Home Left

ଆଜି ରାଜ୍ୟରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା…

ଇମାନୁଏଲଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୫ ।୪: ଫ୍ରାନ୍ସର ରାଷ୍ଟ୍ରପତି ଭାବେ ପୁନଃ ନିର୍ବାଚିତ ହୋଇଥିବା ଇମାନୁଏଲ ମାକ୍ରୋନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ୨୦ ବର୍ଷ ଭିତରେ ସେ ପ୍ରଥମ ରାଷ୍ଟ୍ରପତି ଭାବେ ଦ୍ୱିତୀୟ ଥର ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି ।…

ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ: ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି

ଲକ୍ଷ୍ନୌ,୨୫ ।୪: ଅଯୋଧ୍ୟା ରାମ ମନ୍ଦିର ନିର୍ମାଣର କର୍ତ୍ତା ମହନ୍ତ ନୃତ୍ୟ ଗୋପଳ ଦାସ ରବିବାର ଅସୁସ୍ଥ ହୋଇ ପଡିଛନ୍ତି । ଏବେ ତାଙ୍କୁ ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୮୪ ବର୍ଷିୟ ମହନ୍ତ ନୃତ୍ୟ ଗୋପାଳ ମନ୍ଦିର…

ଜିଆର୍‌ଏସ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଆର୍‌ଏସ୍‌ଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଭୁବନେଶ୍ୱର କଳାରାହାଙ୍ଗ ପଞ୍ଚାୟତର ଜିଆରଏସ୍‌ ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଏହି ଚଢ଼ାଉ କରାଯାଇଛି। ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ରଘୁନାଥପୁର…

ନମୁନା ପରୀକ୍ଷାର ଦିନକ ପରେ ମିଳୁଛି ରୋଗୀ ସେବା

ଜଗତ୍‌ସିଂହପୁର ଅଫିସ, ୨୫ା୪: ଜଗତ୍‌ସିଂହପୁର ଜିଲା ପ୍ରାଣୀଧନ ଚିକିତ୍ସାଳୟକୁ ପ୍ରାଣୀଙ୍କ ଚିକିତ୍ସା ଓ ନମୁନା ପରୀକ୍ଷା ପାଇଁ ପ୍ରତ୍ୟହ ବହୁସଂଖ୍ୟକ ଲୋକ ଆସୁଛନ୍ତି। କିନ୍ତୁ ସେମାନଙ୍କୁ ଆବଶ୍ୟକ ସେବା ମିଳିପାରୁନାହିଁ। ବିଶେଷକରି ଗୋବର, ପରିସ୍ରା ଆଦି ପରୀକ୍ଷା ପାଇଁ ନମୁନା ଦେବାକୁ…

ଉଦ୍‌ଘାଟନ ପୂର୍ବରୁ ଦୁର୍ବୃତ୍ତ ଭାଙ୍ଗିଲେ ଫଳକ

ନୂଆଗାଁ, ୨୫।୪ (ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ନିର୍ବାଚନମଣ୍ଡଳୀ ନୂଆଗାଁ ବ୍ଲକରେ ଶାସକ ଦଳର ଗୋଷ୍ଠୀକନ୍ଦଳ ଦିନକୁଦିନ ବଢ଼ିବାରେ ଲାଗିଛି। ଏହାର ପରିଣାମ ସ୍ବରୂପ ଉଦ୍‌ଘାଟନ ପୂର୍ବରୁ ଶାସକ ଦଳର ଅସନ୍ତୁଷ୍ଟ ଗୋଷ୍ଠୀର ଲୋକ ପ୍ରତିନିଧିଙ୍କ ନାମ ଲେଖା ଯାଇଥିବା ଫଳକକୁ…

ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି। ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ସାଧାରଣ ଜନଜୀବନ। ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ। ଗଜପତି ଜିଲା ଏମିତି ଏକ ଭୌଗୋଳିକ ସ୍ଥିତିରେ ଅବସ୍ଥିତ, ଯଦ୍ଦ୍ବାରା…

ବଢୁଛି ବାଲି, ମାଟି, ପଥର ଲୁଟ୍‌: ଅସୁରକ୍ଷିତ ସାମାଜିକ କର୍ମୀ, ଗଣମାଧ୍ୟମ ପ୍ରତିନିଧି

ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲାରେ ଗ୍ରାନାଇଟ ପଥର, ବାଲି, ମୋରମ, ମାଟି, ମାଙ୍କଡାପଥର ଲୁଟ ଉପରେ ସ୍ବର ଉତ୍ତୋଳନ କରୁଥିବା ସାମାଜିକ କର୍ମୀ କିମ୍ବା ଗଣମାଧ୍ୟମ ପ୍ରତିନିଧି ସୁରକ୍ଷିତ ମଣୁ ନାହାନ୍ତି। ବାଲି ଖାଦାନକୁ ନେଇ ବିଞ୍ଝାରପୁରରେ ବୋମା ପକାଇ ହତ୍ୟା…

ବିରୋଧୀଙ୍କୁ ରୋକିବାକୁ ଚାଲିଛି ପ୍ରସ୍ତୁତି

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ଚାଲିଥିବା ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ମତ ମତାନ୍ତର ଚାଲିଥିବାବେଳେ ବିରୋଧୀ ପକ୍ଷରୁ ପ୍ରସ୍ତୁତ ହେଉଥିବା ବିକ୍ଷୋଭ, ରାଲିକୁ ରୋକିବାକୁ ଶାସକ ଦଳ…

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି

ପୁରୀ ଅଫିସ,୨୫।୪: ବୈଶାଖ ମାସ କୃଷ୍ଣପକ୍ଷ ଦଶମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିର ଶ୍ରୀବିଗ୍ରହମାନଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଏହି ନୀତି ପ୍ରମୁଖ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ଏହି ନୀତି ଅନୁଷ୍ଠିତ ହୋଇଥାଏ।…

ଦୁର୍ନୀତି ଆଁରେ ଧାନ, ଚାଉଳ ସଂଗ୍ରହ ପ୍ରକ୍ରିୟା

ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲା ଯୋଗାଣ ବିଭାଗ ଉଭୟ ଖେଳାଳି ଓ ରେଫରୀ ସାଜି ଧାନ ସଂଗ୍ରହରେ ଦୁର୍ନୀତିକୁ ପ୍ରଶ୍ରୟ ଦେଉଛନ୍ତି। ନବନିର୍ମାଣ କୃଷକ ସଂଗଠନ ଏହି ଅଭିଯୋଗ କରିବା ସହ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଭିଜିଲାନ୍ସ କିମ୍ବା ସିବିଆଇ…

ଅଟାରୀ ସୀମାରୁ ପ୍ରାୟ ୭୦୦ କୋଟି ଟଙ୍କାର ୧୦୨ କିଲୋ ହେରୋଇନ ଜବତ

ଚଣ୍ଡିଗଡ଼,୨୫ ।୪: ପଞ୍ଜାବର ଅଟାରୀ ସୀମାରୁ ସୀମା ଶୁଳ୍କ ବିଭାଗ ରବିବାର ଯଷ୍ଠିମଧୁ ଭିତରେ ରଖାଯାଇଥିବା ପ୍ରାୟ ୧୦୨ କିଲୋଗ୍ରାମ ହିରୋଇନ ଜବତ କରିଛି । ଯାହାର ଦାମ ଅନ୍ତରାଷ୍ଟ୍ରୀୟ ବଜାରରେ ପାଖାପାଖି ୭୦୦ କୋଟି ଟଙ୍କା ହେବ ବୋଲି କୁହାଯାଉଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri