Home Left

ଇ- ଡେଟିଂ କରୁଥିଲେ

ବର୍ତ୍ତମାନ ଇଲେକ୍ଟ୍ରୋନିକ୍‌ ଯୁଗରେ ସବୁକିଛି ହେଉଛି ଅନ୍‌ଲାଇନ୍‌ରେ, ଯେଉଁଥିରୁ ବାଦ୍‌ପଡ଼ିନି ବନ୍ଧୁତା ଆଉ ପ୍ରେମ। ତେବେ ଏମିତିରେ ଦିନକୁଦିନ ବିଭିନ୍ନ ଇ- ଡେଟିଂ ସାଇଟ୍‌ର ମଧ୍ୟ ଚାହିଦା ବଢ଼ୁଥିବାର ଦେଖିବାକୁ ମିଳୁଛି। ଯଦି ଆପଣ ବି ବନ୍ଧୁତା କରିବା ଏବଂ ପରସ୍ପରକୁ…

ଆଇଫାରେ ଏକାଠି ବସିଥିବା ନଜର ଆସିଲେ ସଲମାନ୍‌-ଅଭିଷେକ

ବମ୍ବେ: ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ସହ ଅଭିନେତା ସଲମାନ ଖାଁଙ୍କ ସହ ସମ୍ପର୍କ କାହାକୁ ବି ଅଛପା। ଏକଦା ଉଭୟ ପରସ୍ପରକୁ ଡେଟ୍‌ କରୁଥିଲେ। ହେଲେ ବ୍ରେକ୍‌ଅପ୍‌ ହେବା ପରେ ଅଭିଷେକ ବଚ୍ଚନଙ୍କ ହାତ ଧରିଥିଲେ ସେ। ସେବେଠାରୁ ସଲମାନ ଅଭିଷେକଙ୍କୁ…

ଗରମରୁ ମୁକ୍ତି ପାଇଁ ହାତୀ ଛୁଆ କରୁଛି ଏପରି, ଭିଡିଓ ଦେଖିଲେ …

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ପୁଣି ରାଜ୍ୟରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ରବିବାର ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ଆମେରିକାର ଚେତାବନୀ ପରେ ବି ମାନୁ ନାହାନ୍ତି କିମ, ଏକାଥରେ ୮ ବାଲେଷ୍ଟିକ ମିଶାଇଲର କଲେ ପରୀକ୍ଷଣ

ପୋଙ୍ଗୟାଙ୍ଗ,୫ ।୬: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜନ ଉନ ତାଙ୍କ କାର୍ଯ୍ୟକଳାପକୁ ନେଇ ଥାଆନ୍ତି ଖୁବ ଚର୍ଚ୍ଚାରେ । ପଡୋଶି ଦେଶ ଦକ୍ଷିଣ କୋରିଆର ଚେତାବନୀ ପରେ ବି କିମ ମଶାଇଲ ପରୀକ୍ଷଣ କରି ଚାଲିଛନ୍ତି । ଏବେ…

ଗିରଫ ହୋଇପାରନ୍ତି ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ

ଇସଲାମାବାଦ,୫ ।୬: ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ଓ ତାଙ୍କ ପୁଅ ତଥା ପଞ୍ଜାବର ମୁଖ୍ୟମନ୍ତ୍ରୀ ହମଜା ଶହବାଜଙ୍କ ମୁଣ୍ଡରେ ଝୁଲୁଛି ଗିରଫ ହେବାର ଖଣ୍ଡା । ପାକିସ୍ତାନର ସଂଘିୟ ଯାଞ୍ଚ ଏଜେନ୍ସି(ଏଫଏଆଇ) ମନି ଲଣ୍ଡରିଂ ମାମଲାରେ ଏମାନଙ୍କ ନାଁରେ…

ଟାର୍ଗେଟ କିଲିଂ: ସବୁ ପ୍ରକାର ସହାୟତା ପାଇଁ ପ୍ରସ୍ତୁତ ଅଛନ୍ତି ଠାକରେ

ମୁମ୍ବାଇ,୫ ।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସକ୍ରିୟ ହେବା ସହ ବେଳକୁ ବେଳ ଟାର୍ଗେଟ କିଲିଂ ସଂଖ୍ୟା ବଢିବାରେ ଲାଗିଛି । ଯାହା ଲୋକଙ୍କ ମନରେ ଭୟ ସୃଷ୍ଟି କରିବାରେ ଲାଗିଛି । କିଛିଦିନ ମଧ୍ୟରେ ଜଣେ ରାଜସ୍ୱ ବିଭାଗ କର୍ମଚାରୀ, ଶିକ୍ଷକ…

ନୃତ୍ୟ ଦେଇଛି ପରିଚୟ

ଭୁବନେଶ୍ୱର ନୟାପଲ୍ଲୀରେ ରହୁଥିବା ମାଆ ସୌମ୍ୟାସ୍ମିତା ଏବଂ ବାପା ଦିଲ୍ଲୀପ କୁମାର ପଟ୍ଟନାୟକଙ୍କ ଝିଅ ସ୍ବସ୍ତିଦୀପା। ନୃତ୍ୟ ତାଙ୍କର ନିଶା ହେଲେ ମଧ୍ୟ ଭବିଷ୍ୟତର ଲକ୍ଷ୍ୟ ପ୍ରଶାସନିକ ସେବାରେ ଯୋଗ ଦେବା। ଯେଉଁଥିପାଇଁ ନିଜ ରୁଚି ସହ ପାଠପଢ଼ାକୁ ମଧ୍ୟ ସେ…

ପ୍ରକୃତି ମିତ୍ର

ପରିବେଶ ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ଏ କଥାକୁ ସେମାନେ କେବଳ ବୁଝି ନାହାନ୍ତି, ବରଂ ନିଜ କର୍ମରେ ଏହାର ଯଥାର୍ଥତା ପ୍ରତିପାଦନ କରି ଦେଖାଇଛନ୍ତି। ଆଜି ବିଶ୍ୱ ପରିବେଶ ଦିବସ ଅବସରରେ ଜଙ୍ଗଲ କ୍ଷୟ ଯୋଗୁ ବଢ଼ୁଥିବା ପ୍ରଦୂଷଣରେ ଧ୍ୱଂସାଭିମୁଖୀ…

ଅବକ୍ଷୟମୁଖୀ ଜଙ୍ଗଲ, ଅସୁରକ୍ଷିତ ବନ୍ୟପ୍ରାଣୀ

ଜଗତ୍‌ସିଂହପୁର ଅଫିସ, ୫।୬: ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି। ବର୍ଯ୍ୟବସ୍ତୁ, ଯାନବାହାନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି। ସମ୍ଭାବ୍ୟ ପରିସ୍ଥିତିକୁ ନେଇ ବିଶ୍ୱବ୍ୟାପୀ ସମ୍ମିଳନୀ ହେବା ସହ ପ୍ରତି ଦେଶ ଦାୟିତ୍ୱବାନ ହେବାକୁ…

ବଢୁଛି ଶିଳ୍ପାୟନ,ଉଜୁଡୁଛି ସବୁଜିମା

ପାରାଦୀପ,୫।୬(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ଦେଇ ପ୍ରବାହିତ ମହାନଦୀ ଓ ଜଟାଧାର ନଦୀ ମଧ୍ୟସ୍ଥଳରେ ୧୯୬୨ ପୂର୍ବରୁ ଘଞ୍ଚ ଜଙ୍ଗଲ ଥିଲା। ଏଥିସହ ୫୭ଟି ନଦୀ ଯୋର ସୈରାତ ରହିଛି। ପାରାଦୀପରେ ବନ୍ଦରଭିତ୍ତିକ ଶିଳ୍ପାୟନ ଦିନକୁ ଦିନ ବଢ଼ିଚାଲିଥିବାବେଳେ ଏବେ ସେହି ସୀମା…

ଗୋଚର ଜମି ଜବରଦଖଲ ଉଚ୍ଛେଦ ହୋଇପାରିଲାନି

ଝୁମ୍ପୁରୀ,୫।୬(ଡି.ଏନ୍‌.ଏ.): ସରକାରୀ ଗୋଚର ଜମିକୁ କୌଣସି ବ୍ୟକ୍ତି ଜବରଦଖଲ କରିପାରିବେ ନାହିଁ ବୋଲି ସରକାରଙ୍କ ସ୍ପଷ୍ଟ ନିୟମ ରହିଛି। ହେଲେ ଯାଜପୁର ଜିଲା ଦଶରଥପୁର ବ୍ଲକ କୟଁା ପଞ୍ଚାୟତ ଦରବା ଗଁାର କେତେଜଣ ବ୍ୟକ୍ତି ଗଁାରେ ଥିବା ଏକର ଏକର ଗୋଚର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri