Home Left

ଜୁନ୍‌ ଶେଷ ସସ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ,୪।୬: ଚଳିତ ମାସ ଶେଷ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ ଖାତା ଦେଖା ଶେଷ ହୋଇଛି। ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି ବୋଲି ମନ୍ତ୍ରୀ…

ଟାର୍ଗେଟ କିଲିଂ ମଧ୍ୟରେ ୧୭୭ କଶ୍ମୀରୀ ପଣ୍ଡିତ ଶିକ୍ଷକଙ୍କୁ ସ୍ଥାନାନ୍ତର

ଶ୍ରୀନଗର,୪।୬: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ମଧ୍ୟରେ ସ୍ଥାନୀୟ ସରକାରଙ୍କ ପକ୍ଷରୁ କଶ୍ମୀରୀ ପଣ୍ଡିତଙ୍କ ସୁରକ୍ଷା ପାଇଁ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଶ୍ରୀନଗରର ବିଭିନ୍ନ ଅଞ୍ଚଳରେ ନିୟୋଜିତ ହୋଇଥିବା କଶ୍ମୀରୀ ପଣ୍ଡିତଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କିମ୍ବା ବ୍ୟବସ୍ଥିତ କରାଯାଇଥିବା…

ଡିକି ଭାଙ୍ଗି ନେଇଗଲେ ଟଙ୍କା

ଜମନକିରା,୩ା୬(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବସ୍‌ଷ୍ଟାଣ୍ଡ ନିକଟରୁ ଏକ ବାଇକ୍‌ ଡିକି ଭାଙ୍ଗି ଜଣେ ଦୁର୍ବୃତ୍ତ ୫୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଅଭିଯୋଗ ମୁତାବକ, ଲାଡଙ୍ଗପାଲି ଗ୍ରାମର ଖତୁ ବାଗ ନାତି ରମାକାନ୍ତ ବାଗଙ୍କ ସହ ଜମନକିରା କୋଅପରେଟିଭ…

ଖୁବ୍‌ଶୀଘ୍ର କାମକୁ ଫେରିବେ ରାମ୍‌ କପୁର

ଅଭିନେତା ନକୁଲ ମେହେଟ୍ଟା ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବଡେ ଅଛେ ଲଗତେ ହେ ସିଜିନ୍‌ ୨ରେ ଅଧିକ ଲୋକ ପ୍ରିୟ ହାସଲ କରିଥିବା ନକୁଲ ପ୍ରତ୍ୟେକ ଘରେ ରାମ୍‌ କପୁର ନାମରେ ବେଶ ପରିଚିତ। ନିକଟରେ ନକୁଲ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ…

୫ବର୍ଷ ଝିଅ ମଧ୍ୟରେ ମଙ୍କିପକ୍ସ ଲକ୍ଷଣ: ଯାଞ୍ଚ ପାଇଁ ପଠାଗଲା ନମୂନା

ଗାଜିଆବାଦ,୪।୬: କରୋନା ଭାଇରସ୍‌ ପରେ ଏବେ ମଙ୍କିପକ୍ସ ସାରା ବିଶ୍ୱର ଚିନ୍ତା ବଢ଼ାଇଛି। ଅନେକ ଦେଶରେ ମଙ୍କିପକ୍ସ ବ୍ୟାପିଥିବା ବେଳେ ଦୈନିକ ଶହ ଶହ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟମରେ ଉତ୍ତରପ୍ରଦେଶ ଗାଜିଆବାଦରେ ଜଣେ ୫ବର୍ଷର ଶିଶୁଙ୍କଠାରେ ମଙ୍କିପକ୍ସ ଲକ୍ଷଣ ଚିହ୍ନଟ…

ବରଯାତ୍ରୀ ନେଇ ବାହାରିବେ ମହାଦେବ, ମାହେନ୍ଦ୍ରବେଳାରେ ପଡିବ ହାତଗଣ୍ଠି

ସମ୍ବଲପୁର,୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହ ଉତ୍ସବ ଚାଲିଛି। ଶନିବାର ରାତ୍ରିରେ ଭକ୍ତଙ୍କ କାନ୍ଧରେ ଦେବ ଦେବ ମହାଦେବ ବରଯାତ୍ରୀ ବାହାରିବେ। ମାହେନ୍ଦ୍ରବେଳାରେ ଦେବଦମ୍ପତିଙ୍କ ବିବାହ ହେବାକୁ ଲଗ୍ନ ଧାର୍ଯ୍ୟ ହୋଇଛି। ବିବାହରେ ସାମିଲ ହେବାକୁ ଦେବଦେବୀଙ୍କୁ…

ଆଶ୍ରମ-୪’ ଟିଜର ରିଲିଜ

ଆଶ୍ରମ’ର ସିଜନ-୩ ଓଟିଟି ପ୍ଲାଟଫର୍ମ ‘ଏମ୍‌ଏକ୍ସ ପ୍ଲେୟାର’ରେ ସିଜିନ-୩ର ଷ୍ଟ୍ରିମିଂ ଆରମ୍ଭ ହୋଇଯାଇଛି। ବର୍ତ୍ତମାନ ସିଜିନ-୪ର ଟିଜର ଶୁକ୍ରବାର ଦିନ ରିଲିଜ ହୋଇଛି। ଏହି ୱେବ ସିରିଜ୍‌ରେ ବବି ଦେଓଲ ବାବା ନିରାଲାଙ୍କ ଭୂମିକାରେ ଅଭିନୟ କରିଛନ୍ତି। ବବି ଏଥିରେ ଭଣ୍ଡ…

ବଢୁଛି କରୋନା: ସତର୍କ ରହିବାକୁ ୫ ରାଜ୍ୟକୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ,୪।୬: ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ତାମିଲନାଡୁ, କେରଳ, ତେଲଙ୍ଗାନା, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ସଂକ୍ରମଣ ବୃଦ୍ଧି ପାଉଛି ସଂକ୍ରମଣ। ତେବେ ସଂକ୍ରମଣକୁ ରୋକିବା ଲାଗି ସତର୍କ ରହିବାକୁ…

ଦିବ୍ୟାଙ୍ଗଙ୍କୁ ନେବାକୁ ମନାକରିପାରିବେ ନାହିଁ ଏୟାରଲାଇନ୍ସ: ଡିଜିସିଏ

ନୂଆଦିଲ୍ଲୀ,୪।୬: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) ପକ୍ଷରୁ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ନର୍ଦ୍ଦେଶ ଜାରି କରାଯାଇଛି। ଦେଶର କୌଣସି ଦିବ୍ୟାଙ୍ଗଙ୍କୁ ବିମାନରେ ଯାତ୍ରା କରିବାକୁ ଏୟାରଲାଇନ୍ସ ମନା କରିପାରିବେ ନାହିଁ ବୋଲି ଉକ୍ତ ନିର୍ଦ୍ଦେଶରେ କୁହାଯାଇଛି। ଶୁକ୍ରବାର ଡିଜିସିିଏ ନିଜ ନିୟମରେ…

ଲିଙ୍ଗରାଜ ମନ୍ଦିରରେ ଅଚଳାବସ୍ଥା, ନୀତିକାନ୍ତି ବନ୍ଦ

ଭୁବନେଶ୍ୱର,୪।୬(ବ୍ୟୁରୋ): ଲିଙ୍ଗରାଜ ମନ୍ଦିରରେ ଅଚଳାବସ୍ଥା ଜାରି । ନୀତିକାନ୍ତି ବନ୍ଦ ରହିଛି। ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗର ଅସହଯୋଗ ଯୋଗୁ ନୀତିକାନ୍ତି ବନ୍ଦ ବନ୍ଦ ରଖାଯାଇଛି। ଶୁକ୍ରବାର ସନ୍ଧ୍ୟା ୫ଟାରୁ ନୀତିକାନ୍ତି ବନ୍ଦ ରହିଥିବା ବେଳେ ଆଜି ମଧ୍ୟ ନୀତି…

ମାଲିକଙ୍କ ହାତଗୋଡ଼ ବାନ୍ଧି ଲୁଟିନେଲେ

ସମ୍ବଲପୁର,୩ା୬(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସିଟି ଷ୍ଟେଶନର ଏକ ଦୋକାନରୁ ଶୁକ୍ରବାର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ମାଲିକଙ୍କ ହାତଗୋଡ ବାନ୍ଧି ଡକାୟତି କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଛାନଭିନ ଆରମ୍ଭ କରିଛି। ସୂଚନା ଅନୁସାରେ ଅପରାହ୍ନରେ ପ୍ରାୟ ୬ରୁ…

ଆମେରିକା ରିପୋର୍ଟକୁ ଭାରତର ତୀବ୍ର ପ୍ରତିକ୍ରିୟା

ନୂଆଦିଲ୍ଲୀ,୪।୬: ଭାରତରେ ସଂଖ୍ୟାଲଘୁଙ୍କ ଉପରେ ଆକ୍ରମଣ ହେଉଥିବା ନେଇ ଆମେରିକା ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟ ଉପରେ ନୂଆଦିଲ୍ଲୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଭୁଲ୍‌ ତଥ୍ୟ ଉପରେ ଆଧାରିତ ରିପୋର୍ଟ କହି ଆମେରିକା ରିପୋର୍ଟକୁ ଭାରତ ନିନ୍ଦା କରିଛନ୍ତି। ଅନ୍ତର୍ଜାତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri