ଆରଡ଼ିରେ ଶିବ ବିବାହ: ଶୋଭାଯାତ୍ରାରେ ବାହାରିଲା ବରଧରା
ଆରଡ଼ି,୪।୬,(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଶନିବାର ମଧ୍ୟରାତ୍ରରେ ଲୋକାଚାରରେ ଦେବଦେବ ମହାଦେବ ଶୈଳସୁତା ମାତା ପାର୍ବତୀଙ୍କୁ ବିବାହ କରିବେ । ଏହି ଉପଲକ୍ଷେ ପୂର୍ବାହ୍ନ ୧୧ଟାରେ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କନ୍ୟାପିତା ଚନ୍ଦ୍ରମଣି ପାଢୀଙ୍କ ଘରୁ ବରଧରା ବାହାରି…
୨୬ ଲକ୍ଷ ୫ଶହ ଟଙ୍କିଆ ନୋଟ ଜବତ
କଟକ ଅଫିସ,୪।୬: କଟକରୁ ଜଣେ ବ୍ୟକ୍ତିଙ୍କଠାରୁ ୨୬ ଲକ୍ଷ ୫ଶହ ଟଙ୍କିଆ ନୋଟ ଜବତ ହୋଇଛି। ବ୍ୟକ୍ତି ଜଣକ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ଜଣାପଡିଛି। ଏହି ଟଙ୍କା ସେ କେଉଁଠୁ ଆଣିଲେ ତାହାର ପ୍ରମାଣ ଦେଇ ନ ପାରିବାରୁ ପୋଲିସ ଟଙ୍କା…
୧୫୦ ଶିକାରୀଙ୍କୁ ଶପଥ କରାଇଲେ
ଚିତ୍ରକୋଣ୍ଡା,୪ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ବେଧଡ଼କ ଭାବେ ପଶୁ ଶିକାର ଚାଲିଛି। ଏହାକୁ ରୋକିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଦ୍ୟମ କରାଯାଉଛି। ଇତିମଧ୍ୟରେ ଶୁକ୍ରବାର ଶିକାର କରିବା ଉଦ୍ଦେଶ୍ୟରେ କାଲିମେଳା ଗମ୍ପାକୋଣ୍ଡା ଅଞ୍ଚଳରୁ ସିଲେରୁ ଦେଇ ୧୫୦ରୁ…
‘ରୋହିତ-ବିରାଟଙ୍କ ଶେଷ ବିଶ୍ୱକପ୍ ହୋଇପାରେ’
ନୂଆଦିଲ୍ଲୀ,୪।୬: କିଛି ଦିନ ଧରି ଖରାପ ଫର୍ମରେ ନଜର ଆସୁଛନ୍ତି ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଏବଂ ପୂର୍ବ ଅଧିନାୟକ ବିରାଟ କୋହଲି। କୋହଲି ଆଇପିଏଲ୍ରେ ସାମାନ୍ୟ ଉନ୍ନତି କରିବା ନଜର ଆସିଥିଲେ ହେଁ ରୋହିତଙ୍କ ବ୍ୟାଟ୍ ଆଦୌ ଚାଲି…
ମହାରାଷ୍ଟ୍ରରେ ଚିନ୍ତା ବଢ଼ାଉଛି କରୋନା: ସାର୍ବଜନୀନ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
ମୁମ୍ବାଇ,୪।୬: ମହାରାଷ୍ଟ୍ରରେ ପୁଣି ଥରେ କରୋନା ଭାଇରସ୍ ସଂକ୍ରମଣ ଚିନ୍ତା ବଢ଼ାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ପ୍ରତିଦିନ ହଜାରେରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ତେବେ ଏହି ମାମଲାକୁ ଗମ୍ଭୀରତାର ସହ ନେଇ ରାଜ୍ୟ ସରକାର…
ବାପାଙ୍କୁ ପିଟି ପିଟି ମାରିଦେଲେ ଦୁଇ ପୁଅ
ବଣାଇଁ, ୪।୬(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅଧୀନ ରାଣିବେର୍ଣ୍ଣା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ଦୁଇ ପୁଅ କାଠ ଫାଳିଆରେ ପିଟି ପିଟି ବାପାଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବାପା ମଙ୍ଗରା…
ମାସ ହେଲା ନିଖୋଜ ଥିଲେ, ମିଳିଲା ମୃତଦେହ
ଟିକିରି,୪।୬(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶିପୁର ବ୍ଲକ ଦୁଡୁକାବାଲ ପଞ୍ଚାୟତ ଦୁଡୁକାଲ ଗ୍ରାମର ବାବୁଲା ଗୌଡ଼ ଗତ ୬ ତାରିଖରେ କୌଣସି କାରଣରୁ ଘରୁ ପଳାଇ ଯାଇଥିଲେ। ଏହାପରେ ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ।…
ଅନନ୍ତନାଗରେ ଗଡ଼ିଲା ଜଣେ ଆତଙ୍କବାଦୀଙ୍କ ମୁଣ୍ଡ: ୩ଯବାନ,ଜଣେ ନାଗରିକ ଆହତ
ଅନନ୍ତନାଗ,୪।୬: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଶନିବାର ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିସହ ୩ଜଣ ଯବାନ ଓ ଜଣେ ନାଗରିକ ଆହତ ହୋଇଛନ୍ତି। ତେବେ ମୃତ ଆତଙ୍କବାଦୀ ଜଣକ ହିଜ୍ବୁଲ ମୁଜାହିଦିନ ଆତଙ୍କବାଦୀ…
ଠାକୁରଙ୍କୁ ବି ଛାଡ଼ିଲେନି: ଜଗନ୍ନାଥ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଚୋରି
ଭବାନୀପାଟଣା,୪।୬(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ମୁଖୀଗୁଡ଼ା ଜଗନ୍ନାଥ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁବୃର୍ତ୍ତ ଲକ୍ଷାଧିକ ଟଙ୍କାର ରୁପା ଅଳଙ୍କାର ଚୋରିକରି ନେଇଛନ୍ତି। ଏହା ସହ ପିତଳ ସାମଗ୍ରୀ, ହୁଣ୍ଡିରେ ଥିବା ଟଙ୍କା ନେଇଯାଇଛନ୍ତି। ଶନିବାର…
ହାଇଦ୍ରାବାଦ ଗଣାବଳାତ୍କାର ମାମଲା: ଗିରଫ ହେଲେ ରାଜନେତାଙ୍କ ପୁଅ ସମେତ ୫ଅଭିଯୁକ୍ତ
ହାଇଦ୍ରାବାଦ,୪।୬: ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ପବ୍ ପାର୍ଟିରୁ ଫେରୁଥିବା ଜଣେ ନାବାଳିକାଙ୍କୁ ମର୍ସିଡିଜ୍ କାର ଭିତରେ ଗଣବଳାତ୍କାର ମାମଲାରେ ସମସ୍ତ ୫ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କୁହାଯାଇଛି, ଏହି ଅଭିଯୁକ୍ତମାନଙ୍କ ମଧ୍ୟରୁ ୩ଜଣ ନାବାଳକ। ଏତଦ୍ବ୍ୟତୀତ ଏହି ଗଣବଳାତ୍କାର ମାମଲାରେ ରାଜନୈତିକ ସଂଯୋଗ…
ଝିଅକୁ ହତ୍ୟା କରି ଝୁଲାଇ ଦେଲେ
ଅନୁଗୋଳ ଅଫିସ,୪।୬: ଅନୁଗୋଳ ଜିଲା ବେନ୍ତପୁର ଗାଁର ଚିତ୍ତରଞ୍ଜନ ପରିଡାଙ୍କ ଘରୁ ତାଙ୍କ ସ୍ତ୍ରୀ ସସ୍ମିତା ବେହେରାଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି। ସେ ଏକ ବ୍ଳାଉଜରେ ଶିଡିଘର ପୁଆରେ ଝୁଲୁଥିବା ବେଳେ ତାଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା…
ଦରକାର ପଡ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୪।୬(ବ୍ୟୁରୋ): କରୋନା ସଂକ୍ରମଣର ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦେଶରେ ଏବେ ୫ ରାଜ୍ୟରେ କରୋନା ସଂକ୍ରମଣ ବଢିଛି। ପ୍ରିକସନ୍ ସହ କଟକଣା କଡ଼ାକଡ଼ି କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ହେଲେ…
Archives


