Home Left

ସିଝୁଛି ପଶ୍ଚିମ ଓଡ଼ିଶା

ଭୁବନେଶ୍ୱର,୬।୬(ବ୍ୟୁରୋ): ତାତିରେ ସିଝୁଛି ପଶ୍ଚିମ ଓଡ଼ିଶା । ୪୦ ଡିଗ୍ରୀ ଉପରେ ୧୧ ସହରର ତାପମାତ୍ରା ରହିଥିବା ବେଳେ ୪୪ ଡିଗ୍ରୀରେ ନୂଆପଡ଼ା ସବୁଠୁ ଉତ୍ତପ୍ତ ସହର ବିବେଚନା କରାଯାଇଛି। ସେହିପରି ବଲାଙ୍ଗୀର ୪୩ ଡିଗ୍ରୀ ରହିଥିବା ବେଳେ ବୌଦ୍ଧ ୪୩,…

ଅନ୍ୟ ଜାତିରେ ବିବାହ କରିବାରୁ ବାସନ୍ଦ : ନ୍ୟାୟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ପରିବାର

ଛତ୍ରପୁର,୬ା୬(ଡି.ଏନ୍‌.ଏ.): ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ ଜଣେ ଯୁବକ ଅନ୍ୟ ଜାତିରେ ବିବାହ କରିବାରୁ ତାଙ୍କ ପରିବାରକୁ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି । ନ୍ୟାୟ ପାଇଁ ସମ୍ପୃକ୍ତ ପରିବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। କଳମ୍ବ ଗାଁର ଅରୁଣ…

ପୁଣି କେରଳ ବଢ଼ାଉଛି ଚିନ୍ତା

ଥିରୁଭାନ୍ତମପୁରମ,୬।୬: ଦେଶରେ ବ୍ୟାପିଥିବା କରୋନା ସଙ୍କଟ ମଧ୍ୟରେ କେରଳରେ ଏବେ ନୋରୋଭାଇରସ ମାମଲା ପୁଣି ଥରେ ଚିନ୍ତା ବଢ଼ାଇଛି। ଚଳିତ ମାସ କେରଳର ଭିଜିଞ୍ଜାମରେ ୨ଜଣ ଶିଶୁ ନୋରୋଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଭିଜିଞ୍ଜାମ କେରଳର ରାଜଧାନୀ ଥିରୁଭାନ୍ତପୁରମରେ ଅବସ୍ଥିତ। ତେବେ…

ଏଣିକି ଅଗ୍ନିଶମ କର୍ମଚାରୀଙ୍କୁ ମିଳିବ ୟୁନିଫର୍ମ ଭତ୍ତା

ଭୁବନେଶ୍ୱର,୬।୬(ବ୍ୟୁରୋ): ଅଗ୍ନିଶମ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ଅଗ୍ନିଶମ କର୍ମଚାରୀଙ୍କୁ ୟୁନିଫର୍ମ ଭତ୍ତା ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । କର୍ମଚାରୀଙ୍କୁ ବାର୍ଷିକ ୫,୭୦୦ ଓ ୫,୮୦୦ ଟଙ୍କା ଭତ୍ତା ଦେବାକୁ ଘୋଷଣା…

୨୦ ମେଣ୍ଢାକୁ ମାରି ଖାଇଲେ କୁକୁରପଲ

କୋକସରା,୬ା୬,(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରିଗୁଡା ଗ୍ରାମରେ ସୋମବାର କୁକୁରପଲ ଆକ୍ରମଣରେ ୨୦ ମେଣ୍ଢା ମୃତ୍ୟୁ ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ସୋମବାର ସକାଳେ ଗମ୍ଭାରିଗୁଡା ଗ୍ରାମର ମେଣ୍ଢା ଚରାଳି ସୋମେଶ୍ୱର ଶବର ପ୍ରତିଦିନ ଭଳି ନିଜ ମେଣ୍ଢା…

ଗାୟକ ସିଧୁଙ୍କ ପରିବାର ଲୋକଙ୍କୁ ଭେଟିବେ ରାହୁଲ

ଚଣ୍ଡୀଗଡ଼,୬।୬: ଗାୟକ ସିଧୁ ମୂସେ ୱାଲାଙ୍କ ହତ୍ୟା ଘଟଣାର ଏକ ସପ୍ତାହ ପରେ ତାଙ୍କ ପରିବାର ଲୋକଙ୍କୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭେଟିବେ। ମଙ୍ଗଳବାର ରାହୁଲ ଗାନ୍ଧୀ ପଞ୍ଜାବର ମନସା ଜିଲାରେ ଅବସ୍ଥିତ ମୂସେ ୱାଲାଙ୍କ ଗାଁ ମୁସା ଗସ୍ତ…

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ଖୋର୍ଦ୍ଧା ଅଫିସ,୬।୬: ପୂର୍ବତଟ ରେଳବାଇ କାଳୁପଡ଼ାଘାଟ ରେଳ ଷ୍ଟେଶନର ୪ ନମ୍ବର ଟ୍ରାକରେ ଅଟକି ରହିଥିବା ଏକ କୋଇଲା ବୋଝେଇ ମାଲଗାଡିରେ ଅଗ୍ନିକାଣ୍ଡ ଘଟିଛି। ଟ୍ରେନ୍‌ର ଗୋଟିଏ ବଗିରେ ନିଆଁ ଲାଗି ଯାଇଥିଲା। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ କୋଇଲା ବଗିରେ ନିଆଁ…

ଢେଙ୍କାନାଳ ବିରାଶାଳ ଏୟାରଷ୍ଟ୍ରିପ୍‌ରେ ବିମାନ ଦୁର୍ଘଟଣା

କାମାକ୍ଷାନଗର,୬।୬(ଡି.ଏନ୍‌.ଏ.): ଢେଙ୍କାନାଳ ବିରାଶାଳ ଏୟାରଷ୍ଟ୍ରିପରେ ପୁଣି ବିମାନ ଦୁର୍ଘଟଣା ଘଟିଛିି । ପ୍ରଶିକ୍ଷଣ ବେଳେ ୧୫ ଫୁଟରୁ ବିମାନଟି ଖସି ପଡିଥିବା ଜଣାପଡ଼ିଛି । ଦୁର୍ଘଟଣା ଫଳରେ ଜଣେ ପ୍ରଶିକ୍ଷାର୍ଥୀ ସାମାନ୍ୟ ଆହତ ହୋଇଛନ୍ତି । ଆହତ ପ୍ରଶିକ୍ଷାର୍ଥୀ ଜଣକ ହେଲେ…

ପୁରୁଷୋତ୍ତମପୁରର ୩ଜୋନରେ ଦାଖଲ ହୋଇନି ପ୍ରାର୍ଥିପତ୍ର

ପୁରୁଷୋତ୍ତମପୁର,୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୧୫ଜୋନ ବିଶିଷ୍ଟ ପୁରୁଷୋତ୍ତମପୁର ସମବାୟ ସମିତିରେ ହେବାକୁ ଥିବା ନିର୍ବାଚନ ଲାଗି ସୋମବାର ପ୍ରାର୍ଥିପତ୍ର ଦାଖଲ ହୋଇଛି। ସମିତିର ୩ଟି ଜୋନ ୬, ୧୪ ଓ ୧୫ରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରି ନ…

ରାଜଧାନୀରୁ ଜବତ ହେଲା ୨ କେଜିରୁ ଅଧିକ ବ୍ରାଉନସୁଗାର

ଭୁବନେଶ୍ୱର,୬।୬(ବ୍ୟୁରୋ): ଭୁବନେଶ୍ବର ଏମ୍‌ମ୍ସ ନିକଟରୁ ସୋମବାର ୨ କେଜି ୫୮ ଗ୍ରାମ ଓଜନର ବ୍ରାଉନସୁଗାର ଜବତ ହୋଇଛି। ବେଆଇନ ଚାଲାଣ ବେଳେ ଏସଟିଏଫ୍‌ ଟିମ୍‌ ଚଢ଼ାଉ କରି ଏହି ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା…

ସଲମାନଙ୍କ ବୟାନ ରେକର୍ଡ କରିବ ମୁମ୍ବାଇ ପୋଲିସ

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କୁ ହତ୍ୟା ଧମକ ମିଳିବା ଘଟଣା ପରେ ମୁମ୍ବାଇ ପୋଲିସ ବର୍ତ୍ତମାନ ଆକ୍ସନ ମୁଡରେ ଆସିଯାଇଛି। ଖୁବ୍‌ଶୀଘ୍ର ମୁମ୍ବାଇ ପୋଲିସ ଅଭିନେତାଙ୍କ ବୟାନ ରେକର୍ଡ କରିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଜୁନ ୫ ଅର୍ଥାତ୍‌ ରବିବାର…

ଆମ୍ବୁଲାନ୍ସ-ଅଟୋ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ବଣାଇଁ,୬।୬(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା କଲେଇପୋଷ-ବାହାଡ଼ାପୋଷି ୧୦ନମ୍ବର ରାଜ୍ୟ ରାଜପଥ ଖୁଣ୍ଟଗାଁ ନିକଟ ହଂସରାଡି ପୋଲ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ -ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri