ଧୋନୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଜାଡେଜା
ମୁମ୍ବାଇ,୨୨।୪: ମୁମ୍ବାଇ,୨୨।୪: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ରୋମାଞ୍ଚକର ଆଇପିଏଲ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ)କୁ ୩ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍ରେ ହିରୋ ଥିଲେ ମହେନ୍ଦ୍ର ସିଂ ଧୋନୀ। ସେ ମାତ୍ର ୧୩ଟି ବଲ୍ରୁ ୨୮ ରନ୍ର ପାଳି…
ଚାର୍ଜ ବେଳେ ଇଲେକ୍ଟ୍ରିକ୍ ସ୍କୁଟର ବ୍ୟାଟେରି ବିସ୍ଫୋରଣ, ଚାଲିଗଲା ବୃଦ୍ଧଙ୍କ ଜୀବନ
ହାଇଦ୍ରାବାଦ,୨୨।୪: ତେଲଙ୍ଗାନା ନିଜାମାବାଦ ଜିଲାରେ ଏକ ଅଘଟଣ ଘଟିଛି। ଚାର୍ଜରେ ବସିଥିବା ଏକ ଇଲେକ୍ଟ୍ରିକ ସ୍କୁଟର ବ୍ୟାଟେରି ବିସ୍ଫୋରଣ ହେବାରୁ ଜଣେ ୮୦ ବର୍ଷ ବୟସ୍କ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ପରିବାରର ୩ ଜଣ ଆହତ ହୋଇଛନ୍ତି। ଘଟଣାଟି ବୁଧବାର…
ମାନସ ସ୍ବାଇଁ ହତ୍ୟା ମାମଲା: ଚାନ୍ଦବାଲି କୋର୍ଟରେ ହାଜର ହେଲେ ୮ ଅଭିଯୁକ୍ତ
ଭଦ୍ରକ ଅଫିସ,୨୨।୪: ମାନସ ସ୍ବାଇଁ ହତ୍ୟା ମାମଲାରେ ଶୁକ୍ରବାର ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀଙ୍କ ସମେତ ୮ଜଣଙ୍କୁ ଚାନ୍ଦବାଲି କୋର୍ଟରେ ହାଜର କରାଯାଇଛି। ଭଦ୍ରକ ଉପକାରାଗାରରୁ ୮ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଚାନ୍ଦବାଲି କୋର୍ଟରେ ହାଜର କରାଯାଇଥିବା…
‘ମୋତେ ଲୋକେ କହୁଛନ୍ତି ବୁଢ଼ୀ’
ମୁମ୍ବାଇ: ଅଭିନେତ୍ରୀ ମଲାଇକା ଆରୋରା ଏବଂ ଅର୍ଜୁନ କପୁରଙ୍କ ସମ୍ପର୍କକୁ ନେଇ ଅନେକ ଚର୍ଚ୍ଚା ହେଉଛି। ଲୋକେ ମଲାଇକାଙ୍କୁ ନେଇ ନାନା କଥା କହୁଛନ୍ତି। ଅଭିନେତ୍ରୀ କହିଛନ୍ତି, ସେ ତାଙ୍କଠାରୁ ବୟସରେ ସାନ ଜଣେ ଯୁବକଙ୍କୁ ଡେଟ୍ କରୁଛନ୍ତି। ଏଥିପାଇଁ ଲୋକେ…
କେନ୍ଦୁଝର ଗସ୍ତରେ ମୁଖ୍ୟ ଶାସନ ସଚିବ, ୫ଟି ସଚିବ
ବଡ଼ବିଲ,୨୪।୪(ଡି.ଏନ୍.ଏ.): କେନ୍ଦୁଝର ଜିଲା ଗସ୍ତରେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ ପ୍ରମୁଖ ସଚିବ ଅନୁ ଗର୍ଗ ଯାଇଛନ୍ତିି। ସକାଳେ ଚମ୍ପୁଆ, ଚିମଳାଠାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ…
୩୦୦ ବର୍ଷ ପୁରୁଣା ମନ୍ଦିର ଉପରେ ଚଢିଲା ବୁଲ୍ଡୋଜର
ଜୟପୁର,୨୨।୪: ରାଜସ୍ଥାନର ଅଲୱାରରେ ୩୦୦ ବର୍ଷ ପୁରୁଣା ଶିବ ମନ୍ଦିର ବୁଲ୍ଡୋଜର ଦ୍ୱାରା ଭାଙ୍ଗି ଦିଆଯାଇଛି। ଶିବ ମନ୍ଦିରରେ ଜୋତା ପିନ୍ଧିବା ଏବଂ ମୂର୍ତ୍ତିଗୁଡ଼ିକ ଉପରେ କଟର ମେଶିନ ଚଲାଇବା ଦ୍ୱାରା ହିନ୍ଦୁତ୍ୱ ସଂଗଠନଗୁଡ଼ିକ ବିରୋଧ ପ୍ରଦର୍ଶନ କରିଛନ୍ତି। ମ୍ୟୁନିସିପାଲିଟିର ଇଓ,…
ଗାଇଡଲାଇନ୍ ଆସିବା ପରେ ଶିଶୁଙ୍କ ଟିକାକରଣ
ଭୁବନେଶ୍ୱର,୨୨।୪(ବ୍ୟୁରୋ): ଶିଶୁଙ୍କ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଶୁକ୍ରବାର ନିଜ ପ୍ରତିକ୍ରିୟା ରଖିଛନ୍ତି । ୫ରୁ ୧୨ ବର୍ଷ ଶିଶୁଙ୍କ ଟିକାକରଣ ଲାଗି ଡିସିଜିଏଲ୍ର ସୁପାରିସ ପରେ ସେ ପ୍ରତିକ୍ରିୟା ରଖିଛନ୍ତି। କେନ୍ଦ୍ର ଅନୁମୋଦନ ପରେ ରାଜ୍ୟ ସରକାରଙ୍କ ପାଖକୁ…
ଛାତରୁ ଡେଇଁ ଧରାପଡ଼ିଲେ ନାବାଳକ
ସମ୍ବଲପୁର,୨୨ା୪(ବ୍ୟୁରୋ): ସମ୍ବଲପୁର ଜିଲା ଜୁଜୁମୁରା ଥାନା ପୋଲିସ ପୂର୍ବରୁ ଅନେକ ବିବାଦରେ ରହିଆସିଛି। ଗୁରୁବାର ପୁଣି ଏକ ବିବାଦୀୟ ଘଟଣା ଘଟିଛି। ଯୁଯୁମୁରା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଘରକୁ ଜଣେ ନାବାଳକ ରାତିରେ ଯାଇଥିଲେ। ପରିବାର ଲୋକ ଉଠି ପଡିବାରୁ ନାବାଳକ…
ସବ୍ଜେଲ୍ ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୨ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବ୍ଜେଲକୁ ଶୁକ୍ରବାର ଅଚାନକ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନ କରିଛନ୍ତି। ସେଠାରେ ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ଅନୁଧ୍ୟାନ କରିଥିଲେ।
ଟ୍ରେନ୍ ଯୋଗେ ଚାଲାଣ ହେଉଛି କାଠ
କେସିଙ୍ଗା,୨୨ା୪(ଡି.ଏନ୍.ଏ.): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ ଲାଞ୍ଜିଗଡ଼ ରେଳ ଷ୍ଟେଶନରୁ ଦୈନନ୍ଦିନ ଜାଳେଣି କାଠ ବିଭିନ୍ନ ଟ୍ରେନ୍ ଯୋଗେ ଶୁକ୍ରବାର ଚାଲାଣ ହେଉଥିବା ଦେଖିବାକୁ ମିଳିଛି। ପ୍ରବଳ ଯାତ୍ରୀଙ୍କ ଗହଳି ସତ୍ତ୍ୱେ ଟ୍ରେନ୍ରେ କାଠ ମାଫିଆମାନେ କାଠ ଲଦି ନର୍ଲା,ରୁପ୍ରା ରୋଡ୍,…
ଫିଟୁଛି ନକଲି ଡାକ୍ତରଙ୍କ ଗୁମର : ଦ୍ୱିତୀୟ ଦେଉଥିଲେ ଟଙ୍କା ପ୍ରଥମ ସ୍ତ୍ରୀ ଆଣୁଥିଲେ ଜାମିନ୍ରେ
ଭୁବନେଶ୍ୱର,୨୨।୪(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୋଟିଏ ପରେ ଗୋଟିଏ ଗୁମର ଫିଟିବାରେ ଲାଗିଛି। ସେ ଗୁରୁଗ୍ରାମରେ ଚାକିରି ଦେବା ନାଁରେ ଠକେଇ କରି ଆଗରୁ ଗିରଫ ହୋଇଥିଲେ । ଦ୍ୱିତୀୟ ସ୍ତ୍ରୀ କମଳା ସ୍ବାଇଁଙ୍କ ନାମରେ ମଧ୍ୟ ଏହି ଠକେଇ…
ଲାଲୁଙ୍କୁ ମିଳିଲା ଜାମିନ
ରାଞ୍ଚି,୨୨।୪:ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଶୁକ୍ରବାର ବହୁ ଚର୍ଚ୍ଚିତ ଗୋଖାଦ୍ୟ ଦୁର୍ନୀତିର ଡୋରଣ୍ଡା ଟ୍ରେଜେରୀ ମାମଲାରେ ଜାମିନ ମିଳିଛି। ଝାଡ଼ଖଣ୍ଡ ହାଇକୋର୍ଟ ଏହି ଜାମିନ ପ୍ରଦାନ କରିଛନ୍ତି। ୧୯୯୦ରୁ ୧୯୯୫ ମଧ୍ୟରେ ଡୋରଣ୍ଡା ଟ୍ରେଜେରୀରୁ ୧୩୯ କୋଟି ଟଙ୍କା ହେରଫେର…
Archives


