Home Left

ଏହି ରାଶିଙ୍କ ପାଇଁ ଜୁନ ମାସରେ ଘଟିବାକୁ ଯାଉଛି ଏମିତି, ଲିଷ୍ଟରେ ଆପଣଙ୍କ ରାଶି ଅଛି କି?

ଜୁନ ମାସ ଆରମ୍ଭ ହେବାକୁ ଯାଉଛି। ମାସ ଆରମ୍ଭରେ ବୃହସ୍ପତି କର୍କଟ ରାଶିରେ ପ୍ରବେଶ କରିବେ, ଯାହା ଅନେକ ରାଶିର ଭାଗ୍ୟକୁ ଉଜ୍ଜ୍ୱଳ କରିପାରେ। ଏହା ବ୍ୟତୀତ, ଶୁକ୍ର ମଧ୍ୟ ଏହି ରାଶିରେ ପ୍ରବେଶ କରିବେ। ଏହି ସମୟରେ, ଜୁନ ମଧ୍ୟଭାଗରେ,…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ ଓ ଅଧ୍ୟାପକ ଡଃ ଶ୍ରୀରାମ ମିଶ୍ରଙ୍କ ପ୍ରତ୍ୟକ୍ଷ ତଦାରଖ ଯୋଗୁ ଏଭଳି ଗୌରବ…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ ହତ୍ୟା ହୋଇଯାଇଥିବା ସୂଚନା ମିଳିଛି । ମହିଳା ଜଣକ ହେଉଛନ୍ତି ସ୍ଵର୍ଗତ ରାଧୁ…

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି ପକ୍ଷରୁ ୭ ଲକ୍ଷ ୩୨ ହଜାର…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଉପଲକ୍ଷେ ମେଲୋଡି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ୧୦ରୁ ଅଧିକ ଯୁବକ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ଗଞ୍ଜାମ ଓ…

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ନାବାଳିକା ଆଟେଣ୍ଡାଣ୍ଟ (ସହଯୋଗୀ)ଙ୍କୁ ବଳାତ୍କାର କରାଯାଇଥିବା ନେଇ ସାଂଘାତିକ…

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ମମତା ବାନାର୍ଜୀଙ୍କ ଦଳ ଭିତରେ ବିଭାଜନ…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା ମୋହନା ବ୍ଲକ ବେତାରସିଂ ଗାଁର ନୈଶ୍ମିତା ସାହୁ ମୋହନାସ୍ଥିତ ଅନୁସୂଚିତ ଜାତି ଜନଜାତି…

ଏବେ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଦେବାକୁ ପଡିବ ଏତେ ଟଙ୍କା! ଜାରି ହେଲା ନୂଆ ଦାମ୍‌

ନୂଆଦିଲ୍‌ଲୀ,୨୧।୫: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଏବଂ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଯୋଗୁଁ, ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ନିରନ୍ତର ଚାପ ମଧ୍ୟରେ ରହିଛି। ଏହି ଇନ୍ଧନ ମୂଲ୍ୟ ଗରମ ମଧ୍ୟରେ,…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା। ତାଙ୍କ ମ୍ୟାଚ ଫି’ର ୧୦% ଜରିମାନା କରାଯାଇଛି। ଏହା ସହିତ ତାଙ୍କୁ ଗୋଟିଏ…

୪୦ ବିଲିୟନ ଡଲାର ନିବେଶ, ପ୍ରଯୁକ୍ତିବିଦ୍ୟା… ପ୍ରଧାନମନ୍ତ୍ରୀ ମୋଦିଙ୍କ ୫ ଦେଶ ଗସ୍ତରୁ କ’ଣ ହେଲା ହାସଲ? ଜାଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ, ୨୧।୫: ଭାରତ କେବଳ ଏକ ବଜାର ନୁହେଁ ବରଂ ବିଶ୍ୱର ପ୍ରମୁଖ ଅର୍ଥନୀତି ମଧ୍ୟରେ ଏକ ବିଶ୍ୱସ୍ତ ଶକ୍ତି ଭାବରେ ଉଭା ହେଉଛି। ଏହି କାରଣରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ପାଞ୍ଚ-ରାଷ୍ଟ୍ର ଗସ୍ତକୁ ଆଉ କେବଳ ଏକ କୂଟନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?