ଏସ୍ପି ଅଫିସ ଆଗରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ଛତ୍ରପୁର,୧୪ା୫(ଡି.ଏନ୍.ଏ.): ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍ପିଙ୍କ ଅଫିସ ଆଗରେ ଶନିବାର ସନ୍ଧ୍ୟାରେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେ ହେଲେ ରମ୍ଭା ଥାନା ଅଧୀନ ବୋରିଗାଁର ବାଦଲ ସାହୁ। ମିଳିଥିବା ସୂଚନାନୁସାରେ ବାଦଲ ଏସ୍ପିଙ୍କୁ ଭେଟିବା ପାଇଁ ଯାଇଥିଲେ। ଏସ୍ପିଙ୍କ ଅନୁପସ୍ଥିତିରେ ଅଫିସ୍…
ବାଙ୍ଗାଲୁରୁରେ ଟ୍ରେନ୍ ଧକ୍କାରେ ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ: ଗାଁକୁ ଫେରିଲା ମୃତଦେହ
କୋକସରା,୧୪।୫(ଡି.ଏନ.ଏ.): ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାରୁ ବାଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ ଯୁବକ। ହେଲେ ଟ୍ରେନ୍ ଦୁର୍ଘଟଣାରେ ଆଖି ବୁଜିବା ଯୋଗୁ ଘରକୁ ଫେରିଲା ମୃତଦେହ। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ…
ଲ୍ୟାଣ୍ଡମାଇନ ବିସ୍ଫୋରଣ: ୨ ଯବାନ ଗୁରୁତର
ମାଲକାନଗିରି,୧୪ା୫(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ଶନିବାର ତାଣ୍ଡବ ରଚିଛନ୍ତି ମାଓବାଦୀ। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ଯବାନ ଦ୍ୱୟଙ୍କୁ ଉଦ୍ଧାର କରାଯାଇ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ମାଓବାଦୀଙ୍କ ଆକ୍ରମଣ ପରେ କମ୍ବିଂ ଅପରେଶନକୁ…
ବିଫଳ ପ୍ରେମିକଙ୍କ ଚରମ ନିଷ୍ପତ୍ତି
ବ୍ରହ୍ମପୁର ଅଫିସ,୧୪।୫: ବଡ଼ବଜାର ଥାନା ଅଧୀନ ଲକ୍ଷ୍ମୀନୃସିଂହ ସାହିରେ ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶରତ ଜେନାଙ୍କ ପୁଅ ପ୍ରମୁଖ ଜେନା(୨୧)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଏକ…
ଶେଖ ମହମ୍ମଦ ବିନ୍ ଜାୟେଦ ହେଲେ ୟୁଏଇର ନୂଆ ରାଷ୍ଟ୍ରପତି
ଦୁବାଇ,୧୪।୫: ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ନୂତନ ରାଷ୍ଟ୍ରପତି ହୋଇଛନ୍ତି ଶେଖ ମହମ୍ମଦ ବିନ ଜାୟେଦ ଅଲ-ନହ୍ୟାନ(୬୧)। ସେ ଦେଶର ତୃତୀୟ ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ସମ୍ଭାଳିବେ। ତେବେ ଶୁକ୍ରବାର ୟୁଏଇର ଦ୍ୱିତୀୟ ରାଷ୍ଟ୍ରପତି ଶେଖ ଖଲିଫା ବିନ ଜାୟେଦ ଅଲ ନହ୍ୟାନ୍ଙ୍କ…
ଅଭିନେତ୍ରୀଙ୍କ ଡ୍ୟାନ୍ସ ଦେଖି ପ୍ରଶଂସକ କହିଲେ…
ମୁମ୍ବାଇ: ଅଭିନେତ୍ରୀ ଉର୍ଫି ଜାଭେଦ ତାଙ୍କର ବୋଲ୍ଡନେସ୍କୁ ନେଇ ସବୁବେଳେ ଚର୍ଚ୍ଚାରେ ଥା’ନ୍ତି। ଏବେ ଇନଷ୍ଟାଗ୍ରାମରେ ଏକ ବୋଲ୍ଡ ଭିଡିଓ ଶେୟାର କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଏଥିରେ ସେ ଗଣେଶ ଆଚାର୍ଯ୍ୟଙ୍କ ନିକଟରେ ରିଲିଜ ହୋଇଥିବା ଗୀତ ‘ଦେହାତି ଡିସ୍କୋ’ରେ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୯୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ବିମାନ ଦୁର୍ଘଟଣାରେ ୧୦୩ ଲୋକଙ୍କ ହୋଇଥିଲା ମୃତ୍ୟୁ, ବଞ୍ଚି ଯାଇଥିଲେ ଏହି କୁନି ବାଳକ, ଜାଣନ୍ତୁ କିପରି…
କୁହାଯାଏ, ନିମିଷେ ମାତ୍ର ଥିଲେ ପ୍ରାଣ ନ ନେଇ ପାରେ ଜନ୍ତୁରାଣ। ଯଦି ଜୀବନ ଭାଗ୍ୟରେ ଲେଖାଥାଏ, ତେବେ ଯେତେ ବଡ଼ ଦୁର୍ଘଟଣା ହେଲେ ମଧ୍ୟ କେହି କ୍ଷତି କରିପାରିବେ ନାହିଁ। ଲିବିଆରେ ଏପରି ଏକ ଉଦାହରଣ ଦେଖିବାକୁ ମିଳିଛି। ଏଠାରେ…
ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ସ୍କୁଲ ଆଣିବେ ଶିକ୍ଷକ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ବର୍ତ୍ତମାନ ସ୍କୁଲ୍କୁ ୭୦ ପ୍ରତିଶତ ଛାତ୍ରୀଛାତ୍ର ଆସୁଛନ୍ତି। ବାକି ୩୦ ପ୍ରତିଶତ ଛାତ୍ରୀଛାତ୍ର କୁଆଡେ ଗଲେ, ସେମାନଙ୍କୁ ସ୍କୁଲକୁ ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ଗଣଶିକ୍ଷା ବିଭାଗର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି । ଏହି…
ମାନସୀ ଜେନାଙ୍କୁ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭିଜିଲାନ୍ସ ଅଫିସର ମାନସୀ ଜେନାଙ୍କୁ ଶନିବାର ଭିଜିଲାନ୍ସ ଗିରଫ କରିଛି। ଶୁକ୍ରବାର ସେ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ। ଜଣେ ସରକାରୀ ଅଧିକାରୀଙ୍କ ନାମରେ ଚାଲିଥିବା ମାମଲାକୁ ରଫାଦଫା କରିବାକୁ ବରଗଡ଼ର ମୁକେଶ ସାହୁ ନାମକ…
ଜେଲରୁ ହଟିଲା ଭିଆଇପି ସେଲ୍
ଚଣ୍ଡିଗଡ଼,୧୪।୫: ପଞ୍ଚାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜେଲରେ ଥିବା ଭିଆଇପି ସେଲକୁ ଭଗୱନ୍ତ ହଟାଇ ଦେଇଛନ୍ତି। ଜେଲରେ ଥିବା ସମସ୍ତ ଭିଆଇପି ରୁମ୍ଗୁଡିକୁ ମ୍ୟାନେଜମେଣ୍ଟ ବ୍ଲକରେ ପରିଣତ କରାଯିବ ବୋଲି ଭଗୱନ୍ତ ଏକ ଭିଡିଓ…
ପୁଅର ପ୍ରଥମ ଜନ୍ମଦିନରେ ଭାବବିହ୍ବଳ ହେଲେ ଅଭିନେତ୍ରୀ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଦିୟା ମିର୍ଜାଙ୍କ ପୁଅ ଅଭ୍ୟାନ ଆଜାଦ ରେଖୀଙ୍କୁ ଆଜି ଅର୍ଥାତ୍ ମେ’ ୧୪ରେ ବର୍ଷେ ପୂରିଛି। ପୁଅର ପ୍ରଥମ ଜନ୍ମଦିନରେ ଏକ ସ୍ବତନ୍ତ୍ର ଏବଂ ଭାବପ୍ରବଣ ପୋଷ୍ଟ ଲେଖିଛନ୍ତି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ଦିୟା…
Archives


