ଆଜି ଗୁଜୁରାଟ ଯିବେ ମୋଦି
ଗାନ୍ଧିନଗର,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗୁଜୁରାଟ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୦.୧୫ରେ ପ୍ରଧାନମନ୍ତ୍ରୀ ନାଭସାରୀରେ ‘ଗୁଜୁରାଟ ଗୌରବ ଅଭିଯାନ’ର ନାମକ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମ ସମୟରେ ସେ ନାଭସାରୀର ଏକ ଆଦିବାସୀ…
ଇନ୍ଷ୍ଟାରେ ଗୋଟିଏ ଫୋଷ୍ଟ ପାଇଁ ଏତିକି ଟଙ୍କା ନିଅନ୍ତି ସାମନ୍ଥା
ସାଉଥ ସିନେମାର ଶ୍ରେଷ୍ଠ ଅଭିନେତ୍ରୀମାନଙ୍କ ମଧ୍ୟରେ ସାମନ୍ଥା ରୁଥ ପ୍ରଭୁ ଅନ୍ୟତମ। ପରଦାରେ ଚମତ୍କାର ଅଭିନୟ ଜରିଆରେ ସେ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ତାଙ୍କ ପ୍ରଶଂସକଙ୍କ ତାଲିକା ମଧ୍ୟ ବହୁତ ଲମ୍ବା। ସୋସିଆଲ ମିଡିଆରେ ସାମନ୍ଥା ବେଶ୍ ସକ୍ରିୟ। ପ୍ରାୟତଃ ସେ…
ମୁଣ୍ଡରେ ଉକୁଣୀ ମରା ଔଷଧ ଲଗାଇ ୫ ଅସୁସ୍ଥ
ଆରଡ଼ି,୧୦ା୬(ଡି.ଏନ୍.ଏ.): ମୁଣ୍ଡରେ ଉକୁଣୀ ମରା ଔଷଧ ଲଗାଇ ଗୋଟିଏ ପରିବାରର ୫ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଆରଡି ଫାଣ୍ଡି ଅନ୍ତର୍ଗତ ଡିହସାହି ଗାଁରେ। ଅସୁସ୍ଥମାନେ ହେଲେ ଅନିମା ମଲିକ, ନିରୁପମା ମଲିକ, ନେରିମା ମଲିକ, ଲକି…
ଲାଲୁଙ୍କ ଜନ୍ମଦିନରେ ତେଜ ପ୍ରତାପ ଦେବେ ବିଶେଷ ଉପହାର, ଗରିବଙ୍କୁ ଖାଦ୍ୟ ବାଣ୍ଟିବ ଦଳ
ପାଟନା,୧୦ ।୬: ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କର ଜୁନ ୧୧ରେ ପାଳନ ହେବାକୁ ଯାଉଛି ୭୫ ତମ ଜନ୍ମଦିନ । ଏହାକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରିବାକୁ ଯୋଜନା କରାଯାଇଛି । ଦଳ ଏହି ଦିନକୁ…
ବିଭିନ୍ନ ଦାବିରେ ରେଳରୋକୋ
ପାରଳାଖେମୁଣ୍ଡି,୧୦ା୬(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ରେଳ ଷ୍ଟେଶନରେ ଶୁକ୍ରବାର ସକାଳୁ ସ୍ଥାନୀୟ ଲୋକେ ବିଭିନ୍ନ ଦାବି ନେଇ ରେଳରୋକୋ କରିଛନ୍ତି। ଦାବିଗୁଡ଼ିକ ମଧ୍ୟରେ ଷ୍ଟେଶନର ଦୋହରୀକରଣ, ପାନୀୟ ଜଳ ବ୍ୟବସ୍ଥା, ଷ୍ଟେଶନରେ ପ୍ରେକ୍ଷାଳୟ ବ୍ୟବସ୍ଥା ଆଦି ଅନ୍ତର୍ଭୁକ୍ତ। ୩୦ ମିନିଟ୍ ଧରି…
ବଢିଚାଲିଛି ସଂକ୍ରମଣ
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୫୮୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୮ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…
ଜମ୍ମୁ-କଶ୍ମୀରର ଭଦ୍ରୱାହରେ କର୍ଫ୍ୟୁ ପରେ ଇଣ୍ଟରନେଟ ସେବା ବନ୍ଦ
ଶ୍ରୀନଗର,୧୦ ।୬: ଜମ୍ମୁ-କଶ୍ମୀରରେ କିଛିଦିନ ହେବ ଲାଗି ରହିଥିବା ଟାର୍ଗେଟ କିଲିଂକୁ ନେଇ ପରିବେଶ ଗରମ ଥିବା ବେଳେ ଏବେ ସାଂପ୍ରଦାୟିକ ଉତ୍ତେଜନାକୁ ଦେଖି ଜମ୍ମୁ-କଶ୍ମୀର ପୋଲିସ ଡୋଡା ଜିଲାର ଭଦ୍ରୱାହ ସହରରେ ଫ୍ଲାଗ ମାର୍ଚ୍ଚ କରିବା ପରେ ସେଠାରେ କର୍ଫ୍ୟୁ…
ରାଜ୍ୟରୁ ୨୦ ପଜିଟିଭ୍ ଚିହ୍ନଟ, ୧୨,୮୮,୫୯୬ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୨ ଜଣ ଚିହ୍ନଟ ହୋଇଥିବା…
ବିଶ୍ୱ ରେକର୍ଡ ସୃଷ୍ଟି କରିବାର ସୁଯୋଗ ହରାଇଲା ଭାରତ
ନୂଆଦିଲ୍ଲୀ,୧୦।୬: ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟିମ ଇଣ୍ଡିଆକୁ ୭ ଉଇକେଟରେ ପରାସ୍ତ କରିଛି। ଏହି ଲଜ୍ଜାଜନକ ପରାଜୟ ସହିତ ଟିମ ଇଣ୍ଡିଆ ଏକ ବଡ଼ ବିଶ୍ୱ ରେକର୍ଡ ସୃଷ୍ଟି କରିବାର ସୁଯୋଗ…
ଭାରତୀୟ କ୍ରିକେଟ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି
ନୂଆଦିଲ୍ଲୀ,୧୦।୬: ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୭ ଉଇକେଟ ନେଇ ଭାରତକୁ ପରାସ୍ତ କରିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ଚାରି ଉଇକେଟ ହରାଇ…
ଝିଟିପିଟି ସହ ବନ୍ଧୁତା କରି ଚର୍ଚ୍ଚାରେ ପୋଲିସ ଅଫିସର
ସମ୍ପର୍କ ଏମିତି ଏକ ଶବ୍ଦ ଯାହାର କଳନା ନାହିଁ। ସେ ମଣିଷ ମଣିଷ ମଧ୍ୟରେ ହେଉ କି ପଶୁ ମଣିଷ ମଧ୍ୟରେ। କେତେବେଳେ କେଉଁ ପରିସ୍ଥିତିରେ ଗଢ଼ି ଉଠେ କହି ହୁଏ ନାହିଁ। ମଣିଷ-ମଣିଷ ମଧ୍ୟରେ ସମ୍ପର୍କ ବଢ଼ିବା ସାଧାରଣ କଥା।…
ବଡ଼ପୁଟରେ କଙ୍ଗାରୁ କୋର୍ଟ
ନୟାଗଡ଼ ଅଫିସ,୧୦।୬: ନୟାଗଡ଼ ଜିଲା ଶରଣକୂଳ ଥାନା ବଡ଼ପୁଟ ଗାଁରେ ବ୍ୟକ୍ତିଗତ ଜମିରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ରାସ୍ତା ନିର୍ମାଣକୁ ବିରୋଧ କରିବାରୁ ଏକ ପରିବାରକୁ କଙ୍ଗାରୁ କୋର୍ଟରେ ଦଣ୍ଡିତ କରାଯାଇଛି ।…
Archives


