେଉଁ କାର୍ଯ୍ୟ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି ତାହା ହେଲା ଭାଇ ନୱାଜ ଶରିଫଙ୍କୁ ପାକିସ୍ତାନ ଫେରାଇ ଆଣିବା । ଶହବାଜ ପ୍ରଧାନମନ୍ତ୍ରୀ…

୨୮ ବର୍ଷ ସାନ ଯୁବତୀଙ୍କୁ ବିବାହ କରିବେ ୬୬ ବର୍ଷୀୟ କ୍ରିକେଟର୍‌

କୋଲକତା,୨୬।୪:ଭାରତର ପୂର୍ବତନ କ୍ରିକେଟର ତଥା ସମୀକ୍ଷକ ଅରୁଣ ଲାଲ ୬୬ ବର୍ଷ ବୟସରେ ଦ୍ୱିତୀୟ ଥର ବିବାହ କରିବାକୁ ଯାଉଛନ୍ତି। ତାଙ୍କର ଭାବି ସ୍ତ୍ରୀ ବୁଲବୁଲ ସାହାଙ୍କୁ ୩୮ ବର୍ଷ ବୟସ। ଉଭୟଙ୍କ ବୟସରେ ୨୮ ବର୍ଷର ପାର୍ଥକ୍ୟ ଅଛି। ଅରୁଣ…

ନଦୀ ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଭଳି ସ୍ଥିତିରେ ଜଳର ଘୋର ଅଭାବ ମଧ୍ୟ ଦେଖାଦେଇଛି। ସାଧାରଣ ଲୋକ ପିଇବା ପାଣି ମୁନ୍ଦାଏ ପାଇପାରୁ ନାହାନ୍ତି। ରାଜ୍ୟ ସରକାରଙ୍କ ଅହେତୁକ କମ୍ପାନୀ ପ୍ରୀତି ଏହାର ପ୍ରମୁଖ କାରଣ। ନଦୀଗୁଡ଼ିକରୁ…

ପ୍ରଶାନ୍ତ କିଶୋରଙ୍କ ଯୋଗଦାନ ନେଇ କଂଗ୍ରେସ ନୀରବ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଗ୍ରହଣ କରାଯିବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଦଳ ଏପର୍ଯ୍ୟନ୍ତ ଏହା ଉପରେ କୌଣସି ନିଷ୍ପତ୍ତି ନେଇପାରି ନାହିଁ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ବରିଷ୍ଠ ନେତାମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri