Home Left

ବେଙ୍ଗାଲୁରୁ ଡାକ୍ତରଙ୍କୁ ହତ୍ୟା

ବେଙ୍ଗାଲୁରୁ,୨୧ା୯: ଭାବୀସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ସୋସିଆଲ ଶେୟାର କରିବାରୁ ବେଙ୍ଗାଲୁରୁର ଜଣେ ଡାକ୍ତରଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ବିଟିଏମ୍‌ ଲେଆଉଟରେ ରହୁଥିବା ଡା. ବିକାଶ ରଞ୍ଜନ(୨୭)। ଘଟଣାରେ ପୋଲିସ ଯୁବତୀଙ୍କ ସମେତ ମୋଟ ୪ ଜଣଙ୍କୁ ଗିରଫ କରିଛି। ବିକାଶ…

ଭାରତ-ଇଜିପ୍ଟ ପ୍ରତିରକ୍ଷା ଏମ୍‌ଓୟୁ

କାଇରୋ,୨୧ା୯: ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଇଜିପ୍ଟ ଗସ୍ତ ଅବସରରେ ମଙ୍ଗଳବାର ଦୁଇଦେଶ ମଧ୍ୟରେ ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗ ବୃଦ୍ଧି ଲାଗି ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ୩ ଦିନିଆ ଗସ୍ତରେ ଯାଇଥିବା ରାଜନାଥ ତାଙ୍କ ଇଜିପ୍ଟ ପ୍ରତିପକ୍ଷ…

ତାମିଲ ଅଭିନେତ୍ରୀ ଜେସିକାଙ୍କ ଆତ୍ମହତ୍ୟା

ଚେନ୍ନାଇ,୨୧ା୯: ତାମିଲ ଅଭିନେତ୍ରୀ ପୌଲିନ୍‌ ଜେସିକାଙ୍କ ମୃତଦେହ ଚେନ୍ନାଇର ବିରୁଗାମ୍ବାକମ୍‌ ମଲ୍ଲିକା ଆଭେନ୍ୟୁ ଫ୍ଲାଟ୍‌ରୁ ରବିବାର ମିଳିଛି। ସେଠାରୁ ଏକ ସୁଇସାଇଡ୍‌ ନୋଟ୍‌ ମଧ୍ୟ ଜବତ ହୋଇଛି। ବିଫଳ ସମ୍ପର୍କ ତାଙ୍କ ମୃତ୍ୟୁର କାରଣ ବୋଲି ସେଥିରେ ଉଲ୍ଲେଖ ଅଛି। ଦୀପା…

ମ୍ୟାନ୍‌ମାରରେ ୩୦୦ ଭାରତୀୟ ପଣବନ୍ଦୀ

ଚେନ୍ନାଇ,୨୧ା୯: ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) ଚାକିରି ଲୋଭରେ ୬୦ ତାମିଲଙ୍କ ସମେତ ୩୦୦ରୁ ଊର୍ଦ୍ଧ୍ୱ ଭାରତୀୟ ଥାଇଲାଣ୍ଡ ଯିବାବେଳେ ମ୍ୟାନ୍‌ମାରରେ ଫସିଯାଇଛନ୍ତି। ନିଯୁକ୍ତି ଆଶାୟୀ ଭାରତୀୟଙ୍କୁ ସାଙ୍ଗରେ ନେଇ ଯାଉଥିବା ଏକ ଅନ୍ତର୍ଜାତୀୟ ରାକେଟ ସେମାନଙ୍କୁ ପଣବନ୍ଦୀ ରଖି ସାଇବାର ଅପରାଧ…

ପଟ୍ଟାମୁଣ୍ଡାଇ କଲେଜ ଓବିସି ହଷ୍ଟେଲ ଫାଟକରେ ତାଲା

ପଟ୍ଟାମୁଣ୍ଡାଇ,୨୧ା୯(ସ୍ବ.ପ୍ର.): ପ୍ରାୟ ୨ କୋଟି ଟଙ୍କା ବ୍ୟୟ ଅଟ୍ଟକଳରେ ପଟ୍ଟାମୁଣ୍ଡାଇ କଲେଜ ପରିସରରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ଓବିସି ହଷ୍ଟେଲ ଫାଟକରେ ତାଲା ପଡିଛି। ନବନିର୍ମିତ ୩ ମହଲା ବିଶିଷ୍ଟ ଏହି ଓବିସି ହଷ୍ଟେଲରେ ତାଲା ପଡି ରହିବା…

ଗୋଟିଏ ଜାଗାରେ ୪ ଭିନ୍ନ ସୂଚନା

ନାଉଗଁା,୨୧ା୯(ସ୍ବ.ପ୍ର.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପଞ୍ଚାୟତଗୁଡିକର ଉନ୍ନତୀକରଣ ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। ମାତ୍ର ଗୋଟିଏ ଜାଗାରେ ଦୁଇଟି କାମ ଚାଲିଥିବା ଦର୍ଶାଇ ଭିନ୍ନ ଭିନ୍ନ ସୂଚନା କାନ୍ଥରେ ଲେଖାଯାଇଛି। ନାଉଗଁା ବ୍ଲକର ଗଜରାଜପୁର ପଞ୍ଚାୟତରେ ଏହା…

ଆଦିବାସୀ ମେଧାବୀ ଛାତ୍ରୀ ଉଚ୍ଚ ଶିକ୍ଷାରୁ ବଞ୍ଚିତ

ମହାକାଳପଡା,୨୧ା୯ (ଡି.ଏନ.ଏ,): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଲୋକମାନଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଅଭାବୀ ପରିବାରର ଅର୍ଥ ବାଧକ ଯୋଗୁ ଅନୁସୂଚିତ ଜନଜାତି ଛାତ୍ରୀଛାତ୍ରମାନେ ଉଚ୍ଚତର ଶିକ୍ଷାରୁ…

ଶୀତଳ ଭଣ୍ଡାର ନାହିଁ, ଆଳୁଚାଷ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୨୧ା୯: ଆଳୁ ଓଡ଼ିଶାର ଏକ ପ୍ରମୁଖ ପରିବା ଭାବେ ଜଣାଶୁଣା। ଅଧିକାଂଶ ପରିବାର ଆଳୁ ଉପରେ ନିର୍ଭରଶୀଳ। କିନ୍ତୁ ଏହାର ଉତ୍ପାଦନ ଓଡ଼ିଶାରେ ସନ୍ତୋଷଜନକ ନୁହେଁ। ଏଥିପାଇଁ ଓଡ଼ିଶା ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଓ ପଞ୍ଜାବ ଠାରୁ…

ପାକ୍‌ ବନ୍ୟା ବିପନ୍ନଙ୍କୁ ଭେଟିଲେ ଆଞ୍ଜେଲିନା

ଇସ୍‌ଲାମାବାଦ୍‌: ହଲିଉଡ୍‌ ଅଭିନେତ୍ରୀ ତଥା ଜାତିସଂଘର ସ୍ବତନ୍ତ୍ର ପ୍ରତିନିଧି ଆଞ୍ଜେଲିନା ଜୋଲିି ମଙ୍ଗଳବାର ପାକିସ୍ତାନ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। କରାଚୀ ବିମାନ ବନ୍ଦରରେ ପହଞ୍ଚିବା ପରେ ଆଞ୍ଜେଲିନା ପାକିସ୍ତାନର ଦକ୍ଷିଣାଞ୍ଚଳରେ ଥିବା ସିନ୍ଧ୍‌ ପ୍ରଦେଶ ଯାଇଥିଲେ। ଜୁନ୍‌ ମାସ ମଧ୍ୟ ଭାଗରେ…

ଓସ୍କାର ଦୌଡ଼ରେ ‘ଚ୍ଛେଲୋ ଶୋ’

ନୂଆଦିଲ୍ଳୀ: ଫିଲ୍ମ ଜଗତର ସବୁଠାରୁ ବଡ଼ ସମାରୋହ କୁହାଯାଉଥିବା ଓସ୍କାର ରେସ୍‌ରେ ସାମିଲ ହୋଇଛି ଗୁଜରାଟୀ ଫିଲ୍ମ ‘ଚ୍ଛେଲୋ ଶୋ’। ଏ ନେଇ ଇଣ୍ଡିଆନ୍‌ ଫିଲ୍ମ ଫେଡେରେଶନ୍‌ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଏହାର ଇଂଲିଶ ନାମ ‘ଲାଷ୍ଟ ଫିଲ୍ମ ଶୋ’…

୪ରେ ବାଜିବ ସାହାନାଇ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରିଚା ଚଢ଼ା ଅକ୍ଟୋବର ୪ରେ ପ୍ରେମିକ ଅଲ୍ଲୀ ଫଜଲ୍‌ଙ୍କୁ ବିବାହ କରିବାକୁ ଯାଉଛନ୍ତି। ମୁମ୍ବାଇରେ ସେମାନଙ୍କ ବିବାହ ଅନୁଷ୍ଠିତ ହେବ। ବାହାଘର ପରେ ପରିବାର, ବନ୍ଧୁ ଏବଂ ବଲିଉଡ୍‌ ଇଣ୍ଡଷ୍ଟ୍ରି ପାଇଁ ରିସେପ୍‌ଶନ୍‌ ପାର୍ଟିର ଆୟୋଜନ କରାଯିବାର…

ପୁଅକୁ କିଡ୍‌ନୀ ଦେଲେ ବାପା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି ଏମ୍ସ ଭୁବନେଶ୍ୱର। ଏମ୍ସରେ ପ୍ରଥମ କିଡ୍‌ନୀ ପ୍ରତିରୋପଣ ସଫଳ ହୋଇଛି। ପିତା ଓ ପୁତ୍ରଙ୍କ ମଧ୍ୟରେ ଏହି କିଡ୍‌ନୀ ପ୍ରତିରୋପଣ ହୋଇଥିଲା। ଅସୁସ୍ଥ ପୁଅକୁ ପିତା ନିଜ କିଡ୍‌ନୀ ଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?