ସନ୍ତାନ ଚିହ୍ନଟ ପାଇଁ ୩ ବର୍ଷ
ଦିସ୍ପୁର: ପୁଅ ହେଉ ଅବା ଝିଅ ଘରେ ସନ୍ତାନ ଜନ୍ମ ହେଲେ ପରିବାରରେ ଆନନ୍ଦର ଲହରି ଖେଳିଯାଏ। କିନ୍ତୁ ଏହି ଆନନ୍ଦକୁ ଅନୁଭବ କରିବା ପାଇଁ ନାଜମା ଖାନମଏବଂ ତାଙ୍କ ପରିବାରକୁ ୩ ବର୍ଷ ଅପେକ୍ଷା କରିବାକୁ ପଡ଼ିଛି। ଆସାମ ବରାପେଟା…
ଖେଳ ଶେଷ ପର୍ଯ୍ୟନ୍ତ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା
କଟକ ଅଫିସ, ୧୧ା୬: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ୍ ମ୍ୟାଚ୍ ଖେଳାଯିବ। ଏନେଇ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ…
୧୪୮ ସରକାରୀ ହସ୍ପିଟାଲରେ ଇ-ପଞ୍ଜୀକରଣ
ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରାଜ୍ୟର ଆଉ ୧୪୮ ସରକାରୀ ହସ୍ପିଟାଲରେ ଇ-ପଞ୍ଜୀକରଣ ବ୍ୟବସ୍ଥା ହେବ। ୩୧ ଡିଏଚ୍ଏଚ୍, ୧୧ ଏମ୍ସିଏଚ୍ ଓ ୧୦୬ ୟୁପିଏଚ୍ସିଠାରେ କଷ୍ଟୋମାଇଜ୍ଡ ହସ୍ପିଟାଲ ମ୍ୟାନେଜମେଣ୍ଟ ଇନ୍ଫରମେଶନ୍ ସିଷ୍ଟମ୍ ଲାଗୁ କରାଯିବ। ଏଥିପାଇଁ ଶୁକ୍ରବାର ରାଜ୍ୟ ସରକାର ଓ ସେଣ୍ଟର…
ଅକ୍ଟୋବର ୧୪ରୁ ଚାଷୀ ସତ୍ୟାଗ୍ରହ
ଭୁବନେଶ୍ୱର, ୧୧।୬ (ବ୍ୟୁରୋ): ଓଡ଼ିଶା ଏକ କୃଷିଭିତ୍ତିକ ରାଜ୍ୟ। ମାତ୍ର ଏଠାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସରକାର ଚେଷ୍ଟା କରୁନାହାନ୍ତି। ରାଜ୍ୟ ସରକାର ବଜେଟକୁ ମନଇଚ୍ଛା ଗୋଷ୍ଠୀଖଳା, ମଶାଣି, ଗାଧୁଆଘର, କଲ୍ୟାଣ ମଣ୍ଡପ ଭଳି ଅଣ ଉତ୍ପାଦନ ଭିତ୍ତିକ…
ଗଞ୍ଜାମରୁ ଷଷ୍ଠ ବାଚସ୍ପତି ବିକ୍ରମ ଆରୁଖ
ବ୍ରହ୍ମପୁର ଅଫିସ,୧୧ା୬: ଗଞ୍ଜାମରୁ ବିକ୍ରମ କେଶରୀ ଆରୁଖ ୬ଷ୍ଠ ବାଚସ୍ପତି। ଅପରପକ୍ଷରେ ଭଞ୍ଜନଗର ବିଧାୟକ ଓଡ଼ିଶା ବିଧାନସଭା ବାଚସ୍ପତି ହେବା ଦ୍ୱିତୀୟ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନଠାରୁ ଏଯାବତ୍ ଏହି ଜିଲାରୁ ଜଣେ ମହିଳାଙ୍କ ସମେତ ୩ ଜଣ ହୋଇଛନ୍ତି ଉପବାଚସ୍ପତି।…
ଦାୟିତ୍ୱ ନେଲେ ପିସିସି ସଭାପତି
ଭୁବନେଶ୍ୱର, ୧୧ା୬(ବ୍ୟୁରୋ): କଂଗ୍ରେସର ଗୌରବମୟ ଇତିହାସ ରହିଛି। ଏ ରାଜ୍ୟ, ଜାତି ଓ ଦେଶକୁ କଂଗ୍ରେସ ବହୁତ କିଛି ଦେଇଛି। ରାଜନୈତିକ ଯାତ୍ରାରେ ଉତ୍ଥାନ-ପତନ ଲାଗି ରହିବ। ସମସ୍ତେ ଏକଜୁଟ୍ ହେବା ସହ ଶୃଙ୍ଖଳିତ ଭାବେ କାର୍ଯ୍ୟ କଲେ ନିଶ୍ଚିତ ସଫଳତା…
ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଡିଜିପିଙ୍କ ଗୁରୁତ୍ୱ
କଟକ ଅଫିସ, ୧୧ା୬: ଆସନ୍ତା ୧୪ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରୀତିନୀତି ଅନୁଯାୟୀ…
ବେଶ ଆଗରେ ରହିବେନି ସେବାୟତ
ପୁରୀ ଅଫିସ,୧୧ା୬: ସ୍ନାନଯାତ୍ରାଠାରୁ ସୁନାବେଶ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶୁକ୍ରବାର ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନ ଏବଂ ପରିଚାଳନା କମିଟି ଆଲୋଚନା କରିଛି। ରଥ ଉପରକୁ ମୋବାଇଲ ଫୋନ୍ ନେବା ବାରଣଠାରୁ ଆରମ୍ଭ କରି ହାତୀବେଶ…
କମ୍ପାନୀ ଅଧିକାରୀଙ୍କୁ ଗୋଡ଼ାଇ ପିଟିଲେ
ଝାରସୁଗୁଡ଼ା ଅଫିସ,୧୧ା୬: ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ଅଞ୍ଚଳରେ ଶୁକ୍ରବାର ଏକ କମ୍ପାନୀର ପ୍ରକଳ୍ପ ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଜନଶୁଣାଣି ଆୟୋଜନ କରାଯାଇଥିଲା। ହେଲେ ସ୍ଥାନୀୟ ଲୋକେ ଏହାକୁ ବିରୋଧ କରିବା ସହ କମ୍ପାନୀ ଅଧିକାରୀଙ୍କୁ ମାଡ଼ ମାରିବାକୁ ପଛାଇ…
‘ସ୍କୁଲ ରୂପାନ୍ତରଣ ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’
ଭୁବନେଶ୍ୱର, ୧୧।୬(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ, ଏହା ପିଲାଙ୍କ ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ଏହାଦ୍ୱାରା ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି। ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡ଼ିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ…
ରାଜ୍ୟ ସଭା ଗଲେ ସୀତାରାମନ, ସୁର୍ଜଓ୍ବୋଲା, ଜୟରାମ
ନୂଆଦିଲ୍ଲୀ,୧୧।୬: ରାଜସ୍ଥାନରୁ ରାଜ୍ୟ ସଭାର ୪ ଆସନ ପାଇଁ ଶୁକ୍ରବାର ଅନୁଷ୍ଠିତ ନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କ କ୍ରସ୍ ଭୋଟିଂ ଯୋଗୁ କଂଗ୍ରେସର ସମସ୍ତ ୩ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଏଥିସହିତ ଭାଜପାର ଜଣେ ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି। ଅନ୍ୟପକ୍ଷରେ ଭାଜପା ସମର୍ଥତ୍ତ…
ନୂପୁର, ନବୀନଙ୍କୁ ଜେଲ ପଠାଅ
ନୂଆଦିଲ୍ଲୀ,୧୧ା୬: ଭାଜପା ନୂପୁର ଶର୍ମା ଓ ନବୀନ ଜିନ୍ଦଲଙ୍କୁ କେବଳ ମୁଖପାତ୍ର ପଦରୁ ହଟାଇ ଦଳରୁ ବାହାର କରିବା ପର୍ଯ୍ୟାପ୍ତ ନୁହେଁ। ପ୍ରଫେଟ୍ ମହମ୍ମଦଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଏହି ଦୁଇଜଣଙ୍କୁ ତୁରନ୍ତ ଗିରଫ କରି ଜେଲ ପଠାଯାଉ। ଦେଶର…
Archives


