Home Left

ଏସ୍‌ସିବି ଟିକେଟ କାଉଣ୍ଟର ଭିତରେ ମଦ ପିଇବା ଭିଡିଓ ଭାଇରାଲ : ନିଲମ୍ବିତ ହେଲେ କର୍ମଚାରୀ

କଟକ ଅଫିସ, ୧୯।୯: କଟକ ଏସ୍‌ସିବି ମେଡିକାଲ ଟିକେଟ କାଉଣ୍ଟର ଭିତରେ ଜଣେ କର୍ମଚାରୀ ମଦ ପିଇବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ସୋମବାର ଏସ୍‌ସିବି କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଲିଫ୍ଟ ଅପରେଟର ତଥା ଠିକା କର୍ମଚାରୀ ସନ୍ତୋଷ…

ନୀତୀଶଙ୍କୁ ସମର୍ଥନ କରିବେନି ଶିବପାଲ

ଲକ୍ଷ୍ନୌ,୧୯।୯: ଆଗାମୀ ୨୦୨୪ରେ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ପ୍ରୟାଗରାଜର ଫୁଲପୁର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଥିବା ନୀତୀଶଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଶିବପାଲ ସିଂ ଯାଦବଙ୍କ ପ୍ରଗତିଶୀଳ ସମାଜ ପାର୍ଟି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ସମର୍ଥନ କରିବେ…

ମହିଳାଙ୍କୁ ବଞ୍ଚାଇବା ପାଇଁ ଦୁର୍ଘଟଣାର ଶିକାର ହେଲେ ୨ ଆଇନଜୀବୀ

ନିଶ୍ଚିନ୍ତକୋଇଲି,୧୯।୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲର ନିକଟ କଟକ-ଚାନ୍ଦବାଲି ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସାଲେପୁର କୋଟର ୨ ଆଇନଜୀବୀ ଗୁରୁତର ହୋଇଛନ୍ତିି। ସେମାନେ ହେଲେ ପ୍ରବୋଧ କୁମାର ଜେନା, ପ୍ରତାପ କୁମାର ଜେନା। ଉଭୟ…

ରାଜ୍ୟରୁ ୨୧୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ୧୩,୨୧,୩୪୪ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୮,…

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କଲେ ଯୁବକ, ପାଟିରେ ଭରିଦେଲେ କାଦୁଅ

ଲକ୍ଷ୍ନୌ,୧୯ା୯: ଉତ୍ତରପ୍ରଦେଶର ଏକ ଗାଁରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ଜଣାପଡ଼ିଛି। ତେବେ ହତ୍ୟାର ଗୋଟିଏ ଦିନ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ନାବାଳିକାଙ୍କୁ ବଳାତ୍କାର କରିବା ପରେ ତାଙ୍କ ପାଟିରେ କାଦୁଅ ଭର୍ତ୍ତି…

ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ହେଲେ ପିସିସି ସଦସ୍ୟ

ଦିଗପହଣ୍ଡି,୨୦।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଦସ୍ୟ ଭାବେ ସୋମବାର ମନୋନୀତ ହୋଇଛନ୍ତି। ପ୍ରଫୁଲ୍ଲ ପୂର୍ବରୁ ଡିସିସି ଉପସଭାପତି ଭାବେ କାର୍ଯ୍ୟ କରି ଆସୁଥିବା ବେଳେ ସାଂଗଠନିକ ଦକ୍ଷତା ଆଧାରରେ ତାଙ୍କୁ…

ପ୍ରଭାସଙ୍କୁ ଡେଟ୍‌ କରୁଛନ୍ତି କ୍ରିତି!

ସାଉଥ ସୁପରଷ୍ଟାର ପ୍ରଭାସ ଏବଂ ଅଭିନେତ୍ରୀ କ୍ରିତି ସାନନ୍‌ ତାଙ୍କ ଅପକମିଙ୍ଗ୍‌ ଫିଲ୍ମ‘ଆଦିପୁରୁଷ’କୁ ନେଇ ଏବେ ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଏହି ଫିଲ୍ମଟି ଆସନ୍ତା ବର୍ଷ ଜାନୁୟାରୀରେ ରିଲିଜ୍‌ ହେବାକୁ ଯାଉଛି। ଏହାରି ମଧ୍ୟରେ ଏକ ଖବର ସାମ୍ନାକୁ ଆସିଛି ଯେ,…

ବିଗ ବସ ଘରେ ବୟଫ୍ରେଣ୍ଡ ଆଦିଲଙ୍କ ସହ ନିକାହ କରିବାକୁ ଚାହୁଛନ୍ତି ରାକ୍ଷୀ

ମୁମ୍ବାଇ: ରିୟଲିଟି ଶୋ’ ବିଗ ବସ ସିଜନ ୧୬ ପୁଣିଥରେ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇଗଲାଣି । ଏବେ ଦର୍ଶକଙ୍କ ଉତ୍କଣ୍ଠା ଜାଣିବାକୁ ଯେ ଏଥର ସିଜନରେ କେଉଁ ସେଲିବ୍ରିଟିମାନେ ଆସୁଛନ୍ତି । ଏଥର ଶୋ’ରେ ଏଣ୍ଟ୍ରି…

ଯୁବତୀ ଫୋନ୍‌ ନମ୍ବର ଦେବାକୁ ମନା କରିବାରୁ ଏମିତି କାଣ୍ଡ ଘଟାଇଲେ ଯୁବକ, ଭିଡିଓ ଦେଖିଲେ…

ଅନେକ ଯୁବକ ଥାନ୍ତି, ଯେଉଁମାନେ ଯୁବତୀଙ୍କଠାରୁ ହଁ ଶୁଣି ଖୁସି ହୁଅନ୍ତି ଆଉ ନା ଶବ୍ଦକୁ ଆଦୌ ସହିପାରନ୍ତି ନାହିଁ। ସେମାନେ ଭାବନ୍ତି ଯୁବତୀଙ୍କ ମନା କରିବା ଅର୍ଥ ସେମାନଙ୍କୁ ଅପମାନ ଦେବା। ତେଣୁ ଏଥିରେ କ୍ରୋଧିତ ହୋଇ କେତେ କ’ଣ…

ଅକ୍ଟୋବରରେ ରିଲିଜ ହେବ କୋଡ ନେମ: ତ୍ରିରଙ୍ଗା, ନୂଆ ଯୋଡି କରିବେ ଧମାକା

ମୁମ୍ବାଇ: ଖୁବଶୀଘ୍ର ବଡ ପରଦାରେ ନଜର ଆସିବେ ବଲିଉଡ କୁଇନ ପରିଣିତି ଚୋପ୍ରା ଓ ଆଗଧାଡିର ପଞ୍ଜାବୀ ଗାୟକ ହର୍ଡି ସଂଧୁ । ଏହି ଯୋଡିଙ୍କୁ ଦର୍ଶକେ ଫିଲ୍ମ ‘କୋଡ ନେମ: ତ୍ରିରଙ୍ଗାରେ ଦେଖିବାକୁ ପାଇବେ । ଆଉ ଫିଲ୍ମଟି ଆସନ୍ତା…

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା: ରାଜ୍ୟର ସାଙ୍ଗଠନିକ ସ୍ଥିତିର କରିବେ ସମୀକ୍ଷା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଆସନ୍ତା ୨୯ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି.ନଡ୍ଡା। ଓଡ଼ିଶାରେ ପହଞ୍ଚିବା ପରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଜନତା ମଇଦାନରେ ୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବା ସହ ରାଜ୍ୟରେ ସାଙ୍ଗଠନିକ…

ରୋହିତଙ୍କ ସହ ରାହୁଲ କରିବେ ଓପନିଂ

ମୁମ୍ବାଇ,୧୯।୯ : ଆଉ କିଛି ଦିନ ପରେ ଟି-୨୦ ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ଭାରତ ପକ୍ଷରୁ ରୋହିତଙ୍କ ସହ ଆଉ କିଏ ଓପନିଂ କରିବେ ସେନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ତେବେ ଅଧିନାୟକ ରୋହିତ ଶର୍ମା ଏଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?