ସଚିନଙ୍କୁ ଜାଣିଶୁଣି ଆହତ କରିବାକୁ ଚାହୁଁଥିଲେ ଏହି ପାକିସ୍ତାନ ବୋଲର୍: ନିଜେ କଲେ ଖୁଲାସା
ଇସଲାମାବାଦ୍,୫।୬: ପୂର୍ବତନ ମହାନ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ପ୍ରାୟ ୨୪ ବର୍ଷ ଧରି କ୍ରିକେଟ୍ରେ ରାଜୁତି କରିଥିଲେ। ନିଜ କ୍ୟାରିୟରରେ ସଚିନ ଅନେକ କିମ୍ବଦନ୍ତୀ ବୋଲରଙ୍କ ସମ୍ମୁଖୀନ ହୋଇଥିଲେ। ଏଥିରେ ସାମିଲ ଥିଲେ ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଦ୍ରୁତ…
୧୪ ବର୍ଷ ପରେ କ୍ଷମା ମାଗିଲେ ହରଭଜନ
ନୂଆଦିଲ୍ଲୀ,୫।୬: ପୂର୍ବତନ କ୍ରିକେଟର୍ ହରଭଜନ ସିଂ ଭାରତର ଅନ୍ୟତମ ସଫଳ ବୋଲର। ଅନେକ ବିବାଦ କାରଣରୁ ହରଭଜନ ଚର୍ଚ୍ଚାରେ ଥିଲେ। ୧୪ ବର୍ଷ ପୂର୍ବେ ହୋଇଥିବା ଭୁଲ ପାଇଁ ହରଭଜନ ସିଂ ନିକଟରେ କ୍ଷମା ମାଗିଛନ୍ତି। ୨୦୦୮ରେ ଆଇପିଏଲ ଆରମ୍ଭ ହୋଇଥିଲ।…
ବିପିଏଲ୍ ତାଲିକାରୁ ୧୨ ପ୍ରତିଶତ ମୁକ୍ତି ପାଇଛନ୍ତି…
ରାଞ୍ଚି, ୫।୬ : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ରାଞ୍ଚିଠାରେ ଆଦିବାସୀ ସମ୍ମିଳନୀକୁ ସମ୍ବୋଧିତ କରି କହିଛନ୍ତି ଯେ ଯେତେବେଳେ ଭାରତରେ ସ୍ବାଧୀନତା ଆନ୍ଦୋଳନ ଆରମ୍ଭ ହୋଇ ନ ଥିଲା, ସେତେବେଳେ ଯଦି କେହି ବ୍ରିଟିଶଙ୍କ ବିରୁଦ୍ଧରେ…
ରେଶମ ସହର ଶାଢ଼ି
ପାଟଶାଢ଼ି କେବଳ ନାରୀର ସୌନ୍ଦର୍ଯ୍ୟ ବୃଦ୍ଧି କରେ ନାହିଁ; ଆମ ଚଳଣି ଓ ପରମ୍ପରାରେ ଏହାର ଏକ ସ୍ବତନ୍ତ୍ର ମର୍ଯ୍ୟାଦା ମଧ୍ୟ ରହିଛି । ଭାରତର ବିଭିନ୍ନ ରାଜ୍ୟରେ ରହିଛି ଭିନ୍ନ ଭିନ୍ନ ପ୍ରକାରର ପାଟଶାଢ଼ି । ସେଥିମଧ୍ୟରେ ଓଡ଼ିଶାର ରେଶମ…
ନୁପୁର ଶର୍ମା ମାମଲାରେ ଭାଜପାର ୟୁଟର୍ନ…
ନୂଆଦିଲ୍ଲୀ, ୫।୬ : ମୁଖପାତ୍ର ନୁପୁର ଶର୍ମାଙ୍କ ମାମଲାରେ ଭାଜପା ୟୁଟର୍ନ ନେଇଛି। ନୁପୁର ମହାପୁରୁଷ ମହମ୍ମଦଙ୍କ ବିରୋଧରେ ମନ୍ତବ୍ୟ ଦେବା ପରେ ପ୍ରଥମ ଥର ପାଇଁ ଦଳ ଏକ ବିବୃତ୍ତି ଜାରି କରିଛି। ଭାରତୀୟ ଜନତା ପାର୍ଟି ପକ୍ଷରୁ କୁହାଯାଇଛି…
କୋଇଲା ବୋଝେଇ ଟ୍ରେନ୍ରେ ନିଆଁ
ଟିଟିଲାଗଡ଼,୫।୬(ଡି.ଏନ୍.ଏ.): ଟିଟିଲାଗଡ଼ ରେଳ ଷ୍ଟେଶନର ୫ନଂ. ପ୍ଲାଟଫର୍ମରେ ଅଟକି ରହିଥିବା ଏକ କୋଇଲା ବୋଝେଇ ମାଲ ଗାଡିର ୨ଟି ବଗିରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଟିଟିଲାଗଡ଼ ଅଗ୍ନିଶମ ବିଭାଗର ଗୋଟିଏ ନିଆଁ ଲିଭାଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।…
ଉପକାରୀ କଦଳୀ: ସ୍ବାସ୍ଥ୍ୟ ପାଇଁ ଯେତିକି ଲାଭକାରୀ, ତ୍ୱଚା ପାଇଁ ମଧ୍ୟ…
ପାଚିଲା କଦଳୀ ହେଉଛି ଏମିତି ଏକ ସ୍ବାଦିଷ୍ଟ ତଥା ଗୁଣକାରୀ ଫଳ, ଯାହାକୁ ଖାଇଲେ ଶୀଘ୍ର ପେଟ ପୁରି ଗଲା ଭଳି ଅନୁଭବ ହୋଇଥାଏ। ଏହା ସ୍ବାସ୍ଥ୍ୟ ପାଇଁ ଯେତିକି ଲାଭକାରୀ, ତ୍ୱଚା ପାଇଁ ମଧ୍ୟ ସେତିକି ଉପକାରୀ ହୋଇଥାଏ। କଦଳୀରେ…
‘ସମ୍ରାଟ ପୃଥ୍ବୀରାଜ’: ଦ୍ୱିତୀୟ ଦିନରେ ପଡ଼ିଲା ଫିକା
ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ୩ ଜୁନରେ ରିଲିଜ ହୋଇଥିଲା ବେଳେ ଅକ୍ଷୟ ଏଥିରେ ପ୍ରୀତିରାଜ ଚୌହାନଙ୍କ ଭୂମିକାରେ ନଜର ଆସିଛନ୍ତି। ଏହା ବ୍ୟତୀତ ମନୁଷୀ ଚିଲାର ରାଜକୁମାରୀ ସୟୋଂଗିତା ଭୂମିକାରେ ଫିଲ୍ମରେ ଡେବ୍ୟୁ କରିଛନ୍ତି। ଫିଲ୍ମଟି ବକ୍ସ ଅଫିସରେ ପ୍ରଥମ ଦିନରେ…
ଭାଗ୍ୟଶାଳୀ ବାମ୍ବୋପ୍ଲାଣ୍ଟ
ବାସ୍ତୁଶାସ୍ତ୍ର ଅନୁଯାୟୀ, ବାମ୍ବୋ ପ୍ଲାଣ୍ଟ ହେଉଛି ଭାଗ୍ୟଶାଳୀ ତଥା ଶୁଭଫଳ ପ୍ରଦାନକାରୀ ଏକ ପ୍ରକାରର ଗଛ। ଏହାକୁ ଘରେ ହେଉ ଅବା କର୍ମକ୍ଷେତ୍ରରେ ରଖିଲେ ଭାଗ୍ୟୋଦୟ ହେବା ସହ ବୈଭବ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ ବାମ୍ବୋପ୍ଲାଣ୍ଟର ଆଉ…
ଚାହୁଁଚାହୁଁ ଶୁଖିଲା ପତ୍ର ପାଲଟିଲା ପ୍ରଜାପତି, ଭିଡିଓ ଦେଖିଲେ ହିଁ ବିଶ୍ୱାସ କରିବେ
ପ୍ରକୃତି ଅତ୍ୟନ୍ତ ଅନନ୍ୟ ଏବଂ ଅଦ୍ଭୁତ ଅଟେ। ଯେତେବେଳେ ବି କେହି କୁହନ୍ତି ଯେ, ସେ ପ୍ରକୃତିକୁ ସମ୍ପୂର୍ଣ୍ଣ ରୂପେ ବୁଝିଛନ୍ତି, ସେତେବେଳେ ପ୍ରକୃତି ଏହାର ନୂଆ ଏକ ରୂପ ଆଣି ଆମକୁ ଆଶ୍ଚର୍ଯ୍ୟ କରେ। ଆଜିକାଲି ଏକ ଭିଡିଓ ସୋସିଆଲ…
ନବୀନଙ୍କ ମାଷ୍ଟରଷ୍ଟ୍ରୋକ୍: ବିବାଦୀୟ ବିଦା
ଭୁବନେଶ୍ୱର,୫।୬(ବ୍ୟୁରୋ): ନବୀନ ଗଢ଼ିଛନ୍ତି ନୂଆ ଟିମ୍। ସରକାରର ପଞ୍ଚମ ପାଳିରେ ମାଷ୍ଟରଷ୍ଟୋକ ଖେଳି ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ବଦଳାଇଛନ୍ତି ନବୀନ । ରବିବାର ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି ୨୧ ଜଣ ମନ୍ତ୍ରୀ। ତେବେ ଏହି ନୂଆ ଟିମରେ ବହୁ…
ରଥଖଳା ଚଳଚଞ୍ଚଳ, କାମରେ ଲାଗିପଡ଼ିଛନ୍ତି ମହାରଣା ସେବାୟତ
ପୁରୀ ଅଫିସ,୫।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ରଥ ଦଣ୍ଡାର ଫ୍ରେମ ପ୍ରସ୍ତୁତି ସରିଛି । ଶନିବାର ଦଣ୍ଡାରେ ଆଗ-ପଛ ମୁହାଁଟି ଲାଗିଥିଲା…
Archives


