ଚାଇନା ବିରୋଧରେ ‘ଯେସାକୁ ତେସା’ ନୀତି ଆପଣାଇଲା ଭାରତ
ନୂଆଦିଲ୍ଲୀ,୨୪।୪: ଚାଇନା ନାଗରିକଙ୍କ ପର୍ଯ୍ୟଟନ ଭିସା ଉପରେ ପ୍ରତିବନ୍ଧକ ଲଗାଇଲା ଭାରତ। ଅନ୍ତର୍ଜାତୀୟ ବିମାନ ପରିବହନ ସଂଘ(ଆଇଏଟିଏ) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଚାଇନା ନାଗରିକଙ୍କୁ ଦିଆଯାଇଥିବା ଭାରତୀୟ ପର୍ଯ୍ୟଟନ ଭିସା ଆଉ ବୈଧ ନୁହେଁ ବୋଲି ଆଇଏଟିଏ ପକ୍ଷରୁ କୁହାଯାଇଛି।…
ସିବିଆଇ ହାତରେ ଧରାପଡ଼ିଲେ ଇଓଡ୍ବ୍ଲ୍ୟୁ କନ୍ଷ୍ଟେବଳ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ଆସି ସାଢ଼େ ୪ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଦିଲ୍ଲୀ ଅର୍ଥନୈତିକ ଅପରାଧ ଶାଖା(ଇଓଡ୍ବ୍ଲ୍ୟୁ )ର କନ୍ଷ୍ଟେବଳ ଅମିତ୍ ଲାହୁଚା ରବିବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ୨୦୧୬ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନାଁରେ…
ଲତା ଦିଦିଙ୍କୁ ମନେପକାଇ ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି
ମୁମ୍ବାଇ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମୁମ୍ବାଇରେ ମାଷ୍ଟର ଦିନାନାଥ ମଙ୍ଗେଶକର ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଥମ ଲତା ଦିନାନାଥ ମଙ୍ଗେଶକର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ଲତା ମଙ୍ଗେଶକରଙ୍କୁ ମନେ ପକାଇ ଭାବପ୍ରବଣ…
ଟଳିପଡିଲେ ୨ ଆତଙ୍କବାଦୀ
ଶ୍ରୀନଗର,୨୪।୪: ପୁଲୱାମାର ପାହୁ ଅଞ୍ଚଳରେ ରବିବାର ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଅନ୍ୟ ଆତଙ୍କବାଦୀଙ୍କ ସନ୍ଧାନ ଚାଲିଛି। ସୁରକ୍ଷା ବାହିନୀ ସେମାନଙ୍କୁ ଘେରି ରହିଛନ୍ତି। ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ…
ବରୁଣଙ୍କ ଚର୍ଚ୍ଚିତ ପ୍ରେମ କାହାଣୀ
ବଲିଉଡ୍ ଅଭିନେତା ବରୁଣ ଧାୱନ ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ସାଥୀ କଳାକାରଙ୍କଠାରୁ ଆରମ୍ଭ କରି ପ୍ରଶଂସକମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗତ ବର୍ଷ ବରୁଣ ତାଙ୍କର ଦୀର୍ଘଦିନର ଗର୍ଲଫ୍ରେଣ୍ଡ ନତାଶା ଦଲାଲଙ୍କୁ ବିବାହ କରିଥିଲେ,…
ତୈଳ ବିଶୋଧନାଗାରରେ ଭୟଙ୍କର ବିସ୍ଫୋରଣ
ଅବୁଜା(ନାଇଜେରିଆ),୨୪।୪: ଦକ୍ଷିଣ ପୂର୍ବ ନାଇଜେରିଆର ଏକ ବେଆଇନ ତୈଳ ବିଶୋଧନାଗାରରେ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଲୋକ ଆହତ ହୋଇଥିବା ଜଣାପଡିଛି। ବିସ୍ଫୋରଣରେ ନିଆଁ ଲାଗି ବହୁ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ…
ରିଷଭ ପନ୍ତଙ୍କ ସପକ୍ଷରେ ବାହାରିଲେ ଗର୍ଲଫ୍ରେଣ୍ଡ
ମୁମ୍ବାଇ,୨୪।୪: ଆଇପିଏଲ୍ରେ ୨୦୨୨ରେ ରାଜସ୍ଥାନ ରୟାଲ୍ସ ଏବଂ-ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚ୍ରେ ନୋ’ ବଲ୍କୁ ନେଇ ବିବାହ ସୃଷ୍ଟି ହୋଇଛି। ଏହି ମ୍ୟାଚ ପରେ ଦିଲ୍ଲୀର ଅଧିନାୟକ ରିଷଭ ପନ୍ତ ଚର୍ଚ୍ଚାରେ ଅଛନ୍ତି। ‘ନୋ ବଲ’କୁ ନେଇ ବିବାଦ…
ରୁଷିଆ ପାଇଁ ରେଡ ଆଲର୍ଟ! ଜେଲେନ୍ସ୍କିଙ୍କୁ ଭେଟିବେ ଆମେରିକାର ୨ ମନ୍ତ୍ରୀ
କ୍ୱିଭ,୨୪ ।୪: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି । ନ୍ୟୁଜ ଏଜେନ୍ସି ଏପିର ରିପୋର୍ଟ ଅନୂଯାୟୀ, ରୁଷିଆ ସେନା ଏବେ ୟୁକ୍ରେନର ଦକ୍ଷିଣ ସହର ମାରିଉପୋଲର ଏକ ଇସ୍ପାତ କାରଖାନାରେ ପ୍ରବେଶ କରିବାକୁ ଉଦ୍ୟମ କରୁଛନ୍ତି ।…
ଆତ୍ମସମର୍ପଣ କଲେ ଆଶିଷ ମିଶ୍ରା
ଲକ୍ଷ୍ନୌ,୨୪।୪: ଲଖିମପୁର ଖେରି ହିଂସା ମାମଲାରେ ସୁପ୍ରିମକୋର୍ଟ ତାଙ୍କ ଜାମିନ ଆଦେଶକୁ ଖାରଜ କରିବା ପରେ ଅଭିଯୁକ୍ତ ଆଶିଷ ମିଶ୍ରା ରବିବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ ଏପ୍ରିଲ ୨୫ ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବାର ସମୟ ଥିଲା। କ୍ୟାବିନେଟ ମନ୍ତ୍ରୀ ଅଜୟ ମିଶ୍ରାଙ୍କ…
ସଚିନଙ୍କ ୭ ରେକର୍ଡ, ଯାହା ଆଜି ପର୍ଯ୍ୟନ୍ତ ରହିଛି ଅତୁଟ
ଯେତେବେଳେ ବି କ୍ରିକେଟ କଥା ଆସେ, ସଚିନ ତେନ୍ଦୁଲକରଙ୍କ ନାମ ସର୍ବାଗ୍ରେ ଆସେ। ସଚିନଙ୍କୁ କ୍ରିକେଟର ଭଗବାନ ଆଖ୍ୟା ଦିଆଯାଇଛି। ସାରା ବିଶ୍ୱରୁ ଅନେକ କିମ୍ବଦନ୍ତୀ କ୍ରିକେଟରଙ୍କ ସହ ଖେଳିଥିବା ସଚିନ ତାଙ୍କ ବ୍ୟାଟିଂରେ ନିଜର ପରିଚୟ ସୃଷ୍ଟି କରି ବିଶ୍ୱ…
ରାଜନୈତିକ ଶତ୍ରୁତାରୁ ୨ ବିଜେଡି ନେତାଙ୍କୁ ବିଭତ୍ସ ହତ୍ୟା
ଦିଗପହଣ୍ଡି,୨୪।୪(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପାଳଝାଡି ଗାଁର ଗ୍ରାମ୍ୟ କମିଟି ସଭାପତି ତଥା ବିଜେଡି ନେତା ସୁଦର୍ଶନ ସୁଆର ଏବଂ ତାଙ୍କ ପ୍ରମୁଖ ସହଯୋଗୀ ଗ୍ରାମ୍ୟ କମିଟି ଉପଦେଷ୍ଟା ତଥା ବିଜେଡି ନେତା ସୁଧୀର କାନ୍ତ ପାତ୍ରଙ୍କୁ ଶନିବାର ବିଳମ୍ବିତ…
୪୯ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ
ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସଚିନଙ୍କୁ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ।…
Archives


