Home Left

୨୯ରୁ ଲାଗୁ ହେବ ଏଲ୍‌ଆର୍‌ପି

ଭୁବନେଶ୍ୱର, ୨୧।୯(ବ୍ୟୁରୋ): କରୋନା ଯୋଗୁ ଗତ ଦୁଇବର୍ଷ ପାଠପଢ଼ା ବ୍ୟାପକ କ୍ଷତି ହୋଇଥିଲା। ଏହି କ୍ଷତିକୁ ଭରଣା କରିବା ପାଇଁ ଗଣଶିକ୍ଷା ବିଭାଗ ଚେଷ୍ଟା ଜାରି ରଖିଛି। ପିଲା କିପରି ପୂର୍ବପରି ପାଠପଢ଼ାରେ ଧ୍ୟାନ ଦେବେ, ଦୁଇବର୍ଷ ପଢ଼ି ନ ଥିବା…

ପ୍ରକାଶ ପାଇଲା ଓଜେଏସ୍‌ ମେନ୍‌ ପରୀକ୍ଷାଫଳ

କଟକ ଅଫିସ, ୨୦ା୯- ଓପିଏସ୍‌ସି ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ୍‌ (ଓଜେଏସ୍‌)-୨୦୨୧ର ମେନ୍‌ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୩୨୧ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ରୋଲ୍‌ ନମ୍ବର ଓପିଏସ୍‌ସି ୱେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି।…

୮ ଜିଲାରେ ଲଘୁଚାପ ବର୍ଷା ନେଇ ଏଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଦୁର୍ବଳ ହୋଇଯାଇଛି ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ…

ବଡ଼ ଇନିଂସ ନ ହେଲେ ବି ଗୋଟିଏ ଛକା ମାରି ରେକର୍ଡ କଲେ ଭାରତୀୟ ଅଧିନାୟକ

ମୋହାଲି,୨୦।୯: ଅଷ୍ଟ୍ରେଲିଆ ବିପକ୍ଷରେ ମଙ୍ଗଳବାର ପ୍ରଥମ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳୁଛି ଭାରତ। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ବଡ଼ ଇନିଂସ ଖେଳିପାରି ନ ଥିଲେ ହେଁ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ରୋହିତ ଏକ…

ପୁଅର ନାମ ‘ବାୟୁ’ ରଖିଲେ ସୋନମ୍‌

ବମ୍ବେ: ପୁଅର ନାମକରଣ କରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର। ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ସୁନ୍ଦର ଫଟୋ ପୋଷ୍ଟ କରି ପୁଅର ପ୍ରଥମ ଝଲକ ଦେଖାଇଛନ୍ତି ସେ। ଏଥିସହ ତାଙ୍କ ପୁଅର ନାମ ସେ ‘ବାୟୁ କପୁର ଆହୁଜା’…

କ୍ୟାରିୟରର ସର୍ବଶ୍ରେଷ୍ଠ ର଼୍ୟାଙ୍କିଙ୍ଗ ହାସଲ କଲେ ସ୍ମୃତି ମନ୍ଧାନା

ଦୁବାଇ, ୨୦ା୯: ଭାରତର ଷ୍ଟାର ଓପନର ସ୍ମୃତି ମନ୍ଧାନା ଆଇସିସି ଅନ୍ତର୍ଜାତୀୟ ଟି୨୦ ର଼୍ୟାଙ୍କିଙ୍ଗ ତାଲିକାରେ କ୍ୟାରିୟର ଶ୍ରେଷ୍ଠ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ତର୍ଜାତୀୟ ଦିନିକିଆ ର଼୍ୟାଙ୍କିଙ୍ଗରେ ମଧ୍ୟ ସେ ୭ମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଅନ୍ୟ ଭାରତୀୟ ଖେଳାଳିଙ୍କ…

ଆସନ୍ତା ୨୨ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଆସନ୍ତା ୨୨ ତାରିଖ ଅପରାହ୍ନ ୫ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ।…

୧୧ ନକଲି ସାଧୁ ଗିରଫ, ୭୦ ହଜାର ଟଙ୍କା ଜବତ…

ଇଟାନଗର, ୨୦।୯ : ଅରୁଣାଚଳ ପ୍ରଦେଶର ପୂର୍ବ କାମେଙ୍ଗ ଜିଲାରୁ ୧୧ ଜଣ ନକଲି ସାଧୁଙ୍କୁ ପୋଲିସ ଗିରଫ କରିଛି। ପଶ୍ଚିମବଙ୍ଗର ମାଲଦାଠାରେ ଆଶ୍ରମ ନିର୍ମାଣ ନାମରେ ସେମାନେ ଘରଘର ବୁଲି ଟଙ୍କା ସଂଗ୍ରହ କରୁଥିଲେ। ଏହି ଗ୍ୟାଙ୍ଗର ସନ୍ଦେହଜନକ କାର୍ଯ୍ୟକଳାପ…

ଟି-୨୦ ବିଶ୍ୱକପ୍‌ ଲାଗି ଦଳ ଘୋଷଣା କଲା ନ୍ୟୁଜିଲ୍ୟାଣ୍ଡ; ରେକର୍ଡ ସପ୍ତମ ଥର ଲାଗି ଖେଳିବେ…

ନୂଆଦିଲ୍ଲୀ,୨୦।୯: ଟି୨୦ ବିଶ୍ୱକପ୍‌ ଲାଗି ମଙ୍ଗଳବାର ୧୫ ଜଣିଆ ଦଳ ଘୋଷଣା କରିଛି ନ୍ୟୁଜିଲ୍ୟାଣ୍ଡ। କେନ ୱିଲିୟମସନଙ୍କ ନେତୃତ୍ୱାଧିନ ଏହି ଟିମ୍‌ରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ମାର୍ଟିନ ଗୁପ୍ତିଲ ଥିବା ଦେଖାଯାଇଛି। ସେ ରେକର୍ଡ ସପ୍ତମ ଥର ପାଇଁ ଟୁର୍ନାମେଣ୍ଟରେ ଖେଳିବାକୁ ଯାଉଛନ୍ତି।…

ନିଜ ଦେଶର ଲିଗ୍‌ରେ ବିଶ୍ୱକପ୍‌ ଅଧିନାୟକଙ୍କୁ ମିଳିଲେନି କ୍ରେତା, ଖେଳପ୍ରେମୀ ଚକିତ

ନୂଆଦିଲ୍ଲୀ, ୨୦।୯: ଦକ୍ଷିଣ ଆଫ୍ରିକା ଟି-୨୦ ଲିଗ୍‌ ଲାଗି ମେଗା ନିଲାମ ଅନୁଷ୍ଠିତ ହୋଇଛି। ଏଥିରେ ଯୁବ ବ୍ୟାଟ୍ସମ୍ୟାନ୍‌ ଟ୍ରିଷ୍ଟାନ ଷ୍ଟବ୍ସ ସବୁଠାରୁ ମହଙ୍ଗା ଖେଳାଳି ଭାବେ ୪ କୋଟିରୁ ଅଧିକ ମୂଲ୍ୟରେ ବିକ୍ରି ହୋଇଛନ୍ତି। ହେଲେ ଏହି ଲିଗ୍‌ରେ ଦକ୍ଷିଣ…

ପିଏଫ୍‌ ଖାତାଧାରୀଙ୍କ ପାଇଁ ଖୁସିଖବର: ନବରାତ୍ରୀରେ ସରକାର ଦେଇପାରନ୍ତି ବଡ଼ ଭେଟି !

ନୂଆଦିଲ୍ଲୀ,୨୦।୯: ଆଗକୁ ଦୁର୍ଗାପୂଜା। ଏହା ପୂର୍ବରୁ ନବରାତ୍ରୀରେ କେନ୍ଦ୍ର ସରକାର ପିଏଫ୍‌ ଆକାଉଣ୍ଟଧାରୀଙ୍କୁ ଭେଟି ଦେବାକୁ ଯୋଜନା କରୁଛନ୍ତି। ପିଏଫ୍‌ ଖାତାରେ ଥିବା ଜମା ରାଶି ଉପରେ ୮.୧ ପ୍ରତିଶତ ସୁଧ ମିଳିପାରେ। ଇପିଏଫ୍‌ଓ ପକ୍ଷରୁ ଏହି ମାମଲାରେ ଆଧିକାରୀକ ଘୋଷଣା…

ରାଜକୁମାରୀ ଭଳି ସଜେଇ ହେବେ ରିଚା, ୧୭୫ ବର୍ଷ ପୁରୁଣା ଜୁଏଲାରୀ ପ୍ରସ୍ତୁତ କରୁଛି ଗହଣା

ବମ୍ବେ: ବି-ଟାଉନ୍‌ରେ ଏବେ ଅଭିନେତ୍ରୀ ଋଚା ଚଢ୍ଢା ଏବଂ ଅଭିନେତା ଅଲି ଫଜଲଙ୍କ ବିବାହକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ। ବିବାହ ତାରିଖ ଘୋଷଣା ହେବା ସହ କାର୍ଯ୍ୟକ୍ରମଗୁଡ଼ିକଲାଗି ଅତିଥି ନିମନ୍ତ୍ରଣ ସରିଲାଣି। ଉଭୟଙ୍କର ପ୍ରିଓ୍ବେଡିଂ ଫଙ୍କସନ ସେପ୍ଟେମ୍ବର ୩୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?