Home Left

ସ୍ବାମୀଙ୍କ ସହ ଫିଲ୍ମ କରିବାକୁ ଚାହାନ୍ତି ନୀଳନୟନା

ମୁମ୍ବାଇ: ନୀଳନୟନା ତଥା ବଲିଉଡ୍‌ର ସବୁଠୁ ସୁନ୍ଦର ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ତାଙ୍କ ସ୍ବାମୀ ଅଭିନେତା ଅଭିଷେକ ବଚ୍ଚନଙ୍କ ସହ ପୁଣି ଥରେ କାମ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଯଦି ଏହା ଘଟେ…

ଥାଇଲାଣ୍ଡରେ ଗଞ୍ଜେଇ ବୈଧ

ବ୍ୟାଙ୍କକ୍‌, ୧୦ା୬:ଥାଇଲାଣ୍ଡ ଗଞ୍ଜେଇ ବ୍ୟବହାରକୁ ଗୁରୁବାର ବୈଧ ଘୋଷଣା କରିଛି। ଏପରି କରିବାରେ ଥାଇଲାଣ୍ଡ ଏସିଆ ମହାଦେଶର ପ୍ରଥମ ଦେଶ ହୋଇଛି। ଗଞ୍ଜେଇ ଚାଷ ଏବଂ ଖାଦ୍ୟ ସାମଗ୍ରୀରେ ଏହାର ବ୍ୟବହାର କରାଯାଇପାରିବ ବୋଲି ଥାଇଲାଣ୍ଡ ସରକାରଙ୍କ ପକ୍ଷରୁ କୁହାଯାଇଛି। ତେବେ…

ପ୍ରିୟଙ୍କାଙ୍କ ବୋଲ୍ଡ ଅବତାର ଦେଖି ସ୍ବାମୀ କହିଲେ…

ବଲିଉଡ୍‌ ପରେ ହଲିଉଡ୍‌ରେ ନିଜର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସୋସିଆଲ୍‌ ମିଡିଆରେ ବେଶ୍‌ ସକ୍ରିୟ। ପ୍ରଶଂସକଙ୍କ ସହ ସେ ତାଙ୍କ ନୂଆ ଲୁକ୍‌ର ଫଟୋ ପ୍ରାୟତଃ ଶେୟାର କରିଥାନ୍ତି। ନିକଟରେ ପ୍ରିୟଙ୍କା ଇନଷ୍ଟାଗ୍ରାମରେ ଏକ ଥ୍ରୋବ୍ୟାକ ଫଟୋ…

ବାଚସ୍ପତି ନିର୍ବାଚନ: ନାମାଙ୍କନପତ୍ର ଦାଖଲ କଲେ ବିକ୍ରମ କେଶରୀ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଆସନ୍ତା ୧୩ରେ ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ଏଥିପାଇଁ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବାର ଶେଷ ସମୟ ଥିଲା। ତେବେ ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ କେଶରୀ ଆରୁଖ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।…

ଗ୍ରାମ ସଭାପତିଙ୍କୁ ସାମାଜିକ ବାସନ୍ଦ, ଗାଁରେ ଉତ୍ତେଜନା

ଗଞ୍ଜାମ,୧୦ା୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅଞ୍ଚଳରେ ବିଭିନ୍ନ ପଞ୍ଚାୟତରେ ସାମାଜିକ ବାସନ୍ଦ ସମ୍ପ୍ରତି ଚର୍ଚ୍ଚାର ବିଷୟ ପାଲଟିଛି। ଗଞ୍ଜାମ ଥାନା ଅନ୍ତର୍ଗତ ରାଉଳିବନ୍ଧ ଗ୍ରାମର ସଭାପତି ପୁରୁଷୋତ୍ତମ ରେଡ୍ଡୀଙ୍କୁ ସାମାଜିକ ବାସନ୍ଦ ନେଇ ଗାଁରେ ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ପ୍ରଶାସନ…

ବାଘ ଗଣନା ସାରି ଫେରିବା ବେଳେ ଫରେଷ୍ଟରଙ୍କୁ କଚାଡ଼ିଲା ହାତୀ

ବାରିପଦା ଅଫିସ,୧୦ା୬: ବାଘ ଗଣନା ସାରି ଫେରିବା ବେଳେ ହାତୀ ହାବୁଡ଼ରେ ପଡ଼ିଛନ୍ତି ଫରେଷ୍ଟର ତରୁଣ କୁମାର ଦାସ। ଏଭଳି ଘଟିଛି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟର ଚହଲା ରେଞ୍ଜ ଅଞ୍ଚଳରେ। ଗତ ୬ ତାରିଖରୁ ଶିମିଳିପାଳ ଅଭୟାରଣ୍ୟରେ ବାଘ ଗଣନା…

ଝିଅ ଭାମିକାଙ୍କୁ ନେଇ ଏମିତି ପ୍ରତିଜ୍ଞା କଲେ ଅନୁଷ୍କା

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲି ଆଜିକାଲି ମାଲଦ୍ୱୀପରେ ଛୁଟି କାଟୁଛନ୍ତି। ଉଭୟ ସୋସିଆଲ୍‌ ମିଡିଆରେ ପ୍ରଶଂସକଙ୍କ ସହ ଫଟୋ ଶେୟାର କରିବାକୁ ଆଦୌ ଭୁଲିନାହାନ୍ତି। ନିକଟରେ ଅନୁଷ୍କା ଝିଅ ଭାମିକାଙ୍କୁ ନେଇ ଏକ ପ୍ରତିଜ୍ଞା କରିଛନ୍ତି।…

ଶେଷ ରଜରେ ଖୋର୍ଦ୍ଧା ଜିଲା ଛୁଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରଜ ଉପଲକ୍ଷେ ରାଜ୍ୟ ସରକାର ଜୁନ୍‌ ୧୪ ଓ ୧୫ ତାରିଖକୁ ସରକାରୀ ଛୁଟି ଦିବସ ଭାବେ ଘୋଷଣା କରିଛନ୍ତି। ତେବେ ଶେଷ ରଜ ଜୁନ୍‌ ୧୬ ତାରିଖକୁ ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ପାଇଁ ସ୍ଥାନୀୟ ଛୁଟି…

ଆଜି ଦାୟିତ୍ୱ ଗ୍ରହଣ କରିବେ ଶରତ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର କଂଗ୍ରେସ ଭବନଠାରେ ପହଞ୍ଚି ତାଙ୍କ ଦାୟିତ୍ୱ ଗ୍ରହଣ କରିବେ। ଏନେଇ ଦଳ ତରଫରୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। କଂଗ୍ରେସ ଭବନକୁ ମଧ୍ୟ ନୂଆ କରି ରଙ୍ଗ କରାଯାଇଛି।…

୪୫ ଆପ୍‌ ହଟାଇବାକୁ ଗୁଗଲ୍‌କୁ ଚିଠି ଲେଖିଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗ୍ରାହକଙ୍କୁ ବିଭିନ୍ନ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଠକି ନିଆଯାଉଛି। ନିକଟରେ କୋକୋ ଓ ଜୋଜୋ ଲୋନ ଆପ୍‌ ଠକେଇ ମାମଲାରେ ମହାଗ୍ରାମ ପେମେଣ୍ଟ୍‌ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା…

୨୦୮୨ କୋଟିର ୧୧ ପ୍ରକଳ୍ପକୁ ସିିଙ୍ଗଲଓ୍ବିଣ୍ଡୋର ଅନୁମୋଦନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପର୍ଯ୍ୟଟନ, ଡାଉନ୍‌ଷ୍ଟ୍ରିମ ଷ୍ଟିଲ୍‌ ଇତ୍ୟାଦି କ୍ଷେତ୍ରରେ ହେବାକୁ ଥିବା ୨୦୮୨.୧୭ କୋଟି ଟଙ୍କାର ୧୧ ପ୍ରକଳ୍ପକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହି ଶିଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ରାଜ୍ୟରେ ୩୬୧୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଗୁରୁବାର ଲୋକସେବା…

ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାରେ ରହିବ ମେଘୁଆ ପାଗ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଗୁଳିଗୁଳିରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ଏହାରି ଭିତରେ ଶୁକ୍ରବାର ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାଗୁଡିକରେ ଆକାଶ ମେଘାଚ୍ଛନ୍ନ ରହିବା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri